1 min read

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଡିସେମ୍ବର ସୁଦ୍ଧା ୧ କୋଟି ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଡିସେମ୍ବର ସୁଦ୍ଧା ୧ କୋଟି ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିବ । ଆଗାମୀ ଦିନରେ ପ୍ରଦାନ ହେବାକୁ ଥିବା ତୃତୀୟ ପର୍ଯ୍ୟାୟରେ ସମସ୍ତ ଅଙ୍ଗନବାଡି କର୍ମୀଙ୍କୁ ସାମିଲ କରାଯିବ ଭୁବନେଶ୍ୱର ୨୧-୧୧-୨୦୨୪ (ପିପିଏସ) : ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା  ବଡ଼ ଘୋଷଣା  କରିଛନ୍ତି। ସେ କହିଛନ୍ତି […]

1 min read

ରାଜ୍ୟରେ ପ୍ରତିଷ୍ଠା ହେବ ମହିଳା କୋର୍ଟ: ଆଇନମନ୍ତ୍ରୀ

ରାଜ୍ୟରେ ଦିନକୁ ଦିନ ଦୁଷ୍କର୍ମ ଘଟଣା ବୃଦ୍ଧି ପାଇବାରେ ଲାଗିଛି । ବିଶେଷ କରି ନାବାଳିକାମାନଙ୍କ ଉପରେ ଅଧିକ ଯୌନ ନିର୍ଯାତନା କରାଯାଉଥିବାର ଘଟଣା ନଜରକୁ ଆସୁଛି । ଯାହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ରାଜ୍ୟରେ ଖୁବଶୀଘ୍ର ମହିଳା କୋର୍ଟ ପ୍ରତିଷ୍ଠା କରିବାକୁ ଯାଉଛନ୍ତି ଭୁବନେଶ୍ୱର ୨୧-୧୧-୨୦୨୪ (ପିପିଏସ) : ରାଜ୍ୟରେ ଦିନକୁ ଦିନ ଦୁଷ୍କର୍ମ ଘଟଣା ବୃଦ୍ଧି ପାଇବାରେ ଲାଗିଛି। ବିଶେଷ କରି ନାବାଳିକାମାନଙ୍କ ଉପରେ ଅଧିକ ଯୌନ ନିର୍ଯାତନା କରାଯାଉଥିବାର ଘଟଣା ନଜରକୁ […]

1 min read

ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମବାର୍ଷିକୀ ଅବସରରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ଭୁବନେଶ୍ୱର ୨୧-୧୧-୨୦୨୪ (ପିପିଏସ) : ଆଜି ଉତ୍କଳ କେଶରୀ ଡ଼ଃ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମବାର୍ଷିକୀ । ଏହି ଅବସରରେ ଭୁବନେଶ୍ୱର ସ୍ଥିତ ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରଠାରେ ଥିବା ଡ଼ଃ ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ଶ୍ରୀ ବିଜୟ କେତନ ଉପଧ୍ୟାୟ, ଉପନିର୍ଦ୍ଦେଶକ ଶ୍ରୀ ଦେବାନ୍ଦନ ବରିହା, ବିଭାଗର ସ୍ୱତନ୍ତ୍ର କାର୍ଯ୍ୟରତ ଅଧିକାରୀ ତଥା ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରର ପ୍ରଶାସନିକ […]

1 min read

ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ: ସ୍ବତନ୍ତ୍ର ସ୍ମାରକୀ ଡାକ ଟିକଟ ଓ ମୁଦ୍ରା ଉନ୍ମୋଚିତ

ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ଉତ୍ସବ ଗୁରୁବାର ପୂର୍ବାହ୍ନ ସାଢ଼େ ୧୧ଟାରେ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ ନୂଆଦିଲ୍ଲୀ/ଭୁବନେଶ୍ୱର ୨୧-୧୧-୨୦୨୪ (ପିପିଏସ) : ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ଉତ୍ସବ ଗୁରୁବାର ପୂର୍ବାହ୍ନ ସାଢ଼େ ୧୧ଟାରେ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ […]

1 min read

ଓଡ଼ିଶାର ଦାର୍ଜିଲିଂରେ ପାରା ୬.୬ ଡିଗ୍ରୀ

ଘୁ.ଉଦୟଗିରି/ଭୁବନେଶ୍ୱର ୧୯-୧୧-୨୦୨୪(ପିପିଏସ) : ସ୍ଥାନୀୟ ଅଞ୍ଚଳ ସମେତ ଟିକାବାଲି, ରାଇକିଆ, ସାରଂଗଡ଼ ପ୍ରଭୁତି ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା କମିବାରେ ଲାଗିଛି। ଗତ ୪ ଦିନ ଭିତରେ ଓଡ଼ିଶାର ଦାର୍ଜିଲିଂ କୁହାଯାଉଥିବା ଘୁ.ଉଦୟଗିରିର ତାପମାତ୍ରା ୯ ଡିଗ୍ରିରୁ ଆଜି ୬.୬ ଡିଗ୍ରିକୁ ଖସି ଆସିଛି। ସହର ଅପେକ୍ଷା ଦୁର୍ଗମ ପାହାଡ଼ ପର୍ବତ ଜଙ୍ଗଲ ଘେରା ଅଞ୍ଚଳରେ ୬ଡିଗ୍ରି ତକକୁ ପାରଦ ଖସି ରହୁଥିବା ଜଣାପଡ଼ିଛି।  ଚଳିତ ବର୍ଷ ବିଳମ୍ବରେ ଶୀତ ଆରମ୍ବ ହୋଇଥିବା ବେଳେ ହଠାତ ପାରଦ […]

1 min read

ବାଲିଯାତ୍ରା ଅବଧି ଦିନେ ବଢ଼ିଲା

ଐତିହାସିକ କଟକ ବାଲିଯାତ୍ରା ଆସନ୍ତା ୨୨ ତାରିଖ ବଦଳରେ ୨୩ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଦର୍ଶକ, ବ୍ୟବସାୟୀ, କଳାକାରଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ସରକାର ଓ ପ୍ରଶାସନ କଟକ ବାଲିଯାତ୍ରା-୨୦୨୪କୁ ଗୋଟିଏ ଦିନ ଅଧିକ ବୃଦ୍ଧି କରିଛନ୍ତି। କଟକ,୧୯-୧୧-୨୦୨୪(ପିପିଏସ) : ନୌବାଣିଜ୍ୟର ସ୍ମୁତି, ଉତ୍କଳର ସାଧବପୁଅମାନଙ୍କର ବ୍ୟବସାୟ ତଥା ଐତିହାସିକ କଟକ ବାଲିଯାତ୍ରା ଆସନ୍ତା ୨୨ ତାରିଖ ବଦଳରେ ୨୩ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଦର୍ଶକ, ବ୍ୟବସାୟୀ, କଳାକାରଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ସରକାର […]

1 min read

ସିଙ୍ଗାପୁରର ସହଯୋଗ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ

ସିଙ୍ଗାପୁର ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ନିଜ ଟିମ୍‌ ସହ ସିଙ୍ଗାପୁରର ଉପପ୍ରଧାନମନ୍ତ୍ରୀ ଗାନ୍ କିମ୍ ୟଙ୍ଗଙ୍କୁ ସାକ୍ଷାତ କରି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଭୁବନେଶ୍ୱର ୧୯-୧୧-୨୦୨୪(ପିପିଏସ) : ସିଙ୍ଗାପୁର ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ନିଜ ଟିମ୍‌ ସହ ସିଙ୍ଗାପୁରର ଉପପ୍ରଧାନମନ୍ତ୍ରୀ ଗାନ୍ କିମ୍ ୟଙ୍ଗଙ୍କୁ ସାକ୍ଷାତ କରି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏଥି ସହିତ ସେ ଜୁରଙ୍ଗ ପେଟ୍ରୋକେମିକାଲ୍‌ସ କମ୍ପ୍ଲେକ୍ସ ମଧ୍ୟ ପରିଦର୍ଶନ […]

1 min read

ମଧୁସୂଦନ ଆଇନ ବିଶ୍ବବିଦ୍ୟାଳୟରେ ଆଲୋଚନା

କଟକ,୧୯-୧୧-୨୦୨୪(ପିପିଏସ) : ମଧୁସୂଦନ ଆଇନ ବିଶ୍ବବିଦ୍ୟାଳୟରେ ସମ୍ବିଧାନ ସପ୍ତାହ ପାଳନ ଅବସରରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ସର୍ବୋଚ୍ଚ ନ୍ୟାୟାଳୟର ପୂର୍ବତନ ପ୍ରଧାନ ବିଚାରପତି ନ୍ୟାୟମୂର୍ତ୍ତି ଦୀପକ ମିଶ୍ର ଯୋଗଦେଇ ବିଭିନ୍ନ ମାମଲାର ଶୁଣାଣି ବିଷୟରେ ଆଲୋକପାତ କରିଥିଲେ। କୁଳପତି ପ୍ରଫେସର ଡ. କମଳଜିତ୍‌ ସିଂହ,କୁଳସଚିବ ନିରୂପମା ସ୍ବାଇଁ, ଛାତ୍ର କଲ୍ୟାଣ ନିର୍ଦେଶିକା ନିଧୀ ଚୌହାନ, ସ୍ନାତକତ୍ତୋର ପରିଷଦର ଅଧ୍ୟକ୍ଷ ଡ. ​‌େ​‌ସୗମିତ କୁମାର ଚାଟାର୍ଜୀ, ବିତ୍ତ ନିୟନ୍ତ୍ରଣ ଡ. ଚିତ୍ତରଞ୍ଜନ ନାୟକ, ସ୍ନାତକୋତ୍ତର ବିଭାଗର ଅଧ୍ୟକ୍ଷା […]

1 min read

ଡିସେମ୍ବର ୧୯ରେ ବିଧାନସଭା ଘେରିବେ ଅଙ୍ଗନବାଡ଼ି କର୍ମୀ

ଅଙ୍ଗନବାଡ଼ି କର୍ମୀଙ୍କୁ ଆର୍ଥିକ ଶୋଷଣ ବନ୍ଦ ଓ ଅନାବଶ୍ୟକ କାର୍ଯ୍ୟଭାର ପ୍ରତ୍ୟାହାର ସହ ଭତ୍ତା ବୃଦ୍ଧିର ପ୍ରତିଶ୍ରୁତି ପୂରଣ ନକଲେ ଆଗାମୀ ଡିସେମ୍ବର ୧୯ ତାରିଖରେ ବିଧା‌ନସଭା ଘେରାଉ କରିବ ଅଙ୍ଗନବାଡ଼ି କର୍ମଚାରୀ ୟୁନିୟନ ସଂଯୁକ୍ତ ମୋର୍ଚ୍ଚା। ଭୁବନେଶ୍ୱର ୧୯-୧୧-୨୦୨୪(ପିପିଏସ) : ଅଙ୍ଗନବାଡ଼ି କର୍ମୀଙ୍କୁ ଆର୍ଥିକ ଶୋଷଣ ବନ୍ଦ ଓ ଅନାବଶ୍ୟକ କାର୍ଯ୍ୟଭାର ପ୍ରତ୍ୟାହାର ସହ ଭତ୍ତା ବୃଦ୍ଧିର ପ୍ରତିଶ୍ରୁତି ପୂରଣ ନକଲେ ଆଗାମୀ ଡିସେମ୍ବର ୧୯ ତାରିଖରେ ବିଧା‌ନସଭା ଘେରାଉ କରିବ ଅଙ୍ଗନବାଡ଼ି କର୍ମଚାରୀ ୟୁନିୟନ […]

1 min read

ଡିସେମ୍ବର ୩ରେ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ: ୬ରେ ପହଞ୍ଚିବେ ମୟୂରଭଞ୍ଜ

ଡିସେମ୍ବର ୬ ତାରିଖରେ ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ନୂଆଦିଲ୍ଲୀରୁ ଏକ ସ୍ବତନ୍ତ୍ର ବିମାନ ଯୋଗେ ଆସି ୩ ତାରିଖରେ ସେ ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନ ବନ୍ଦର ଅବତରଣ କରିବେ ବୋଲି ତାଙ୍କ ଗସ୍ତ ସୂଚୀରୁ ଜଣାପଡ଼ିଛି। ରାଇରଙ୍ଗପୁର/ଭୁବନେଶ୍ୱର ୧୯-୧୧-୨୦୨୪(ପିପିଏସ) : ଡିସେମ୍ବର ୬ ତାରିଖରେ ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ନୂଆଦିଲ୍ଲୀରୁ ଏକ ସ୍ବତନ୍ତ୍ର ବିମାନ ଯୋଗେ ଆସି ୩ ତାରିଖରେ ସେ […]