ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
1 min read

ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଦ୍ବାରା ଉଦ୍‌ଘାଟନ ହୋଇଥିବା ଡିଜିପି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ସାମିଲ ହେବେ। ତିନି ଦିନ ଧରି ଭାରତର ସୁରକ୍ଷା ବ୍ୟବସ୍ଥା ଉପରେ ଡିଜିପି ସମ୍ମିଳନୀରେ ଚର୍ଚ୍ଚା ଓ ଆଲୋଚନା ହେବ। କାର୍ଯ୍ୟକ୍ରମରେ ସମସ୍ତ ରାଜ୍ୟର ଡିଜି ଆଇଜିପି ଓ ବିଭିନ୍ନ ସୁରକ୍ଷା ବଳର ମୁଖ୍ୟ ଯୋଗ ଦେଉଛନ୍ତି। 

Leave a Reply

Your email address will not be published. Required fields are marked *