ଓଡିଶା
ରାଜଧାନୀରେ ଅସ୍ତବ୍ୟସ୍ତ କଲେଣି ମଶା: ସାନ୍ଦ୍ରତା ୭୦ ଛୁଇଁଲା
ରାଜଧାନୀରେ ମଶା ଅସ୍ତବ୍ୟସ୍ତ କଲେଣି। ଦିନ ହେଉ ବା ରାତି ଘରେ ରହି ହେଉନି, କାନ ପାଖରେ ଭଣ ଭଣ ହେଉଛନ୍ତି। ଦେହ ହାତ କାମୁଡ଼ି ଫୁଲାଇ ଦେଉଛନ୍ତି, ସ୍ଥିତି ଏମିତି ଯେ ମଶା ଧୂଆଁ(ରିପେଲାଣ୍ଟ)କୁ ବି ମାନୁ ନାହାନ୍ତି। ଭୁବନେଶ୍ୱର ୨୮-୧୧-୨୦୨୪ (ପିପିଏସ) : ରାଜଧାନୀରେ ମଶା ଅସ୍ତବ୍ୟସ୍ତ କଲେଣି। ଦିନ ହେଉ ବା ରାତି ଘରେ ରହି ହେଉନି। କାନ ପାଖରେ ଭଣ ଭଣ ହେଉଛନ୍ତି। ଦେହ ହାତ କାମୁଡ଼ି ଫୁଲାଇ ଦେଉଛନ୍ତି। ସ୍ଥିତି […]
ଭିମସାର ପରିସରରୁ ଶିଶୁପୁତ୍ର ଚୋରି ଘଟଣା: ୪ଟି ଟିମ୍ ଗଠିତ
ବୁର୍ଲା ଭିମସାର ପରିସରରୁ ଶିଶୁପୁତ୍ର ଚୋରି ଘଟଣାକୁ ନେଇ ତତ୍ପର ହୋଇଉଠିଛି ପ୍ରଶାସନ। ୪ଟି ଟିମ୍ ଗଠନ କରାଯାଇ ଚୋରିକରିଥିବା ମହିଳାଙ୍କୁ ଧରିବା ଲାଗି ଜୋରଦାର ପ୍ରଚେଷ୍ଟା ଚାଲିଛି। ଏନେଇ ବିଭିନ୍ନ ଜିଲ୍ଲା ପୁଲିସକୁ ଆଲର୍ଟ କରାଯାଇଛି। ଉକ୍ତ ମହିଳାଙ୍କ ଫଟୋ ବି ପୁଲିସ ପାଖକୁ ପଠାଯାଇଛି। ବୁର୍ଲା/ଭୁବନେଶ୍ୱର ୨୭-୧୧-୨୦୨୪ (ପିପିଏସ) : ବୁର୍ଲା ଭିମସାର ପରିସରରୁ ଶିଶୁପୁତ୍ର ଚୋରି ଘଟଣାକୁ ନେଇ ତତ୍ପର ହୋଇଉଠିଛି ପ୍ରଶାସନ। ୪ଟି ଟିମ୍ ଗଠନ କରାଯାଇ ଚୋରିକରିଥିବା ମହିଳାଙ୍କୁ ଧରିବା […]
ବାଲିଯାତ୍ରାକୁ ଆନ୍ତର୍ଜାତିକ ମାନ୍ୟତା ପାଇଁ ପ୍ରୟାସ
ଏଥର ବାଲିଯାତ୍ରା ଖର୍ଚ୍ଚ ପାଖାପାଖି ୧୦କୋଟି, ଆୟ ୧୧ କୋଟି କଟକର ଐତିହାସିକ ବାଲିଯାତ୍ରାକୁ ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରରେ ପହଞ୍ଚାଇବା ପାଇଁ ନୂଆ ଯୋଜନା ଆରମ୍ଭ ହୋଇଛି। ଏଣିକି ବର୍ଷ ତମାମ ଦେଶର ବିଭିନ୍ନ ସ୍ଥାନରେ ଆୟୋଜନ ହେଉଥିବା ବଡ଼ ବଡ଼ ମେଳା ମହୋତ୍ସବରେ ବାଲିଯାତ୍ରାର ଝଲକ ଦେଖିବାକୁ ମିଳିବ। କଟକ,୨୭-୧୧-୨୦୨୪ (ପିପିଏସ) : କଟକର ଐତିହାସିକ ବାଲିଯାତ୍ରାକୁ ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରରେ ପହଞ୍ଚାଇବା ପାଇଁ ନୂଆ ଯୋଜନା ଆରମ୍ଭ ହୋଇଛି। ଏଣିକି ବର୍ଷ […]
୫ ଘଣ୍ଟା ବନ୍ଦ ଏବେ ଶ୍ରୀମନ୍ଦିର
ଶ୍ରୀଜିଉଙ୍କ ବନକଲାଗି ନୀତି ଲାଗି ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୫ରୁ ରାତି ୧୦ଟା ପର୍ଯ୍ୟନ୍ତ ୫ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ସଂପନ୍ନ ହେବା ପରେ ଶ୍ରଦ୍ଧାଳୁ ଦର୍ଶନ କରିପାରିବେ। ପୁରୀ/ଭୁବନେଶ୍ୱର ୨୭-୧୧-୨୦୨୪ (ପିପିଏସ) : ଆଜି ଶ୍ରୀମନ୍ଦିରରେ ହେବ ଶ୍ରୀଜୀଉଙ୍କ ଗୁପ୍ତ ନୀତି। ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେଉଥିବା ହେତୁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୫ ଘଣ୍ଟା ବନ୍ଦ ରହିବ। ଆଜି ଶ୍ରୀଜିଉଙ୍କ […]
ଗନ୍ଧମାର୍ଦ୍ଦନ ଇଞ୍ଚେ ବି ଜମି ମୋହନ ସରକାର କାହାକୁ ଦେବେ ନାହିଁ:ଉପମୁଖ୍ୟମନ୍ତ୍ରୀ
ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ପ୍ରଶ୍ନର ଉତ୍ତର ରଖି ଉପମୁଖ୍ୟମନ୍ତ୍ରୀ କେ.ଭି ସିଂହଦେଓ କହିଛନ୍ତି କି, ଆଦାନୀକୁ ଜମି କିଣିବାକୁ ବିଜେଡି ସରକାର ଅନୁମତି ଦେଇଥିଲେ। ହେଲେ ଗନ୍ଧମାର୍ଦ୍ଦନ ପାହାଡ଼ର ଇଞ୍ଚେ ବି ଜମି ମୋହନ ସରକାର କାହାକୁ ଦେବେ ନାହିଁ। ଭୁବନେଶ୍ୱର ୨୭-୧୧-୨୦୨୪ (ପିପିଏସ) : ଆଜି ବିଧାନସଭାରେ ଗନ୍ଧମାର୍ଦ୍ଦନ ପାହାଡ଼ ଜମି ପ୍ରସଙ୍ଗ ଉଠିଥିଲା। ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ପ୍ରଶ୍ନର ଉତ୍ତର ରଖି ଉପମୁଖ୍ୟମନ୍ତ୍ରୀ କେ.ଭି ସିଂହଦେଓ କହିଛନ୍ତି କି, ଆଦାନୀକୁ ଜମି […]
ପ୍ରସ୍ତାବରେ ସୀମିତ ଶୀତଳଭଣ୍ଡାର ସ୍ଥାପନ
କୋରାପୁଟ ଜିଲ୍ଲାରେ ଶୀତଳଭଣ୍ଡାର ନଥିବାରୁ ପନିପରିବା ଉତ୍ପାଦିତ ହେବା ପରେ ନଷ୍ଠ ହେବା ଭୟରେ ଚାଷୀମାନେ ଏହାକୁ ଶାଗମାଛ ଦରରେ ବିକ୍ରି କରୁଛନ୍ତି। ଏହି ସମସ୍ୟା ଦୂର କରିବାକୁ ରାଜ୍ୟ ସମବାୟ ବିଭାଗର ରେଜିଷ୍ଟ୍ରାରଙ୍କୁ ପ୍ରସ୍ତାବ ଡିଆରସିଏସ୍ ପଠା ଯାଇଥିଲା। କିନ୍ତୁ ଏପର୍ଯ୍ୟନ୍ତ କିଛି ଲାଭ ହେଲା ନାହିଁ। କୋରାପୁଟ/ଭୁବନେଶ୍ୱର ୨୭-୧୧-୨୦୨୪ (ପିପିଏସ) : ଆଦିବାସୀ ଅଧ୍ୟୁଷିତ କୋରାପୁଟ ଜିଲ୍ଲାରେ ୨୨ହଜାର ହେକ୍ଟରରେ ପନିପରିବା ସହ ଅନ୍ୟାନ୍ୟ ଚାଷ ହେଉଛି। ତେବେ ଉତ୍ପାଦିତ ପନିପରିବା, ଆଳୁ, ପିଆଜ, […]
କାର୍ଯ୍ୟରେ ଯୋଗ ଦେଲେ ବରିଷ୍ଠ ଆଇଏଏସ ସୁଜାତା କାର୍ତ୍ତିକେୟନ
ଭି.କେ. ପାଣ୍ଡିଆନଙ୍କ ପତ୍ନୀ ତଥା ବରିଷ୍ଠ ଆଇଏଏସ୍ ସୁଜାତା କାର୍ତ୍ତିକେୟନ ଆଜି କାର୍ଯ୍ୟରେ ଯୋଗ ଦେଇଛନ୍ତି। ତାଙ୍କୁ ରାଜ୍ୟ ସରକାର ନୂତନ ଦାୟିତ୍ୱ ଦେଇଛନ୍ତି।ତାଙ୍କୁ ସରକାର ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ଦାୟିତ୍ୱ ଦେଇଛନ୍ତି । ଭୁବନେଶ୍ୱର ୨୭-୧୧-୨୦୨୪ (ପିପିଏସ) : ଭି.କେ. ପାଣ୍ଡିଆନଙ୍କ ପତ୍ନୀ ତଥା ବରିଷ୍ଠ ଆଇଏଏସ୍ ସୁଜାତା କାର୍ତ୍ତିକେୟନ ଆଜି କାର୍ଯ୍ୟରେ ଯୋଗ ଦେଇଛନ୍ତି। ତାଙ୍କୁ ରାଜ୍ୟ ସରକାର ନୂତନ ଦାୟିତ୍ୱ ଦେଇଛନ୍ତି। ସୁଜାତାଙ୍କୁ ସରକାର ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ […]
ରାଜ୍ୟ ଅଭିଲେଖାଗାରରେ ସଂସ୍କୃତି ଚର୍ଚ୍ଚା
ଡ. ମହତାବ ଥିଲେ ରାଷ୍ଟ୍ରନେତା ଭୁବନେଶ୍ୱର ୨୭-୧୧-୨୦୨୪ (ପିପିଏସ) : ଭୁବନେଶ୍ୱର ସ୍ଥିତ ଓଡ଼ିଶା ରାଜ୍ୟ ଅଭିଲେଖାଗାରରେ ଆଜି ୮୦ତମ ସଂସ୍କୃତି ଚର୍ଚ୍ଚା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆଜିର କାର୍ଯ୍ୟକ୍ରମରେ “ଓଡ଼ିଆ ଅସ୍ମିତାର ଅନ୍ୟତମ ବିନ୍ଧାଣି ଡ଼ଃ ହରେକୃଷ୍ଣ ମହତାବ” ବିଷୟବସ୍ତୁ ଉପରେ ଆଲୋଚନା କରାଯାଇଥିଲା। କାର୍ଯ୍ୟକ୍ରମରେ ପ୍ରଫେସର ନିହାର ରଞ୍ଜନ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦାନ କରିଥିଲେ। ନିଜର ଅଭିଭାଷଣରେ ସେ ଗଡ଼ଜାତ ରାଜ୍ୟର ମିଶ୍ରଣ ଓ ଓଡ଼ିଶାକୁ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବେ ଗଠନ […]
ଖାଲି ଥିବା ପଦବି ପୂରା କରିବା ପାଇଁ ରାଜ୍ୟ ସରକାର କାମ କରୁଛନ୍ତି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର ୨୭-୧୧-୨୦୨୪ (ପିପିଏସ) : ରାଜ୍ୟରେ ଆମ ସରକାର ଗଠନ ହେଲା ପରେ ବିଭିନ୍ନ ବିଭାଗରେ ଯେଉଁ ସବୁ ଗୁରୁତ୍ବପୂର୍ଣ୍ଣ ଖାଲି ପଦବି ରହିଛି, ତାକୁ ପୂରଣ କରାଯିବ। ସେଥିପାଇଁ ଯାହା ସବୁ ଆବଶ୍ୟକ ପଦକ୍ଷେପ ଦରକାର, ତାହା ନିଆଯିବ। ଖାଲି ଥିବା ପଦବି ପୂରଣ କରିବା ପାଇଁ ନିୟମିତ ଭାବେ ସମୀକ୍ଷା କରାଯାଉଛି। ଯାହା ସବୁ ପଦବି ଖାଲି ରହିଛି ଏବଂ ଆବଶ୍ୟକ ଥିବା ପଦବି ଦରକାର ଅଛି ସେଥିପାଇଁ ବ୍ୟବସ୍ଥା କରାଯାଉଛି। ୧୦,୦୦୦ ପଦବି […]
ବିରୋଧୀ ଦଳର ସବୁ ପ୍ରଶ୍ନର ଜବାବ ଦେବୁ: ବିଜେପି
ଆସନ୍ତାକାଲିଠାରୁ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବ। ରାଜ୍ୟ ସରକାରଙ୍କୁ ଘେରିବାକୁ ବିରୋଧୀ ପୁଳାପୁଳା ପ୍ରସଙ୍ଗ ଧରି ବସିଛନ୍ତି। ବିଧାନସଭାକୁ ଚଳାଇ ନ ଦେବାକୁ ବିରୋଧୀଙ୍କ ଭୁବନେଶ୍ୱର ୨୬-୧୧-୨୦୨୪ (ପିପିଏସ) : ଆସନ୍ତାକାଲିଠାରୁ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବ। ରାଜ୍ୟ ସରକାରଙ୍କୁ ଘେରିବାକୁ ବିରୋଧୀ ପୁଳାପୁଳା ପ୍ରସଙ୍ଗ ଧରି ବସିଛନ୍ତି। ବିଧାନସଭାକୁ ଚଳାଇ ନ ଦେବାକୁ ବିରୋଧୀଙ୍କ ପାଖରେ ପ୍ରସଙ୍ଗର ଅଭାବ ନଥିବାବେଳେ ବିରୋଧୀଙ୍କ ସବୁ ପ୍ରଶ୍ନର ତଥ୍ୟଭିତ୍ତିକ ଜବାବ ଦେବାକୁ ଶାସକ ଦଳ ପ୍ରସ୍ତୁତି […]
