୨୬ରୁ ବିଧାନସଭା ଅଧିବେଶନ, ୨୫ରେ ସର୍ବଦଳୀୟ ବୈଠକ
1 min read

୨୬ରୁ ବିଧାନସଭା ଅଧିବେଶନ, ୨୫ରେ ସର୍ବଦଳୀୟ ବୈଠକ

ଭୁବନେଶ୍ୱର ୧୯-୧୧-୨୦୨୪(ପିପିଏସ) : ଆସନ୍ତା ୨୬ ତାରିଖଠାରୁ ବିଧାନସଭା ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ସର୍ବଦଳୀୟ ବୈଠକ ୨୫ ତାରିଖ ଦିନ ଅନୁଷ୍ଠିତ ହେବ। ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ। ଏନେଇ ସୂଚନା ଦେଇଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ। ଏହି ଅଧିବେଶନ ୩୧ ତାରିଖ ଯାଏ ଚାଲିବ। ଏହି ଅଧିବେଶନକୁ ସୁରୁଖୁରୁରେ ପରିଚାଳନା ଲାଗି ବାଚସ୍ପତି ସମସ୍ତଙ୍କର ସହଯୋଗ ଲୋଡ଼ିବେ।ଏଣେ ଏଥର ଅଧିବେଶନ ସରଗରମ ହେବାର ସମ୍ଭାବନା ରହିଛି। ଉଭୟ ବିରୋଧୀ ଓ ଶାସକ ମୁହାଁମୁହିଁ ହୋଇପାରନ୍ତି।

Leave a Reply

Your email address will not be published. Required fields are marked *