ମାର୍ଚ୍ଚ ଶେଷ ସୁଦ୍ଧା ରାଜ୍ୟ ବିଜେପି ସଭାପତି ଚୟନ
1 min read

ମାର୍ଚ୍ଚ ଶେଷ ସୁଦ୍ଧା ରାଜ୍ୟ ବିଜେପି ସଭାପତି ଚୟନ

ଭୁବନେଶ୍ୱର ୨୫-୦୨-୨୦୨୫ (ପିପିଏସ) : ବିଜେପି ରାଜ୍ୟ ସଭାପତି ଚୟନ ବିଳମ୍ବ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର। ସେ କହିଛନ୍ତି, ମାର୍ଚ୍ଚ ୩୧ ତାରିଖ ପୂର୍ବରୁ ବିଜେପି ରାଜ୍ୟ ସଭାପତି ନାଁ ହେବ ଘୋଷଣା କରାଯିବ। ରାଜ୍ୟ ବିଜେପି ସଭାପତି କିଏ ହେବେ, ଏପର୍ଯ୍ୟନ୍ତ ଦିଲ୍ଲୀରୁ କୌଣସି ନିର୍ଦ୍ଦେଶ ଆସିନାହିଁ। ଏନେଇ ଶୀଘ୍ର ନିଷ୍ପତ୍ତି ନେବେ ବିଜେପି ଜାତୀୟ ନେତୃତ୍ବ।ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର। ସେ କହିଛନ୍ତି, ମାର୍ଚ୍ଚ ୩୧ ତାରିଖ ପୂର୍ବରୁ ବିଜେପି ରାଜ୍ୟ ସଭାପତି ନାଁ ହେବ ଘୋଷଣା କରାଯିବ। ରାଜ୍ୟ ବିଜେପି ସଭାପତି କିଏ ହେବେ, ଏପର୍ଯ୍ୟନ୍ତ ଦିଲ୍ଲୀରୁ କୌଣସି ନିର୍ଦ୍ଦେଶ ଆସିନାହିଁ। ଏନେଇ ଶୀଘ୍ର ନିଷ୍ପତ୍ତି ନେବେ ବିଜେପି ଜାତୀୟ ନେତୃତ୍ବ`। ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଆହୁରି କହିଛନ୍ତି, ମାର୍ଚ୍ଚ ୧୫ ପୂର୍ବରୁ ରାଜ୍ୟ ସଭାପତି ନିର୍ବାଚନ ପ୍ରକ୍ରିୟା ଶେଷ କରିବାକୁ କେନ୍ଦ୍ର ଏବଂ ଓଡ଼ିଶା ଦାୟିତ୍ୱରେ ଥିବା ସଞ୍ଜୟ ଜୟସ୍ବାଲଙ୍କ ସହ ଆଲୋଚନା କରାଯିବ। ଏହାଛଡ଼ା ବିଭିନ୍ନ ବୋର୍ଡ ଏବଂ ନିଗମର ଅଧ୍ୟକ୍ଷ ନିଯୁକ୍ତି ପାଇଁ ମଧ୍ୟ ପ୍ରକ୍ରିୟା ଆରମ୍ଭ ହୋଇଛି। ଏମାନଙ୍କ ନାମ ଯଥା ସମୟରେ ଘୋଷଣା କରାଯିବ।

Leave a Reply

Your email address will not be published. Required fields are marked *