Popular News
ଟ୍ରେନରୁ ଖସିପଡି ଏମ୍ସିଏ ଛାତ୍ରୀଙ୍କ ମୃତ୍ୟୁ
ହରିଚନ୍ଦନପୁର/ଭୁବନେଶ୍ୱର ୨୪-୦୧-୨୦୨୫(ପିପିଏସ) : ଝିଅ ଭୁବନେଶ୍ବରରୁ ଘରକୁ ଆସୁଛି ବୋଲି ପରିବାର ଲୋକେ ବହୁତ ଖୁସିରେ ଥିଲେ। ଝିଅ ଆସିଲେ କ’ଣ ଖାଇବ କେଉଁଠିକୁ ବୁଲିଯିବ ସେଥି ପାଇଁ ମଧ୍ୟ ପ୍ରସ୍ତୁତି କରିଥିଲେ। ତେବେ ଯେଉଁ ଝିଅର ପହଞ୍ଚିବାକୁ ପରିବାର ଲୋକେ ସକାଳ ଠାରୁ ମଧ୍ୟାହ୍ଣ ପର୍ଯ୍ୟନ୍ତ ଅପେକ୍ଷାରେ ଥିଲେ, ସିଏ ଆଉ ଜୀବିତ ଫେରି ନାହିଁ। ପରିବାର ଲୋକଙ୍କର ହସଖୁସିରେ ଅଂଶୀଦାର ହୋଇପାରି ନାହିଁ। ପରିବାର ଲୋକଙ୍କୁ ତାର ମୃତ୍ୟୁ ଖବର ମିଳିଛି। କେନ୍ଦୁଝର ଜିଲ୍ଲା […]
୪୦ ହଜାର ନିଯୁକ୍ତି ଦେବେ ରାଜ୍ୟ ସରକାର
ଭୁବନେଶ୍ୱର ୨୪-୦୧-୨୦୨୫(ପିପିଏସ) : ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ରାଜ୍ୟ ସରକାର ଆଜି ପ୍ରାକ୍ ବଜେଟ୍ ବୈଠକ କରିଛନ୍ତି। ଲୋକସେବା ଭବନରେ ଆୟୋଜିତ ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତା କରିଛନ୍ତି। ବୈଠକରେ ଆଗାମୀ ଆର୍ଥିକ ବର୍ଷରେ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ, କୃଷି, ବ୍ୟବସାୟ ଆଦି ପ୍ରମୁଖ ଦିନରେ ଗୁରୁତ୍ବପୂର୍ଣ୍ଣ ଆଲୋଚନା କରାଯାଇଛି। ବୈଠକ ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଗଣମାଧ୍ୟମକୁ ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି, ଆସନ୍ତା ଫେବ୍ରୁଆରି […]
ଓଡ଼ିଶା ଶ୍ରେଷ୍ଠ ନିବେଶ କ୍ଷେତ୍ର :ମୁଖ୍ୟମନ୍ତ୍ରୀ
ଐତିହାସିକ ହେବ ଉତ୍କର୍ଷ ଓଡିଶା-ମେକ୍ ଇନ୍ ଓଡିଶା କନକ୍ଲେଭ୍-୨୦୨୫ ଉତ୍କର୍ଷ ଓଡିଶା-ମେକ୍ ଇନ୍ ଓଡିଶା କନକ୍ଲେଭ୍-୨୦୨୫ରେ ଜାନୁଆରି ୨୮-୨୯, ଦୁଇ ଦିନ ଧରି ଏହା କେବଳ ଡେଲିଗେଟ୍ମାନଙ୍କ ପାଇଁ ଖୋଲା ରହିବ। ୩୦ ତାରିଖ ଦିନ ଏହାକୁ ସର୍ବସାଧାରଣଙ୍କ ପାଇଁ ଖୋଲା ରଖାଯିବ। ଭୁବନେଶ୍ୱର ୨୪-୦୧-୨୦୨୫(ପିପିଏସ) : ଉତ୍କର୍ଷ ଓଡିଶା-ମେକ୍ ଇନ୍ ଓଡିଶା କନକ୍ଲେଭ୍-୨୦୨୫ ଆସନ୍ତା ୨୮-୨୯ରେ ଅନୁଷ୍ଠିତ ହେବ। ଏହି ବିଶାଳ ବ୍ୟବସାୟିକ ସମାରୋହ ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସ୍ଥାନୀୟ ଜନତା […]
ବାରବାଟୀ ଦିନିକିଆ
ଫେବ୍ରୁଆରି ୨ରେ ଅନ୍ଲାଇନ୍, ୫-୬ରେ କାଉଣ୍ଟର ଟିକେଟ୍ ଐତିହାସିକ ବାରବାଟୀ କ୍ରିକେଟ ଷ୍ଟାଡିୟମ୍ରେ ଆୟୋଜିତ ହେବାକୁ ଯାଉଥିବା ଭାରତ-ଇଂଲଣ୍ଡ ଦିନିକିଆ କ୍ରିକେଟ୍ ମ୍ୟାଚ୍ର ଟିକେଟ୍ ବିକ୍ରି ନେଇ ତାରିଖ ଘୋଷଣା ହୋଇଯାଇଛି। ଏପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦର୍ଶକଙ୍କ ଟିକେଟ୍ କିଣି ସାରିଛନ୍ତି। କଟକ ୨୪-୦୧-୨୦୨୫(ପିପିଏସ) : ଐତିହାସିକ ବାରବାଟୀ କ୍ରିକେଟ ଷ୍ଟାଡିୟମ୍ରେ ଆୟୋଜିତ ହେବାକୁ ଯାଉଥିବା ବହୁ ପ୍ରତୀକ୍ଷିତ ଭାରତ-ଇଂଲଣ୍ଡ ଦିନିକିଆ ଦିବାରାତ୍ର କ୍ରିକେଟ୍ ମ୍ୟାଚ୍ର ଟିକେଟ୍ ବିକ୍ରି ନେଇ ତାରିଖ ଘୋଷଣା ହୋଇଯାଇଛି। […]
ଝାଡ଼ାବାନ୍ତିରେ ଶତାଧିକ ଛାତ୍ରଛାତ୍ରୀ ଆକ୍ରାନ୍ତ
ଖାତିଗୁଡାସ୍ଥିତ ଜବାହର ନବୋଦୟ ବିଦ୍ୟାଳୟରେ ଝାଡାବାନ୍ତି ବ୍ୟାପିଛି। ଏଥିରେ ଶତାଧିକ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି। ଗୁରୁତର ୯ ଜଣ ଛାତ୍ରଛାତ୍ରୀଙ୍କୁ ତେନ୍ତୁଳିଖୁଣ୍ଟି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରି ଚିକିତ୍ସା କରାଯାଇଛି। ତେନ୍ତୁଳିଖୁଣ୍ଟି/ଭୁବନେଶ୍ୱର ୨୪-୦୧-୨୦୨୫(ପିପିଏସ) : ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ବ୍ଲକ ଅନ୍ତର୍ଗତ ଖାତିଗୁଡାସ୍ଥିତ ଜବାହର ନବୋଦୟ ବିଦ୍ୟାଳୟରେ ଝାଡାବାନ୍ତି ବ୍ୟାପିଛି। ଏଥିରେ ଶତାଧିକ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି। ଗୁରୁତର ୯ ଜଣ ଛାତ୍ରଛାତ୍ରୀଙ୍କୁ ତେନ୍ତୁଳିଖୁଣ୍ଟି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରି ଚିକିତ୍ସା କରାଯାଇଛି। ଖବର […]
ବାପ କଲା ମହାପାପ
ବରଗଡ଼ ଜିଲ୍ଲା ଅତାବିରା ଥାନା ଅଂଚଳରେ ଏକ ଅଭାବନୀୟ ଓ ଲଜ୍ଜାଜନକ ଘଟଣା ଘଟିଛି। ୩୬ ବର୍ଷୀୟ ବାପା ନିଜ ଜନ୍ମ କଲା ୧୨ ବର୍ଷିୟା ଝିଅକୁ ଦୁଷ୍କର୍ମ କରିବା ଭଳି ଘଟଣା ଦେଖିବାକୁ ମିଳିଛି। ଏ ନେଇ ଅତାବିରା ଥାନାରେ ମାମଲା ରୁଜୁ ହୋଇଥିବାବେଳେ ଉଭୟ ବାପ, ଝିଅଙ୍କୁ ଡ଼ାକ୍ତରୀମାଇନା ପାଇଁ ମେଡ଼ିକାଲକୁ ନିଆଯାଇଛି। ଅତାବିରା/ଭୁବନେଶ୍ୱର ୨୪-୦୧-୨୦୨୫(ପିପିଏସ) : ବରଗଡ଼ ଜିଲ୍ଲା ଅତାବିରା ଥାନା ଅଂଚଳରେ ଏକ ଅଭାବନୀୟ ଓ ଲଜ୍ଜାଜନକ ଘଟଣା ଘଟିଛି। ୩୬ […]
ଯୁବତୀ ଚାଲାଣକୁ ନେଇ ହଂସିତା-ଅନୀଲଙ୍କୁ ପଚାରିବ ସ୍ପେଶାଲ କ୍ରାଇମ୍ ୟୁନିଟ୍
ପୁଣି ରିମାଣ୍ଡରେ ଆସିବେ ହାଇପ୍ରୋଫାଇଲ୍ ଠକ ହଂସିତା-ଅନୀଲ | ଉଭୟଙ୍କୁ ରିମାଣ୍ଡରେ ନେବାକୁ କୋର୍ଟରେ ଆବେଦନ କରିଛି ପୁଲିସ | ଯୁବତୀ ଚାଲାଣ ପ୍ରସଙ୍ଗରେ ଅଧିକ ଖୋଳତାଡ଼ ପାଇଁ ଆଣିବ ପୁଲିସ ଓ କମିଶନରେଟ ପୁଲିସର ସ୍ପେଶାଲ କ୍ରାଇମ୍ ୟୁନିଟ୍ ଜେରା କରିବ ଭୁବନେଶ୍ୱର ୨୪-୦୧-୨୦୨୫(ପିପିଏସ) : ପୁଣି ରିମାଣ୍ଡରେ ଆସିବେ ହାଇପ୍ରୋଫାଇଲ୍ ଠକ ହଂସିତା-ଅନୀଲ | ଉଭୟଙ୍କୁ ରିମାଣ୍ଡରେ ନେବାକୁ କୋର୍ଟରେ ଆବେଦନ କରିଛି ପୁଲିସ | ଯୁବତୀ ଚାଲାଣ ପ୍ରସଙ୍ଗରେ ଅଧିକ ଖୋଳତାଡ଼ ପାଇଁ ଆଣିବ […]
ଏସ୍ସିବିରେ ଲିଭର୍ ପ୍ରତିରୋପଣ ନେଇ ଅନିଶ୍ଚିତତା
ଏସ୍ସିବିରେ ଅନିଶ୍ଚିତତା ଭିତରେ ଲିଭର୍ ପ୍ରତିରୋପଣ। ସାଢ଼େ ୩ ମାସ ହେଲା ଓପିଡିକୁ ହାଇଦ୍ରାବାଦ୍ସ୍ଥିତ ଏଆଇଜି ଟିମ୍ ଆସୁନାହାନ୍ତି। ଯା’ଫଳରେ ଓପିଡିକୁ ରୋଗୀ ବି ଆସୁନାହାନ୍ତି। ପୂର୍ବରୁ ଯେଉଁ ୧୦/୧୫ଜଣ ରୋଗୀ ପ୍ରତି ଓପିଡିକୁ ଆସୁଥିଲେ କଟକ ୨୪-୦୧-୨୦୨୫(ପିପିଏସ) : ଏସ୍ସିବିରେ ଅନିଶ୍ଚିତତା ଭିତରେ ଲିଭର୍ ପ୍ରତିରୋପଣ। ସାଢ଼େ ୩ ମାସ ହେଲା ଓପିଡିକୁ ହାଇଦ୍ରାବାଦ୍ସ୍ଥିତ ଏଆଇଜି ଟିମ୍ ଆସୁନାହାନ୍ତି। ଯା’ଫଳରେ ଓପିଡିକୁ ରୋଗୀ ବି ଆସୁନାହାନ୍ତି। ପୂର୍ବରୁ ଯେଉଁ ୧୦/୧୫ଜଣ ରୋଗୀ ପ୍ରତି ଓପିଡିକୁ ଆସୁଥିଲେ […]
ପୁଣ୍ୟତୋୟା ଭାରତ ବର୍ଷ ୧୩ ତମ ବାର୍ଷିକ ଦିବସ ସମାରୋହରେ ସାଂସଦ ଭର୍ତ୍ତୃହରି ମହତାବ
କଟକ,୨୩-୦୧-୨୦୨୫(ପିପିଏସ) : ସାଂସଦଙ୍କ ବିଭିନ୍ନ କାର୍ଯ୍ୟକ୍ରମ ଗ୍ରସ୍ତ
