1 min read

ଅଭିଭାବକ ବେଫିକର, ପୁଲିସର ନିଘା ନାହିଁ

ପିଲାମାନେ ବି ବେଫିକର ହୋଇ ରାସ୍ତାରେ ଗାଡ଼ ଚଲାଇ ସ୍କୁଲକୁ ଯାଉଛନ୍ତି। ଯଦି କିଛି ବି ଘଟେ ତେବେ ସିଧା ପ୍ରଶାସନ ଉପରେ ଉଙ୍ଗୁଳି ଉଠିବ। ମାଲକାନଗିରିରେ ଦୁଇଟି ବାଇକ୍‌ରେ ତିନି ଜଣ ପିଲା ସ୍କୁଲ ଯାଉଥିବା ବେଳେ ରାସ୍ତାରେ କଥାବାର୍ତ୍ତା ହୋଇ ବେଫିକର ହୋଇ ଗାଡ଼ି ଚଲାଉଥିଲେ। ମାଲକାନଗିରି/ଭୁବନେଶ୍ୱର ୧୭-୧୧-୨୦୨୪(ପିପିଏସ ) : ଅଭିଭାବକ ବେଫିକର, ପୁଲିସର ନିଘା ନାହିଁ। ପିଲାମାନେ ବି ବେଫିକର ହୋଇ ରାସ୍ତାରେ ଗାଡ଼ ଚଲାଇ ସ୍କୁଲକୁ ଯାଉଛନ୍ତି।ଯଦି କିଛି ବି […]

1 min read

ବିଜେଡିକୁ ଶକ୍ତଧକ୍କା: ବିଜେପି ହାତକୁ ଗଲା ସଦର ବ୍ଲକ୍‌

ଢେଙ୍କାନାଳ ସଦର ବ୍ଲକ୍‌ ଅଧ୍ୟକ୍ଷା ରାଜଶ୍ରୀ ନାୟକଙ୍କ ବିରୋଧରେ ଅନାସ୍ଥା ବୈଠକ ଆଜି ସଦର ବ୍ଲକ୍‌ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିଲା।  ଅଧ୍ୟକ୍ଷା ଶ୍ରୀମତି ନାୟକଙ୍କ ସପକ୍ଷରେ ମାତ୍ର ୧୭ଟି ଭୋଟ୍‌ ଯାଇଥିବା ବେଳେ ୪୪ଟି ଭୋଟ ତାଙ୍କ ବିପକ୍ଷରେ ଯାଇଥିଲା। ଢେଙ୍କାନାଳ/ଭୁବନେଶ୍ୱର ୧୭-୧୧-୨୦୨୪(ପିପିଏସ ) : ଢେଙ୍କାନାଳ ସଦର ବ୍ଲକ୍‌ ଅଧ୍ୟକ୍ଷା ରାଜଶ୍ରୀ ନାୟକଙ୍କ ବିରୋଧରେ ଅନାସ୍ଥା ବୈଠକ ଆଜି ସଦର ବ୍ଲକ୍‌ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିଲା।  ଅଧ୍ୟକ୍ଷା ଶ୍ରୀମତି ନାୟକଙ୍କ ସପକ୍ଷରେ ମାତ୍ର ୧୭ଟି ଭୋଟ୍‌ […]

1 min read

ଋଣ କରିବ ଦେଶର ସବୁଠୁ ବଡ଼ ଋଣଦାତା

ଭାରତୀୟ ଷ୍ଟେଟ୍ ବ୍ୟାଙ୍କ (ଏସବିଆଇ) ଏବେ ଦେଶର ସବୁଠାରୁ ବଡ଼ ଋଣଦାତା ହିସାବରେ ଜଣାଶୁଣା । କିନ୍ତୁ ଏବେ ସବୁଠୁ ବଡ଼ ଋଣଦାତା ସବୁଠୁ ବଡ଼ ଋଣ କରିବାକୁ ପ୍ରସ୍ତୁତି ଚଳାଇଛି । ବ୍ୟାଙ୍କ ପ୍ରାୟ ୧୦ ବିଲିୟନ ଡଲାର ଋଣ ନେବାକୁ ଯୋଜନା କରୁଛି । ମୁମ୍ବାଇ/ଭୁବନେଶ୍ୱର ୧୬-୧୧-୨୦୨୪(ପିପିଏସ) : ଭାରତୀୟ ଷ୍ଟେଟ୍ ବ୍ୟାଙ୍କ (ଏସବିଆଇ) ଏବେ ଦେଶର ସବୁଠାରୁ ବଡ଼ ଋଣଦାତା ହିସାବରେ ଜଣାଶୁଣା । କିନ୍ତୁ ଏବେ ସବୁଠୁ ବଡ଼ ଋଣଦାତା ସବୁଠୁ […]

1 min read

ଏସସିବିରେ ପ୍ରଥମଥର ପାଇଁ ହେବ ହୃତପିଣ୍ଡ ପ୍ରତିରୋପଣ

କଟକ,୧୬-୧୧-୨୦୨୪(ପିପିଏସ) : ଓଡ଼ିଶାବାସୀଙ୍କୁ ଉନ୍ନତ ଏବଂ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇଦେବା ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ। ଏସସିବି ମେଡ଼ିକାଲ କଲେଜ ଓ ହସ୍ପିଟାଲ, କଟକରେ ହୃତପିଣ୍ଡ ପ୍ରତିରୋପଣ ପାଇଁ ପ୍ରଥମ ରୋଗୀଙ୍କ ସ୍କ୍ରିନିଂ ପ୍ରକ୍ରିୟା ଚାଲୁଅଛି। ଓଡ଼ିଶାର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଏହା ଏକ ଯୁଗାନ୍ତକାରୀ ପଦକ୍ଷେପ। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼ଃ ମୁକେଶ ମହାଲିଙ୍ଗ ଆଜି ଏସ.ସି.ବି ମେଡ଼ିକାଲ କଲେଜ ଓ ହସ୍ପିଟାଲ ପରିଦର୍ଶନରେ ଯାଇ ହୃତପିଣ୍ଡ ପ୍ରତିରୋପଣ ହେବାକୁ ଥିବା ପ୍ରଥମ ରୋଗୀଙ୍କ […]

1 min read

କନ୍ୟାକୁମାରୀ-ଦିବ୍ରୁଗଡ଼ ବିବେକ ସୁପରଫାଷ୍ଟ ଏକ୍ସପ୍ରେସ୍‌ ଟ୍ରେନ୍‌ରେ ଅଗ୍ନିକାଣ୍ଡ

ଭଦ୍ରକ/ଭୁବନେଶ୍ୱର ୧୬-୧୧-୨୦୨୪(ପିପିଏସ) : କନ୍ୟାକୁମାରୀ-ଦିବ୍ରୁଗଡ଼ ବିବେକ ସୁପରଫାଷ୍ଟ ଏକ୍ସପ୍ରେସ୍‌ ଟ୍ରେନ୍‌ରେ ଅଗ୍ନିକାଣ୍ଡ ଘଟିଥିବାର ଖବର ମିଳିଛି। ସୂଚନା ଅନୁଯାୟୀ, ଚରମ୍ପା  ଷ୍ଟେସନ ପାର୍ କରିବା ପରେ ଏକ୍ସପ୍ରେସ୍ ଟ୍ରେନରେ ନିଆଁ ଲାଗିଥିବା ଜଣାଯାଇଛି।  ରାଣିତାଲ ନିକଟରେ ଧୂଆଁ ବାହାରିବାର ଦେଖିବାକୁ ପାଇଥିଲେ ଲୋକେ। ରମ୍ଭିଳା ନିକଟରେ ବିବେକ ସୁପରଫାଷ୍ଟ ଏକ୍ସପ୍ରେସ୍‌ରେ ବ୍ରେକ ବାଇଣ୍ଡିଂରୁ ଟ୍ରେନ୍‌ରେ ନିଆଁ ଲାଗିଥିବା ସୂଚନା ରହିଛି। ତେବେ ରେଳବାଇ କର୍ମଚାରୀମାନେ ନିଆଁକୁ ଆୟତ୍ତ କରିଥିଲେ। ଏହାଫଳରେ ପ୍ରାୟ ୨୦ ମିନିଟ୍ ବିଳମ୍ବରେ ବିବେକ […]

1 min read

ନୂଆଡିହି ଫରେଷ୍ଟରଙ୍କୁ ଗଛରେ ବାନ୍ଧିଲେ ଗ୍ରାମବାସୀ

ଦେବଗଡ଼ ଜିଲ୍ଲା ରିଆମାଳ ରେଞ୍ଜ ନୁଆଡିହି ଫରେଷ୍ଟର ଛବିଳ ବେହେରାଙ୍କ ଅବହେଳା ମନୋଭାବ କାର୍ଯ୍ୟ, ଅସଭ୍ୟ ବ୍ୟବହାର, ହାତୀ ନ ଘଉଡ଼ାଇବା ଯୋଗୁଁ ଉପଦ୍ରବ, ଉପଦ୍ରବରେ କ୍ଷୟକ୍ଷତିଙ୍କୁ ଅନୁକମ୍ପାମୂଳକ ସହାୟତା ନ ମିଳିବା ଆଦି ଅନେକ ଅଭିଯୋଗ ଆଣି ଗତ ଶୁକ୍ରବାର ରାତିରେ ଏକ ଗଛରେ ବାନ୍ଧି ରଖିଲେ ଉତ୍ତ୍ୟକ୍ତ ଲୋକେ। ରିଆମାଳ/ଭୁବନେଶ୍ୱର ୧୬-୧୧-୨୦୨୪(ପିପିଏସ) : ଦେବଗଡ଼ ଜିଲ୍ଲା ରିଆମାଳ ରେଞ୍ଜ ନୁଆଡିହି ଫରେଷ୍ଟର ଛବିଳ ବେହେରାଙ୍କ ଅବହେଳା ମନୋଭାବ କାର୍ଯ୍ୟ, ଅସଭ୍ୟ ବ୍ୟବହାର, ହାତୀ ନ […]

1 min read

ମହାପ୍ରଭୁଙ୍କ ଜମି ବେଆଇନ୍ ଜବରଦଖଲ କରି ହସ୍ତାନ୍ତର ଉଦ୍ୟମ, ଥାନାରେ ଏତଲା

ପୁରୀ/ଭୁବନେଶ୍ୱର ୧୬-୧୧-୨୦୨୪(ପିପିଏସ) : ବିଶ୍ବ ନିୟନ୍ତାଙ୍କୁ ମଧ୍ୟ ଆମ ସମାଜର କିଛି ଲୋକ ଖାତିର କରୁ ନାହାନ୍ତି। ଯାହାଙ୍କ ନିର୍ଦ୍ଦେଶରେ ଏହି ଦୁନିଆ ପରିଚାଳିତ ହେଉଛି, ସେହି କାଳିଆ ଠାକୁରଙ୍କ ସଂପତ୍ତି ଉପରେ ମଧ୍ୟ ଖଳ ‌ଲୋକମାନେ ନଜର ପକାଉଛନ୍ତି। ଏଭଳି ଏକ ଅଭିଯୋଗ ଆସିଛି। ମହାପ୍ରଭୁ ଜଗନ୍ନାଥଙ୍କ ଜମି ଜାଲିଆତି ନେଇ ଥାନାରେ ଏତଲା ହୋଇଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପୁରୀ ବାସେଳୀସାହି ଥାନାରେ ହୋଇଥିବା ଅଭିଯୋଗ ଅନୁସାରେ ମାଟିତୋଟା ମୌଜାରେ ମହାପ୍ରଭୁଙ୍କ ନାଁରେ ଥିବା ଜମିକୁ […]

1 min read

ସେଣ୍ଟ ଜୋନ ଆମ୍ବୁଲାନ୍ସ ସେବା ଲୋଗୋ ଉନ୍ମୋଚନ

କଟକ,୧୬-୧୧-୨୦୨୪(ପିପିଏସ) : ସେଣ୍ଟ ଜୋନ ଆମ୍ବୁଲାନ୍ସ ର ଐତିହାସିକ ବାଲିଯାତ୍ରା ପାଇଁ ୩୨ ତମ ରାଜ୍ୟ ସ୍ତରୀୟ ସେବା କ୍ୟାମ୍ପର ଲୋଗୋ ସମ୍ମାନୀୟ ସାଂସଦ ରତ୍ନ ଶ୍ରୀଯୁକ୍ତ ଭର୍ତୁହରି ମହତାବଙ୍କ କର କମଳରେ ଉନ୍ମୋଚିତ ହୋଇଛି । ଜୀବନ ରକ୍ଷାକାରୀ ଆମୁଲାନ୍ସ ଓ ପ୍ରାଥମିକ ଚିକିତ୍ସା ସେବା ଯୋଗାଇ ଦେଉଥିବା ଅନୁଷ୍ଠାନର ସର୍ବ ଭାରତୀୟ ସ୍ତରରେ ମହାମାନ୍ୟ ରାଷ୍ଟ୍ରପତି ଓ ଓଡ଼ିଶାରେ ମହାମାନ୍ୟ ରାଜ୍ୟପାଳ ଯଥାକ୍ରମେ ସଭାପତି ଅଟନ୍ତି। ଦୀର୍ଘ ୩୨ ବର୍ଷ ଧରି ନିରବଚ୍ଛିନ୍ନ ଭାବେ […]

1 min read

ଶକ୍ତିଶାଳୀ ରାଷ୍ଟ୍ରରେ ପରିଣତ ହେଉଛି ଭାରତ: ଭର୍ତ୍ତୃହରି ମହତାବ

ଭାରତ ଶକ୍ତିଶାଳୀ ରାଷ୍ଟ୍ରରେ ପରିଣତ ହେଉଛି। ଭାରତକୁ ୨୦୪୭ ମସିହା ସୁଦ୍ଧା ଏକ ବିକଶିତ ଓ ବିଶ୍ୱର ପ୍ରମୁଖ ସମୃଦ୍ଧଶାଳୀ ରାଷ୍ଟ୍ର ଭାବରେ ଗଢ଼ି ତୋଳିବା ପାଇଁ ସରକାର ଉଦ୍ୟମ କରୁଛନ୍ତି। ଭୁବନେଶ୍ୱର ୧୬-୧୧-୨୦୨୪(ପିପିଏସ) : ଭାରତ ଶକ୍ତିଶାଳୀ ରାଷ୍ଟ୍ରରେ ପରିଣତ ହେଉଛି। ଭାରତକୁ ୨୦୪୭ ମସିହା ସୁଦ୍ଧା ଏକ ବିକଶିତ ଓ ବିଶ୍ୱର ପ୍ରମୁଖ ସମୃଦ୍ଧଶାଳୀ ରାଷ୍ଟ୍ର ଭାବରେ ଗଢ଼ି ତୋଳିବା ପାଇଁ ସରକାର ଉଦ୍ୟମ କରୁଛନ୍ତି। ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ […]

1 min read

ରୁପା ଆଚ୍ଛାଦିତ ହେବ ପତିତପାବନଙ୍କ ମନ୍ଦିର ଓ ସିଂହଦ୍ବାର ଜମଶିଳା

ଶ୍ରୀମନ୍ଦିର ସିଂହଦ୍ବାର ଜମଶିଳା ଓ ପତିତପାବନଙ୍କ ମନ୍ଦିର ସଂପୂର୍ଣ୍ଣ ରୁପା ଆଚ୍ଛାଦିତ କରାଯିବ। ଡିସେମ୍ବର ୨୫ ପୂର୍ବରୁ ଏହି କାମ ଶେଷ ହେବ। ଇଂରାଜୀ ନବବର୍ଷରେ ଶ୍ରୀମନ୍ଦିର ଓ ପତିତପାବନଙ୍କ ମନ୍ଦିରର ଏହି ନୂଆରୂପ ଭକ୍ତମାନେ ଦେଖିପାରିବେ। ପୁରୀ,ଭୁବନେଶ୍ୱର ୧୪-୧୧-୨୦୨୪ (ପିପିଏସ ) : ଶ୍ରୀମନ୍ଦିର ସିଂହଦ୍ବାର ଜମଶିଳା(ଦ୍ବାର ବନ୍ଧ) ଓ ପତିତପାବନଙ୍କ ମନ୍ଦିର ସଂପୂର୍ଣ୍ଣ ରୁପା ଆଚ୍ଛାଦିତ କରାଯିବ। ଡିସେମ୍ବର ୨୫ ପୂର୍ବରୁ ଏହି କାମ ଶେଷ ହେବ। ଇଂରାଜୀ ନବବର୍ଷରେ ଶ୍ରୀମନ୍ଦିର ଓ ପତିତପାବନଙ୍କ […]