1 min read

ଷଷ୍ଠ ଅର୍ଥ ଆୟୋଗ ଗଠନ କଲେ ରାଜ୍ୟ ସରକାର: ଅରୁଣ କୁମାର ପଣ୍ଡା ଅଧ୍ୟକ୍ଷ

ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ଅରୁଣ କୁମାର ପଣ୍ଡାଙ୍କୁ ଅଧ୍ୟକ୍ଷ ଭାବେ ନିଯୁକ୍ତ କରି ଓଡ଼ିଶା ସରକାର ଷଷ୍ଠ ରାଜ୍ୟ ଅର୍ଥ ଆୟୋଗ ଗଠନ କରିଛନ୍ତି। ସଦସ୍ୟ ସଚିବଙ୍କ ସମେତ ଆୟୋଗର ଚେୟାରମ୍ୟାନ୍ ତଥା ଅନ୍ୟ ସଦସ୍ୟମାନେ ବିଜ୍ଞପ୍ତି ପ୍ରକାଶ ପାଇବା ଦିନଠାରୁ ୬ମାସ ପର୍ଯ୍ୟନ୍ତ କାର୍ଯ୍ୟ କରିବେ ଭୁବନେଶ୍ୱର ୨୨-୦୧-୨୦୨୫ (ପିପିଏସ) : ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ଅରୁଣ କୁମାର ପଣ୍ଡାଙ୍କୁ ଅଧ୍ୟକ୍ଷ ଭାବେ ନିଯୁକ୍ତ କରି ଓଡ଼ିଶା ସରକାର ଷଷ୍ଠ ରାଜ୍ୟ ଅର୍ଥ ଆୟୋଗ ଗଠନ […]

1 min read

ରାଜ୍ୟର ୫୮ଟି ସବ୍ ଡିଭିଜନରେ ଗୋଟିଏ ଲେଖାଏଁ ଶୀତଳ ଭଣ୍ଡାର ନିର୍ମାଣ ପାଇଁ ପ୍ରସ୍ତାବ

ରାଜ୍ୟରେ ପନିପରିବା ନଷ୍ଟ ନହେବା ପାଇଁ ଶୀତଳ ଭଣ୍ଡାର ଖୋଲିବା ନେଇ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଶୀତଳ ଭଣ୍ଡାର ପାଇଁ ଆର୍ଥିକ ପ୍ରୋତ୍ସାହନ ଯୋଗାଇ ଦେବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ଭୁବନେଶ୍ୱର ୨୨-୦୧-୨୦୨୫ (ପିପିଏସ) : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକସେବା ଭବନରେ ବସିଥିବା କ୍ୟାବିନେଟ୍ ବୈଠକରେ ବିଭିନ୍ନ ବିଭାଗର ୧୦ ପ୍ରସ୍ତାବକୁ ଅନୁମୋଦନ ମିଳିଛି । ବୈଠକ ଶେଷ ହେବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମ୍ୱାଦିକ […]

1 min read

ବିକଶିତ ଗାଁ, ବିକଶିତ ଓଡ଼ିଶା ପ୍ରସ୍ତାବକୁ ମଞ୍ଜୁରୀ

କ୍ୟାବିନେଟ୍ ବୈଠକରେ ବିକଶିତ ଗାଁ, ବିକଶିତ ଓଡ଼ିଶା ପ୍ରସ୍ତାବକୁ ୫ ବର୍ଷ ଯାଏ କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ନିଆଯାଇଛି ଗାଁର ବିକାଶ ହେଲେ ଦେଶର ବିକାଶ ହୋଇପାରିବ । ଏଥିପାଇଁ ନୂଆ ସରକାରଙ୍କର ପ୍ରଥମ ବଜେଟ୍‌ରେ ୧ ହଜାର କୋଟି ଟଙ୍କା ବ୍ୟୟବରାଦ ହୋଇଥିଲା ଭୁବନେଶ୍ୱର ୨୨-୦୧-୨୦୨୫ (ପିପିଏସ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ  ଅଧ୍ୟକ୍ଷତାରେ ବୁଧବାର ଲୋକସେବା ଭବନରେ ବସିଥିବା କ୍ୟାବିନେଟ୍ ବୈଠକରେ ୧୦ ପ୍ରସ୍ତାବକୁ ଅନୁମୋଦନ ମିଳିଛି । ବ‌ୈଠକରେ ବିକଶିତ ଗାଁ, […]

1 min read

ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ

ଅଯୋଗ୍ୟ ରାସନ କାର୍ଡଧାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ ଭୁବନେଶ୍ୱର ୨୨-୦୧-୨୦୨୫ (ପିପିଏସ) : ଅଯୋଗ୍ୟ ରାସନ କାର୍ଡଧାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ। ଏନେଇ ଓଡିଶା ଖାଦ୍ୟ ଯୋଗାଣ ଏବଂ ଉପଭୋକ୍ତା କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଚେତାବନୀ ଦେଇଛନ୍ତି। ସଂଶୋଧିତ ତଥା କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପୂର୍ବରୁ ସ୍ବେଚ୍ଛାକୃତ ଭାବେ ସେମାନେ କାର୍ଡ ସମର୍ପଣ କରିବାକୁ ମନ୍ତ୍ରୀ ଚେତାବନୀ ଦେଇଛନ୍ତି। କାର୍ଡ ସମର୍ପଣର କୌଣସି ନିର୍ଦ୍ଦିଷ୍ଟ ସମୟ ସୀମା ନାହିଁ ବୋଲି ମନ୍ତ୍ରୀ […]

1 min read

ମେଡିକାଲ ଏବଂ ସ୍ବାସ୍ଥ୍ୟ ସେବା ନିୟମାବଳୀ ୨୦୧୭ର ସଂଶୋଧନ ପ୍ରସ୍ତାବକୁ ମଞ୍ଜୁରୀ

ଓଡିଶା ମେଡିକାଲ ଏବଂ ସ୍ବାସ୍ଥ୍ୟ ସେବା (ନିଯୁକ୍ତି ପଦ୍ଧତି ଏବଂ ସେବା ସର୍ତ୍ତ) ନିୟମାବଳୀ, ୨୦୧୭ରେ ସଂଶୋଧନ ପାଇଁ ଓଡିଶା କ୍ୟାବିନେଟ ବୁଧବାର ଦିନ ଅନୁମୋଦନ କରିଛି। ଏହି ସଂଶୋଧନର ଲକ୍ଷ୍ୟ ହେଉଛି ଓଡ଼ିଶା ମେଡିକାଲ୍ ଏବଂ ସ୍ୱାସ୍ଥ୍ୟ ସେବା ସର୍ତ୍ତାବଳୀକୁ ନିୟନ୍ତ୍ରଣ କରିବା ଭୁବନେଶ୍ୱର ୨୨-୦୧-୨୦୨୫ (ପିପିଏସ) : ଓଡିଶା ମେଡିକାଲ ଏବଂ ସ୍ବାସ୍ଥ୍ୟ ସେବା (ନିଯୁକ୍ତି ପଦ୍ଧତି ଏବଂ ସେବା ସର୍ତ୍ତ) ନିୟମାବଳୀ, ୨୦୧୭ରେ ସଂଶୋଧନ ପାଇଁ ଓଡିଶା କ୍ୟାବିନେଟ ବୁଧବାର ଦିନ ଅନୁମୋଦନ […]

1 min read

ଉପରାଷ୍ଟ୍ରପତି-ଗୃହମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶା ରାଜ୍ୟପାଳ

ଓଡ଼ିଶା ରାଜ୍ୟପାଳ ଡ. ହରିବାବୁ କମ୍ଭମପତି ବୁଧବାର ଦିନ ନୂଆଦିଲ୍ଲୀରେ ଭାରତର ଉପରାଷ୍ଟ୍ରପତି ଜଗଦୀପ ଧନକରଙ୍କୁ ଭେଟିଛନ୍ତି। ସେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କୁ ଭେଟି ବିଭିନ୍ନ ବିକାଶମୂଳକ କାର୍ଯ୍ୟ ଏବଂ ଓଡ଼ିଶାରେ ଅଭିବୃଦ୍ଧି ତଥା ପ୍ରଗତି ସମ୍ପର୍କରେ ଆଲୋଚନା କରିଛନ୍ତି ନୂଆଦିଲ୍ଲୀ/ଭୁବନେଶ୍ୱର ୨୨-୦୧-୨୦୨୫ (ପିପିଏସ) : ଓଡ଼ିଶା ରାଜ୍ୟପାଳ ଡ. ହରିବାବୁ କମ୍ଭମପତି ବୁଧବାର ଦିନ ନୂଆଦିଲ୍ଲୀରେ ଭାରତର ଉପରାଷ୍ଟ୍ରପତି ଜଗଦୀପ ଧନକରଙ୍କୁ ଭେଟିଛନ୍ତି। ଏହି ସମୟରେ ରାଜ୍ୟପାଳ ଓଡିଶାର ପ୍ରମୁଖ ବିକାଶମୂଳକ କାର୍ଯ୍ୟକ୍ରମ ତଥା […]

1 min read

ଏସସିବି ମେଡିକାଲରୁ ଜେଲ୍ ଗାର୍ଡଙ୍କୁ ଚକମା ଦେଇ ମହିଳା କଏଦୀ ଚମ୍ପଟ

ଜେଲ୍ ଗାର୍ଡଙ୍କୁ ଚକମା ଦେଇ ଜଣେ ମହିଳା କଏଦୀ କଟକ ଏସସିବି ମେଡିକାଲରୁ ଚମ୍ପଟ ମାରିଛନ୍ତି। ଚିକିତ୍ସା ପାଇଁ ଚୌଦ୍ଵାର ଜେଲ୍‌ରୁ ଏସସିବି ମେଡିକାଲକୁ ମହିଳା କଏଦୀଙ୍କୁ ଅଣାଯାଇଥିଲା କଟକ ୨୨-୦୧-୨୦୨୫ (ପିପିଏସ) : ଜେଲ୍ ଗାର୍ଡଙ୍କୁ ଚକମା ଦେଇ ଜଣେ ମହିଳା କଏଦୀ କଟକ ଏସସିବି ମେଡିକାଲରୁ ଚମ୍ପଟ ମାରିଛନ୍ତି। ‌ତାଙ୍କର ସନ୍ଧାନ ପାଇଁ ଏବେ ତନାଘନା ଆରମ୍ଭ ହୋଇଛି।ମେଡିକାଲର ପ୍ରସୂତି ବିଭାଗରେ ଚିକିତ୍ସିତ ହେଉଥିବା ବେଳେ ମହିଳା କଏଦୀ ଜଣକ ଜେଲ୍ ଗାର୍ଡଙ୍କୁ ଚକମା […]

1 min read

ଆଇନ ଆୟୋଗର ନିଯୁକ୍ତି ପାଇଁ ବୟସ ସୀମା ହଟାଇବା ପ୍ରସ୍ତାବକୁ ଓଡ଼ିଶା କ୍ୟାବିନେଟ୍ ମଞ୍ଜୁରୀ

ଆଇନ ଆୟୋଗର ନିଯୁକ୍ତି ପାଇଁ ବୟସ ସୀମା ହଟାଇବା ପ୍ରସ୍ତାବକୁ ଓଡ଼ିଶା କ୍ୟାବିନେଟ୍ ମଞ୍ଜୁରୀ ମିଳିଛି। ବୟସ ପ୍ରତିବନ୍ଧକକୁ ହଟାଇ ସରକାର ଯୋଗ୍ୟ ପ୍ରାର୍ଥୀଙ୍କ ସଂଖ୍ୟା ବୃଦ୍ଧି କରିବାକୁ ଚେଷ୍ଟା କରୁଛନ୍ତି। ଅଭିଜ୍ଞ ବ୍ୟକ୍ତିଙ୍କ ଅଭିଜ୍ଞତା ଦ୍ୱାରା ଆୟୋଗ ଉପକୃତ ହେବେ ବୋଲି କୁହାଯାଉଛି ଭୁବନେଶ୍ୱର ୨୨-୦୧-୨୦୨୫ (ପିପିଏସ) : ଓଡ଼ିଶା କ୍ୟାବିନେଟ୍ ବୁଧବାର ଓଡ଼ିଶା ଆଇନ ଆୟୋଗଙ୍କର ଅଧ୍ୟକ୍ଷ, ଫୁଲ୍ ଟାଇମ୍ ଅଣ-ଅଫିସିଆଲ ସଦସ୍ୟ ଏବଂ ପାର୍ଟ ଟାଇମ୍ ସଦସ୍ୟ ଚୟନ ପାଇଁ ବୟସ ସର୍ତ୍ତକୁ […]

1 min read

ପରିପୁରକ ପୁଷ୍ଟି କାର୍ଯ୍ୟକ୍ରମରେ ଶସ୍ୟ ପରିବହନ ପାଇଁ ସର୍ବାଧିକ ମୂଲ୍ୟ ବୃଦ୍ଧି

ପରିପୁରକ ପୁଷ୍ଟି କାର୍ଯ୍ୟକ୍ରମରେ ଚାଉଳ ଓ ଗହମ ପରି ଶସ୍ୟ ପରିବହନ ପାଇଁ ରାଜ୍ୟ ସରକାର କ୍ୱିଣ୍ଟାଲ ପିଚ୍ଛା  ସର୍ବାଧିକ ମୂଲ୍ୟ ୭୫ ଟଙ୍କାରୁ ୧୫୦ ଟଙ୍କାକୁ ବୃଦ୍ଧି କରିଛନ୍ତି। ଏ ସଂପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅନୁମୋଦନ ଦେଇଛନ୍ତି। ଭୁବନେଶ୍ୱର ୨୧-୦୧-୨୦୨୫(ପିପିଏସ) : ପରିପୁରକ ପୁଷ୍ଟି କାର୍ଯ୍ୟକ୍ରମରେ ଚାଉଳ ଓ ଗହମ ପରି ଶସ୍ୟ ପରିବହନ ପାଇଁ ରାଜ୍ୟ ସରକାର କ୍ୱିଣ୍ଟାଲ ପିଚ୍ଛା ସର୍ବାଧିକ ମୂଲ୍ୟ ୭୫ ଟଙ୍କାରୁ ୧୫୦ ଟଙ୍କାକୁ […]