ପ୍ରମୁଖ ଖବର
ଆଶାକର୍ମୀଙ୍କୁ ବୀଭତ୍ସ ହତ୍ୟା
ନିଖୋଜ ଥିଲେ ଆଶାକର୍ମୀ, ପୋଖରୀରୁ ଉଦ୍ଧାର ହେଲା କ୍ଷତବିକ୍ଷତ ମୃତଦେହ ସୁନ୍ଦରଗଡ଼/ଭୁବନେଶ୍ୱର ୦୧-୧୨-୨୦୨୪ (ପିପିଏସ ) : ଭସ୍ମା ଥାନା ଅଧୀନ କୁଡ଼ାବଗା ପତ୍ରାପାଲି ଗାଁରେ ଦୀର୍ଘ ୨୪ ଘଣ୍ଟାରୁ ଅଧିକ ସମୟ ଧରି ନିଖୋଜ ଥିବା ଆଶାକର୍ମୀ ସୁଭାଷିନୀ ନାଏକଙ୍କର ମୃତଦେହ କ୍ଷତବିକ୍ଷତ ଅବସ୍ଥାରେ ଆଜି ଅପରାହ୍ଣ ସମୟରେ ପୋଖରୀରୁ ଉଦ୍ଧାର କରାଯାଇଛି। ପାରିପାର୍ଶ୍ବିକ ଅବସ୍ଥାରୁ ଏହା ଏକ ହତ୍ୟାକାଣ୍ଡ ବୋଲି ଜଣାପଡୁଛି। ଜମିବାଡ଼ିକୁ କେନ୍ଦ୍ର କରି ପାରିବାରିକ ଶତ୍ରୁତା ଯୋଗୁଁ ଆଶାକର୍ମୀଙ୍କୁ ହତ୍ୟା କରାଯାଇ […]
ଘରକୁ ପହଞ୍ଚିବା ପୂର୍ବରୁ ସ୍ବାମୀଙ୍କ ଠାରୁ ସ୍ତ୍ରୀଙ୍କୁ ଛଡ଼ାଇ ନେଲା ଯମ
ସୁନ୍ଦରଗଡ଼ ଟାଉନ୍ ଥାନା ଅଧୀନ ୧୦ ନମ୍ବର ଜାତୀୟ ରାଜପଥର ପଣ୍ଡରିଢ଼ିପା ଛକ ନିକଟରେ ଆଜି ଅପରାହ୍ଣରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସୁନ୍ଦରଗଡ଼/ଭୁବନେଶ୍ୱର ୦୧-୧୨-୨୦୨୪ (ପିପିଏସ ) : ଆଉ ଅଳ୍ପ ସମୟ ପରେ ସ୍ବାମୀ-ସ୍ତ୍ରୀ ଘରେ ପହଞ୍ଚି ଥାନ୍ତେ। ପରିବାର ଲୋକଙ୍କ ସହ ହସଖୁସି ବାଣ୍ଟିଥାନ୍ତେ। ଏଥି ପାଇଁ ଗାଁ ନିକଟ ଛକରେ ଅଟୋରୁ ଓହ୍ଲାଇ ଘରକୁ ଯିବା ପାଇଁ ବାହାରିଥିଲେ। ଏତିକି ବେଳେ ସ୍ବାମୀ-ସ୍ତ୍ରୀଙ୍କ […]
ହାତୀ ଆକ୍ରମଣରେ ଆହତ ୩ ବନ କର୍ମଚାରୀଙ୍କ ମଧ୍ୟରୁ ୨ ଜଣ ଗୁରୁତର
ଜଙ୍ଗଲ ଓ ବନ୍ୟପ୍ରାଣୀଙ୍କ ସୁରକ୍ଷା ପାଇଁ ସରକାର ଓ ପ୍ରଶାସନ ଉଦ୍ୟମ ଜାରି ରଖିଛନ୍ତି। ଏଥି ପାଇଁ ହଜାର ହଜାର କୋଟି ଟଙ୍କା ଖର୍ଚ୍ଚ ହେଉଛି। ଏହା ସତ୍ତ୍ବେ ଜଙ୍ଗଲର କଳେବର ବଢୁନାହିଁ କି ବନ୍ୟଜନ୍ତୁମାନେ ସୁରକ୍ଷିତ ନାହାନ୍ତି। କଣ୍ଟାବାଞ୍ଜି/ଭୁବନେଶ୍ୱର ୦୧-୧୨-୨୦୨୪ (ପିପିଏସ ) : ଜଙ୍ଗଲ ଓ ବନ୍ୟପ୍ରାଣୀଙ୍କ ସୁରକ୍ଷା ପାଇଁ ସରକାର ଓ ପ୍ରଶାସନ ଉଦ୍ୟମ ଜାରି ରଖିଛନ୍ତି। ଏଥି ପାଇଁ ହଜାର ହଜାର କୋଟି ଟଙ୍କା ଖର୍ଚ୍ଚ ହେଉଛି। ଏହା ସତ୍ତ୍ବେ ଜଙ୍ଗଲର […]
ପୁଅ-ବୋହୂଙ୍କୁ ବାପା ଜାଳିଦେବା ଘଟଣା : ଚାଲିଗଲା ବୋହୂଙ୍କ ଜୀବନ
ପୁଅ-ବୋହୂଙ୍କୁ ବାପା ଜାଳିଦେବା ଘଟଣାରେ ଗୁରୁତର ବୋହୂ ଆଖି ବୁଜିଛନ୍ତ। କଟକର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ବୋହୂ ସସ୍ମିତା ରାଉତ ଶେଷନିଶ୍ବାସ ତ୍ୟାଗ କରିଛନ୍ତି। ଏଣେ ପୁଅ ମୃତ୍ୟୁ ସହ ସଂଘର୍ଷ କରୁଥିବା କୁହାଯାଉଛି। କଟକ ୦୧-୧୨-୨୦୨୪ (ପିପିଏସ ) : ପୁଅ-ବୋହୂଙ୍କୁ ବାପା ଜାଳିଦେବା ଘଟଣାରେ ଗୁରୁତର ବୋହୂ ଆଖି ବୁଜିଛନ୍ତ। କଟକର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ବୋହୂ ସସ୍ମିତା ରାଉତ ଶେଷନିଶ୍ବାସ ତ୍ୟାଗ କରିଛନ୍ତି। ଏଣେ ପୁଅ ମୃତ୍ୟୁ […]
ଜୟନାରାୟଣ ମିଶ୍ର କହିଲେ- ମୁଁ ତଡ଼ାଖିଆ ଲୋକ
ବିଜେପିର ବରିଷ୍ଠ ନେତା ତଥା ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ବିଷ ଓଗାଳିଛନ୍ତି। ନିଜ ମନ ଭିତରେ ଥିବା ପୁଞ୍ଜିଭୂତ ଅସନ୍ତୋଷକୁ ସେ ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି। ସେ ବିଜେପିରେ ଥାଇ ମଧ୍ୟକୁ ଦଳକୁ ପରୋକ୍ଷରେ ତେରଛା ବାଣ ମାରିଛନ୍ତି। ଭୁବନେଶ୍ୱର ୩୦-୧୧-୨୦୨୪ (ପିପିଏସ ) : ଭାରତୀୟ ଜନତା ପାର୍ଟି (ବିଜେପି)ର ବରିଷ୍ଠ ନେତା ତଥା ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ବିଷ ଓଗାଳିଛନ୍ତି। ନିଜ ମନ ଭିତରେ ଥିବା ପୁଞ୍ଜିଭୂତ ଅସନ୍ତୋଷକୁ ସେ ଗଣମାଧ୍ୟମ […]
ରୋଷେୟା ନିଯୁକ୍ତିରେ ଅନିୟମିତତା।
ଅଙ୍ଗନୱାଡ଼ି କେନ୍ଦ୍ରରେ ତାଲା ପକାଇଲେ ଗ୍ରାମବାସୀ। ୪ ଦିନ ହେଲା ଗଛମୂଳେ ଶିଶୁ, ଖାଉଛନ୍ତି ବିସ୍ଫୁଟ । ଭୁବନେଶ୍ୱର ୩୦-୧୧-୨୦୨୪ (ପିପିଏସ ) : ରୋଷେୟା ନିଯୁକ୍ତିରେ ଅନିୟମିତତା କୁ ନେଇ ମାଲକାନଗିରି ଜିଲ୍ଳା ମାଥିଲି ବ୍ଲକ ଚାଉଳମେନ୍ଦି ପଞ୍ଚାୟତ ପଦରସାହି ରେ ଉତ୍ତେଜନା । ୪ ଦିନ ହେଲା ଗ୍ରାମବାସୀ ଅଙ୍ଗନବାଡ଼ି କେନ୍ଦ୍ରରେ ତାଲା ପକାଇ ପ୍ରତିବାଦ କରିଛନ୍ତି ଗ୍ରାମବାସି। ଅଙ୍ଗୱାଡି କେନ୍ଦ୍ର ବନ୍ଦ୍ ଥିବାରୁ ଶିଶୁମାନେ ଗଛମୂଳେ ପଢୁଛନ୍ତି ପାଠ । ରନ୍ଧା ଖାଦ୍ୟ […]
କଲେଜ ରେ ତାଲା ପକାଇଲେ ଠିକାଦାର !
ଜଗତସିଂହପୁର ୩୦-୧୧-୨୦୨୪ (ପିପିଏସ ) : ଆଜି ମଧ୍ୟାହ୍ନ ପ୍ରାୟ ଗୋଟାଏ ବେଳେ ଜଗତ ସିଂହପୁର ସ୍ବାମୀ ବିବେକାନନ୍ଦ ସ୍ମାରକ ମହାବିଦ୍ୟାଳୟ ରେ ତାଲା ପଡ଼ିବା ଘଟଣା ବୁଦ୍ଧିଜୀବୀ ମହଲକୁ ବ୍ୟଥିତ କରିଥିବା ଚର୍ଚ୍ଚା ଜୋର ଧରିଛି।ଘଟଣାରୁ ଜଣା ପଡ଼ିଛି ଯେ କଜେଜରେ କ୍ରୀଡା ନିମନ୍ତେ ଉଦ୍ଦିଷ୍ଟ ଘର ର ନବୀକରଣ କରିଥିବା ଜନୈକ ଠିକାଦାର ତାର ପ୍ରାପ୍ୟ ନପାଇବାରୁ ସେ ଘରଟି କୁ ତାଲା ପକାଇଲେ।ଆଜି ପିଲାମାନେ ଆନ୍ତ ମହାବିଦ୍ୟାଳୟ କ୍ରୀଡା ପ୍ରତିଯୋଗିତା ନିମନ୍ତେ ଅଭ୍ୟାସ […]
ଭିଜିଲାନ୍ସ କୋର୍ଟରେ ୫ ପୂର୍ବତନ ସରପଞ୍ଚଙ୍କ ସମେତ ୧୪ ଜଣ ଦୋଷୀ ସାବ୍ୟସ୍ତ
ବେଆଇନ୍ କାରବାର ସହିତ ଜଡ଼ିତ ଥିବା ବ୍ୟକ୍ତିମାନଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ କାର୍ଯ୍ୟାନୁଷ୍ଠାନ ନେଉଛି। ଭିଜିଲାନ୍ସ ବିଭାଗର ବିଭିନ୍ନ କୋର୍ଟରେ ଆଜି ୧୪ ଜଣ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଏଥିରେ ୫ ଜଣ ପୂର୍ବତନ ସରପଞ୍ଚ ମଧ୍ୟ ସାମିଲ ଅଛନ୍ତି। ଭୁବନେଶ୍ୱର ୩୦-୧୧-୨୦୨୪ (ପିପିଏସ ) : ବେଆଇନ୍ କାରବାର ସହିତ ଜଡ଼ିତ ଥିବା ବ୍ୟକ୍ତିମାନଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ କାର୍ଯ୍ୟାନୁଷ୍ଠାନ ନେଉଛି। ଭିଜିଲାନ୍ସ ବିଭାଗର ବିଭିନ୍ନ କୋର୍ଟରେ ଆଜି ୧୪ ଜଣ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। […]
ଡିଜି-ଆଇଜିପି ସମ୍ମିଳନୀର ଦ୍ବିତୀୟ ଦିନ, ମୋଦୀ ଓ ଶାହ ଉପସ୍ଥିତ
ଦେଶର ନିରାପତ୍ତା ପାଇଁ ଗୁରୁତ୍ବପୂର୍ଣ୍ଣ ଡିଜି-ଆଇଜିପି ସମ୍ମିଳନୀର ଆଜି ଦ୍ବିତୀୟ ଦିନ। ଶୁକ୍ରବାର ଲୋକସେବା ଭବନରେ ଆରମ୍ଭ ହୋଇଥିବା ଏହି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଉପସ୍ଥିତ ଅଛନ୍ତି। ଭୁବନେଶ୍ୱର ୩୦-୧୧-୨୦୨୪ (ପିପିଏସ ) : ଦେଶର ନିରାପତ୍ତା ପାଇଁ ଗୁରୁତ୍ବପୂର୍ଣ୍ଣ ଡିଜି-ଆଇଜିପି ସମ୍ମିଳନୀର ଆଜି ଦ୍ବିତୀୟ ଦିନ। ଶୁକ୍ରବାର ଲୋକସେବା ଭବନରେ ଆରମ୍ଭ ହୋଇଥିବା ଏହି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ […]
ବନ୍ଦ ପଡ଼ିଛି ଗ୍ରାମୀଣ ଶିଳ୍ପ ଉଦ୍ୟାନ, ଖତଖାଉଛି ଯନ୍ତ୍ରପାତି
ସ୍ଥାନୀୟ ଅଞ୍ଚଳର ଚାଷୀ ଓ ମହିଳାଙ୍କୁ ରୋଜଗାରକ୍ଷମ କରିବାକୁ କୁଆରମୁଣ୍ଡାରେ ପ୍ରତିଷ୍ଠା ହୋଇଛି ଗ୍ରାମୀଣ ଶିଳ୍ପ ଉଦ୍ୟାନ। ଏଥିରେ ଜିଲ୍ଲା ଖଣିଜ ପ୍ରତିଷ୍ଠାନ (ଡିଏମ୍ଏଫ୍) ପାଣ୍ଠିରୁ ୨ କୋଟି ୭୦ ଲକ୍ଷ ଅଧିକ ଟଙ୍କା ଖର୍ଚ୍ଚ ହୋଇଛି। ୨୦୨୨ରୁ ଶେଷ ହୋଇଥିବା ପ୍ରକଳ୍ପ ଏଯାଏଁ କାର୍ଯ୍ୟକ୍ଷମ ହେଉନି। ରାଉରକେଲା/ଭୁବନେଶ୍ୱର ୩୦-୧୧-୨୦୨୪ (ପିପିଏସ ) : ସ୍ଥାନୀୟ ଅଞ୍ଚଳର ଚାଷୀ ଓ ମହିଳାଙ୍କୁ ରୋଜଗାରକ୍ଷମ କରିବାକୁ କୁଆରମୁଣ୍ଡାରେ ପ୍ରତିଷ୍ଠା ହୋଇଛି ଗ୍ରାମୀଣ ଶିଳ୍ପ ଉଦ୍ୟାନ। ଏଥିରେ ଜିଲ୍ଲା ଖଣିଜ […]