ଓଡିଶା
ମଞ୍ଚରୁ ଅସୀମାଙ୍କୁ ଓହ୍ଲାଇଦେଲା ପୁଲିସ
ନିୟମ ମାନିଲେନି, ଆଉ ନିର୍ଦ୍ଧାରିତ ସମୟଠାରୁ ବି ଅଧିକ ସମୟ କାର୍ଯ୍ୟକ୍ରମ କରିବାରୁ ହଟହଟା ହୋଇଛନ୍ତି କଣ୍ଠଶିଳ୍ପୀ ଅସୀମା ପଣ୍ଡା କଟକ,୧୭-୧୧-୨୦୨୪(ପିପିଏସ ) : ନିୟମ ମାନିଲେନି, ଆଉ ନିର୍ଦ୍ଧାରିତ ସମୟଠାରୁ ବି ଅଧିକ ସମୟ କାର୍ଯ୍ୟକ୍ରମ କରିବାରୁ ହଟହଟା ହୋଇଛନ୍ତି କଣ୍ଠଶିଳ୍ପୀ ଅସୀମା ପଣ୍ଡା | ଗତକାଲି କଟକ ବାଲିଯାତ୍ରାର ବୈଷ୍ଣବ ପାଣି ମଞ୍ଚରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି | ଅସୀମାଙ୍କ କାର୍ଯ୍ୟକ୍ରମ ବନ୍ଦ ହୋଇଯିବାରୁ ଦର୍ଶକ ନିରାଶ ହୋଇଥିବାବେଳେ ପୁଲିସ କହିଛି ଯେ […]
୩୨,୩୩ ଓ ୩୪ ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର
ହାସ୍ୟ ଅଭିନେତା ଜୟୀରାମ ସାମଲଙ୍କୁ ଜୀବନବ୍ୟାପୀ ସାଧନା ପାଇଁ ପୁରସ୍କୃତ ଓଡ଼ିଆ ସିନେମା ଜଗତର ବର୍ଷୀୟାନ କଳାକାର ଜୟୀରାମ ସାମଲଙ୍କୁ ସମ୍ମାନିତ କରାଯାଇଛି। ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ସମାରୋହରେ ଓଡ଼ିଆ ସିନେମାକୁ ନୂଆ ପରିଚୟ ଦେଇଥିବା କିମ୍ବଦନ୍ତୀ ଅଭିନେତାଙ୍କୁ ସମ୍ମାନ ପ୍ରଦାନ କରାଯାଇଛି ଭୁବନେଶ୍ୱର ୧୭-୧୧-୨୦୨୪(ପିପିଏସ ) : ଓଡ଼ିଆ ସିନେମା ଜଗତର ବର୍ଷୀୟାନ କଳାକାର ଜୟୀରାମ ସାମଲଙ୍କୁ ସମ୍ମାନିତ କରାଯାଇଛି। ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ସମାରୋହରେ ଓଡ଼ିଆ ସିନେମାକୁ ନୂଆ ପରିଚୟ ଦେଇଥିବା […]
ବିନା ଅନୁମତିରେ ରାସ୍ତା ଖୋଳିଲେ ଜରିମାନା
ରାଜ୍ୟ ସରକାର ରାସ୍ତା ନିର୍ମାଣ ପାଇଁ ସ୍ବତନ୍ତ୍ର ନୀତି ଆଣିବେ ଭୁବନେଶ୍ୱର ୧୭-୧୧-୨୦୨୪(ପିପିଏସ ) : ରାସ୍ତା ନିର୍ମାଣକୁ ନେଇ ରାଜ୍ୟ ସରକାର ସ୍ୱତନ୍ତ୍ର ନୀତି ଆଣିବାକୁ ଯୋଜନା କରୁଛନ୍ତି। ରାଜ୍ୟ ସରକାରଙ୍କର ବିଭିନ୍ନ ବିଭାଗ ଅଧିନରେ ରହିଥିବା ରାସ୍ତାଗୁଡ଼ିକର ନିର୍ମାଣକୁ ନେଇ ରାଜ୍ୟ ସରକାର ସ୍ୱତନ୍ତ୍ର ନୀତି ଆଣିବେ । ଆଗାମୀ ୫୦ ବର୍ଷକୁ ଦୃଷ୍ଟିରେ ରଖି ଏହି ନୀତିରେ ନିୟମାବଳୀ ରହିବ । ଏନେଇ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ପୂର୍ତ୍ତ ବିଭାଗ ମନ୍ତ୍ରୀ […]
ଅଭିଭାବକ ବେଫିକର, ପୁଲିସର ନିଘା ନାହିଁ
ପିଲାମାନେ ବି ବେଫିକର ହୋଇ ରାସ୍ତାରେ ଗାଡ଼ ଚଲାଇ ସ୍କୁଲକୁ ଯାଉଛନ୍ତି। ଯଦି କିଛି ବି ଘଟେ ତେବେ ସିଧା ପ୍ରଶାସନ ଉପରେ ଉଙ୍ଗୁଳି ଉଠିବ। ମାଲକାନଗିରିରେ ଦୁଇଟି ବାଇକ୍ରେ ତିନି ଜଣ ପିଲା ସ୍କୁଲ ଯାଉଥିବା ବେଳେ ରାସ୍ତାରେ କଥାବାର୍ତ୍ତା ହୋଇ ବେଫିକର ହୋଇ ଗାଡ଼ି ଚଲାଉଥିଲେ। ମାଲକାନଗିରି/ଭୁବନେଶ୍ୱର ୧୭-୧୧-୨୦୨୪(ପିପିଏସ ) : ଅଭିଭାବକ ବେଫିକର, ପୁଲିସର ନିଘା ନାହିଁ। ପିଲାମାନେ ବି ବେଫିକର ହୋଇ ରାସ୍ତାରେ ଗାଡ଼ ଚଲାଇ ସ୍କୁଲକୁ ଯାଉଛନ୍ତି।ଯଦି କିଛି ବି […]
ବିଜେଡିକୁ ଶକ୍ତଧକ୍କା: ବିଜେପି ହାତକୁ ଗଲା ସଦର ବ୍ଲକ୍
ଢେଙ୍କାନାଳ ସଦର ବ୍ଲକ୍ ଅଧ୍ୟକ୍ଷା ରାଜଶ୍ରୀ ନାୟକଙ୍କ ବିରୋଧରେ ଅନାସ୍ଥା ବୈଠକ ଆଜି ସଦର ବ୍ଲକ୍ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିଲା। ଅଧ୍ୟକ୍ଷା ଶ୍ରୀମତି ନାୟକଙ୍କ ସପକ୍ଷରେ ମାତ୍ର ୧୭ଟି ଭୋଟ୍ ଯାଇଥିବା ବେଳେ ୪୪ଟି ଭୋଟ ତାଙ୍କ ବିପକ୍ଷରେ ଯାଇଥିଲା। ଢେଙ୍କାନାଳ/ଭୁବନେଶ୍ୱର ୧୭-୧୧-୨୦୨୪(ପିପିଏସ ) : ଢେଙ୍କାନାଳ ସଦର ବ୍ଲକ୍ ଅଧ୍ୟକ୍ଷା ରାଜଶ୍ରୀ ନାୟକଙ୍କ ବିରୋଧରେ ଅନାସ୍ଥା ବୈଠକ ଆଜି ସଦର ବ୍ଲକ୍ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିଲା। ଅଧ୍ୟକ୍ଷା ଶ୍ରୀମତି ନାୟକଙ୍କ ସପକ୍ଷରେ ମାତ୍ର ୧୭ଟି ଭୋଟ୍ […]
ଋଣ କରିବ ଦେଶର ସବୁଠୁ ବଡ଼ ଋଣଦାତା
ଭାରତୀୟ ଷ୍ଟେଟ୍ ବ୍ୟାଙ୍କ (ଏସବିଆଇ) ଏବେ ଦେଶର ସବୁଠାରୁ ବଡ଼ ଋଣଦାତା ହିସାବରେ ଜଣାଶୁଣା । କିନ୍ତୁ ଏବେ ସବୁଠୁ ବଡ଼ ଋଣଦାତା ସବୁଠୁ ବଡ଼ ଋଣ କରିବାକୁ ପ୍ରସ୍ତୁତି ଚଳାଇଛି । ବ୍ୟାଙ୍କ ପ୍ରାୟ ୧୦ ବିଲିୟନ ଡଲାର ଋଣ ନେବାକୁ ଯୋଜନା କରୁଛି । ମୁମ୍ବାଇ/ଭୁବନେଶ୍ୱର ୧୬-୧୧-୨୦୨୪(ପିପିଏସ) : ଭାରତୀୟ ଷ୍ଟେଟ୍ ବ୍ୟାଙ୍କ (ଏସବିଆଇ) ଏବେ ଦେଶର ସବୁଠାରୁ ବଡ଼ ଋଣଦାତା ହିସାବରେ ଜଣାଶୁଣା । କିନ୍ତୁ ଏବେ ସବୁଠୁ ବଡ଼ ଋଣଦାତା ସବୁଠୁ […]
ଏସସିବିରେ ପ୍ରଥମଥର ପାଇଁ ହେବ ହୃତପିଣ୍ଡ ପ୍ରତିରୋପଣ
କଟକ,୧୬-୧୧-୨୦୨୪(ପିପିଏସ) : ଓଡ଼ିଶାବାସୀଙ୍କୁ ଉନ୍ନତ ଏବଂ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇଦେବା ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ। ଏସସିବି ମେଡ଼ିକାଲ କଲେଜ ଓ ହସ୍ପିଟାଲ, କଟକରେ ହୃତପିଣ୍ଡ ପ୍ରତିରୋପଣ ପାଇଁ ପ୍ରଥମ ରୋଗୀଙ୍କ ସ୍କ୍ରିନିଂ ପ୍ରକ୍ରିୟା ଚାଲୁଅଛି। ଓଡ଼ିଶାର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଏହା ଏକ ଯୁଗାନ୍ତକାରୀ ପଦକ୍ଷେପ। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼ଃ ମୁକେଶ ମହାଲିଙ୍ଗ ଆଜି ଏସ.ସି.ବି ମେଡ଼ିକାଲ କଲେଜ ଓ ହସ୍ପିଟାଲ ପରିଦର୍ଶନରେ ଯାଇ ହୃତପିଣ୍ଡ ପ୍ରତିରୋପଣ ହେବାକୁ ଥିବା ପ୍ରଥମ ରୋଗୀଙ୍କ […]
କନ୍ୟାକୁମାରୀ-ଦିବ୍ରୁଗଡ଼ ବିବେକ ସୁପରଫାଷ୍ଟ ଏକ୍ସପ୍ରେସ୍ ଟ୍ରେନ୍ରେ ଅଗ୍ନିକାଣ୍ଡ
ଭଦ୍ରକ/ଭୁବନେଶ୍ୱର ୧୬-୧୧-୨୦୨୪(ପିପିଏସ) : କନ୍ୟାକୁମାରୀ-ଦିବ୍ରୁଗଡ଼ ବିବେକ ସୁପରଫାଷ୍ଟ ଏକ୍ସପ୍ରେସ୍ ଟ୍ରେନ୍ରେ ଅଗ୍ନିକାଣ୍ଡ ଘଟିଥିବାର ଖବର ମିଳିଛି। ସୂଚନା ଅନୁଯାୟୀ, ଚରମ୍ପା ଷ୍ଟେସନ ପାର୍ କରିବା ପରେ ଏକ୍ସପ୍ରେସ୍ ଟ୍ରେନରେ ନିଆଁ ଲାଗିଥିବା ଜଣାଯାଇଛି। ରାଣିତାଲ ନିକଟରେ ଧୂଆଁ ବାହାରିବାର ଦେଖିବାକୁ ପାଇଥିଲେ ଲୋକେ। ରମ୍ଭିଳା ନିକଟରେ ବିବେକ ସୁପରଫାଷ୍ଟ ଏକ୍ସପ୍ରେସ୍ରେ ବ୍ରେକ ବାଇଣ୍ଡିଂରୁ ଟ୍ରେନ୍ରେ ନିଆଁ ଲାଗିଥିବା ସୂଚନା ରହିଛି। ତେବେ ରେଳବାଇ କର୍ମଚାରୀମାନେ ନିଆଁକୁ ଆୟତ୍ତ କରିଥିଲେ। ଏହାଫଳରେ ପ୍ରାୟ ୨୦ ମିନିଟ୍ ବିଳମ୍ବରେ ବିବେକ […]
ନୂଆଡିହି ଫରେଷ୍ଟରଙ୍କୁ ଗଛରେ ବାନ୍ଧିଲେ ଗ୍ରାମବାସୀ
ଦେବଗଡ଼ ଜିଲ୍ଲା ରିଆମାଳ ରେଞ୍ଜ ନୁଆଡିହି ଫରେଷ୍ଟର ଛବିଳ ବେହେରାଙ୍କ ଅବହେଳା ମନୋଭାବ କାର୍ଯ୍ୟ, ଅସଭ୍ୟ ବ୍ୟବହାର, ହାତୀ ନ ଘଉଡ଼ାଇବା ଯୋଗୁଁ ଉପଦ୍ରବ, ଉପଦ୍ରବରେ କ୍ଷୟକ୍ଷତିଙ୍କୁ ଅନୁକମ୍ପାମୂଳକ ସହାୟତା ନ ମିଳିବା ଆଦି ଅନେକ ଅଭିଯୋଗ ଆଣି ଗତ ଶୁକ୍ରବାର ରାତିରେ ଏକ ଗଛରେ ବାନ୍ଧି ରଖିଲେ ଉତ୍ତ୍ୟକ୍ତ ଲୋକେ। ରିଆମାଳ/ଭୁବନେଶ୍ୱର ୧୬-୧୧-୨୦୨୪(ପିପିଏସ) : ଦେବଗଡ଼ ଜିଲ୍ଲା ରିଆମାଳ ରେଞ୍ଜ ନୁଆଡିହି ଫରେଷ୍ଟର ଛବିଳ ବେହେରାଙ୍କ ଅବହେଳା ମନୋଭାବ କାର୍ଯ୍ୟ, ଅସଭ୍ୟ ବ୍ୟବହାର, ହାତୀ ନ […]
ଚେନାଇରେ ଚମକିଲେ ଓଡ଼ିଆ ଝିଅ ବର୍ଷାରାଣୀ
ଜାତୀୟ ଟ୍ରାକ ସାଇକ୍ଲି ଚମ୍ପିଆନ ସିପ୍ ରେ ଓଡିଶାକୁ ୧ ସ୍ବର୍ଣ୍ଣ ୧ ବ୍ରୋଞ୍ଜ ଭଦ୍ରକ ୧୬-୧୧-୨୦୨୪(ପିପିଏସ) : ସାଇକ୍ଲିଂ ଫେଡେରେସନ ଦ୍ୱାରା ତାମିଲନାଡୁ ଚେନାଇର ମେଲାକଟାଇପୁର ଠାରେ ନଭେମ୍ବର ୧୫-୧୯ ପର୍ଯ୍ୟନ୍ତ ଚାଲିଆସୁଥିବା ୭୬ ତମ ବରିଷ୍ଠ , ୫୩ କନିଷ୍ଠ ଓ ୩୯ ତମ ଉପକନିଷ୍ଠ ଜାତୀୟ ଟ୍ରକ ସାଇକ୍ଲିଂ ଚମ୍ପିଆନସିପି ଓଡ଼ିଶାର ବରିଷ୍ଠ ମହିଳା ଦଳକୁ ପ୍ରଥମ ଦିନରେ ଟିମ ପରସୁଟରେ ସ୍ବର୍ଣ୍ଣ ଓ ଟିମ ସ୍ପ୍ରିଣ୍ଟରେ ୨ଟି ପଦକ ସହ ଏକ […]
