ଜୀବନଚର୍ଯ୍ୟା
କ୍ୟାପିଟାଲ୍ ହାଇସ୍କୁଲରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ
ବୁଲିଲେ ଗଣଶିକ୍ଷା ମନ୍ତ୍ରୀ: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ପରୀକ୍ଷା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମସ୍ତ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଥିଲେ। ଭୁବନେଶ୍ୱର ୨୨-୦୨-୨୦୨୫(ପିପିଏସ) : ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ପରୀକ୍ଷା […]
ସୋରରେ ଏକ୍ସପ୍ରେସ୍ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯାତ୍ରୀ ସୁରକ୍ଷିତ, ରେଳ ଚଳାଚଳ ପ୍ରଭାବିତ ସୋର/ଭୁବନେଶ୍ୱର ୨୨-୦୨-୨୦୨୫(ପିପିଏସ) : ବାଲେଶ୍ବର ଜିଲ୍ଲା ସୋର ଥାନା ଅଧୀନ ସବିରା ରେଳ ଷ୍ଟେସନ ଠାରୁ ମାତ୍ର କିଛି ଦୂରରେ ବେଲସାବିରା ନିକଟରେ ନ୍ୟୁ ଜଲପାଇଗୁଡ଼ି ଏକ୍ସପ୍ରେସ୍ ଶନିବାର ଅପରାହ୍ଣରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଟ୍ରେନ୍ଟି ଦ୍ରୁତଗତିରେ ଯାଉଥିବା ବେଳେ ଏହି ସ୍ଥାନରେ ଯାନ୍ତ୍ରିକ ତ୍ରୁଟି କାରଣରୁ ବ୍ୟାଟେରି ଓ ଯାନ୍ତ୍ରିକ ଉପକ୍ରମ ଖସିପଡ଼ିଥିଲା। ଏଥିରେ ଥିବା ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ଜଣାପଡିଛି। ସୂଚନା ଅନୁସାରେ ନ୍ୟୁ ଜଲପାଇଗୁଡ଼ି ଏକ୍ସପ୍ରେସ୍ […]
କମ୍ ପିଅ, କିନ୍ତୁ ଭଲ ପିଅ: ମାଣ୍ଡିଆରୁ ତିଆରି ହେବ ମଦ
ଓଡ଼ିଶାରେ ମାଣ୍ଡିଆରୁ ତିଆରି ହେବ ମଦ। ଏଥିପାଇଁ ଆଗ୍ରହୀ ମଦ ତିଆରି କମ୍ପାନୀକୁ ସବ୍ସିଡି ଯୋଗାଇଦେବେ ରାଜ୍ୟ ସରକାର। ୨୦୨୫-୨୬ ଅବକାରୀ ନୀତିକୁ ନେଇ ଆଜି ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ ଏଭଳି କିଛି ଯୋଜନା ହୋଇଛି। ଭୁବନେଶ୍ୱର ୨୧-୦୨-୨୦୨୫ (ପିପିଏସ ) : ଓଡ଼ିଶାରେ ମାଣ୍ଡିଆରୁ ତିଆରି ହେବ ମଦ। ଏଥିପାଇଁ ଆଗ୍ରହୀ ମଦ ତିଆରି କମ୍ପାନୀକୁ ସବ୍ସିଡି ଯୋଗାଇଦେବେ ରାଜ୍ୟ ସରକାର। ୨୦୨୫-୨୬ ଅବକାରୀ ନୀତିକୁ ନେଇ ଆଜି ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ […]
ଆସନ୍ତାକାଲିଠୁ ଆରମ୍ଭ ହେବ ସୁଭଦ୍ରା ଶକ୍ତି ମେଳା
ମାର୍ଚ୍ଚ ୨ ଯାଏଁ ନଅ ଦିନ ଧରି ଚାଲିବ ଭୁବନେଶ୍ୱର ୨୧-୦୨-୨୦୨୫ (ପିପିଏସ ) : ସୁଭଦ୍ରା ଯୋଜନା ପରେ ମହିଳାମାନଙ୍କ ପାଇଁ ସୁଭଦ୍ରା ଶକ୍ତି ମେଳାର ଆୟୋଜନ କରୁଛନ୍ତି ରାଜ୍ୟ ସରକାର। ଏହି ମେଳାରେ ମିଶନ ଶକ୍ତି ମାଆମାନେ ଯୋଗ ଦେବେ। ବର୍ତ୍ତମାନ ସୁଦ୍ଧା ଏହି ମେଳାର ନାମ ସୁଭଦ୍ରା ଶକ୍ତି ମେଳା ରଖାଯାଇଛି। ଏହି ମେଳାରେ ମିଶନ ଶକ୍ତିର ନାମ ପରିବର୍ତ୍ତନ କରାଯାଇନି। ଆସନ୍ତାକାଲି ଠୁ ଆରମ୍ଭ ହେବ ସୁଭଦ୍ରା ଶକ୍ତି ମେଳା ୨୦୨୫। […]
ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ମାମଲା: କମିଟି ସାମ୍ନାରେ ହାଜର ହେଲେ ଅଚ୍ୟୁତ ସାମନ୍ତ
କିଟ୍ ବିଶ୍ୱବିଦ୍ୟାଳୟରେ ପଢ଼ୁଥିବା ନେପାଳ ଛାତ୍ରଛାତ୍ରୀଙ୍କ ସହ ଘଟିଥିବା ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି। ଆଜି କିଟ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଉଚ୍ଚସ୍ତରୀୟ କମିଟି ସାମ୍ନାରେ ହାଜର ହୋଇଛନ୍ତି | ଭୁବନେଶ୍ୱର ୨୧-୦୨-୨୦୨୫ (ପିପିଏସ ) : କିଟ୍ ବିଶ୍ବବିଦ୍ୟାଳୟରେ ନେପାଳୀ ଛାତ୍ରୀ ପ୍ରକୃତି ଲାମ୍ସାଙ୍କ ଆତ୍ମହତ୍ୟା ଓ ପରବର୍ତ୍ତୀ ଛାତ୍ର ଅଶାନ୍ତି ବେଳେ ହଷ୍ଟେଲ ଅନ୍ତେବାସୀଙ୍କୁ ମାଡ଼ ମରାଯିବା ମାମଲା ଦିନକୁ ଦିନ ଜଟିଳ […]
ଅକ୍ଷୟଙ୍କ ଏହି ଦୃଶ୍ୟକୁ ନେଇ ସୃଷ୍ଟି ହୋଇଛି ବିବାଦ
ଏହି କ୍ରମରେ ବଲିଉଡ ଅଭିନେତା ଅକ୍ଷୟ କୁମାର ମଙ୍ଗଳବାର ମହାଦେବଙ୍କ ଭକ୍ତମାନଙ୍କ ପାଇଁ ‘ମହାକାଳ ଚଲୋ’ ଗୀତ ଲଞ୍ଚ କରିଛନ୍ତି। ଏହି ଗୀତକୁ ଖୁବଅଳ୍ପ ସମୟ ମଧ୍ୟରେ ଲକ୍ଷଲକ୍ଷ ଲୋକ ଦେଖିସାରିଲେଣି। ମୁମ୍ବାଇ/ଭୁବନେଶ୍ୱର ୧୯-୦୨-୨୦୨୫(ପିପିଏସ ) : ଧାର୍ମିକ ନଗରୀ ଉଜ୍ଜୟିନୀର ପ୍ରତ୍ୟେକ କୋଣ-ଅନୁକୋଣରେ ଶିବ ବାସ କରନ୍ତି ବୋଲି କୁହାଯାଏ। ୧୨ ଜ୍ୟୋତିର୍ଲିଙ୍ଗ ମଧ୍ୟରୁ ଅନ୍ୟତମ ଭଗବାନ ମହାକାଳଙ୍କୁ ଏଠାରେ ରାଜା ଭାବରେ ପୂଜା କରାଯାଏ। ପ୍ରତିଦିନ ଲକ୍ଷ ଲକ୍ଷ ଭକ୍ତ ଉଜ୍ଜୟିନୀକୁ ଆସିଥାନ୍ତି। ଏହି […]
ଭୁବନେଶ୍ବର ଏମ୍ସରେ: ନିଯୁକ୍ତି ଜାଲିଆତି
ନିଯୁକ୍ତି ଜାଲିଆତି ହୋଇଥିବା ଅଭିଯୋଗ ପରେ ଭୁବନେଶ୍ବର ଏମ୍ସରେ ସିବିଆଇ ଟିମ୍ ପହଞ୍ଚି ଖୋଳତାଡ୍ ଆରମ୍ଭ କରିଛନ୍ତି। ୫ ଜଣଙ୍କ ନିଯୁକ୍ତି କ୍ଷେତ୍ରରେ ଜାଲିଆତି ହୋଇଥିବା ଅଭିଯୋଗ ହୋଇଛି ଭୁବନେଶ୍ୱର ୧୯-୦୨-୨୦୨୫(ପିପିଏସ ) : ନିଯୁକ୍ତି ଜାଲିଆତି ହୋଇଥିବା ଅଭିଯୋଗ ପରେ ଭୁବନେଶ୍ବର ଏମ୍ସରେ ସିବିଆଇର ୯ ଜଣିଆ ଟିମ୍ ପହଞ୍ଚି ଖୋଳତାଡ୍ ଆରମ୍ଭ କରିଛନ୍ତି। ୫ ଜଣଙ୍କ ନିଯୁକ୍ତି କ୍ଷେତ୍ରରେ ଜାଲିଆତି ହୋଇଥିବା ଅଭିଯୋଗ ହୋଇଛି।ନକଲି କାଗଜପତ୍ର ଦେଖାଇ ଲୋକଙ୍କୁ ଚାକିରି ଦିଆଯାଇଥିବା ଅଭିଯୋଗ ପରେ […]
ରହସ୍ୟମୟ ପରିସ୍ଥିତିରେ ନାବାଳକ ଜୀବନ୍ତ ଦଗ୍ଧ
କଟକରେ ରହସ୍ୟମୟ ପରିସ୍ଥିତିରେ ଜଣେ ନାବାଳକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏକ ଆଶ୍ଚର୍ଯ୍ୟଜନକ ଘଟଣାରେ, ବୁଧବାର ଭୋର ପ୍ରାୟ ୪ଟା ସମୟରେ ଜଣେ ନାବାଳକ ରହସ୍ୟମୟ ପରିସ୍ଥିତିରେ ପୋଡ଼ି ହୋଇଯାଇଛନ୍ତି। ନିଜ ଦେହରେ ଡିଜେଲ୍ ଢାଳି ନିଆଁ ଲଗାଇଥିବା କୁହାଯାଉଛି କଟକ ୧୯-୦୨-୨୦୨୫(ପିପିଏସ ) : କଟକରେ ରହସ୍ୟମୟ ପରିସ୍ଥିତିରେ ଜଣେ ନାବାଳକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏକ ଆଶ୍ଚର୍ଯ୍ୟଜନକ ଘଟଣାରେ, ବୁଧବାର ଭୋର ପ୍ରାୟ ୪ଟା ସମୟରେ ଜଣେ ନାବାଳକ ରହସ୍ୟମୟ ପରିସ୍ଥିତିରେ ପୋଡ଼ି ଜୀବନ୍ତ […]
ମୃତବ୍ୟକ୍ତି ଖାଉଥିଲେ ରାସନ ଚାଉଳ: ଯୋଗାଣମନ୍ତ୍ରୀ
୩ ଲକ୍ଷରୁ ଅଧିକ ମୃତ ବ୍ୟକ୍ତିଙ୍କ ନାଁରେ ରାସନ ଚାଉଳ ନିଆଯାଉଥିଲା ଭୁବନେଶ୍ୱର ୧୯-୦୨-୨୦୨୫(ପିପିଏସ ) : ରାଜ୍ୟରେ ୩ ଲକ୍ଷରୁ ଅଧିକ ମୃତ ବ୍ୟକ୍ତିଙ୍କ ନାଁରେ ରାସନ ଚାଉଳ ନିଆଯାଉଥିଲା। ବିଧାନସଭାରେ ଏନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଉତ୍ତର ରଖିଛନ୍ତି ।ବିଜେଡି ବିଧାୟକ ଗଣେଶ୍ୱର ବେହେରାଙ୍କ ଏକ ପ୍ରଶ୍ନର ଉତ୍ତରରେ ବିଭାଗୀୟ ମନ୍ତ୍ରୀ ଏଭଳି ଉତ୍ତର ଦେଇଛନ୍ତି। ରାଜ୍ୟରେ ୩ ଲକ୍ଷ ୨୮ ହଜାର ୯୩୨ ଜଣ […]
୨୦୨୩ ତୁଳନାରେ ୨୦୨୪ରେ ରାଜ୍ୟରେ ଅପରାଧିକ କାର୍ଯ୍ୟକଳାପ ବଢ଼ିଛି
୨୦୨୩ ତୁଳନାରେ ୨୦୨୪ରେ ରାଜ୍ୟରେ ଅପରାଧିକ କାର୍ଯ୍ୟକଳାପ ବଢ଼ିଛି । ଏନେଇ ଗୃହରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ପ୍ରଶ୍ନରେ ଲିଖିତ ଉତ୍ତର ଦେଇ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ। ଭୁବନେଶ୍ୱର ୧୭-୦୨-୨୦୨୫(ପିପିଏସ) : ୨୦୨୩ ତୁଳନାରେ ୨୦୨୪ରେ ରାଜ୍ୟରେ ଅପରାଧିକ କାର୍ଯ୍ୟକଳାପ ବଢ଼ିଛି । ଏନେଇ ଗୃହରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ପ୍ରଶ୍ନରେ ଲିଖିତ ଉତ୍ତର […]