Popular News
ଆସନ୍ତାକାଲି ମାଘ ଶୁକ୍ଳ ଅଷ୍ଟମୀ ତିଥି: ଅପରାହ୍ନ ୫ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ
ଆସନ୍ତାକାଲି ମାଘ ଶୁକ୍ଳ ଅଷ୍ଟମୀ ତିଥି। ଏହି ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ପୁରୀ/ଭୁବନେଶ୍ୱର ୦୪-୦୨-୨୦୨୫(ପିପିଏସ) : ଆସନ୍ତାକାଲି ମାଘ ଶୁକ୍ଳ ଅଷ୍ଟମୀ ତିଥି। ଏହି ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୫.୦୦ […]
ଆଜିଠୁ ମହାକୁମ୍ଭମେଳା: ବେଦପାଠରେ କମ୍ପିବ ଖଣ୍ଡଗିରି ପାହାଡ଼
ଆସନ୍ତାକାଲି (ମଙ୍ଗଳବାର)ଠାରୁ ଖଣ୍ଡଗିରିଠାରେ ମହାକୁମ୍ଭମେଳା ଆରମ୍ଭ ହୋଇ ମାଘ ପୂର୍ଣ୍ଣମୀ (୧୨ତାରିଖ) ପର୍ଯ୍ୟନ୍ତ ଚାଲିବ। ଭାରତର ବିଭିନ୍ନ ସ୍ଥାନରୁ ଆସୁଥିବା ସାଧୁସନ୍ଥମାନଙ୍କ ଦ୍ୱାରା ସନାତନ ବୈଦିକ ଧର୍ମ ଭୁବନେଶ୍ୱର ୦୪-୦୨-୨୦୨୫(ପିପିଏସ) : ଆସନ୍ତାକାଲି (ମଙ୍ଗଳବାର)ଠାରୁ ଖଣ୍ଡଗିରିଠାରେ ମହାକୁମ୍ଭମେଳା ଆରମ୍ଭ ହୋଇ ମାଘ ପୂର୍ଣ୍ଣମୀ (୧୨ତାରିଖ) ପର୍ଯ୍ୟନ୍ତ ଚାଲିବ। ଭାରତର ବିଭିନ୍ନ ସ୍ଥାନରୁ ଆସୁଥିବା ସାଧୁସନ୍ଥମାନଙ୍କ ଦ୍ୱାରା ସନାତନ ବୈଦିକ ଧର୍ମ, ଧର୍ମ ସଂସ୍କୃତି, ସୁରକ୍ଷା ସର୍ବୋପରି ଜଗତ କଲ୍ୟାଣ ନିମନ୍ତେ ପଞ୍ଚ ମହାଯଜ୍ଞ, ଧାର୍ମିକ ସଭା, ସାଧନା […]
କହନା ଏ ଫୁଲ କହନା…ଗୀତର ସ୍ରଷ୍ଟା ସଂଗ୍ରାମ ମହାନ୍ତିଙ୍କ ପରଲୋକ
ଆଉ ନାହାନ୍ତି ଏଇ ଝୁମା ଝୁମା ଗୋଲାପି ବେଳାରେ.. ଓ କହନା ଏ ଫୁଲ କହନା ଭଳି ଶ୍ରୁତିମଧୁର ଗୀତର ଗୀତିକାର ସଂଗ୍ରାମ ମହାନ୍ତି। ଆଜି ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ସେ ନିଜର ଭଞ୍ଜପୁର ସ୍ଥିତ ବାସଭବନରେ ଶେଷ ନିଶ୍ବ।ସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା। ଭୁବନେଶ୍ୱର ୦୪-୦୨-୨୦୨୫(ପିପିଏସ) : ଆଉ ନାହାନ୍ତି ଏଇ ଝୁମା ଝୁମା ଗୋଲାପି ବେଳାରେ.. ଓ କହନା ଏ ଫୁଲ କହନା […]
ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର
ରାଜ୍ୟ ସରକାର ଅଗ୍ନିଶମ କର୍ମଚାରୀଙ୍କୁ ବଡ ଉପହାର ଦେଇଛନ୍ତି। ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା ବୃଦ୍ଧି କରାଯାଇଛି। ଅଗ୍ନିଶମ କର୍ମଚାରୀଙ୍କ କଲ୍ୟାଣ ପାଇଁ ଘରଭଡ଼ା ସହ ଭତ୍ତା ବୃଦ୍ଧି ହୋଇଛି। ଭୁବନେଶ୍ୱର ୦୪-୦୨-୨୦୨୫(ପିପିଏସ) : ରାଜ୍ୟ ସରକାର ଅଗ୍ନିଶମ କର୍ମଚାରୀଙ୍କୁ ବଡ ଉପହାର ଦେଇଛନ୍ତି। ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା ବୃଦ୍ଧି କରାଯାଇଛି। ଅଗ୍ନିଶମ କର୍ମଚାରୀଙ୍କ କଲ୍ୟାଣ ପାଇଁ ଘରଭଡ଼ା ସହ ଭତ୍ତା ବୃଦ୍ଧି ହୋଇଛି। ଡାଏଟ ଭତ୍ତା ୯ ଶହରୁ ୧୪ ଶହକୁ ବଢ଼ିଥିବା ବେଳେ ବାଇକ୍ ଭତ୍ତା […]
ଏସ୍ସିବିରେ ହେବ ବୃହତ୍ ଟ୍ରମା ସେଣ୍ଟର
ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଲୋକଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ପାଇଁ ଆଉ ଏକ ବଡ଼ ପଦକ୍ଷେପ ହାତକୁ ନେଇଛନ୍ତି। କଟକର ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ୫୦୦ ଶଯ୍ୟା ବିଶିଷ୍ଟ ଟ୍ରମା ସେଣ୍ଟର୍ ପ୍ରତିଷ୍ଠା କରିବାକ ନିଷ୍ପତ୍ତି ନେଇଛନ୍ତି। ଭୁବନେଶ୍ୱର ୦୪-୦୨-୨୦୨୫(ପିପିଏସ) : ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ଲୋକଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ପାଇଁ ଆଉ ଏକ ବଡ଼ ପଦକ୍ଷେପ ହାତକୁ ନେଇଛନ୍ତି। କଟକର ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜ ଓ […]
କପି ରୋକିବାକୁ ୫ସ୍ତରୀୟ ବ୍ୟବସ୍ଥା,
୪୫ ଦିନରେ ଆସିବ ଯୁକ୍ତ୨ ପରୀକ୍ଷା ଫଳ ଭୁବନେଶ୍ୱର ୦୪-୦୨-୨୦୨୫(ପିପିଏସ) : ଯୁକ୍ତ ଦୁଇ ଥିଓରୀ ପରୀକ୍ଷା-୨୦୨୫ ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଇଛି। ଆସନ୍ତା ୧୮ ତାରିଖ ଠାରୁ ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୩୦ଟି ଜିଲ୍ଲାର ୧୨୭୬ ସେଣ୍ଟରରେ ୩,୯୩,୬୧୮ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ସବୁ ସେଣ୍ଟରରେ ସିସିଟିଭି ବ୍ୟବସ୍ଥା ହୋଇଛି। ପରୀକ୍ଷାରେ ତ୍ରୁଟି ଶୂନ୍ୟ ପାଇଁ ବ୍ୟବସ୍ଥା କରାଯାଇଛି। ଯୁକ୍ତ ୨ ପରୀକ୍ଷା ସରିବାର ୪୫ […]
ଏକ ସୁସ୍ଥ ସମାଜ ଗଠନରେ ଶିକ୍ଷାନୁଷ୍ଠାନର ଭୂମିକା ଯଥେଷ୍ଟ ଗୁରୁତ୍ଵପୂର୍ଣ୍ଣ: ମୁଖ୍ୟମନ୍ତ୍ରୀ
ଜ୍ଞାନ ହେଉଛି ପ୍ରକୃତ ଶକ୍ତି। ଆଜିର ଦ୍ରୁତ ପରିବର୍ତ୍ତନଶୀଳ ସମାଜରେ ଜ୍ଞାନ ଆହରଣ ହିଁ ହେଉଛି ଏକ ମାତ୍ର ସମ୍ପତ୍ତି। ଛାତ୍ର ଜୀବନ ହେଉଛି ଜଣେ ବ୍ୟକ୍ତିର ସୃଜନଶୀଳ ଏବଂ ଉତ୍ପାଦନଶୀଳ ଜୀବନ। ଛାତ୍ର ଜୀବନର କିଛି ବର୍ଷ, ବ୍ୟକ୍ତିର ସାରା ଜୀବନର ଦଶା ଓ ଦିଶାକୁ ଦିଗ ଦେଇଥାଏ। ଭୁବନେଶ୍ୱର ୦୪-୦୨-୨୦୨୫(ପିପିଏସ) : ଏକ ସୁସ୍ଥ ସମାଜ ଗଠନରେ ଶିକ୍ଷାନୁଷ୍ଠାନର ଭୂମିକା ଯଥେଷ୍ଟ ଗୁରୁତ୍ଵପୂର୍ଣ୍ଣ। ଛାତ୍ରଛାତ୍ରୀଙ୍କ ଉଜ୍ଜ୍ଵଳ ଭବିଷ୍ୟତ ଗଠନ ସହ ସେମାନଙ୍କ ଆଶା ଓ […]
ହାଇପ୍ରୋଫାଇଲ୍ ଠକ ଯୋଡ଼ି ହଂସିତା -ଅନିଲଙ୍କୁ ଆୟକର ବିଭାଗର ପକ୍ଷରୁ ଜେରା
ଝାରପଡ଼ା ଜେଲରେ ହାଇପ୍ରୋଫାଇଲ୍ ଠକ ଯୋଡ଼ି ହଂସିତା -ଅନିଲଙ୍କୁ ଆୟକର ବିଭାଗର ପକ୍ଷରୁ ଜେରା କରାଯାଉଥିବାର ସୂଚନା ରହିଛି।.ବେନାମୀ ସମ୍ପତ୍ତି ନେଇ ଆୟକର ବିଭାଗର ଜେରା ଚାଲିଛି। ଆୟକର ବିଭାଗର ଦୁଇଟି ଟିମ୍ ଝାରପଡ଼ା ଜେଲରେ ପହଞ୍ଚି ଉଭୟଙ୍କୁ ଜେରା କରୁଛନ୍ତି। ଭୁବନେଶ୍ୱର ୦୩-୦୨-୨୦୨୫( ପିପିଏସ) : ଝାରପଡ଼ା ଜେଲରେ ହାଇପ୍ରୋଫାଇଲ୍ ଠକ ଯୋଡ଼ି ହଂସିତା -ଅନିଲଙ୍କୁ ଆୟକର ବିଭାଗର ପକ୍ଷରୁ ଜେରା କରାଯାଉଥିବାର ସୂଚନା ରହିଛି।.ବେନାମୀ ସମ୍ପତ୍ତି ନେଇ ଆୟକର ବିଭାଗର ଜେରା ଚାଲିଛି। ଆୟକର […]
ଓଡ଼ିଶା ଗସ୍ତରେ ଆସିବେ ଷୋଡ଼ଶ ଅର୍ଥ କମିସନ
ଫେବ୍ରୁଆରୀ ୪ ରୁ ୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବେ ଷୋଡ଼ଶ ଅର୍ଥ କମିସନ । ଗସ୍ତ ସମୟରେ କମିସନଙ୍କ ଆଗରେ ରାଜ୍ୟ ସରକାର ଆଗାମୀ ୫ବର୍ଷ ଲାଗି କ’ଣ ଦାବି ରଖୁଛନ୍ତି ତାକୁ ନେଇ ଚର୍ଚ୍ଚା, ଆଲୋଚନା ଆରମ୍ଭ ହୋଇଛି ଭୁବନେଶ୍ୱର ୦୩-୦୨-୨୦୨୫( ପିପିଏସ) : ଫେବ୍ରୁଆରୀ ୪ ରୁ ୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବେ ଷୋଡ଼ଶ ଅର୍ଥ କମିସନ । ଗସ୍ତ ସମୟରେ କମିସନଙ୍କ ଆଗରେ ରାଜ୍ୟ ସରକାର ଆଗାମୀ […]
ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟକୁ ନେଇ ବିଏମସି କମିସନରଙ୍କ କଡ଼ା ଚେତାବନୀ
ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟକୁ ନେଇ ବିଏମସି କମିସନର ରାଜେଶ ପ୍ରଭାକର ପାଟିଲ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, ଐତିହ ପରମ୍ପରା ମର୍ଯ୍ୟାଦା ଭିତରେ ଯାତ୍ରା ପରିବେଶ ପାଇଁ ନିର୍ଦେଶ ଦିଆଯାଇଛି। ସବୁ ଯାତ୍ରା କମିଟି ଏନେଇ ଅବଗତ ଅଛନ୍ତି। ଆଶା କରୁଛୁ ଗାଇଡଲାଇନ ଅନୁସାରେ ଯାତ୍ରା ଅନୁଷ୍ଠିତ ହେବ। ଭୁବନେଶ୍ୱର ୦୩-୦୨-୨୦୨୫( ପିପିଏସ) : ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟକୁ ନେଇ ବିଏମସି କମିସନର ରାଜେଶ ପ୍ରଭାକର ପାଟିଲ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, ଐତିହ ପରମ୍ପରା ମର୍ଯ୍ୟାଦା ଭିତରେ […]
