1 min read

ଶିକ୍ଷକ ନିଯୁକ୍ତି ନେଇ ଅଭିନବ ପ୍ରତିବାଦ: ରାସ୍ତାରେ ପଢ଼ିଲେ ଛାତ୍ରଛାତ୍ରୀ

ଭୁବନେଶ୍ୱର ବ୍ଲକ ଅଧୀନ ଲିଙ୍ଗିପୁର ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଲାଗି ରହିଛି। ଜଣେ ଶିକ୍ଷୟିତ୍ରୀଙ୍କୁ ଡେପୁଟେସନ୍‌ରେ ଅନ୍ୟତ୍ର ପଠାଯିବାକୁ କେନ୍ଦ୍ର କରି ଅଭାବନୀୟ ପରିସ୍ଥିତି ଦେଖାଦେଇଛି। ଭୁବନେଶ୍ୱର ୨୬-୧୧-୨୦୨୪ (ପିପିଏସ) : ଭୁବନେଶ୍ୱର ବ୍ଲକ ଅଧୀନ ଲିଙ୍ଗିପୁର ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଲାଗି ରହିଛି। ଜଣେ ଶିକ୍ଷୟିତ୍ରୀଙ୍କୁ ଡେପୁଟେସନ୍‌ରେ ଅନ୍ୟତ୍ର ପଠାଯିବାକୁ କେନ୍ଦ୍ର କରି ଅଭାବନୀୟ ପରିସ୍ଥିତି ଦେଖାଦେଇଛି। ଗ୍ରାମବାସୀ […]

1 min read

ଓଡ଼ିଶାର ଗୋଟିଏ ସମେତ ୬ଟି ଆସନ ଲାଗି ଡିସେମ୍ବର ୨୦ରେ ରାଜ୍ୟସଭା ଉପନିର୍ବାଚନ

ଆସନ୍ତା ଡିସେମ୍ବର ୨୦ ତାରିଖରେ ଅନୁଷ୍ଠିତ ହେବ ରାଜ୍ୟସଭା ଉପନିର୍ବାଚନ। ୧୦ ତାରିଖ ହେଉଛି ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନ। ଏନେଇ ବିଧିବଦ୍ଧଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟସଭାରୁ ସୁଜିତ କୁମାର ଇସ୍ତଫା ଦେବା ପରେ ଓଡ଼ିଶାରେ ଏହି ଉପନିର୍ବାଚନ ଅନୁଷ୍ଠିତ ହେଉଛି। ଭୁବନେଶ୍ୱର ୨୬-୧୧-୨୦୨୪ (ପିପିଏସ) : ଆସନ୍ତା ଡିସେମ୍ବର ୨୦ ତାରିଖରେ ଅନୁଷ୍ଠିତ ହେବ ରାଜ୍ୟସଭା ଉପନିର୍ବାଚନ। ୧୦ ତାରିଖ ହେଉଛି ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନ। ଏନେଇ ବିଧିବଦ୍ଧଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। […]

1 min read

ମାର୍ଚ୍ଚ ୭ରେ ମିଳିବ ‘ସୁଭଦ୍ରା’ ପ୍ରଥମ କିସ୍ତିର ଶେଷ ପର୍ଯ୍ୟାୟ ଟଙ୍କା

ଆସନ୍ତା ମାର୍ଚ୍ଚ ୭ ତାରିଖରେ ସୁଭଦ୍ରା ପ୍ରଥମ କିସ୍ତିର ଶେଷ ପର୍ଯ୍ୟାୟ ଟଙ୍କା ଲୋକଙ୍କ ଆକାଉଣ୍ଟକୁ ଯିବ ଏବଂ ମାର୍ଚ୍ଚ ୮ ତାରିଖରୁ ଦ୍ୱିତୀୟ କିସ୍ତି ଟଙ୍କା ମିଳିବ।ଏନେଇ ସୂଚନା ଦେଇଛନ୍ତି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।  ଭୁବନେଶ୍ୱର ୨୬-୧୧-୨୦୨୪ (ପିପିଏସ) : ଆସନ୍ତା ମାର୍ଚ୍ଚ ୭ ତାରିଖରେ ସୁଭଦ୍ରା ପ୍ରଥମ କିସ୍ତିର ଶେଷ ପର୍ଯ୍ୟାୟ ଟଙ୍କା ଲୋକଙ୍କ ଆକାଉଣ୍ଟକୁ ଯିବ ଏବଂ ମାର୍ଚ୍ଚ ୮ ତାରିଖରୁ ଦ୍ୱିତୀୟ କିସ୍ତି ଟଙ୍କା ମିଳିବ।ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ […]

1 min read

କର୍ପୋରେସନ ‌ବୈଠକ: ଡିସେମ୍ବରରେ ପଥ ଉତ୍ସବ, ସହିଦନଗରରେ ହେବ ଅତ୍ୟାଧୁନିକ ଅଡିଟୋରିୟମ

କପର୍ଦ୍ଦକ ଶୂନ୍ୟ ହୋଇଯାଇଛି ବିଏମ୍‌ସି। ସବୁ ବଦ ଖର୍ଚ୍ଚ କରି ଏବେ ସ୍ଥାୟୀ ଜମା ଭାଙ୍ଗିବାକୁ ବସିଛନ୍ତି। ଜନହିତକର ପ୍ରକଳ୍ପ ପ୍ରଭାବିତ ହୋଇଛି। କର୍ପୋରେଟର ଲୋକଙ୍କୁ ମୁହଁ ଦେଖାଇ ପାରୁ ନାହାନ୍ତି। ଭୁବନେଶ୍ୱର ୨୬-୧୧-୨୦୨୪ (ପିପିଏସ) : କପର୍ଦ୍ଦକ ଶୂନ୍ୟ ହୋଇଯାଇଛି ବିଏମ୍‌ସି। ସବୁ ବଦ ଖର୍ଚ୍ଚ କରି ଏବେ ସ୍ଥାୟୀ ଜମା ଭାଙ୍ଗିବାକୁ ବସିଛନ୍ତି। ଜନହିତକର ପ୍ରକଳ୍ପ ପ୍ରଭାବିତ ହୋଇଛି। କର୍ପୋରେଟର ଲୋକଙ୍କୁ ମୁହଁ ଦେଖାଇ ପାରୁ ନାହାନ୍ତି। ବାରମ୍ବାର ପ୍ରତିବାଦ ସତ୍ତ୍ବେ ଅନେକ ପ୍ରକଳ୍ପ […]

1 min read

ରାଜଧାନୀରେ ‘ଆମ ସମ୍ବିଧାନ, ଆମ ସ୍ବାଭିମାନ’ ପଦଯାତ୍ର: ସାମିଲ ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୨୬-୧୧-୨୦୨୪ (ପିପିଏସ) : ଜାତୀୟ ସମ୍ବିଧାନ ଦିବସ ଅବସରରେ ଆଜି ରାଜଧାନୀରେ ପଦଯାତ୍ରା ଅନୁଷ୍ଠିତ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ଏଜି ଛକରେ ଥିବା ସମ୍ବିଧାନ ପ୍ରଣେତା ଡକ୍ଟର ବି.ଆର୍ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ପ୍ରଥମେ ମାଲ୍ୟାର୍ପଣ କରିଥିଲେ। ଏହାପରେ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଆୟୋଜିତ ‘ଆମ ସମ୍ବିଧାନ, ଆମ ସ୍ବାଭିମାନ’  ପଦଯାତ୍ରରେ ସାମିଲ ହୋଇଥିଲେ  ମୁଖ୍ୟମନ୍ତ୍ରୀ। ଏଥିରେ କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସମେତ […]

1 min read

ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମୋଦୀ: ତିନି ମାସରେ ୩ଥର ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର ୨୬-୧୧-୨୦୨୪ (ପିପିଏସ) : ଆସନ୍ତା ୨୯ତାରିଖରୁ ଭୁବନେଶ୍ବରରେ ଆରମ୍ଭ ହେବ ତିନିଦିନିଆ ପୁଲିସ ମହାନିର୍ଦ୍ଦେଶକ (ଡିଜିପି) ସମ୍ମିଳନୀ। ଏଥିରେ ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ପୁଲିସ ଡିଜିମାନେ ଯୋଗଦେବେ। ଏହାକୁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଉଦ୍‌ଘାଟନ କରିବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ସମ୍ମିଳନୀ‌ର ଦ୍ବିତୀୟ ଦିନରେ ସମସ୍ତ ପୁଲିସ ଡିଜିଙ୍କ ସହ ଦେଶର ଅନ୍ତରୀଣ ସୁରକ୍ଷା ଓ ଜାତୀୟ ସୁରକ୍ଷା ନେଇ ଆଲୋଚନା କରିବା ସହ ଉଦ୍‌ଯାପନୀ ଉତ୍ସବରେ ଉଦ୍‌ବୋଧନ […]

1 min read

ବାଂଲାଦେଶୀ ନାବାଳିକା ଘଟଣା: ରାଜଧାନୀରୁ ତୃତୀୟ ଅଭିଯୁକ୍ତକୁ ଗିରଫ

ଭୁବନେଶ୍ୱର ୨୬-୧୧-୨୦୨୪ (ପିପିଏସ) : ବାଂଲାଦେଶୀ ନାବାଳିକା ଘଟଣାରେ ରାଜଧାନୀରୁ ଆଉଜଣେ ଅଭିଯୁକ୍ତକୁ ଗିରଫ କରିଛି ପୁଲିସ। ଅଭିଯୁକ୍ତ ହେଲା ଅବଦୁଲ ସୟଦ ସୁଲେମାନ। ତାର ଘର ଭୁବନେଶ୍ବରର ଝାରପଡ଼ା ଅଞ୍ଚଳରେ। ସେ ହିଁ ମୁଖ୍ୟତଃ ଏହି ରାକେଟକୁ ଚଳାଉଥିଲା। ତାଙ୍କ ଠାରୁ କିଂ ପିନ ଗୋପୀର କିଛି ତଥ୍ୟ ମିଳିଛି। ଭୁବନେଶ୍ୱର, ପଶ୍ଚିମବଙ୍ଗ ଓ କଟକକୁ ମିଶାଇ ନାବାଳିକା ଏକାଧିକ ଲୋକଙ୍କ ନାଁ କହିଛି। ଏମାନଙ୍କୁ ଧରିବା ପାଇଁ ପୁଲିସ ତଦନ୍ତ  ଜାରି ରହିଛି। ନାବାଳିକା […]

1 min read

ସମ୍ବିଧାନର (ମୁଖବନ୍ଧ )କୁ ପାଠ କରାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୨୬-୧୧-୨୦୨୪ (ପିପିଏସ) : ସମ୍ବିଧାନ ହେଉଛି ଆମ ସ୍ଵାଧୀନ ଭାରତର ପୁଣ୍ୟ ଗ୍ରନ୍ଥ। ଦେଶର ମାର୍ଗ ଦର୍ଶକ। ଦେଶର ସବୁ ଆଇନ, କାନୁନ୍, ବିଧି ବ୍ୟବସ୍ଥାର ମୁଖ୍ୟ ସ୍ରୋତ। ସମ୍ବିଧାନର ମୂଲ୍ୟବୋଧ ପ୍ରତି ସଚେତନ ରହି ସବୁ ନାଗରିକ ନିଜ ନିଜର ମୌଳିକ କର୍ତ୍ତବ୍ୟ ପାଳନ କରିବା ଆବଶ୍ୟକ। ଆଜି ସମ୍ବିଧାନ ଦିବସ ପାଳନ  ଅବସରରେ ସ୍ଥାନୀୟ ଏଜି ଛକ ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ଏହା […]

1 min read

ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ: ୧୨ଟା ୨୫ ମିନିଟ୍ ଯାଏ ଗୃହ ମୁଲତବୀ ଘୋଷଣା

ଏକାଧିକ ପ୍ରସଙ୍ଗ ନେଇ ଆଜି ବିରୋଧୀ ବିଜେଡି ଏବଂ କଂଗ୍ରେସ ହଟ୍ଟଗୋଳ କରିଥିଲେ। ଅନାହର ପ୍ରସଙ୍ଗରେ କଂଗ୍ରେସ ସଦସ୍ୟମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଇସ୍ତଫା ଦାବି କରିଥିଲେ। ଏହାପରେ ବାଚସ୍ପତି ସୁରମା ପାଢ଼ୀ ଗୃହକୁ ମଧ୍ୟାହ୍ନ ୧୨ଟା ୨୫ ମିନିଟ୍ ଯାଏ ମୁଲତବୀ ଘୋଷଣା କରିଛନ୍ତି। ଭୁବନେଶ୍ୱର ୨୬-୧୧-୨୦୨୪ (ପିପିଏସ) : ଆଜି ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହୋଇଛି। ପ୍ରଶ୍ନକାଳ ଆରମ୍ଭରୁ ଏକାଧିକ ପ୍ରସଙ୍ଗ ନେଇ ଆଜି ବିଧାନସଭାରେ ବିରୋଧୀ ବିଜେଡି ଏବଂ କଂଗ୍ରେସ […]

1 min read

ଆର୍‌ବିଆଇ ଗଭର୍ଣ୍ଣର ଅସୁସ୍ଥ 

ଚେନ୍ନାଇ/ଭୁବନେଶ୍ୱର ୨୬-୧୧-୨୦୨୪ (ପିପିଏସ) : ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବା ପରେ ଚେନ୍ନାଇର ଆପୋଲ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଛନ୍ତି ଆର୍‌ବିଆଇର ଗଭର୍ଣ୍ଣର ଶକ୍ତିକାନ୍ତ ଦାସ। ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆର ଗଭର୍ଣ୍ଣର ଶ୍ରୀ ଶକ୍ତିକାନ୍ତ ଦାସ ଏସିଡିଟି ଅନୁଭବ କରିବା ପରେ ତାଙ୍କୁ ପର୍ଯ୍ୟବେକ୍ଷଣ ପାଇଁ ଚେନ୍ନାଇର ଆପୋଲୋ ହସ୍ପିଟାଲ୍‌କୁ ନିଆଯାଇଥିଲା।  ଏବେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ଅଛି ଓ ଆଗାମୀ ୨-୩ ଘଣ୍ଟା ମଧ୍ୟରେ ଡିସଚାର୍ଜ ହେବେ ବୋଲି ଡାକ୍ତର ସୂଚନା ଦେଇଛନ୍ତି। ଆର୍‌ବିଆଇର ମୁଖପାତ୍ର ତାଙ୍କ ସ୍ବାସ୍ଥ୍ୟ ସଂପର୍କରେ […]