1 min read

ଲକ୍ଷ୍ମୀ ବସ୍‌ ଧକ୍କାରେ ବାଇକ୍‌ ଅରୋହୀଙ୍କ ମୃତ୍ୟୁ: ୨୦ ଘଣ୍ଟା ପରେ ଉଠିଲା ଶବ

ଝରିଗାଁ/ଭୁବନେଶ୍ୱର ୧୩-୧୧-୨୦୨୪(ପିପିଏସ) : ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ବଡ଼ଟେମେରା ପଞ୍ଚାୟତ ଅନ୍ତର୍ଗତ ଢେଫଗୁଡା ଗ୍ରାମ ନିକଟରେ ମଙ୍ଗଳବାର ସନ୍ଧ୍ୟା ୫ଟାରେ ଲକ୍ଷ୍ମୀ ବସ୍‌ ସହ ବାଇକ ମୁହାଁମୁହିଁ ଧକ୍କା ହେବା ଯୋଗୁଁ ଜଣେ ଚାଳକଙ୍କ ମୃତ୍ୟୁ ଘଟଣା ଆନ୍ଦୋଳନ ରୂପ ନେଇଛି। ବସ୍‌ ଧକ୍କାରେ ବାଇକ୍‌ ଆରୋହୀ ଚାଳକ ଜଗବନ୍ଧୁ ଜାନୀ(୨୦)ଙ୍କ ମୃତଦେହ ୨୦ ଘଣ୍ଟା ପରେ ଘଟଣାସ୍ଥଳରୁ ଉଠିଛି।ସୂଚନାଯୋଗ୍ୟ, ମଙ୍ଗଳବାର ସକାଳୁ ବଡ଼ଟେମେରା ପଞ୍ଚାୟତ ଅନ୍ତର୍ଗତ ଡଙ୍ଗରିଗୁଡ଼ା ଗ୍ରାମର ଜଗବନ୍ଧୁ ଜାନୀ ଏବଂ ସମ୍ପର୍କୀୟ ଭାଇ […]

1 min read

ପଦୋନ୍ନତି ନିୟମ ବଦଳିଲା

୭ବର୍ଷ ପରେ ଏସ୍‌ଆଇରୁ ଇନ୍ସପେକ୍ଟର ହୋଇପାରିବେ ଭୁବନେଶ୍ୱର ୧୩-୧୧-୨୦୨୪(ପିପିଏସ) : ରାଜ୍ୟ ସରକାର ପୁଲିସ କର୍ମଚାରୀମାନଙ୍କ ପାଇଁ ଏକ ଭଲ ଖବର ଆଣିଛନ୍ତି। ପୁଲିସ ବିଭାଗରେ ପଦୋନ୍ନତି ନେଇ ଏସ୍‌ଆଇମାନଙ୍କ ପାଇଁ ଏହି ଖବର ଆଣିଛନ୍ତି। ଏହା ଦ୍ବାରା ପୁଲିସ ଏସ୍‌ଆଇ ଭାବେ କାର୍ଯ୍ୟରତ କର୍ମଚାରୀମାନଙ୍କୁ ପଦୋନ୍ନତି ପାଇଁ ଆଉ ୧୦ ବର୍ଷକୁ ଅପେକ୍ଷା କରିବାକୁ ପଡ଼ିବ ନାହିଁ। ଏଣିକି ୭ ବର୍ଷ ପରେ ଜଣେ ଏସ୍‌ଆଇ ହୋଇପାରିବେ ଇନ୍ସପେକ୍ଟର। ରାଜ୍ୟ ସରକାରଙ୍କ ଏହି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି […]

1 min read

ମହର୍ଷିରେ ଛାତ୍ର ଅଶାନ୍ତି, ଅନିର୍ଦ୍ଧିଷ୍ଟକାଳ ପର୍ଯ୍ୟନ୍ତ କଲେଜ ବନ୍ଦ

ଭୁବନେଶ୍ୱର ୧୧-୧୧-୨୦୨୪(ପିପିଏସ ) : ମହର୍ଷି କଲେଜରେ ଛାତ୍ର ଅଶାନ୍ତି ଦେଖାଦେଇଛି। କ୍ୟାମ୍ପସରେ ଛାତ୍ର ଅଶାନ୍ତି ଲାଗି ରହିଥିବାରୁ ଆଜି କଲେଜକୁ  ଅନିର୍ଦ୍ଧିଷ୍ଟ କାଳ ପାଇଁ ବନ୍ଦ ଘୋଷଣା କରାଯାଇଛି। ଆବଶ୍ୟକସ୍ଥଳେ ଛୁଟି ଅବଧି ବଢ଼ାଯିବ ବୋଲି ଉପାଧ୍ୟକ୍ଷ ସୂଚନା ଦେଇଛନ୍ତି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ ଆରମ୍ଭ କରିଛି।ଆଜି ମହର୍ଷି କଲେଜରେ ଦୁଇଗୋଷ୍ଠୀ ଛାତ୍ରଙ୍କ ମଧ୍ୟରେ ଗଣ୍ଡଗୋଳ ଦେଖାଦେଇଥିଲା। ଏହି ଗଣ୍ଡଗୋଳ ଉଗ୍ରରୂପ ଧାରଣ କରିଥିବାବେଳେ ଦୁଇଗୋଷ୍ଠୀ ଛାତ୍ର ଆକ୍ରମଣ ଓ ପ୍ରତିଆକ୍ରମଣ […]

1 min read

ଝାଡ଼ଖଣ୍ଡରେ ଏଥର ଇଣ୍ଡିଆ ମେଣ୍ଟ ସରକାର ଗଢିବ: ମହମ୍ମଦ ମୋକିମ

ଭୁବନେଶ୍ୱର ୧୧-୧୧-୨୦୨୪(ପିପିଏସ ) : ଝାଡ଼ଖଣ୍ଡରେ ଏଥର ଇଣ୍ଡିଆ ମେଣ୍ଟ ସରକାର କରିବ। ଏନେଇ ଦୃଢୋକ୍ତି ପ୍ରକାଶ କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ମହମ୍ମଦ ମୋକିମ। ଝାଡ଼ଖଣ୍ଡର ବିଭିନ୍ନ ଅଞ୍ଚଳରେ ନିର୍ବାଚନ ପ୍ରଚାର କରି କଟକ ଫେରିବାପରେ ଏହା କହିଛନ୍ତି ମୋକିମ। ବିଜେପି ସେଠାରେ ଦଳର ସ୍ଥିତି ନେଇ ବିବ୍ରତ ଏବଂ ସେଥିପାଇଁ ନିର୍ବାଚନ ଠିକ୍ ପୂର୍ବରୁ ଇଡିକୁ ସେଠାରେ ଲଗାଇଛି। ତେବେ ପ୍ରଚାର ବେଳେ ଏଥର କଂଗ୍ରେସ ଓ ଇଣ୍ଡି ମେଣ୍ଟ ପ୍ରତି ଝାଡ଼ଖଣ୍ଡ ଭୋଟରଙ୍କ […]

1 min read

ପୀଡ଼ିତ ପରିବାରକୁ ନ୍ୟାୟ ଦାବିରେ ରାଜରାସ୍ତା ବନ୍ଦ

ବାଙ୍ଗିରିପୋଷି ଅଞ୍ଚଳରେ ଗ୍ରାମବାସୀ ଶୁଦ୍ଧିକ୍ରିୟା କରିବା ପାଇଁ ଦେଉ ନଥିବାରୁ ଆଦିବାସୀ ସାଙ୍ଗେଲ ଅଭିଯାନ ତରଫରୁ ସୋମବାର ଜାତୀୟ ରାଜପଥ ୪୯ ବନ୍ଦ କରାଯାଇଛି। ଫଳରେ ଜାତୀୟ ରାଜପଥରେ ଯାତାୟତ ପ୍ରଭାବିତ ହୋଇଛି। ବାଙ୍ଗିରିପୋଷି/ଭୁବନେଶ୍ୱର ୧୧-୧୧-୨୦୨୪(ପିପିଏସ ) : ମୟୂରଭଂଜ ଜିଲ୍ଲା ବାଙ୍ଗିରିପୋଷି ଅଞ୍ଚଳରେ ଗ୍ରାମବାସୀ ଶୁଦ୍ଧିକ୍ରିୟା କରିବା ପାଇଁ ଦେଉ ନଥିବାରୁ ଆଦିବାସୀ ସାଙ୍ଗେଲ ଅଭିଯାନ ତରଫରୁ ସୋମବାର ଜାତୀୟ ରାଜପଥ ୪୯ ବନ୍ଦ କରାଯାଇଛି। ଫଳରେ ଜାତୀୟ ରାଜପଥରେ ଯାତାୟତ ପ୍ରଭାବିତ ହୋଇଛି। ରିପୋର୍ଟ […]

1 min read

ନିମ୍ନମାନର ରାଜରାସ୍ତା: ବର୍ଷକରେ ଉଠିଲା ପିଚୁ

ରାଣୀଗଡ଼ରୁ ବାଲିପୁଜାରୀପୁଟ ପର୍ଯ୍ୟନ୍ତ ୨କିଲୋମିଟର ରାସ୍ତା। ଏଥି ପାଇଁ ୫୦ଲକ୍ଷ ଟଙ୍କା ଖର୍ଚ୍ଚ ବି କରାଯାଇଥିଲା। ଅଦିନିଆ ବର୍ଷାରେ ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡ଼ିଛି। କୋରାପୁଟ/ଭୁବନେଶ୍ୱର ୧୧-୧୧-୨୦୨୪(ପିପିଏସ ) : ପୂର୍ତ୍ତବିଭାଗ ପକ୍ଷରୁ ମାତ୍ର ବର୍ଷକ ତଳେ ପୁନଃରୁଦ୍ଧାର ହୋଇଥିଲା ରାଣୀଗଡ଼ରୁ ବାଲିପୁଜାରୀପୁଟ ପର୍ଯ୍ୟନ୍ତ ୨କିଲୋମିଟର ରାସ୍ତା। ଏଥି ପାଇଁ ୫୦ଲକ୍ଷ ଟଙ୍କା ଖର୍ଚ୍ଚ ବି କରାଯାଇଥିଲା। ଅଦିନିଆ ବର୍ଷାରେ ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ରାସ୍ତାରେ ଦିଆଯାଇଥିବା ପିଚୁ ଓ ଚିପସ୍ ଓ ବଜୁରୀ ସବୁ […]

1 min read

କୋରାପୁଟ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କ ଧାରଣା

କୋରାପୁଟ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ରଛାତ୍ରୀମାନେ ଧାରଣା ଦେଇଛନ୍ତି। ସୁନାବେଡ଼ାରେ ଥିବା ମୁଖ୍ୟ କ୍ୟାମ୍ପସର ଫାଟକ ନିକଟରେ ଧାରଣାରେ ବସିଛନ୍ତି ଛାତ୍ରଛାତ୍ରୀ। ହଷ୍ଟେଲରେ ନିମ୍ନମାନର ଖାଇବା, ପାଣି ସମସ୍ୟା ଏଵଂ ହଷ୍ଟେଲ ଠିକ୍ ପରିଚାଳିତ ହେଉନଥିବା ଅଭିଯୋଗରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଜୟପୁର/ଭୁବନେଶ୍ୱର ୧୧-୧୧-୨୦୨୪(ପିପିଏସ ) : କୋରାପୁଟ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ରଛାତ୍ରୀମାନେ ଧାରଣା ଦେଇଛନ୍ତି। ସୁନାବେଡ଼ାରେ ଥିବା ମୁଖ୍ୟ କ୍ୟାମ୍ପସର ଫାଟକ ନିକଟରେ ଧାରଣାରେ ବସିଛନ୍ତି ଛାତ୍ରଛାତ୍ରୀ। ହଷ୍ଟେଲରେ ନିମ୍ନମାନର ଖାଇବା, ପାଣି ସମସ୍ୟା ଏଵଂ ହଷ୍ଟେଲ ଠିକ୍ […]

1 min read

କୁହୁଡ଼ିର ବଳୟ ଭିତରେ ଜି ଉଦୟଗିରି; ପାରଦ ୧୪ଡିଗ୍ରି ରେକର୍ଡ

ଘୁ.ଉଦୟଗିରି/ଭୁବନେଶ୍ୱର ୧୧-୧୧-୨୦୨୪(ପିପିଏସ ) : ଚଳିତ ବର୍ଷ ଶୀତ ଏକ ପ୍ରକାର ଲୁଚକାଳି ଖେଳ ଖେଳୁଛି। ସହରର ତାପମାତ୍ରା ବଢୁଛି-ଖସୁଛି। ଶୀତର ପ୍ରକୋପ ସେତେ ମାତ୍ରାରେ ଅନୁଭବ ହୋଇନଥିଲେ ମଧ୍ୟ ଗତ ଦୁଇଦିନ ଭିତରେ ତାପମାତ୍ରା ତଳକୁ ଖସି ଆଜି ୧୪ ଡିଗ୍ରି ଥିବା ସୂଚନା ମିଳିଛି। ଲଗାତାର ସ୍ଥାନୀୟ ସହରର ତାପମାତ୍ରା ଖସିବାରେ ଲାଗିବା ସହ ଥଣ୍ଡା ବଢ଼ିବାରେ ଲାଗିଛି। ଦିନକୁ ଦିନ ପାରଦ ଖସୁଛି ଓ ଥଣ୍ଡା ବଢୁଛି।କୁହୁଡ଼ିର ବଳୟ ଭିତରେ ସାରା ଅଞ୍ଚଳ […]

1 min read

ଅନାହାରରେ ସାତଭାୟାର ୮୦୦ ଗୋରୁ: ଚାରିଆଡ଼େ ଲୁଣିପାଣି, ଖାଇବାକୁ ଖାଦ୍ୟ ନାହିଁ

ବଙ୍ଗୋପସାଗର କୂଳ ସାତଭାୟାର ପୁରୁଣା ଜନବସତି ଅଞ୍ଚଳରେ ପଶୁଙ୍କ ପାଇଁ ଭୟଙ୍କର ଖାଦ୍ୟାଭାବ ଦେଖାଦେଇଛି। ସେଠାରେ ୮୦୦ରୁ ଅଧିକ ଗାଈ, ବାଛୁରୀ ଓ ଷଣ୍ଢ ଅନାହାରରେ ଅଛନ୍ତି। ନା’ ଖାଇବାକୁ ପାଉଛନ୍ତି ନା’ ପିଇବାକୁ ପାଣି ମିଳୁଛି। ରାଜନଗର/ଭୁବନେଶ୍ୱର ୧୧-୧୧-୨୦୨୪(ପିପିଏସ ) : ବଙ୍ଗୋପସାଗର କୂଳ ସାତଭାୟାର ପୁରୁଣା ଜନବସତି ଅଞ୍ଚଳରେ ପଶୁଙ୍କ ପାଇଁ ଭୟଙ୍କର ଖାଦ୍ୟାଭାବ ଦେଖାଦେଇଛି। ସେଠାରେ ୮୦୦ରୁ ଅଧିକ ଗାଈ, ବାଛୁରୀ ଓ ଷଣ୍ଢ ଅନାହାରରେ ଅଛନ୍ତି। ନା’ ଖାଇବାକୁ ପାଉଛନ୍ତି ନା’ […]

1 min read

ଓଡ଼ିଶା ନର୍ସିଙ୍ଗ କ୍ୟାଡରର ଡ୍ରେସ କୋଡ୍ ପରିବର୍ତ୍ତନ

ସେବାକ୍ଷେତ୍ରରେ ଓଡ଼ିଆ ଅସ୍ମିତାର ଝଲକ ଭୁବନେଶ୍ୱର ୧୧-୧୧-୨୦୨୪(ପିପିଏସ ) : ଏଣିକି ଓଡ଼ିଶାର ସେବା କ୍ଷେତ୍ରରେ ବି ଦେଖିବାକୁ ମିଳିବ ଓଡ଼ିଆ ଅସ୍ମିତାର ଝଲକ। ଏନେଇ ପୂର୍ବରୁ ନର୍ସିଂ ସଂଘ ଦାବି କରି ଆସୁଥିବାବେଳେ ଏବେ ଏହି ଦାବି ପୂରଣ ହୋଇଛି। ଏନେଇ ସହମତି ପ୍ରଦାନ କରିଛି ରାଜ୍ୟ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ  ବିଭାଗ।ଓଡ଼ିଶା ନର୍ସିଙ୍ଗ କ୍ୟାଡରର ଡ୍ରେସ କୋଡ୍ ପରିବର୍ତ୍ତନ ହେଲା। ଏବେ ନର୍ସିଂ ଅଫିସରଙ୍କ ୟୁନିଫର୍ମରେ ବି ସମ୍ବଲପୁରୀ ଡିଜାଇନ୍ ରହିବ। ଏବେ ସମ୍ପୂର୍ଣ୍ଣ […]