ହକି ଇଣ୍ଡିଆ ପକ୍ଷରୁ ଜର୍ସି ନମ୍ୱର ୧୬କୁ ଦିଆଗଲା ଅବସର
1 min read

ହକି ଇଣ୍ଡିଆ ପକ୍ଷରୁ ଜର୍ସି ନମ୍ୱର ୧୬କୁ ଦିଆଗଲା ଅବସର

*ଗୋଲକିପର ଶ୍ରୀଜେଶଙ୍କ ଅବସର

* ଜର୍ସିକୁ ସ୍ମରଣୀୟ କରିବା ପାଇଁ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର:୧୬-୦୮-୨୪(ପିପିଏସ ):ଶ୍ରୀଜେସଙ୍କ ଜର୍ସିକୁ ଦିଆଗଲା ଅବସର। ଜର୍ମି ନମ୍ବର ୧୬ ଏବେ ଅବସର ନେଇଛି କାରଣ ହକିକୁ ବିଦାୟ କହିଛନ୍ତି ଶ୍ରୀଜେସ। ତାଙ୍କ ସମ୍ମାନରେ ତାଙ୍କ ଜର୍ସିକୁ ମଧ୍ୟ ଅବସର ଦିଆଯାଇଛି। ହକି ଇଣ୍ଡିଆ ପକ୍ଷରୁ ଜର୍ସି ନମ୍ୱର ୧୬କୁ ଅବସର ଦିଆଯାଇଛି। ଗୋଲକିପର ଶ୍ରୀଜେଶଙ୍କ ଅବସର ପରେ ତାଙ୍କ ଜର୍ସିକୁ ସ୍ମରଣୀୟ କରିବା ପାଇଁ ବଡ଼ ନିଷ୍ପତ୍ତି ନିଆଯାଇଛି। ପ୍ୟାରିସ୍ ଅଲିମ୍ପିକ୍ସରେ ଶେଷ ଥର ପାଇଁ ମ୍ୟାଚ ଖେଳି ହାତେଇଛନ୍ତି ବ୍ରୋଂଜ ପଦକ। ଆଜି ଦିଲ୍ଲୀରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ୟ୍ୟକ୍ରମରେ ଶ୍ରୀଜେସଙ୍କ ଜର୍ସିକୁ ମଧ୍ୟ ଅବସର ଦିଆଯାଇଛି।

Leave a Reply

Your email address will not be published. Required fields are marked *