୧୨ ତାରିଖ ପର୍ଯ୍ୟନ୍ତ ରାତି ୯ଟା ଯାଏଁ ଖୋଲା ରହିବ ରାଜ୍ୟ ସଂଗ୍ରହାଳୟ: ମନ୍ତ୍ରୀ
1 min read

୧୨ ତାରିଖ ପର୍ଯ୍ୟନ୍ତ ରାତି ୯ଟା ଯାଏଁ ଖୋଲା ରହିବ ରାଜ୍ୟ ସଂଗ୍ରହାଳୟ: ମନ୍ତ୍ରୀ

ଭୁବନେଶ୍ୱର ୦୭-୦୧-୨୦୨୫ (ପିପିଏସ ) : ପ୍ରବାସୀ ଭାରତୀୟ ଦିବସ ଉପଲକ୍ଷେ ରାତି ୯ଟା ଯାଏଁ ଖୋଲା ରହିବ ରାଜ୍ୟ ସଂଗ୍ରହାଳୟ। ୧୨ ତାରିଖ ପର୍ଯ୍ୟନ୍ତ ରାତି ୯ଟା ଯାଏଁ ଖୋଲା ରହିବ ରାଜ୍ୟ ସଂଗ୍ରହାଳୟ। ଏନେଇ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି।ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି, ସାଧାରଣ ଦିନରେ ସାଢ଼େ ୫ଟା ଯାଏ ରାଜ୍ୟ ସଂଗ୍ରହାଳୟ ଖୋଲା ରହେ। କିନ୍ତୁ ପ୍ରବାସୀ ଭାରତୀୟ ଦିବସ ରହିଥିବାରୁ ରାତିରେ ମଧ୍ୟ ମ୍ୟୁଜିୟମ ଖୋଲା ରଖିବାକୁ ନିଷ୍ପତ୍ତି ନିଆଯାଇଛି। ୧୨ ତାରିଖ ପର୍ଯ୍ୟନ୍ତ ରାତି ୯ଟା ଯାଏଁ ଖୋଲା ରହିବ ରାଜ୍ୟ ସଂଗ୍ରହାଳୟ। ଏନେଇ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି।ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି, ସାଧାରଣ ଦିନରେ ସାଢ଼େ ୫ଟା ଯାଏ ରାଜ୍ୟ ସଂଗ୍ରହାଳୟ ଖୋଲା ରହେ। କିନ୍ତୁ ପ୍ରବାସୀ ଭାରତୀୟ ଦିବସ ରହିଥିବାରୁ ରାତିରେ ମଧ୍ୟ ମ୍ୟୁଜିୟମ ଖୋଲା ରଖିବାକୁ ନିଷ୍ପତ୍ତି ନିଆଯାଇଛି। 

Leave a Reply

Your email address will not be published. Required fields are marked *