ଜାତୀୟ
ସ୍ୱାମୀକୁ ହାଣି ମଥାରୁ ସିନ୍ଦୁର ପୋଛିଦେଲା ସ୍ତ୍ରୀ
ଘରୋଇ ଗଣ୍ଡଗୋଳ କାରଣରୁ ସ୍ତ୍ରୀର ଟାଙ୍ଗିଆ ଚୋଟରେ ସ୍ବାମୀ ମୃତ କୁଚିଣ୍ଡା/ଭୁବନେଶ୍ୱର ୦୩-୦୩-୨୦୨୫( ପିପିଏସ) : ପାରିବାରିକ କଳହର କରୁଣ ପରିଣତି ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଥାନା ଅଞ୍ଚଳରେ ଦେଖିବାକୁ ମିଳିଛି। ଏହି ଅଞ୍ଚଳରେ ଜଣେ ମହିଳା ସ୍ବାମୀଙ୍କୁ ହତ୍ୟା କରି ନିଜ ମଥାରୁ ସିନ୍ଦୁର ପୋଛି ଦେଇଛି। ସିରିଡ ଗ୍ରାମପଞ୍ଚାୟତ କୁଇଲେରଯୋର ଗ୍ରାମରେ ପତ୍ନୀ ଦ୍ବାରା ସ୍ବାମୀ ହତ୍ୟା ହୋଇଥିବା ଜଣାପଡ଼ିଛି। ମୃତ ବ୍ୟକ୍ତି ହେଲେ ଗଜେନ୍ଦ୍ର କିସାନ (୪୦)। ପୁଲିସ ଅଭିଯୁକ୍ତ ମହିଳାଙ୍କୁ ଅଟକ […]
ଆବଶ୍ୟକ ପଡ଼ିଲେ ପଶ୍ଚିମବଙ୍ଗକୁ ପାଠ ପଢ଼ାଇ ରାସ୍ତା ଦେଖାଇବ ଓଡ଼ିଶା: ସୁରେଶ ପୂଜାରୀ
ଓଡ଼ିଶା ସୀମାରେ ଅନୁପ୍ରବେଶ ନେଇ ପଶ୍ଚିମବଙ୍ଗ ସରକାରଙ୍କୁ କଡ଼ା ଚେତାବନୀ ଦେଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ପଶ୍ଚିମବଙ୍ଗ ଅସଭ୍ୟ ସରକାର। ଆବଶ୍ୟକ ପଡ଼ିଲେ ପଶ୍ଚିମବଙ୍ଗକୁ ପାଠ ପଢ଼ାଇ ରାସ୍ତା ଦେଖାଇବ ଓଡ଼ିଶା। ଭୁବନେଶ୍ୱର ୦୩-୦୩-୨୦୨୫( ପିପିଏସ) : ଓଡ଼ିଶା ସୀମାରେ ଅନୁପ୍ରବେଶ ନେଇ ପଶ୍ଚିମବଙ୍ଗ ସରକାରଙ୍କୁ କଡ଼ା ଚେତାବନୀ ଦେଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ପଶ୍ଚିମବଙ୍ଗ ଅସଭ୍ୟ ସରକାର। ଆବଶ୍ୟକ […]
କେନ୍ଦୁଝରରେ ମେଗା ଷ୍ଟିଲ ପ୍ଲାଣ୍ଟ ନେଇ ଖୁଵ ଶୀଘ୍ର ପ୍ରକ୍ରିୟା ଆରମ୍ଭ ହେବ: ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁ
ମେକ ଇନ ଓଡ଼ିଶାରେ ଆସିଥିବା ଶିଳ୍ପକୁ ଗ୍ରାଉଣ୍ଡିଂ କରିବାକୁ ସେକ୍ଟର ଅନୁଯାୟୀ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି। ଏହା ଉପରେ ନଜର ରଖିବ ଶିଳ୍ପ ବିଭାଗର ସ୍ୱତନ୍ତ୍ର ଟିମ୍। ଆଜି ସମୀକ୍ଷା ପରେ ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁ ଏଭଳି ସୂଚନା ଦେଇଛନ୍ତି। ଭୁବନେଶ୍ୱର ୦୩-୦୩-୨୦୨୫( ପିପିଏସ) : ମେକ ଇନ ଓଡ଼ିଶାରେ ଆସିଥିବା ଶିଳ୍ପକୁ ଗ୍ରାଉଣ୍ଡିଂ କରିବାକୁ ସେକ୍ଟର ଅନୁଯାୟୀ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି। ଏହା ଉପରେ ନଜର ରଖିବ ଶିଳ୍ପ ବିଭାଗର ସ୍ୱତନ୍ତ୍ର ଟିମ୍। ଆଜି […]
ମୁଖ୍ୟମନ୍ତ୍ରୀଙ୍କ ଓଏସଡି ହେଲେ କୌଶିକ ପଟ୍ଟନାୟକ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଓଏସଡି ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ପୂର୍ବରୁ କେନ୍ଦୁଝର ବାଂଶପାଳ ତହସିଲଦାର ଭାବେ କାର୍ଯ୍ୟ କରୁଥିବା ଓଏଏସ ଅଫିସର କୌଶିକ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଓଏସଡି ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି ଭୁବନେଶ୍ୱର ୦୩-୦୩-୨୦୨୫( ପିପିଏସ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଓଏସଡି ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ପୂର୍ବରୁ କେନ୍ଦୁଝର ବାଂଶପାଳ ତହସିଲଦାର ଭାବେ କାର୍ଯ୍ୟ କରୁଥିବା ଓଏଏସ ଅଫିସର କୌଶିକ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀଙ୍କ […]
ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ
୪ ଜଣଙ୍କୁ ତତ୍କାଳ ଆର୍ଥିକ ସହାୟତା ଭୁବନେଶ୍ୱର ୦୩-୦୩-୨୦୨୫( ପିପିଏସ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୫ସ୍ଥିତ ନିଜ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିଛନ୍ତି। ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଫେବ୍ରୁଆରି ୨୮ତାରିଖ ପୂର୍ବାହ୍ଣ ୧୧ଟାରୁ ଆରମ୍ଭ ହୋଇଥିଲା। ଆଜି ୪ ଜଣଙ୍କୁ ତତ୍କାଳ ଆର୍ଥିକ ସହାୟତା ଦିଆଯାଇଛି । ଲୋକଙ୍କ ସମସ୍ୟାର ସମାଧାନ ପାଇଁ ତ୍ୱରିତ ପଦକ୍ଷେପ ଗ୍ରହଣ କରାଯାଉଛି । ଦିନେ ଦୁଇଦିନ ଭିତରେ ‘ମୁଖ୍ୟମନ୍ତ୍ରୀ […]
ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟାଟୁ ବିବାଦ
ଷ୍ଟୁଡିଓ ମାଲିକଙ୍କୁ ଗିରଫ କଲା କମିସନରେଟ୍ ପୁଲିସ ଭୁବନେଶ୍ୱର ୦୩-୦୩-୨୦୨୫( ପିପିଏସ) : ବହୁ ଚର୍ଚ୍ଚିତ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟାଟୁ ବିବାଦରେ, ସୋମବାର ଦିନ ଟାଟୁ ଷ୍ଟୁଡିଓର ମାଲିକଙ୍କୁ କମିସନରେଟ୍ ପୁଲିସ ଗିରଫ କରିଛି। ଜଣେ ବିଦେଶୀ ମହିଳା ତାଙ୍କ ଜଙ୍ଘରେ ପ୍ରଭୁ ଜଗନ୍ନାଥଙ୍କ ଟାଟୁ ତିଆରି କରିଛନ୍ତି। ଏହି ମାମଲାରେ ସହିଦ ନଗର ପୁଲିସ ରକି ଷ୍ଟୁଡିଓର ମାଲିକଙ୍କୁ ଗିରଫ କରିଛି। ସୋସିଆଲ ମିଡିଆରେ ଟାଟୁର ଫଟୋ ସେୟାର ହେବା ପରେ କିଛି ଧାର୍ମିକ ସଂଗଠନ […]
‘ତଳସ୍ତରରୁ ଆସି ମୁଖ୍ୟମନ୍ତ୍ରୀ ହୋଇଛି, ସମସ୍ତଙ୍କ ଦୁଃଖ ସୁଖ ଜାଣି ପାରୁଛି’
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୟୂରଭଞ୍ଜଗସ୍ତ ଅବସରରେ ଖିଚିଂ ମହୋତ୍ସବରେ ମୁଖ୍ୟଅତିଥି ଭାବେ ଯୋଗ ଦେଇ କହିଛନ୍ତି, ଓଡ଼ିଶାରେ ଡବଲ ଇଞ୍ଜିନ ସରକାରରେ ବିଭିନ୍ନ ଉନ୍ନୟନ ମୂଳକ ଯୋଜନାର ଶୁଭାରମ୍ଭ କରାଯାଉଛି। ରାଇରଙ୍ଗପୁର/ଖିଚିଂ/ଭୁବନେଶ୍ୱର ୦୧-୦୩-୨୦୨୫ (ପିପିଏସ ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୟୂରଭଞ୍ଜଗସ୍ତ ଅବସରରେ ଖିଚିଂ ମହୋତ୍ସବରେ ମୁଖ୍ୟଅତିଥି ଭାବେ ଯୋଗ ଦେଇ କହିଛନ୍ତି, ଓଡ଼ିଶାରେ ଡବଲ ଇଞ୍ଜିନ ସରକାରରେ ବିଭିନ୍ନ ଉନ୍ନୟନ ମୂଳକ ଯୋଜନାର ଶୁଭାରମ୍ଭ କରାଯାଉଛି। ଲକ୍ଷପତି ଦିଦି ଯୋଜନା, ସୁଭଦ୍ରା […]
ଆଇପିଏସ୍ ସ୍ତରରେ ବଡ଼ ଅଦଳବଦଳ
ବଦଳିଲେ ଭୁବନେଶ୍ବର ଓ କଟକ ଡିସିପି ମାତ୍ର ୫ ମାସର ବ୍ୟବଧାନରେ ରାଜ୍ୟ ସରକାର କଟକ ଓ ଭୁବନେଶ୍ବର ଡିସିପିଙ୍କୁ ବଦଳି କରିଛନ୍ତି। କେବଳ ସେତିକି ନୁହେଁ, ଅତିରିକ୍ତ ସିପିଙ୍କୁ ମଧ୍ୟ ବଦଳି କରାଯାଇଛି। ଏଥିସହିତ ୨୬ଜଣ ଆଇପିଏସ୍ଙ୍କ ପଦବିରେ ପରିବର୍ତ୍ତନ କରିଛନ୍ତି। ଭୁବନେଶ୍ୱର ୦୧-୦୩-୨୦୨୫ (ପିପିଏସ ) : ମାତ୍ର ୫ ମାସର ବ୍ୟବଧାନରେ ରାଜ୍ୟ ସରକାର କଟକ ଓ ଭୁବନେଶ୍ବର ଡିସିପିଙ୍କୁ ବଦଳି କରିଛନ୍ତି। କେବଳ ସେତିକି ନୁହେଁ, ଅତିରିକ୍ତ ସିପିଙ୍କୁ ମଧ୍ୟ ବଦଳି […]
୩ କିମି ଦୂରରେ ଥିବା ସ୍କୁଲକୁ ପାଠପଢ଼ିବାକୁ ଯାଉଛନ୍ତି କୁନିକୁନି ଛାତ୍ରଛାତ୍ରୀ
ପୁଣି ସାମ୍ନାକୁ ଆସିଲା ଉପାନ୍ତରେ ଶିକ୍ଷାର ବିକଳ ଚିତ୍ର। ସ୍କୁଲରେ ତାଲା ପଡ଼ିବା ପରେ ଛୋଟଛୋଟ ଛାତ୍ରଛାତ୍ରୀ ଜୀବନକୁ ବାଜି ଲଗାଇ ୩ କିଲୋମିଟର ଦୂରକୁ ଚାଲିଚାଲି ଯାଉଛନ୍ତି ଭବିଷ୍ୟତ ଗଢିବା ପାଇଁ। ରାଇରଙ୍ଗପୁର /ଭୁବନେଶ୍ୱର ୦୧-୦୩-୨୦୨୫ (ପିପିଏସ ) : ପୁଣି ସାମ୍ନାକୁ ଆସିଲା ଉପାନ୍ତରେ ଶିକ୍ଷାର ବିକଳ ଚିତ୍ର। ସ୍କୁଲରେ ତାଲା ପଡ଼ିବା ପରେ ଛୋଟଛୋଟ ଛାତ୍ରଛାତ୍ରୀ ଜୀବନକୁ ବାଜି ଲଗାଇ ୩ କିଲୋମିଟର ଦୂରକୁ ଚାଲିଚାଲି ଯାଉଛନ୍ତି ଭବିଷ୍ୟତ ଗଢିବା ପାଇଁ। ଏଭଳି […]
ଓଡ଼ିଶାକୁ ଦେଶର ଏକ ନମ୍ବର ରାଜ୍ୟରେ ପରିଣତ କରାଯିବାର ଲକ୍ଷ୍ୟ ରହିଛି: ମନ୍ତ୍ରୀ
କେନ୍ଦ୍ର ଓ ରାଜ୍ୟରେ ଡବଲ ଇଂଜିନ ସରକାର ଚାଳିଛି। ଏହାକୁ ସୁଯୋଗରେ ନେଇ ସମଗ୍ର ଓଡିଶାର ସାମଗ୍ରୀକ ବିକାଶକୁ ପ୍ରାଧାନ୍ୟତା ଦିଆଯାଉଛି। ଦେଶର ଏକ ନମ୍ବର ରାଜ୍ୟ ଭାବେ ପରିଣତ କରିବା ବର୍ତ୍ତମାନ ସରକାରଙ୍କ ପ୍ରାଥମିକ ଲକ୍ଷ୍ୟ ରହିଛି। କୋରାପୁଟ/ଭୁବନେଶ୍ୱର ୦୧-୦୩-୨୦୨୫ (ପିପିଏସ ) : କେନ୍ଦ୍ର ଓ ରାଜ୍ୟରେ ଡବଲ ଇଂଜିନ ସରକାର ଚାଳିଛି। ଏହାକୁ ସୁଯୋଗରେ ନେଇ ସମଗ୍ର ଓଡିଶାର ସାମଗ୍ରୀକ ବିକାଶକୁ ପ୍ରାଧାନ୍ୟତା ଦିଆଯାଉଛି। ଦେଶର ଏକ ନମ୍ବର ରାଜ୍ୟ ଭାବେ ପରିଣତ […]