କଟକରେ ବନ୍ଦ ହେବ ୨ ମାଇକ୍ରୋ କମ୍ପୋଷ୍ଟ୍ ପ୍ଲାଣ୍ଟ୍: ହାଇକୋର୍ଟ
1 min read

କଟକରେ ବନ୍ଦ ହେବ ୨ ମାଇକ୍ରୋ କମ୍ପୋଷ୍ଟ୍ ପ୍ଲାଣ୍ଟ୍: ହାଇକୋର୍ଟ

କଟକ ୧୬-୦୧-୨୦୨୫(ପିପିଏସ) : କଟକରେ ୨ ଟି ମାଇକ୍ରୋ କମ୍ପୋଷ୍ଟ୍ ପ୍ଲାଣ୍ଟ୍ ବନ୍ଦ ହେବ। ଏନେଇ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ତେଲେଙ୍ଗା ବଜାର ଓ ସତୀଚୌରା ମାଇକ୍ରୋ କମ୍ପୋଷ୍ଟ୍ ପ୍ଲାଣ୍ଟ ବନ୍ଦ ପାଇଁ ନିର୍ଦ୍ଦେଶ ଜାରି ହୋଇଛି। ଆସନ୍ତା କାଲିଠାରୁ ଏହି ଦୁଇ ମାଇକ୍ରୋ କମ୍ପୋଷ୍ଟ୍ ପ୍ଲାଣ୍ଟ୍‌ରେ ଆଉ ଅଳିଆ ଆବର୍ଜନା ପଡିବ ନାହିଁ।କଟକ ସହର ସମସ୍ୟା ସମ୍ପର୍କିତ ମାମଲାର ଶୁଣାଣି କରି ହାଇକୋର୍ଟ ନିର୍ଦ୍ଦେଶ ଜାରି କରିଛନ୍ତି।ସୂଚନାଯୋଗ୍ୟ, ମାଇକ୍ରୋ କମ୍ପୋଷ୍ଟ୍ ପ୍ଲାଣ୍ଟ୍ ଦ୍ବାରା ପରିବେଶ ପ୍ରଦୂଷଣ ହେଉଥିବା ଅଭିଯୋଗ ହୋଇଥିଲା।

Leave a Reply

Your email address will not be published. Required fields are marked *