ଘଟଣା-ଦୁର୍ଘଟଣା
କଟକରେ ଡବଲ ମର୍ଡର ମାମଲା:ଡେମୋ ଦେଖାଇଲା ଅଭିଯୁକ୍ତ
କଟକର ବେଲେଶ୍ବରରେ ୨୦୧୯ ଡିସେମ୍ବରରେ ହୋଇଥିବା ଡବଲ ମର୍ଡର ମାମଲାର ମୁଖ୍ୟ ଅଭିଯୁକ୍ତ ସନ୍ତୋଷ ସିହ୍ନା କିପରି ହତ୍ୟାକାଣ୍ଡ ଭିଆଇଥିଲା, ତାର ଡେମୋ ଦେଖାଇଛି। କିନ୍ତୁ ଏହି ହତ୍ୟାକାଣ୍ଡରେ କେବଳ ସନ୍ତୋଷ ଓ ତାର ପତ୍ନୀ ଥିବା କଥାକୁ ଗ୍ରହଣ କରିପାରୁନାହାନ୍ତି ମୃତକଙ୍କ ସଂପର୍କୀୟ। କଟକ ୧୫-୦୨-୨୦୨୫(ପିପିଏସ ) : କଟକର ବେଲେଶ୍ବରରେ ୨୦୧୯ ଡିସେମ୍ବରରେ ହୋଇଥିବା ଡବଲ ମର୍ଡର ମାମଲାର ମୁଖ୍ୟ ଅଭିଯୁକ୍ତ ସନ୍ତୋଷ ସିହ୍ନା କିପରି ହତ୍ୟାକାଣ୍ଡ ଭିଆଇଥିଲା, ତାର ଡେମୋ ଦେଖାଇଛି। କିନ୍ତୁ […]
କଟକରେ ଡବଲ ମର୍ଡର ମାମଲା: ଅଭିଯୁକ୍ତ ୫ ବର୍ଷ ପରେ ଗିରଫ
କଟକର ବେଲେଶ୍ବରରେ ୨୦୧୯ ଡିସେମ୍ବରରେ ହୋଇଥିବା ଡବଲ ମର୍ଡର ମାମଲାରେ କମିସନରେଟ୍ ପୁଲିସ ଅଭିଯୁକ୍ତକୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲା ସନ୍ତୋଷ ସିହ୍ନା। ଭୁବନେଶ୍ବର-କଟକ ପୁଲିସ କମିସନରେ ସୁରେଶ ଦେବଦତ୍ତ ଶୁକ୍ରବାର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। କଟକ ୧୪-୦୨-୨୦୨୫(ପିପିଏସ ) : କଟକର ବେଲେଶ୍ବରରେ ୨୦୧୯ ଡିସେମ୍ବରରେ ହୋଇଥିବା ଡବଲ ମର୍ଡର ମାମଲାରେ କମିସନରେଟ୍ ପୁଲିସ ଅଭିଯୁକ୍ତକୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲା ସନ୍ତୋଷ ସିହ୍ନା। ଭୁବନେଶ୍ବର-କଟକ ପୁଲିସ କମିସନରେ ସୁରେଶ ଦେବଦତ୍ତ […]
ବଜେଟ୍ ଅଧିବେଶନର ଦ୍ବିତୀୟ ଦିନ
ପ୍ରଶ୍ନକାଳ ଆରମ୍ଭରୁ ବିଜେଡି ଏବଂ କଂଗ୍ରେସ ସଦସ୍ୟଙ୍କ ହଟ୍ଟଗୋଳ, ଗୃହ ମୁଲତବୀ ଆଜି ବିଧାନସଭାର ବଜେଟ୍ ଅଧିବେଶନର ଦ୍ବିତୀୟ ଦିନ। ପୂର୍ବାହ୍ନ ୧୦ଟା ୩୦ ମିନିଟ ସମୟରେ ଆରମ୍ଭ ହୋଇଥିଲା। ପ୍ରଶ୍ନକାଳ ଆରମ୍ଭରୁ ବିଧାନସଭାରେ ବିରୋଧୀ ବିଜେଡି ଏବଂ କଂଗ୍ରେସ ହଟ୍ଟଗୋଳ କରିଥିଲେ। ଏହାପରେ ବାଚସ୍ପତି ସୁରମା ପାଢ଼ୀ ଗୃହକୁ ମଧ୍ୟାହ୍ନ ୧୨ଟା ଯାଏ ମୁଲତବୀ ଘୋଷଣା କରିଛନ୍ତି। ଭୁବନେଶ୍ୱର ୧୪-୦୨-୨୦୨୫(ପିପିଏସ ) : ଆଜି ବିଧାନସଭାର ବଜେଟ୍ ଅଧିବେଶନର ଦ୍ବିତୀୟ ଦିନ। ପୂର୍ବାହ୍ନ ୧୦ଟା ୩୦ […]
କଟକରେ ସର୍ବାଧିକ ୧୦୬୦ ଭିକାରି
ରାଜ୍ୟକୁ ଭିକାରିମୁକ୍ତ କରିବାକୁ ସରକାର ଅଭିଯାନ ଚଳାଇଛନ୍ତି: ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ରାଜ୍ୟରେ ଏବେ ୫୨୮୪ଜଣ ଭିକାରି ଅଛନ୍ତି ଓ ସେଥିମଧ୍ୟରୁ କଟକରେ ସର୍ବାଧିକ ୧୦୬୦ ଭିକାରି ଅଛନ୍ତି। ଏନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ଭୁବନେଶ୍ୱର ୧୪-୦୨-୨୦୨୫(ପିପିଏସ ) : ରାଜ୍ୟରେ ଏବେ ୫୨୮୪ଜଣ ଭିକାରି ଅଛନ୍ତି ଓ ସେଥିମଧ୍ୟରୁ କଟକରେ ସର୍ବାଧିକ ୧୦୬୦ ଭିକାରି ଅଛନ୍ତି। ଏନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି […]
ଋଣ ନାଁରେ ଖାଇଗଲେ ଲକ୍ଷଲକ୍ଷ ଟଙ୍କା !
ବ୍ରହ୍ମପୁର ସମବାୟ କେନ୍ଦ୍ର ବ୍ୟାଙ୍କ ଲିଃର ବିଜିପୁର ଶାଖାରେ ମିଥ୍ୟା ନଥିପତ୍ର ପ୍ରସ୍ତୁତ କରି ୧ କୋଟିରୁ ଅଧିକ ଟଙ୍କାର ଠକେଇ ଅଭିଯୋଗ ପରେ ପୁଣି ଛତ୍ରପୁର ଶାଖା ରେ ୭୫ ଲକ୍ଷ ଟଙ୍କା ଠକେଇ ଅଭିଯୋଗ ନେଇ ଛତ୍ରପୁର ଥାନାରେ ମାମଲା ରୁଜୁ ହୋଇଛି। ଛତ୍ରପୁର/ଭୁବନେଶ୍ୱର ୧୪-୦୨-୨୦୨୫(ପିପିଏସ ) : ବ୍ରହ୍ମପୁର ସମବାୟ କେନ୍ଦ୍ର ବ୍ୟାଙ୍କ ଲିଃର ବିଜିପୁର ଶାଖାରେ ମିଥ୍ୟା ନଥିପତ୍ର ପ୍ରସ୍ତୁତ କରି ୧ କୋଟିରୁ ଅଧିକ ଟଙ୍କାର ଠକେଇ ଅଭିଯୋଗ ପରେ […]
ନବ ଦାସଙ୍କ ରୋଷେୟା ଲଳିତ ସାହୁ ମୃତ୍ୟୁ ମାମଲା: ପୁନଃ ତଦନ୍ତ ଆରମ୍ଭ
ବହୁଚର୍ଚ୍ଚିତ ସ୍ବର୍ଗତ ନବ ଦାସଙ୍କ ରୋଷେୟା ଲଲିତ ସାହୁଙ୍କ ମୃତ୍ୟୁ ମାମଲା କଡ଼ ଲେଉଟାଇଛି। ଲଲିତଙ୍କ ବାପା ବେଲାଲସେନ ସାହୁ ନ୍ୟାୟ ଦାବି କରି ପୁଲିସ୍କୁ ଚିଠି ଲେଖିବା ପରେ ଝାରସୁଗୁଡ଼ା ପୁଲିସ୍ ପୁନଃ ତଦନ୍ତ ଆରମ୍ଭ କରିଥିବା ନେଇ ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ୍ ସୂଚନା ଦେଇଛନ୍ତି। ସୁଗୁଡ଼ା/ଭୁବନେଶ୍ୱର ୧୪-୦୨-୨୦୨୫(ପିପିଏସ ) : ବହୁଚର୍ଚ୍ଚିତ ସ୍ବର୍ଗତ ନବ ଦାସଙ୍କ ରୋଷେୟା ଲଲିତ ସାହୁଙ୍କ ମୃତ୍ୟୁ ମାମଲା କଡ଼ ଲେଉଟାଇଛି। ଲଲିତଙ୍କ ବାପା ବେଲାଲସେନ ସାହୁ ନ୍ୟାୟ […]
ନିରଂଜନ ପଟ୍ଟନାୟକଙ୍କ ଘରୁ ଚୋରି ମାମଲା: ବିଜୟୱାଡ଼ାରୁ ଧରାପଡ଼ିଲା ଚୋର
ପୂର୍ବତନ ମନ୍ତ୍ରୀ ନିରଂଜନ ପଟ୍ଟନାୟକଙ୍କ ଘରୁ ହୋଇଥିବା ଚୋରି ମାମଲାରେ କମିସନରେଟ୍ ପୁଲିସକୁ ସଫଳତା ମିଳିଛି। ପ୍ରାୟ ସପ୍ତାହେ କାଳ ଆନ୍ଧ୍ରପ୍ରଦେଶର ବିଜୟୱାଡ଼ାରେ ଡେରା ପକାଇବା ପରେ ଗତକାଲି ରାତିରେ ସ୍ଥାନୀୟ ପୁଲିସ ସହାୟତାରେ କମିସନରେଟ୍ ଭୁବନେଶ୍ୱର ୧୩-୦୨-୨୦୨୫(ପିପିଏସ) : ପୂର୍ବତନ ମନ୍ତ୍ରୀ ନିରଂଜନ ପଟ୍ଟନାୟକଙ୍କ ଘରୁ ହୋଇଥିବା ଚୋରି ମାମଲାରେ କମିସନରେଟ୍ ପୁଲିସକୁ ସଫଳତା ମିଳିଛି। ପ୍ରାୟ ସପ୍ତାହେ କାଳ ଆନ୍ଧ୍ରପ୍ରଦେଶର ବିଜୟୱାଡ଼ାରେ ଡେରା ପକାଇବା ପରେ ଗତକାଲି ରାତିରେ ସ୍ଥାନୀୟ ପୁଲିସ ସହାୟତାରେ କମିସନରେଟ୍ […]
କନ୍ଧମାଳରେ ଲଜ୍ଜା: ସପ୍ତମ ଶ୍ରେଣୀର ଛାତ୍ରୀ ଗର୍ଭବତୀ
ଶିକ୍ଷା ଦୀକ୍ଷାର ଅଭାବ ନା ଅମାନୁଷିକତା କନ୍ଧମାଳ ଜିଲ୍ଲାରେ ନାବାଳିକା ଗର୍ଭବତୀ ହେବା ଘଟଣା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଶିକ୍ଷା କ୍ଷେତ୍ରରେ ଏହି ଅଞ୍ଚଳ ପଛୁଆ ଥିବାରୁ ଖରାପ ବ୍ୟକ୍ତିଙ୍କର ଜାଲରେ ଫସିଯାଇ କମ୍ ବୟସର ଝିଅମାନେ ଏହି ଅଭାବନୀୟ ପରିସ୍ଥିତିର ସାମ୍ନା କରୁଛନ୍ତି। ଘୁ.ଉଦୟଗିରି/ଭୁବନେଶ୍ୱର ୧୩-୦୨-୨୦୨୫(ପିପିଏସ) : କନ୍ଧମାଳ ଜିଲ୍ଲାରେ ନାବାଳିକା ଗର୍ଭବତୀ ହେବା ଘଟଣା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଶିକ୍ଷା କ୍ଷେତ୍ରରେ ଏହି ଅଞ୍ଚଳ ପଛୁଆ ଥିବାରୁ ଖରାପ […]
ଭିମସାର କର୍କଟ ୱାର୍ଡରେ ବିଦ୍ୟୁତ ବିଭ୍ରାଟ
ମୋବାଇଲ ଆଲୁଅରେ କେମୋ ଥେରାପି ବୁର୍ଲା ଭିମସାରର କର୍କଟ ବିଭାଗରେ ବିଦ୍ୟୁତ ବିଭ୍ରାଟ ଯୋଗୁଁ ମୋବାଇଲ ଆଲୁଅରେ କେମୋ ଥେରାପି କରାଯାଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ ବିଭାଗ ପକ୍ଷରୁ ପ୍ରାକ୍ ସୂଚନା ନଦେଇ ବିଦ୍ୟତୁ କାଟ କରାଯାଇଥିଲା। ଏହାକୁ ନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଡାକ୍ତରଖାନା ଅଧୀକ୍ଷକ କହିଛନ୍ତି। ବୁର୍ଲା/ଭୁବନେଶ୍ୱର ୧୩-୦୨-୨୦୨୫(ପିପିଏସ) : ବୁର୍ଲା ଭିମସାରର କର୍କଟ ବିଭାଗରେ ବିଦ୍ୟୁତ ବିଭ୍ରାଟ ଯୋଗୁଁ ମୋବାଇଲ ଆଲୁଅରେ କେମୋ ଥେରାପି କରାଯାଇଥିବା ଅଭିଯୋଗ ହୋଇଛି। ବିଭାଗର ସ୍ବତନ୍ତ୍ର […]
ଏଡିଇଓଙ୍କ ଘରେ ଭିଜିଲାନ୍ସ
ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକ ଅନ୍ତର୍ଗତ ଚମ୍ପିଆ ପଂଚାୟତର ଆକାଉଣ୍ଟାଣ୍ଟ କମ୍ ଡାଟା ଏଣ୍ଟ୍ରି ଅପରେଟର (ଏଡିଇଓ) ଏସ୍. ପାର୍ଥସାରଥୀ ବିଶୋୟୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ବୋରିଗୁମ୍ମା/ଭୁବନେଶ୍ୱର ୧୩-୦୨-୨୦୨୫(ପିପିଏସ) : ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକ ଅନ୍ତର୍ଗତ ଚମ୍ପିଆ ପଂଚାୟତର ଆକାଉଣ୍ଟାଣ୍ଟ କମ୍ ଡାଟା ଏଣ୍ଟ୍ରି ଅପରେଟର (ଏଡିଇଓ) ଏସ୍. ପାର୍ଥସାରଥୀ ବିଶୋୟୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। […]