1 min read

ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନରେ ଓଡ଼ିଶାବାସୀଙ୍କ ସେବା କରୁଛି: ମୁଖ୍ୟମନ୍ତ୍ରୀ

ଓଡ଼ିଶାବାସୀଙ୍କ ତରଫରୁ ଲୋକପ୍ରିୟ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପବିତ୍ର ଓଡ଼ିଶା ମାଟିକୁ ସ୍ଵାଗତ ଜଣାଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଜି ହେଉଛି ଓଡ଼ିଶା ପାଇଁ ଏକ ଐତିହାସିକ ଦିନ। ଭୁବନେଶ୍ୱର ୨୯-୧୧-୨୦୨୪ (ପିପିଏସ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଓଡ଼ିଶା ଗସ୍ତ ପରିପ୍ରେକ୍ଷୀରେ ଆୟୋଜିତ ‘ସମ୍ବର୍ଦ୍ଧନା ସଭା’ କାର୍ଯ୍ୟକ୍ରମରେ ବରିଷ୍ଠ ନେତୃତ୍ଵଙ୍କ ସହ ଯୋଗଦେଇ ଓଡ଼ିଶାବାସୀଙ୍କ ତରଫରୁ ଲୋକପ୍ରିୟ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପବିତ୍ର ଓଡ଼ିଶା ମାଟିକୁ ସ୍ଵାଗତ ଜଣାଇଛନ୍ତି। […]

1 min read

ଭୁୁବନେଶ୍ୱରରେ ଆରମ୍ଭ ହେଲା ତିନିଦିନିଆ ଡିଜିପି ସମ୍ମିଳନୀ,

ଲୋକସେବା ଭବନରେ ଡିଜି-ଆଇଜି ସମ୍ମିଳନୀ ଆରମ୍ଭ ହୋଇଯାଇଛି। ଦେଶର ଏହି ଗୁରୁତ୍ବପୂର୍ଣ୍ଣ ସମ୍ମିଳନୀକୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ ଉଦ୍‌ଘାଟନ କରିଛନ୍ତି। ଏହି ସମ୍ମିଳନୀରେ ଦେଶର ସବୁ ରାଜ୍ୟର ଡିଜିପି ମଧ୍ୟ ଉପସ୍ଥିତ ଅଛନ୍ତି। ଭୁବନେଶ୍ୱର ୨୯-୧୧-୨୦୨୪ (ପିପିଏସ) : ଲୋକସେବା ଭବନରେ ଡିଜି-ଆଇଜି ସମ୍ମିଳନୀ ଆରମ୍ଭ ହୋଇଯାଇଛି। ଦେଶର ସୁରକ୍ଷା ପାଇଁ ଆଲୋଚନା ହେଉଥିବା ଏହି ଗୁରୁତ୍ବପୂର୍ଣ୍ଣ ସମ୍ମିଳନୀକୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ ଉଦ୍‌ଘାଟନ କରିଛନ୍ତି। ଏହି ସମ୍ମିଳନୀରେ ଦେଶର ସବୁ ରାଜ୍ୟର ଡିଜିପି […]

1 min read

୨୧ଟି ଯୋଜନାର ନାମ ପରିବର୍ତ୍ତନ କରିଛନ୍ତି ମୋହନ ସରକାର 

ଇତିମଧ୍ୟରେ ପୁରୁଣା ନବୀନ ସରକାରଙ୍କର ମୋଟ ୨୧ଟି ଯୋଜନାର ନାମକୁ ନୂଆ ସରକାର ପରିବର୍ତ୍ତନ କରିଛନ୍ତି। ଏସଂକ୍ରାନ୍ତରେ ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପକ୍ଷରୁ ଲିଖିତ ଉତ୍ତର ରଖାଯାଇଛି ଭୁବନେଶ୍ୱର ୨୮-୧୧-୨୦୨୪ (ପିପିଏସ) :  ଇତିମଧ୍ୟରେ ପୁରୁଣା ନବୀନ ସରକାରଙ୍କର ମୋଟ ୨୧ଟି ଯୋଜନାର ନାମକୁ ନୂଆ ସରକାର ପରିବର୍ତ୍ତନ କରିଛନ୍ତି। ଏସଂକ୍ରାନ୍ତରେ ଗୁରୁବାର ବିଧାନସଭାରେ  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପକ୍ଷରୁ ଲିଖିତ ଉତ୍ତର ରଖାଯାଇଛି। ବିଜେଡି ବିଧାୟକ ତୁଷାରକାନ୍ତି ବେହେରା ଏନେଇ  ବିଧାନସଭାରେ […]

1 min read

ରାସ୍ତାକଡ଼ ଘର ଭିତରକୁ ପଶିଗଲା କାର୍‌; ଶିଶୁ ସମେତ ୪ ଜଣ ଆହତ

ଯାତ୍ରାପାର୍ଟିର କଳାକାରଙ୍କ କାର ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଏକ ଘରକୁ ପଶିଯାଇଛି। ବାଲେଶ୍ବର ଜିଲ୍ଲା ସୋର ଅଞ୍ଚଳରେ ଘଟିଥିବା ଏହି ଦୁର୍ଘଟଣାରେ ଜଣେ ଶିଶୁଙ୍କ ସମେତ ମୋଟ୍‌ ୪ ଜଣ ଆହତ ହୋଇଛନ୍ତି। ଦୁର୍ଘଟଣାର ସାମ୍ନା କରିଥିବାର ‌ତିନି ଜଣ ସୌଭାଗ୍ୟ ବଶତଃ ମୃତ୍ୟୁମୁଖରୁ ବର୍ତ୍ତି ଯାଇଛନ୍ତି। ସୋର/ଭୁବନେଶ୍ୱର ୨୮-୧୧-୨୦୨୪ (ପିପିଏସ) : ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଏକ ଘର ମଧ୍ୟକୁ କଳାକାରଙ୍କ ଗାଡ଼ି ପଶିଯାଇଛି। ବାଲେଶ୍ବରର ସୋର ଅଞ୍ଚଳରେ ଘଟିଥିବା ଏହି ଦୁର୍ଘଟଣାରେ ଜଣେ […]

1 min read

ଆବାସ ଯୋଜନାର ନୂଆ ଗାଇଡ୍‌ଲାଇନ୍: ବାଇକ୍‌-ଫ୍ରିଜ୍‌ ଥିଲେ ବି ଘର ମିଳିବ

ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନାର ନୂଆ ଗାଇଡ୍‌ଲାଇନ୍ ଆସିଛି। ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନାରେ ଘର ଦେବାକୁ ପଞ୍ଚାୟତିରାଜ ବିଭାଗ ପ୍ରସ୍ତୁତ କରିଥିବା ନୂଆ ଗାଇଡ୍‌ଲାଇନରେ କେତେକ ନୂଆ ବ୍ୟବସ୍ଥା ଯୋଡ଼ିଛନ୍ତି ଭୁବନେଶ୍ୱର ୨୮-୧୧-୨୦୨୪ (ପିପିଏସ) : ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନାର ନୂଆ ଗାଇଡ୍‌ଲାଇନ୍ ଆସିଛି। ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନାରେ ଘର ଦେବାକୁ ପଞ୍ଚାୟତିରାଜ ବିଭାଗ ପ୍ରସ୍ତୁତ କରିଥିବା ନୂଆ ଗାଇଡ୍‌ଲାଇନରେ କେତେକ ନୂଆ ବ୍ୟବସ୍ଥା ଯୋଡ଼ିଛନ୍ତି। ରାଜ୍ୟ ସରକାର ଆବାସ ଘର ପାଇଁ ଲୋକେ […]

1 min read

ଆଳୁ ଗାଡ଼ିକୁ ଅଟକାଇଲେ ମମତା ସରକାର

ପୁଣିଥରେ ଓଡ଼ିଶା ପଶ୍ଚିମବଙ୍ଗ ସୀମାରେ ଆଳୁଗାଡ଼ିକୁ ଅଟକା ଯାଇଛି। ଯାଞ୍ଚ କରିବା ବାହାନାରେ ପଶ୍ଚିମବଙ୍ଗ ଅଧିକାରୀ ଆଳୁଗାଡ଼ିଗୁଡ଼ିକୁ ଅଟକାଇଛନ୍ତି। ଲକ୍ଷ୍ମଣନାଥ ଟୋଲ୍ ଗେଟ୍‌ଠାରୁ ପ୍ରାୟ ୨୫ କିଲୋମିଟର ଦୂର ବେଲଦାରେ ଓଡ଼ିଶାକୁ ଆସୁଥିବା ଆଳୁଗାଡ଼ିକୁ ଅଟକିଛି ଜଳେଶ୍ୱର/ଭୁବନେଶ୍ୱର ୨୮-୧୧-୨୦୨୪ (ପିପିଏସ) : ପୁଣିଥରେ ଓଡ଼ିଶା ପଶ୍ଚିମବଙ୍ଗ ସୀମାରେ ଆଳୁଗାଡ଼ିକୁ ଅଟକା ଯାଇଛି । ଯାଞ୍ଚ କରିବା ବାହାନାରେ ପଶ୍ଚିମବଙ୍ଗ ଅଧିକାରୀ ଆଳୁଗାଡ଼ିଗୁଡ଼ିକୁ ଅଟକାଇଛନ୍ତି । ଲକ୍ଷ୍ମଣନାଥ ଟୋଲ୍ ଗେଟ୍‌ଠାରୁ ପ୍ରାୟ ୨୫ କିଲୋମିଟର ଦୂର ବେଲଦାରେ ଓଡ଼ିଶାକୁ […]

1 min read

ଡେଣ୍ଟାଲ ସର୍ଜନ ନିଯୁକ୍ତି ମାମଲା ନେଲା ନୂଆ ମୋଡ଼

ଡେଣ୍ଟାଲ୍‌ ସର୍ଜନ ନିଯୁକ୍ତି ମାମଲା ନୂଆ ମୋଡ଼ ନେଇଛି। ପ୍ରାର୍ଥୀଙ୍କ ଖାତାର ପୁନଃମୂଲ୍ୟାୟନ ପରେ ନିଯୁକ୍ତି ପରୀକ୍ଷାରେ ଅଧିକ ମାର୍କ ରଖିଥିବା ପ୍ରାର୍ଥୀ ନିଯୁକ୍ତିରୁ ବଞ୍ଚିତ ହୋଇଥିବା ବେଳେ କମ୍ ମାର୍କ ରଖିଥିବା ୧୧ ଜଣ ପ୍ରାର୍ଥୀ ନିଯୁକ୍ତି ପାଇ କାର୍ଯ୍ୟ କରୁଥିବା ସ୍ପଷ୍ଟ ‌ହୋଇଥିଲା। କଟକ, ୨୮-୧୧-୨୦୨୪ (ପିପିଏସ) : ଡେଣ୍ଟାଲ୍‌ ସର୍ଜନ ନିଯୁକ୍ତି ମାମଲା ନୂଆ ମୋଡ଼ ନେଇଛି। ପ୍ରାର୍ଥୀଙ୍କ ଖାତାର ପୁନଃମୂଲ୍ୟାୟନ ପରେ ନିଯୁକ୍ତି ପରୀକ୍ଷାରେ ଅଧିକ ମାର୍କ ରଖିଥିବା ପ୍ରାର୍ଥୀ ନିଯୁକ୍ତିରୁ […]

1 min read

 ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ଭୁବନେଶ୍ବର-କଟକ କମିସନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ କଟକଣା

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଗସ୍ତ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ତତ୍ପରତା ପ୍ରକାଶ ପାଇଛି। ପ୍ରଧାନମନ୍ତ୍ରୀଙ୍କ ଏହି ଗୁରୁତ୍ବପୂର୍ଣ୍ଣ ଗସ୍ତ ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଭୁବନେଶ୍ବରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଭୁବନେଶ୍ୱର ୨୮-୧୧-୨୦୨୪ (ପିପିଏସ) : ରାତି ପାହିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଗସ୍ତରେ ଆସିବେ। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ତତ୍ପରତା ପ୍ରକାଶ ପାଇଛି। ପ୍ରଧାନମନ୍ତ୍ରୀଙ୍କ ଏହି ଗୁରୁତ୍ବପୂର୍ଣ୍ଣ ଗସ୍ତ […]

1 min read

ଭୁବନେଶ୍ବରକୁ ଖଲିସ୍ତାନୀ ଆତଙ୍କବାଦୀଙ୍କ ଧମକ

ଖଲିସ୍ତାନୀ ଆତଙ୍କବାଦୀ ପନ୍‌ନୁ ଧମକ ଦେଇଛନ୍ତି। ଭୁବନେଶ୍ବରରେ ଆୟୋଜିତ ହେବାକୁଥିବା ଡିଜିପି ସମ୍ମିଳନୀକୁ ଆତଙ୍କବାଦୀ ଧମକ ମିଳିଛି। ଏକ ଭିଡିଓ ବାର୍ତ୍ତା ଜାରି କରି ସେ ଧମକ ଦେଇଛନ୍ତି। ସମ୍ମିଳନୀ ପଣ୍ଡ କରିବାକୁ ଭିଡିଓ ବାର୍ତ୍ତାରେ ସେ ଧମକ ଦେଇଛନ୍ତି ଭୁବନେଶ୍ୱର ୨୮-୧୧-୨୦୨୪ (ପିପିଏସ) : ଭୁବନେଶ୍ବରରେ ଆୟୋଜିତ ହେବାକୁଥିବା ଡିଜିପି ସମ୍ମିଳନୀକୁ ଆତଙ୍କବାଦୀ ଧମକ ମିଳିଛି। ଖଲିସ୍ତାନୀ ଆତଙ୍କବାଦୀ ଗୁରୁପତୱନ୍ତ ସିଂ ପନ୍‌ନୁ ଧମକ ଦେଇଛନ୍ତି। ଏକ ଭିଡିଓ ବାର୍ତ୍ତା ଜାରି କରି ସେ ଧମକ […]

1 min read

‘ସାବରମତୀ ରିପୋର୍ଟ’କୁ କରମୁକ୍ତ କଲେ ରାଜ୍ୟ ସରକାର,

ଶୁଭେଚ୍ଛା ଜଣାଇଲେ ପ୍ରଯୋଜକ ବଲିଉଡ୍‌ ଚଳଚ୍ଚିତ୍ର ‘ସାବରମତୀ ରିପୋର୍ଟ’କୁ ଓଡ଼ିଶାରେ କରମୁକ୍ତ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମାଜିକ ଗଣମାଧ୍ୟମ ‘ଏକ୍ସ’ ଜରିଆରେ ସୂଚନା ଦେଇଛନ୍ତି। ଭୁବନେଶ୍ୱର ୨୮-୧୧-୨୦୨୪ (ପିପିଏସ) : ବଲିଉଡ୍‌ ଚଳଚ୍ଚିତ୍ର ‘ସାବରମତୀ ରିପୋର୍ଟ’କୁ ଓଡ଼ିଶାରେ କରମୁକ୍ତ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମାଜିକ ଗଣମାଧ୍ୟମ ‘ଏକ୍ସ’ ଜରିଆରେ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, […]