1 min read

ନିୟମ ଉଲ୍ଲଂଘନ ମହଙ୍ଗା ପଡ଼ିଲା: ସିଲ୍‌ ହେଲା ବାର୍‌

ଭୁବନେଶ୍ୱର ୨୪-୧୧-୨୦୨୪ (ପିପିଏସ) : ରାଜଧାନୀ ଭୁବନେଶ୍ବରରେ ଅନେକଗୁଡ଼ିଏ ବାର୍‌ ନିର୍ଦ୍ଧାରିତ ସମୟ ପରେ ମଧ୍ୟ ପରିଚାଳିତ ହେଉଥିବା ଅଭିଯୋଗ ହେଉଛି। ପ୍ରଶାସନ ପକ୍ଷରୁ ଅମାନିଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଉଛି। ତଥାପି କିଛି ମାଲିକ ସରକାରୀ ଗାଇଡ଼ଡଲାଇନ୍‌କୁ ଅଣଦେଖା କରୁଥିବା ଦୃଷ୍ଟିଗୋଚର ହେଉଛି। ନିୟମ ଉଲ୍ଲଘଂନକାରୀ ବାର୍‌ ଉ‌ପରେ ପ୍ରଶାସନ କାର୍ଯ୍ୟାନୁଷ୍ଠାନ ନେଇଛି। ରାଜଧାନୀ ଭୁବନେଶ୍ବରର ସହିଦନଗରସ୍ଥିତ ବାର୍‌ ‘ଭୋ‌କ୍ସପୋପ୍‌’କୁ ସିଲ କରାଯାଇଛି। ଅବକାରୀ ବିଭାଗର ସ୍ଵତନ୍ତ୍ର ଟିମ୍  ଏହି ବାର୍‌କୁ ସିଲ୍ କରିଛି। ଅବକାରୀ ବିଭାଗ […]

1 min read

ଆଇଏଏସ୍‌ ସ୍ତରରେ ଅଦଳବଦଳ: ଯାମିନୀ ହେଲେ ଜିଏସ୍‌ଟି କମିସନର୍‌, ସୁଧାଂଶୁ ଓଏମ୍‌ସି ଏମ୍‌ଡି

ରାଜ୍ୟ ସରକାର ଆଇଏଏସ୍‌ ଅଧିକାରୀ ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। ଯୋଜନା ଓ ସଂଯୋଜନ ବିଭାଗର ସ୍ବତନ୍ତ୍ର ସଚିବ ଚିତ୍ରା ଅରୁମୁଗମ୍‌ଙ୍କୁ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗର ପ୍ରମୁଖ ସଚିବ ଭାବେ ବଦଳି ହୋଇଛି। ଭୁବନେଶ୍ୱର ୨୪-୧୧-୨୦୨୪ (ପିପିଏସ) : ରାଜ୍ୟ ସରକାର ଆଇଏଏସ୍‌ ଅଧିକାରୀ ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। ଯୋଜନା ଓ ସଂଯୋଜନ ବିଭାଗର ସ୍ବତନ୍ତ୍ର ସଚିବ ଚିତ୍ରା ଅରୁମୁଗମ୍‌ଙ୍କୁ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗର ପ୍ରମୁଖ ସଚିବ […]

1 min read

ଟାଟରାଇ ଗାଁର ଦୁଃଖ: ୩ କିମି ଦୂରରେ ରହିଛି ସ୍କୁଲ, ଅଙ୍ଗନବାଡ଼ି

ମାଲକାନଗିରି/ଭୁବନେଶ୍ୱର ୨୪-୧୧-୨୦୨୪ (ପିପିଏସ) : ମାଲକାନଗିରି ଜିଲ୍ଲାର ବହୁ ଗ୍ରାମ ଆଜି ବି ଅବହେଳିତ ହୋଇ ରହିଛି। ଗୋଟିଏ ପଟେ ନକ୍ସଲ ଗାଁଗୁଡିକର ବିକାଶ ହେବାକୁ ଦେଇନଥିବା ବେଳେ ଅନ୍ୟ ପଟେ ପ୍ରଶାସନ ଏବଂ ସରକାର ଗାଁରେ ମୌଳିକ ସୁବିଧା ପହଞ୍ଚାଇବାରେ ବିଫଳ ହୋଇଛି।ନକ୍ସଲ ଜିଲ୍ଲାକୁ ୨୦ ବର୍ଷ ପଛକୁ ଠେଲି ଦେଇଥିବା ବେଳେ ଗତ ତିନି ଚାରି ବର୍ଷ ହେଲା ଜିଲ୍ଲା ପୁଣି ବିକାଶ ଆଡକୁ ପାଦ ଥାପିଛି।ତେବେ ଗାଁର ବିକାଶ ହେଲେ ହିଁ ଜିଲ୍ଲାର […]

1 min read

କଟକରୁ ନାବାଳିକା ବାଂଲାଦେଶୀ ଯୁବତୀ ଉଦ୍ଧାର ଘଟଣା, ସଜାଗ ପୁଲିସ

କଟକ/ଭୁବନେଶ୍ୱର ୨୪-୧୧-୨୦୨୪ (ପିପିଏସ) : ବାଂଲାଦେଶରୁ ଓଡ଼ିଶା ଆଣି ନାବାଳିକା ଓ ଯୁବତୀଙ୍କୁ ଅନୈତିକ କାର୍ଯ୍ୟରେ ନିୟୋଜନ କରାଯିବା ଘଟଣାକୁ ନେଇ କମିସନରେଟ୍ ପୁଲିସ ସଜାଗ ଅଛି। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ବର ଡିସିପି ପିନାକ ମିଶ୍ର। ଏଣେ କଟକ ଡିସିପି ଜଗମୋହନ ମୀନା କହିଛନ୍ତି ଯେ ବାଲିଯାତ୍ରା ସହ ବାଂଲାଦେଶୀ ଯୁବତୀମାନଙ୍କର କୌଣସି ସଂପର୍କ ନାହିଁ। ସୂଚନାଯୋଗ୍ୟ, କଟକରୁ ଉଦ୍ଧାର ହୋଇଥିବା ବାଂଲାଦେଶ ଢାକାର ଜଣେ ନାବାଳିକାଙ୍କୁ ଦୁର୍ବୃତ୍ତ ଗୋଟିଏ ଦିନରେ ୧୫ ଥର ଦୁଷ୍କର୍ମ […]

1 min read

୨ରୁ ୩ ମାସ ମଧ୍ୟରେ ଗଠନ ହେବ ଉତ୍ତର ଓଡ଼ିଶା ବିକାଶ ପରିଷଦ: ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋନହ ଚରଣ ମାଝୀ ରବିବାର କହିଛନ୍ତି ଓଡ଼ିଶା ପାଇଁ ସ୍ୱତନ୍ତ୍ର ବିକାଶ ପରିଷଦ ଗଠନ ହେବ। ଆଉ ୨ରୁ ୩ ମାସ ମଧ୍ୟରେ ଉତ୍ତର ଓଡ଼ିଶା ବିକାଶ ପରିଷଦ ଗଠନ ହେବ। ଏଥିପାଇଁ ସ୍ୱତନ୍ତ୍ର ଟାକ୍ସଫୋର୍ସ ଗଠନ ହୋଇ କାମ ଆରମ୍ଭ ହୋଇଛି। ସୁନ୍ଦରଗଡ/ଭୁବନେଶ୍ୱର ୨୪-୧୧-୨୦୨୪ (ପିପିଏସ) : ମୁଖ୍ୟମନ୍ତ୍ରୀ ମୋନହ ଚରଣ ମାଝୀ ରବିବାର କହିଛନ୍ତି ଓଡ଼ିଶା ପାଇଁ ସ୍ୱତନ୍ତ୍ର ବିକାଶ ପରିଷଦ ଗଠନ ହେବ। ଆଉ ୨ରୁ ୩ ମାସ ମଧ୍ଯରେ ଉତ୍ତର […]

1 min read

ବାଂଲାଦେଶୀ ନାବାଳିକା ଉଦ୍ଧାର ମାମଲାରେ ମହିଳା ସମେତ ୨ ଜଣ ଅଟକ

କଟକ ସହରରୁ ବାଲାଂଦେଶୀ ନାବାଳିକା ଉଦ୍ଧାର ମାମଲାରେ ପୁଲିସ ଆକ୍ସନ ମୁଡ଼ରେ ରହିଛି। ନାବାଳିକାକୁ ଉଦ୍ଧାର ପରେ ଏହି ଘଟଣା ସହିତ ସଂପୃକ୍ତି ରଖିଥିବା ଅଭିଯୋଗରେ ଜଣେ ମହିଳାଙ୍କ ସମତେ ୨ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। କଟକ,୨୪-୧୧-୨୦୨୪ (ପିପିଏସ) : ଜଣେ ବାଂଲାଦେଶୀ ନାବାଳିକାକୁ କଟକ ସହରରୁ ଉଦ୍ଧାର ଘଟଣାରେ ସଦର ପୁଲିସ ଆଜି ଜଣେ ମହିଳାଙ୍କ ସମେତ ୨ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ନାବାଳିକାର ଅଭିଯୋଗ କ୍ରମେ ସଦର ଥାନା […]

1 min read

ଆସନ୍ତାକାଲି ଶ୍ରୀମନ୍ଦିରରେ ପଇତାଲାଗି ନୀତି: ୪ ଘଣ୍ଟା ଜଗାଦର୍ଶନ ବନ୍ଦ

ଆସନ୍ତାକାଲି ଶ୍ରୀମନ୍ଦିରରେ ପଇତାଲାଗି ନୀତି ଅନୁଷ୍ଠିତ ହେଉଥିବା ହେତୁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୪ ଘଣ୍ଟା ବନ୍ଦ ରହିବ। ଶ୍ରୀଜିଉଙ୍କ ପଇତାଲାଗି ନୀତି ଲାଗି ପାଇଁ ସନ୍ଧ୍ୟା ୫ରୁ ରାତି ୯ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ପୁରୀ/ଭୁବନେଶ୍ୱର ୨୪-୧୧-୨୦୨୪ (ପିପିଏସ): ଆସନ୍ତାକାଲି ଶ୍ରୀମନ୍ଦିରରେ ପଇତାଲାଗି ନୀତି ଅନୁଷ୍ଠିତ ହେଉଥିବା ହେତୁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୪ ଘଣ୍ଟା ବନ୍ଦ ରହିବଶ୍ରୀଜିଉଙ୍କ ପଇତାଲାଗି ନୀତି ପାଇଁ ସନ୍ଧ୍ୟା ୫ରୁ ରାତି ୯ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ନୀତି ସଂପନ୍ନ ହେବା ପରେ ଶ୍ରଦ୍ଧାଳୁ ଦର୍ଶନ କରିପାରିବେ ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

1 min read

ସୁନ୍ଦରଗଡ଼ରେ ମୁଖ୍ୟମନ୍ତ୍ରୀ : ମହିଳାଙ୍କୁ ବାଣ୍ଟିଲେ ସୁଭଦ୍ରା ଟଙ୍କା

ସୁନ୍ଦରଗଡ଼/ଭୁବନେଶ୍ୱର ୨୪-୧୧-୨୦୨୪ (ପିପିଏସ) : ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୁନ୍ଦରଗଡ଼ ଗସ୍ତରେ ଆସି ସ୍ଥାନୀୟ ମହାବିଦ୍ୟାଳୟ ନିକଟସ୍ଥ ଯତରା ପଡ଼ିଆ‌‌ରେ ଆୟୋଜିତ ବିଶାଳ ସମାବେଶରେ ଯୋଗ ଦେଇଛନ୍ତି। ସମାବେଶସ୍ଥଳକୁ ପହଞ୍ଚି ମହିଳାଙ୍କୁ ସୁଭଦ୍ରା ଟଙ୍କା ପ୍ରଦାନ କରିଛନ୍ତି। ଆୟୋଜିତ ସଭାରେ ମୁଖ୍ୟମନ୍ତ୍ରୀ ନିଜ ହାତରେ ୧୦ ଜଣ ମହିଳାଙ୍କୁ ତୃତୀୟ ପର୍ଯ୍ୟାୟ ପ୍ରଥମ କିସ୍ତିର ଡମି ଚେକ୍‌ ଦେଇଛନ୍ତି।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟତୀତ ଉପମୁଖ୍ଯମନ୍ତ୍ରୀ ପ୍ରଭାତୀ ପରିଡ଼ା, କେନ୍ଦ୍ର ଆଦିବାସୀ ବ୍ଯାପାର ମନ୍ତ୍ରୀ […]

1 min read

ଏସ୍‌ସିବିରେ ରୋଗୀଙ୍କ ଜୀବନ ସହ ଖେଳ ୬ରୁ ୪ ‌ଷ୍ଟେରିଲାଇଜେସନ୍‌ ମେସିନ୍‌ ଅଚଳ

କଟକ ବଡ଼ଡାକ୍ତରଖାନାରେ ଠିକ୍‌ରେ କାମ କରୁନି ଷ୍ଟେରିଲାଇଜେସନ୍‌ ବ୍ୟବସ୍ଥା। ଷ୍ଟିମ୍‌ରେ ଚାଲୁଥିବା ୬ରୁ ୪ଟି ମେସିନ୍‌ ଅଚଳ ହୋଇପଡ଼ିଛି। ଯେଉଁ ୨ଟି ମେସିନ୍ ଚାଲିଛି, ସେଥିରେ ୧୮ଟି ବିଭାଗର ୫୦ରୁ ଅଧିକ ଅସ୍ତ୍ରୋପଚାର(ଓଟି) ଉପକରଣ ଷ୍ଟେରିଲାଇଜ୍ କରାଯାଉଛି। କଟକ,୨୪-୧୧-୨୦୨୪ (ପିପିଏସ) : କଟକ ବଡ଼ଡାକ୍ତରଖାନାରେ ଠିକ୍‌ରେ କାମ କରୁନି ଷ୍ଟେରିଲାଇଜେସନ୍‌ ବ୍ୟବସ୍ଥା। ଷ୍ଟିମ୍‌ରେ ଚାଲୁଥିବା ୬ରୁ ୪ଟି ମେସିନ୍‌ ଅଚଳ ହୋଇପଡ଼ିଛି। ଯେଉଁ ୨ଟି ମେସିନ୍ ଚାଲିଛି, ସେଥିରେ ୧୮ଟି ବିଭାଗର ୫୦ରୁ ଅଧିକ ଅସ୍ତ୍ରୋପଚାର(ଓଟି) ଉପକରଣ […]

1 min read

ସରିଲା କଟକ ବାଲିଯାତ୍ରା: ଶେଷ ଦିନରେ ୧୩ ଲକ୍ଷରୁ ଅଧିକ ଲୋକଙ୍କ ସମାଗମ

କଟକ,୨୪-୧୧-୨୦୨୪ (ପିପିଏସ) : କଟକର ଐତିହାସିକ ବାଲିଯାତ୍ରା ଉତ୍ସବ ଶେଷ ହୋଇଛି। ଶେଷ ଦିନରେ ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଛି। ପ୍ରାୟ ୧୩ ଲକ୍ଷରୁ ଅଧିକ ଲୋକ ବାଲିଯାତ୍ରା ପଡ଼ିଆ ବୁଲିଥିବା ପୁଲିସ-ପ୍ରଶାସନ ପକ୍ଷରୁ ଆକଳନ କରାଯାଉଛି। ଭିଡ଼ ଏଭଳି ଅସମ୍ଭାଳ ହୋଇଥିଲା ଯେ ରାଜପଥରୁ ରିଙ୍ଗବନ୍ଧକୁ ସମସ୍ତ ଗାଡ଼ି ପ୍ରବେଶ ଉପରେ କମିସନରେଟ୍ ପୁଲିସ ପକ୍ଷରୁ କଟକଣା ଜାରି କରାଯାଇଥିଲା। ରିଙ୍ଗବନ୍ଧରେ ଗାଡ଼ି ଗଡ଼ିବା ସମ୍ଭବପର ନହେବାରୁ ରାଜପଥରେ ଗାଡ଼ିଗୁଡ଼ିକୁ ଅଟକାଯାଇଥିଲା। ରାତି ପ୍ରାୟ ୮ଟା […]