ଓଡିଶା

ଦାନାରେ ଭାଙ୍ଗିଛି ୧୬ ହଜାର ୪୧୬ ଘର, କ୍ଷୟକ୍ଷତି ହୋଇଛି ୬୦୦ କୋଟି ଟଙ୍କା

ଆଜି ବାତ୍ୟା ଦାନା ଘଟାଇଥିବା କ୍ଷୟକ୍ଷତିର ରିପୋର୍ଟ ଆସିଛି। ଏନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା  ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପ୍ରାଥମିକ...

ପିସିସି ସଭାପତି ଚୟନକୁ ନେଇ ଏଭଳି କହିଲେ ରାଜ୍ୟର ବରିଷ୍ଠ କଂଗ୍ରେସ ନେତା

କିଏ ଧରିବେ କଂଗ୍ରେସର ମଙ୍ଗ, ତାକୁ ନେଇ ଆଜି ଦିନ ତମାମ ପିସିସି କାର୍ଯ୍ୟାଳୟ ଭିତରେ ଚାଲିଛି ଘମାସନ। କଂଗ୍ରେସ ନେତା ଚରଣ ଦାସ ମହନ୍ତ ଏଵଂ...

ନଭେମ୍ବର ୨୧ ତାରିଖରୁ ଆରମ୍ଭ ହେବ ଧାନ କିଣା ପ୍ରକ୍ରିୟା

ବରଗଡ଼ ଜିଲ୍ଲାରୁ ଆରମ୍ଭ ହେବ ଧାନ କିଣା | ଚାଷୀଙ୍କ ସୁରକ୍ଷା ,କଟଣି ଛଟଣି ମୁକ୍ତ ଧାନ କିଣା ଉପରେ ଗୁରୁତ୍ବ ଦେବେ ରାଜ୍ୟ ସରକାର |...

ସବୁ ସମସ୍ୟାର ସମାଧାନର ଚାବିକାଠି ଶିକ୍ଷାରେ ଅନ୍ତର୍ନିହିତ ଅଛି: କେନ୍ଦ୍ରମନ୍ତ୍ରୀ

ସ୍କୁଲ ଶିକ୍ଷା ପାଇଁ ଯୋଜନା କରିବା ସହ ପିଲାମାନଙ୍କ ଜ୍ଞାନର ବିକାଶ, ବ୍ୟକ୍ତିତ୍ୱ, ଚରିତ୍ର ଗଠନର ଦାୟିତ୍ୱ ନେବା ପାଇଁ ପଡିବ। ୨୦୩୬ରେ ଓଡ଼ିଶା ଭାଷା ଭିତ୍ତିକ...

ତିନିଦିନିଆ ବିଦେଶ ଗସ୍ତରେ ରହିବେ ମୁଖ୍ୟମନ୍ତ୍ରୀ; କରିବେ ରୋଡ୍ ସୋ’

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୧୮ ତାରିଖରୁ ବିଦେଶ ଗସ୍ତ କରିବେ। ଏହି ଗସ୍ତକାଳରେ ସେ ନଭେମ୍ବର ୨୦ ତାରିଖ ପର୍ଯ୍ୟନ୍ତ ସିଙ୍ଗାପୁରରେ ରହିବେ। ସେଠାରେ...

ବିଏମ୍‌ସି ବରବାଦ କଲା କୋଟିଏ: ରାଜ୍ୟର ପ୍ରଥମ ଆଦର୍ଶ ମହିଳା ଭେଣ୍ଡିଂ ଜୋନ୍‌ ବିଫଳ

ଡୁମୁଡ଼ୁମାରେ ରାଜ୍ୟର ପ୍ରଥମ ଆଦର୍ଶ ମହିଳା ଭେଣ୍ଡିଂ ଜୋନ୍‌ ପ୍ରତିଷ୍ଠା କରି ବିଏମ୍‌ସି କୋଟିଏ ଟଙ୍କା ବରବାଦ୍‌ କରିଛି। ଏଠାରେ ‌ଭେଣ୍ଡିଂ ଜୋନ୍ ନିର୍ମାଣ ହେବା ଦିନ‌ଠାରୁ...

କୋଏଲନଦୀରେ ବୁଡ଼ି ପଞ୍ଚମ ଶ୍ରେଣୀ ଛାତ୍ର ନିଖୋଜ

କୋଏଲ ନଦୀରେ ଆଜି ପୁଣି ଜଣେ ନାବାଳକ ନିଖୋଜ ହୋଇଯାଇଛନ୍ତି। ସ୍କୁଲ ବନ୍ଧୁଙ୍କ ସହ ଗାଧେଇବାକୁ ଯାଇଥି‌ବାବେଳେ ଏହି ଅଘଟଣ ଘଟିଥିଲା। ଏକାସାଙ୍ଗରେ ତିନି ଜଣ ସାଙ୍ଗ...

ଜବରଦଖଲରେ ୟୁଜିଆଇଇର ୨ ଏକର ଜମି: ଦୁଇବର୍ଷ ହେଲା ଚାଲିଛି ମିକ୍ସର ପ୍ଲାଣ୍ଟ

ରାଉରକେଲାରେ ଯିଏ ଯେଉଁଠି ସୁଯୋଗ ପାଇଲା, ସେଠାକାର ଜମି ଜବରଦଖଲକୁ ନେଇ ଘର ତିଆରାକଲା। ବସ୍ତିଠାରୁ ଆରମ୍ଭକରି ଅନ୍ୟ ସମସ୍ତ ପ୍ରମୁଖ ଅଞ୍ଚଳରେ ଏଭଳି ଜବରଦଖଲ ନିତିଦିନିଆ...

ବର୍ଷବ୍ୟାପୀ ପାଳନ ହେବ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମବାର୍ଷିକୀ

ଡଃ ମହତାବଙ୍କ ଜନ୍ମସ୍ଥାନ ଭଦ୍ରକ ଜିଲ୍ଲାର ଅଗରପଡ଼ା ଠାରେ ଏକ ସ୍ମୃତି ସଂଗ୍ରହାଳୟ ପ୍ରତିଷ୍ଠା, ପ୍ରତିମୂର୍ତ୍ତି ସ୍ଥାପନ ଏବଂ ପର୍ଯ୍ୟଟନ ସ୍ଥଳୀ ଭାବେ ବିକାଶ କରାଯିବ। ଭୁବନେଶ୍ୱରରେ...

ଅସ୍ବାଭାବିକ ଭାବେ ୫୦ଟି ହାତୀର ମୃତ୍ୟୁ ନେଇ ତଦନ୍ତ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ଜଙ୍ଗଲ, ପରିବେଶ ଓ ଜଳବାୟୁ ମନ୍ତ୍ରୀ ଗଣେଶ ରାମ ସିଂହଖୁଣ୍ଟିଆ ରାଜ୍ୟରେ ଅସ୍ବାଭାବିକ ହାତୀ ମୃତ୍ୟୁ ଘଟଣା ନେଇ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଶ୍ରୀ ସିଂହଖୁଣ୍ଟିଆ ନିଜ ବିଭାଗର...