1 min read

୧୩ ହଜାର ୩୭୩ ପୁଲିସ ପଦବୀ ଖାଲି: ମୁଖ୍ୟମନ୍ତ୍ରୀ

ରାଜ୍ୟ ପୁଲିସ ବିଭାଗରେ ୧୩ ହଜାର ୩୭୩ ପଦବୀ ଖାଲି ପଡ଼ିଛି। ସେହିପରି ଅଗ୍ନିଶମ ବିଭାଗରେ ୪୮୧ ପଦବୀ ଖାଲି ରହିଥିବାବେଳେ ୨୪୧୬ ହୋମଗାର୍ଡ ପଦବୀ ମଧ୍ୟ ଖାଲି ରହିଛି । କାରାଗାର ଏବଂ ଉପକାରାଗାରଗୁଡ଼ିକରେ ୮୬୨ ପଦବୀ ଖାଲି ପଡିଛି ଭୁବନେଶ୍ୱର ୦୨-୧୨-୨୦୨୪(ପିପିଏସ) : ରାଜ୍ୟରେ ୧୩ ହଜାର ୩୭୩ ପୁଲିସ ପଦବୀ  ଖାଲି ପଡ଼ିଛି। ଅଗ୍ନିଶମ ବିଭାଗରେ ପଦବୀ ମଧ୍ୟ ଖାଲି ରହିଛି।  ସେହିପରି ହୋମଗାର୍ଡ ପଦବୀ  ଖାଲି ପଡ଼ିଛି। ସୋମବାର ବିଧାନସଭାରେ  ଗୃହ […]

1 min read

ଧମକପୂର୍ଣ୍ଣ ଇ-ମେଲ ମାମଲା: ଗୁଗୁଲକୁ ଚିଠି ଲେଖିଲେ କ୍ରାଇମବ୍ରାଞ୍ଚ ଏସଟିଏଫ୍

ଖଲିସ୍ତାନୀ ଆତଙ୍କବାଦୀ ଗୁରୁପତୱନ୍ତ ସିଂ ପନ୍ନୁର ଧମକପୂର୍ଣ୍ଣ ଇ-ମେଲ ଘଟଣାରେ ଗୁଗୁଲକୁ କ୍ରାଇମବ୍ରାଞ୍ଚ ଏସଟିଏଫ୍ ଚିଠି ଲେଖିଛନ୍ତି। କେଉଁ ଆଇପି ଆଡ୍ରେସରୁ ପନ୍ନୁର ଇ-ମେଲରୁ ଅଡିଓ ଆସିଥିଲା ସେନେଇ ତଥ୍ୟ ଦେବାକୁ ଚିଠିରେ ଉଲ୍ଲେଖ କରାଯାଇଛି ଭୁବନେଶ୍ୱର ୦୨-୧୨-୨୦୨୪(ପିପିଏସ) : ଖଲିସ୍ତାନୀ ଆତଙ୍କବାଦୀ ଗୁରୁପତୱନ୍ତ ସିଂ ପନ୍ନୁର ଧମକପୂର୍ଣ୍ଣ ଇ-ମେଲ ଘଟଣାରେ ଗୁଗୁଲକୁ କ୍ରାଇମବ୍ରାଞ୍ଚ ଏସଟିଏଫ୍ ଚିଠି ଲେଖିଛନ୍ତି। କେଉଁ ଆଇପି ଆଡ୍ରେସରୁ ପନ୍ନୁର ଇ-ମେଲରୁ ଅଡିଓ ଆସିଥିଲା ସେନେଇ ତଥ୍ୟ ଦେବାକୁ ଚିଠିରେ ଉଲ୍ଲେଖ କରାଯାଇଛି। […]

1 min read

୩ ବର୍ଷରେ ୧୨୫ କୋଟି ଲୁଟିଛନ୍ତି ସାଇବର ଲୁଟେରା: ମୁଖ୍ୟମନ୍ତ୍ରୀ

ରାଜ୍ୟରେ ସାଇବର ଲୁଟେରା ମାତିଛନ୍ତି। ସଚେତନତା ଅଭାବରୁ ଲୋକେ ସାଇବର ଠକେଇର ଶିକାର ହେଉଛନ୍ତି। ଗତ ୩ ବର୍ଷ ମଧ୍ୟରେ ସାଇବର ଲୁଟେରା ୧୨୫ କୋଟି ଲୁଟି ନେଇଛନ୍ତି। ଏନେଇ ୬ ହଜାର ୩୬୮ଟି ମାମଲା ରୁଜୁ ହୋଇଛି ଭୁବନେଶ୍ୱର ୦୨-୧୨-୨୦୨୪(ପିପିଏସ) : ରାଜ୍ୟରେ ସାଇବର ଲୁଟେରା ମାତିଛନ୍ତି। ସଚେତନତା ଅଭାବରୁ ଲୋକେ ସାଇବର ଠକେଇର ଶିକାର ହେଉଛନ୍ତି। ଗତ ୩ ବର୍ଷ ମଧ୍ୟରେ ସାଇବର ଲୁଟେରା  ୧୨୫ କୋଟି ଲୁଟି ନେଇଛନ୍ତି। ଏନେଇ ୬ ହଜାର […]

1 min read

ଏସ୍‌ସିବିରେ ସଫଳ ଅସ୍ତ୍ରୋପଚାର ୧୨ଘଣ୍ଟା ପରେ ମୁଣ୍ଡରୁ ବାହାରିଲା କୁରାଢ଼ି

କନ୍ଧମାଳରୁ କଟକ ବଡ଼ଡାକ୍ତରଖାନା। ୧୨ଘଣ୍ଟା ଯନ୍ତ୍ରଣାରେ ଛଟପଟ ହୋଇଥିଲେ ବିବେକ କହଁର। ଏସ୍‌ସିବି ଟ୍ରମା ୟୁନିଟ୍‌ରେ ୪ଘଣ୍ଟାର ସଫଳ ଅସ୍ତ୍ରୋପଚାର ପରେ ତାଙ୍କ ମୁଣ୍ଡରୁ କୁରାଢ଼ିକୁ ବାହାର କରାଯାଇଛି। କଟକ୦୧-୧୨-୨୦୨୪ (ପିପିଏସ ) : କନ୍ଧମାଳରୁ କଟକ ବଡ଼ଡାକ୍ତରଖାନା। ୧୨ଘଣ୍ଟା ଯନ୍ତ୍ରଣାରେ ଛଟପଟ ହୋଇଥିଲେ ବିବେକ କହଁର। ଏସ୍‌ସିବି ଟ୍ରମା ୟୁନିଟ୍‌ରେ ୪ଘଣ୍ଟାର ସଫଳ ଅସ୍ତ୍ରୋପଚାର ପରେ ତାଙ୍କ ମୁଣ୍ଡରୁ କୁରାଢ଼ିକୁ ବାହାର କରାଯାଇଛି। କିନ୍ତୁ ବିବେକଙ୍କ ଅବସ୍ଥା ଗୁରୁତର ରହିଥିବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଛି। ଗତକାଲି […]

1 min read

ବିଧବାଙ୍କୁ ଠକିଲେ ବ୍ୟାଙ୍କ ଅଧିକାରୀ: ଲୁଟିନେଲେ ୨ କୋଟି ୩୦ ଲକ୍ଷ

କଟକ ବାଦାମବାଡ଼ିରେ ଜଣେ ବିଧବା ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୨ କୋଟି ୩୦ ଲକ୍ଷ ଟଙ୍କା ହଡ଼ପ ହୋଇଛି। ବ୍ୟାଙ୍କର ରିଲେସନସିପ୍ ମ୍ୟାନେଜର ମହିଳାଙ୍କ ଦସ୍ତଖତ ନେଇ ତାଙ୍କ ଆକାଉଣ୍ଟରୁ ଏହି ଟଙ୍କା ହଡ଼ପ କରିଛନ୍ତି। କଟକ,୦୧-୧୨-୨୦୨୪ (ପିପିଏସ ) : କଟକ ବାଦାମବାଡ଼ିରେ ଜଣେ ବିଧବା ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୨ କୋଟି ୩୦ ଲକ୍ଷ ଟଙ୍କା ହଡ଼ପ ହୋଇଛି। ବ୍ୟାଙ୍କର ରିଲେସନସିପ୍ ମ୍ୟାନେଜର ମହିଳାଙ୍କ ଦସ୍ତଖତ ନେଇ ତାଙ୍କ ଆକାଉଣ୍ଟରୁ ଏହି ଟଙ୍କା ହଡ଼ପ […]

1 min read

ପୁରୀ ସମୁଦ୍ରରେ ପରାକ୍ରମ ଅଭ୍ୟାସ: ଯୁଦ୍ଧାଭ୍ୟାସରେ ୧୪ ହେଲିକପ୍ଟର୍‌, ୧୨ ଯୁଦ୍ଧପୋତ

ଆଉ ୫ ଦିନର ଅପେକ୍ଷା। ଡିସେମ୍ବର ୪ ତାରିଖ ସୋମବାର ଅପରାହ୍ଣରେ ପାଳିତ ହେବ ନୌସେନା ଦିବସ। ରାଷ୍ଟ୍ରପତିଙ୍କ ଆଗରେ ଯୁଦ୍ଧ କୌଶଳ ଦେଖାଇବେ ନୌବାହିନୀର ଦୁର୍ଦ୍ଦଷ କମାଣ୍ଡୋ ମାର୍କୋସ୍‌। ପୁରୀ,୦୧-୧୨-୨୦୨୪ (ପିପିଏସ ) : ଆଉ ୫ ଦିନର ଅପେକ୍ଷା। ଡିସେମ୍ବର ୪ ତାରିଖ ସୋମବାର ଅପରାହ୍ଣରେ ପାଳିତ ହେବ ନୌସେନା ଦିବସ। ରାଷ୍ଟ୍ରପତିଙ୍କ ଆଗରେ ଯୁଦ୍ଧ କୌଶଳ ଦେଖାଇବେ ନୌବାହିନୀର ଦୁର୍ଦ୍ଦଷ କମାଣ୍ଡୋ ମାର୍କୋସ୍‌। ଏହା ପୂର୍ବରୁ ପୁରୀ ବ୍ଲୁ ଫ୍ଲାଗ‌୍ ବିଚ୍‌ରେ ଆରମ୍ଭ […]

1 min read

ପୁସ୍ତକମେଳାରୁ ଓହରିଲେ ୭ ପ୍ରକାଶକ

ଚଳିତ ବର୍ଷ ପ୍ରଥମ ଥର ପାଇଁ ଓଡ଼ିଶା ସରକାର ରାଜ୍ୟ ପୁସ୍ତକ ମହୋତ୍ସବ ଆୟୋଜନ କରୁଛନ୍ତି। ଡିସେମ୍ବର ୬ରୁ ସ୍ଥାନୀୟ ପ୍ରଦର୍ଶନୀ ପଡ଼ିଆରେ ୧୨ ଦିନ ଧରି ପୁସ୍ତକ ମହୋତ୍ସବ ଅନୁଷ୍ଠିତ ହେବ। ଭୁବନେଶ୍ୱର ୦୧-୧୨-୨୦୨୪ (ପିପିଏସ ) : ଚଳିତ ବର୍ଷ ପ୍ରଥମ ଥର ପାଇଁ ଓଡ଼ିଶା ସରକାର ରାଜ୍ୟ ପୁସ୍ତକ ମହୋତ୍ସବ ଆୟୋଜନ କରୁଛନ୍ତି। ଡିସେମ୍ବର ୬ରୁ ସ୍ଥାନୀୟ ପ୍ରଦର୍ଶନୀ ପଡ଼ିଆରେ ୧୨ ଦିନ ଧରି ପୁସ୍ତକ ମହୋତ୍ସବ ଅନୁଷ୍ଠିତ ହେବ। ଗୋଟେ ପଟେ […]

1 min read

ପନ୍ନୁ ଡର… ରାତି ସାରା ଧରପଗଡ଼

ଡିଜିପି ସମ୍ମିଳନୀ ସମୟରେ ଆକ୍ରମଣ ପାଇଁ ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁର ଧମକକୁ ଆଖିଆଗରେ ରଖି ଆଜି ସହରରେ ରାତିଅଧିଆ ଯାଞ୍ଚକୁ ଅତି କଡ଼ାକଡ଼ି କରାଯାଇଛି। ରାଜଧାନୀର ୨୦ରୁ ଅଧିକ ସମ୍ବେଦନଶୀଳ ସ୍ଥାନରେ କଡ଼ା ଚେକିଂ ହେଉଛି। ଭୁବନେଶ୍ୱର ୦୧-୧୨-୨୦୨୪ (ପିପିଏସ ) : ଡିଜିପି ସମ୍ମିଳନୀ ସମୟରେ ଆକ୍ରମଣ ପାଇଁ ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁର ଧମକକୁ ଆଖିଆଗରେ ରଖି ଆଜି ସହରରେ ରାତିଅଧିଆ ଯାଞ୍ଚକୁ ଅତି କଡ଼ାକଡ଼ି କରାଯାଇଛି। ରାଜଧାନୀର ୨୦ରୁ ଅଧିକ ସମ୍ବେଦନଶୀଳ ସ୍ଥାନରେ କଡ଼ା […]

1 min read

ନୂଆବର୍ଷରେ ପରମାଣୁ ପରୀକ୍ଷା କରିବ ଇରାନ!: ୱାଶିଂଟନରୁ ପ୍ୟାରିସ ପର୍ଯ୍ୟନ୍ତ ଆତଙ୍କ

ଡୋନାଲ୍ଡ ଟ୍ରମ୍ପ ରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କରିବା ପାଇଁ ଦେଢ଼ ମାସ ବାକି ଅଛି। କିନ୍ତୁ ଏହାପୂର୍ବରୁ ଇରାନରୁ ଏଭଳି ଖବର ଆସିଛି, ଯାହାକୁ ନେଇ ୱାଶିଂଟନରୁ ପ୍ୟାରିସ ପର୍ଯ୍ୟନ୍ତ ଆତଙ୍କ ସୃଷ୍ଟି ହୋଇଛି। ଟ୍ରମ୍ପଙ୍କ ଶପଥ ଗ୍ରହଣ ପୂର୍ବରୁ ଇରାନ ଆଣବିକ ପରୀକ୍ଷା କରିବାକୁ ଚାହୁଁଛି ନୂଆଦିଲ୍ଲୀ/ଭୁବନେଶ୍ୱର ୦୧-୧୨-୨୦୨୪ (ପିପିଏସ ) : ଇରାନ ଆଣବିକ କାର୍ଯ୍ୟକ୍ରମକୁ ଆଇଏଇଏଠାରୁ ଲୁଚାଇ ରଖିଥିଲା। ଏବେ ଆଇଏଇଏର ଏକ ରିପୋର୍ଟ ୟୁରୋପୀୟ ଦେଶଗୁଡ଼ିକର ଚିନ୍ତା ବଢ଼ାଇଛି। ବାସ୍ତବରେ, […]

1 min read

ବରଗଡ଼ ଧନୁଯାତ୍ରା

ଏଥର ମଞ୍ଚ ଦୁଲୁକାଇବେ ଭୁବନେଶ୍ୱର ପ୍ରଧାନ ବରଗଡ଼/ଭୁବନେଶ୍ୱର ୦୧-୧୨-୨୦୨୪ (ପିପିଏସ ) : ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାକୁ ନୂଆ କଂସ ମିଳିଛି। ଏଥର ଭୁବନେଶ୍ବର ପ୍ରଧାନ କଂସ ଭୂମିକାରେ ଅବତୀର୍ଣ୍ଣ ହେବେ। ଧନୁଯାତ୍ରା ସମୟରେ ବରଗଡ଼ ସହରରେ ରାଜ୍ କରିବେ। ତାଙ୍କର ଇସାରାରେ ବରଗଡ଼ ପରିଚାଳିତ ହେବ। ସେ କଡ଼ା ସଂଳାପ କହି ମୁକ୍ତାକାଶ ରଂଗମଞ୍ଚକୁ ଦୁଲୁକାଇବେ। ଚୟନ କମିଟି ଆଜି ଭୁବନେଶ୍ବର ପ୍ରଧାନଙ୍କ ନାମରେ ମୋହର ମାରିଛି। ଶ୍ରୀ […]