ଅନ୍ତର୍ଜାତୀୟ
ପନ୍ନୁ ଡର… ରାତି ସାରା ଧରପଗଡ଼
ଡିଜିପି ସମ୍ମିଳନୀ ସମୟରେ ଆକ୍ରମଣ ପାଇଁ ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁର ଧମକକୁ ଆଖିଆଗରେ ରଖି ଆଜି ସହରରେ ରାତିଅଧିଆ ଯାଞ୍ଚକୁ ଅତି କଡ଼ାକଡ଼ି କରାଯାଇଛି। ରାଜଧାନୀର ୨୦ରୁ ଅଧିକ ସମ୍ବେଦନଶୀଳ ସ୍ଥାନରେ କଡ଼ା ଚେକିଂ ହେଉଛି। ଭୁବନେଶ୍ୱର ୦୧-୧୨-୨୦୨୪ (ପିପିଏସ ) : ଡିଜିପି ସମ୍ମିଳନୀ ସମୟରେ ଆକ୍ରମଣ ପାଇଁ ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁର ଧମକକୁ ଆଖିଆଗରେ ରଖି ଆଜି ସହରରେ ରାତିଅଧିଆ ଯାଞ୍ଚକୁ ଅତି କଡ଼ାକଡ଼ି କରାଯାଇଛି। ରାଜଧାନୀର ୨୦ରୁ ଅଧିକ ସମ୍ବେଦନଶୀଳ ସ୍ଥାନରେ କଡ଼ା […]
ନୂଆବର୍ଷରେ ପରମାଣୁ ପରୀକ୍ଷା କରିବ ଇରାନ!: ୱାଶିଂଟନରୁ ପ୍ୟାରିସ ପର୍ଯ୍ୟନ୍ତ ଆତଙ୍କ
ଡୋନାଲ୍ଡ ଟ୍ରମ୍ପ ରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କରିବା ପାଇଁ ଦେଢ଼ ମାସ ବାକି ଅଛି। କିନ୍ତୁ ଏହାପୂର୍ବରୁ ଇରାନରୁ ଏଭଳି ଖବର ଆସିଛି, ଯାହାକୁ ନେଇ ୱାଶିଂଟନରୁ ପ୍ୟାରିସ ପର୍ଯ୍ୟନ୍ତ ଆତଙ୍କ ସୃଷ୍ଟି ହୋଇଛି। ଟ୍ରମ୍ପଙ୍କ ଶପଥ ଗ୍ରହଣ ପୂର୍ବରୁ ଇରାନ ଆଣବିକ ପରୀକ୍ଷା କରିବାକୁ ଚାହୁଁଛି ନୂଆଦିଲ୍ଲୀ/ଭୁବନେଶ୍ୱର ୦୧-୧୨-୨୦୨୪ (ପିପିଏସ ) : ଇରାନ ଆଣବିକ କାର୍ଯ୍ୟକ୍ରମକୁ ଆଇଏଇଏଠାରୁ ଲୁଚାଇ ରଖିଥିଲା। ଏବେ ଆଇଏଇଏର ଏକ ରିପୋର୍ଟ ୟୁରୋପୀୟ ଦେଶଗୁଡ଼ିକର ଚିନ୍ତା ବଢ଼ାଇଛି। ବାସ୍ତବରେ, […]
ଭୁବନେଶ୍ବର ବିମାନବନ୍ଦରରେ ଅଜଣା ବ୍ୟାଗ୍ ଠାବ, ସିଆଇଏସଏଫ୍ ଡଗ୍ ସ୍କ୍ବାଡର ତନାଘନା
ଭୁବନେଶ୍ୱର ୩୦-୧୧-୨୦୨୪ (ପିପିଏସ ) : ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏକ ଅଜଣା ବ୍ୟାଗ୍ ଦେଖିବାକୁ ମିଳିଛି। ଟ୍ରଲିରେ ଏକ ନୀଳ ରଙ୍ଗର ବ୍ୟାଗ ଦେଖିବା ପରେ ସେଠାରେ ପହଞ୍ଚିଥିଲା ସିଆଇଏସଏଫର ଡଗ୍ ସ୍କ୍ୱାଡ୍ । ସନ୍ଧାନୀ କୁକୁର ଏହାକୁ ଜଗିଥିବାବେଳେ ଏହା କାହାର ସେ ଏନେଇ ଏଯାଏ କୌଣସି ସୂଚନା ମିଳିନାହିଁ । କଥା ହେଉଛି ,କିଛି ସମୟ ପୂର୍ବରୁ ଖଲିସ୍ତାନୀ ନେତାଙ୍କର ଧମକପୂର୍ଣ୍ଣ ଅଡିଓ ଭାଇରାଲ ହୋଇଥିଲା । ଏହି ଅଡିଓରେ ଭୁବନେଶ୍ୱର […]
ଭୁବନେଶ୍ବରକୁ ଖଲିସ୍ତାନୀ ଆତଙ୍କବାଦୀଙ୍କ ଧମକ
ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁ ଧମକ ଦେଇଛନ୍ତି। ଭୁବନେଶ୍ବରରେ ଆୟୋଜିତ ହେବାକୁଥିବା ଡିଜିପି ସମ୍ମିଳନୀକୁ ଆତଙ୍କବାଦୀ ଧମକ ମିଳିଛି। ଏକ ଭିଡିଓ ବାର୍ତ୍ତା ଜାରି କରି ସେ ଧମକ ଦେଇଛନ୍ତି। ସମ୍ମିଳନୀ ପଣ୍ଡ କରିବାକୁ ଭିଡିଓ ବାର୍ତ୍ତାରେ ସେ ଧମକ ଦେଇଛନ୍ତି ଭୁବନେଶ୍ୱର ୨୮-୧୧-୨୦୨୪ (ପିପିଏସ) : ଭୁବନେଶ୍ବରରେ ଆୟୋଜିତ ହେବାକୁଥିବା ଡିଜିପି ସମ୍ମିଳନୀକୁ ଆତଙ୍କବାଦୀ ଧମକ ମିଳିଛି। ଖଲିସ୍ତାନୀ ଆତଙ୍କବାଦୀ ଗୁରୁପତୱନ୍ତ ସିଂ ପନ୍ନୁ ଧମକ ଦେଇଛନ୍ତି। ଏକ ଭିଡିଓ ବାର୍ତ୍ତା ଜାରି କରି ସେ ଧମକ […]
ବାଲିଯାତ୍ରାକୁ ଆନ୍ତର୍ଜାତିକ ମାନ୍ୟତା ପାଇଁ ପ୍ରୟାସ
ଏଥର ବାଲିଯାତ୍ରା ଖର୍ଚ୍ଚ ପାଖାପାଖି ୧୦କୋଟି, ଆୟ ୧୧ କୋଟି କଟକର ଐତିହାସିକ ବାଲିଯାତ୍ରାକୁ ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରରେ ପହଞ୍ଚାଇବା ପାଇଁ ନୂଆ ଯୋଜନା ଆରମ୍ଭ ହୋଇଛି। ଏଣିକି ବର୍ଷ ତମାମ ଦେଶର ବିଭିନ୍ନ ସ୍ଥାନରେ ଆୟୋଜନ ହେଉଥିବା ବଡ଼ ବଡ଼ ମେଳା ମହୋତ୍ସବରେ ବାଲିଯାତ୍ରାର ଝଲକ ଦେଖିବାକୁ ମିଳିବ। କଟକ,୨୭-୧୧-୨୦୨୪ (ପିପିଏସ) : କଟକର ଐତିହାସିକ ବାଲିଯାତ୍ରାକୁ ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରରେ ପହଞ୍ଚାଇବା ପାଇଁ ନୂଆ ଯୋଜନା ଆରମ୍ଭ ହୋଇଛି। ଏଣିକି ବର୍ଷ […]
ବାଂଲାଦେଶୀ ନାବାଳିକା ଘଟଣା: ରାଜଧାନୀରୁ ତୃତୀୟ ଅଭିଯୁକ୍ତକୁ ଗିରଫ
ଭୁବନେଶ୍ୱର ୨୬-୧୧-୨୦୨୪ (ପିପିଏସ) : ବାଂଲାଦେଶୀ ନାବାଳିକା ଘଟଣାରେ ରାଜଧାନୀରୁ ଆଉଜଣେ ଅଭିଯୁକ୍ତକୁ ଗିରଫ କରିଛି ପୁଲିସ। ଅଭିଯୁକ୍ତ ହେଲା ଅବଦୁଲ ସୟଦ ସୁଲେମାନ। ତାର ଘର ଭୁବନେଶ୍ବରର ଝାରପଡ଼ା ଅଞ୍ଚଳରେ। ସେ ହିଁ ମୁଖ୍ୟତଃ ଏହି ରାକେଟକୁ ଚଳାଉଥିଲା। ତାଙ୍କ ଠାରୁ କିଂ ପିନ ଗୋପୀର କିଛି ତଥ୍ୟ ମିଳିଛି। ଭୁବନେଶ୍ୱର, ପଶ୍ଚିମବଙ୍ଗ ଓ କଟକକୁ ମିଶାଇ ନାବାଳିକା ଏକାଧିକ ଲୋକଙ୍କ ନାଁ କହିଛି। ଏମାନଙ୍କୁ ଧରିବା ପାଇଁ ପୁଲିସ ତଦନ୍ତ ଜାରି ରହିଛି। ନାବାଳିକା […]
କଟକରୁ ନାବାଳିକା ବାଂଲାଦେଶୀ ଯୁବତୀ ଉଦ୍ଧାର ଘଟଣା, ସଜାଗ ପୁଲିସ
କଟକ/ଭୁବନେଶ୍ୱର ୨୪-୧୧-୨୦୨୪ (ପିପିଏସ) : ବାଂଲାଦେଶରୁ ଓଡ଼ିଶା ଆଣି ନାବାଳିକା ଓ ଯୁବତୀଙ୍କୁ ଅନୈତିକ କାର୍ଯ୍ୟରେ ନିୟୋଜନ କରାଯିବା ଘଟଣାକୁ ନେଇ କମିସନରେଟ୍ ପୁଲିସ ସଜାଗ ଅଛି। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ବର ଡିସିପି ପିନାକ ମିଶ୍ର। ଏଣେ କଟକ ଡିସିପି ଜଗମୋହନ ମୀନା କହିଛନ୍ତି ଯେ ବାଲିଯାତ୍ରା ସହ ବାଂଲାଦେଶୀ ଯୁବତୀମାନଙ୍କର କୌଣସି ସଂପର୍କ ନାହିଁ। ସୂଚନାଯୋଗ୍ୟ, କଟକରୁ ଉଦ୍ଧାର ହୋଇଥିବା ବାଂଲାଦେଶ ଢାକାର ଜଣେ ନାବାଳିକାଙ୍କୁ ଦୁର୍ବୃତ୍ତ ଗୋଟିଏ ଦିନରେ ୧୫ ଥର ଦୁଷ୍କର୍ମ […]
ବାଂଲାଦେଶୀ ନାବାଳିକା ଉଦ୍ଧାର ମାମଲାରେ ମହିଳା ସମେତ ୨ ଜଣ ଅଟକ
କଟକ ସହରରୁ ବାଲାଂଦେଶୀ ନାବାଳିକା ଉଦ୍ଧାର ମାମଲାରେ ପୁଲିସ ଆକ୍ସନ ମୁଡ଼ରେ ରହିଛି। ନାବାଳିକାକୁ ଉଦ୍ଧାର ପରେ ଏହି ଘଟଣା ସହିତ ସଂପୃକ୍ତି ରଖିଥିବା ଅଭିଯୋଗରେ ଜଣେ ମହିଳାଙ୍କ ସମତେ ୨ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। କଟକ,୨୪-୧୧-୨୦୨୪ (ପିପିଏସ) : ଜଣେ ବାଂଲାଦେଶୀ ନାବାଳିକାକୁ କଟକ ସହରରୁ ଉଦ୍ଧାର ଘଟଣାରେ ସଦର ପୁଲିସ ଆଜି ଜଣେ ମହିଳାଙ୍କ ସମେତ ୨ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ନାବାଳିକାର ଅଭିଯୋଗ କ୍ରମେ ସଦର ଥାନା […]
ଓଡ଼ିଶାରେ ଆଦାନୀ ଝଡ଼: ବିଜେଡିର ସଫେଇ; ଅଭିଯୋଗ ଭିତ୍ତିହୀନ
ଆମେରିକାର ନ୍ୟୁୟର୍କ କୋର୍ଟରେ ୟୁଏସ୍ ସିକ୍ୟୁରିଟିଜ୍ ଆଣ୍ଡ୍ ଏକ୍ସଚେଞ୍ଜ କମିସନ ଆଦାନୀ ଗ୍ରୁପ୍ ବିରୋଧରେ ଭାରତରେ ବ୍ୟାପକ ଲାଞ୍ଚ କାରବାର ଅଭିଯୋଗ ଆଣିଛନ୍ତି। ଅକ୍ଷୟ ଶକ୍ତି ଯୋଗାଣ ଚୁକ୍ତି ପାଇବା ଲାଗି ଆଦାନୀ ଓଡ଼ିଶା ସମେତ ଭୁବନେଶ୍ୱର ୨୩-୧୧-୨୦୨୪ (ପିପିଏସ) : ଆମେରିକାର ନ୍ୟୁୟର୍କ କୋର୍ଟରେ ୟୁଏସ୍ ସିକ୍ୟୁରିଟିଜ୍ ଆଣ୍ଡ୍ ଏକ୍ସଚେଞ୍ଜ କମିସନ ଆଦାନୀ ଗ୍ରୁପ୍ ବିରୋଧରେ ଭାରତରେ ବ୍ୟାପକ ଲାଞ୍ଚ କାରବାର ଅଭିଯୋଗ ଆଣିଛନ୍ତି। ଅକ୍ଷୟ ଶକ୍ତି ଯୋଗାଣ ଚୁକ୍ତି ପାଇବା ଲାଗି ଆଦାନୀ ଓଡ଼ିଶା […]
ସିଙ୍ଗାପୁରର ସହଯୋଗ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ
ସିଙ୍ଗାପୁର ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ନିଜ ଟିମ୍ ସହ ସିଙ୍ଗାପୁରର ଉପପ୍ରଧାନମନ୍ତ୍ରୀ ଗାନ୍ କିମ୍ ୟଙ୍ଗଙ୍କୁ ସାକ୍ଷାତ କରି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଭୁବନେଶ୍ୱର ୧୯-୧୧-୨୦୨୪(ପିପିଏସ) : ସିଙ୍ଗାପୁର ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ନିଜ ଟିମ୍ ସହ ସିଙ୍ଗାପୁରର ଉପପ୍ରଧାନମନ୍ତ୍ରୀ ଗାନ୍ କିମ୍ ୟଙ୍ଗଙ୍କୁ ସାକ୍ଷାତ କରି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏଥି ସହିତ ସେ ଜୁରଙ୍ଗ ପେଟ୍ରୋକେମିକାଲ୍ସ କମ୍ପ୍ଲେକ୍ସ ମଧ୍ୟ ପରିଦର୍ଶନ […]