ଭାରତ ସରକାରଙ୍କ ଗୃହ ମନ୍ତ୍ରାଳୟ ପକ୍ଷରୁ ଶନିବାର ସନ୍ଧ୍ୟାରେ ପଦ୍ମ ପୁରସ୍କାର ଘୋଷଣା କରାଯାଇଛି। କଳା, ସମାଜସେବା, ଚିକିତ୍ସା, ଶିଳ୍ପ, ସାହିତ୍ୟ, କୀଡ଼ା ଆଦି କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ମୋଟ୍ ୧୩୯ ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ଭାରତ ସରକାର ପଦ୍ମ ପୁରସ୍କାରରେ ସମ୍ମାନିତ କରିବେ।
ଭୁବନେଶ୍ୱର ୨୫-୦୧-୨୦୨୫(ପିପିଏସ ) : ଭାରତ ସରକାରଙ୍କ ଗୃହ ମନ୍ତ୍ରାଳୟ ପକ୍ଷରୁ ଶନିବାର ସନ୍ଧ୍ୟାରେ ପଦ୍ମ ପୁରସ୍କାର ଘୋଷଣା କରାଯାଇଛି। କଳା, ସମାଜସେବା, ଚିକିତ୍ସା, ଶିଳ୍ପ, ସାହିତ୍ୟ, କୀଡ଼ା ଆଦି କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ମୋଟ୍ ୧୩୯ ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ଭାରତ ସରକାର ପଦ୍ମ ପୁରସ୍କାରରେ ସମ୍ମାନିତ କରିବେ। ଏହି ତାଲିକାରେ ଓଡ଼ିଶାର ୪ ଜଣ ଅଛନ୍ତି। ସେମାନେ ହେଲେ ଅଦ୍ବୈତ ଚରଣ ଗଡ଼ନାୟକ, ଦୁର୍ଗାଚରଣ ରଣବୀର, ପ୍ରତିଭା ଶତପଥୀ ଓ ଅଶୋକ କୁମାର ମହାପାତ୍ର।















Leave a Reply