1 min read

ଉପର ପଡିଆରେ ବାଲିଯାତ୍ରା ପାଇଁ ଅନୁମତି

ବାଲିଯାତ୍ରାରେ ରାସ୍ତାକଡ଼ରେ ବ୍ୟବସାୟକୁ ସମ୍ପୂର୍ଣ ନିଷେଧ କଲେ ହାଇକୋର୍ଟ ଐତିହାସିକ ବାଲିଯାତ୍ରା ପାଇଁ କଟକ ଜିଲ୍ଲା ପ୍ରଶାସନ ଏବେ ଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଆସନ୍ତା ନଭେମ୍ବର ୧୫ରୁ ମହାନଦୀପଠାରେ ବାଲିଯାତ୍ରା ଆରମ୍ଭ ହେବ। ଏହି ଯାତ୍ରା ନଭେମ୍ବର ୨୨ ତାରିଖ ପର୍ଯ୍ୟନ୍ତ ଜାରି ରହିବ। କଟକ,୦୭-୧୧-୨୦୨୪ (ପିପିଏସ ) : ଐତିହାସିକ ବାଲିଯାତ୍ରା ନେଇ ଓଡ଼ିଶା ହାଇକୋର୍ଟ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। କେବଳ ଉପର ପଡ଼ିଆରେ ବାଲିଯାତ୍ରାର ଆୟୋଜନ ପାଇଁ ହାଇକୋର୍ଟ ଅନୁମତି ଦେଇଛନ୍ତି। ଚଳିତ […]

1 min read

ବିଜେପିରେ ଯୋଗ ଦେଲେ ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ

ବିଜେଡି ଛାଡ଼ିଥିବା ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ ଆଜି ବିଧିବଦ୍ଧ ଭାବେ ବିଜେପିରେ ଯୋଗ ଦେଇଛନ୍ତି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସୁନନ୍ଦା ଦାସ ତାଙ୍କର ବହୁ ସମର୍ଥକଙ୍କ ସହ ରାଜ୍ୟ କାର୍ଯ୍ୟାଳୟରେ ପଦ୍ମ ଧରିଛନ୍ତି।  ଯାଜପୁର/ଭୁବନେଶ୍ୱର ୦୬-୧୧-୨୦୨୪(ପିପିଏସ) : ନିକଟରେ ବିଜେଡି ଛାଡ଼ିଥିବା ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ ଆଜି ବିଧିବଦ୍ଧ ଭାବେ ବିଜେପିରେ ଯୋଗ ଦେଇଛନ୍ତି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସୁନନ୍ଦା ଦାସ ତାଙ୍କର […]

1 min read

ମହଙ୍ଗା ପଡିଲା ରାଗିଂ

ଯାନ୍ତ୍ରିକ ମହାବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ବଡ଼ ପଦକ୍ଷେପ : ବ‌ହିଷ୍କାର ପରେ ୫ ଛାତ୍ର ଗିରଫ କେନ୍ଦୁଝର/ଭୁବନେଶ୍ୱର ୦୬-୧୧-୨୦୨୪(ପିପିଏସ) : କେନ୍ଦୁଝର ସରକାରୀ ଯାନ୍ତ୍ରିକ ମହାବିଦ୍ୟାଳୟ (ଜିସିଇ)ରେ ଛାତ୍ରଙ୍କୁ ରାଗିଂ କରିବା ଅଭିଯୁକ୍ତ ଛାତ୍ରଙ୍କୁ ମହଙ୍ଗା ପଡିଛି। ଏହି ଘଟଣାରେ ବୁଧବାର ୫ଜଣ ଛାତ୍ରଙ୍କୁ କର୍ତ୍ତୃପକ୍ଷ ମହାବିଦ୍ୟାଳୟରୁ ବହିଷ୍କାର କରିଛନ୍ତି। ଏମିତିକି ସେମାନଙ୍କୁ ବର୍ଷକ ପାଇଁ ହଷ୍ଟେଲରେ ରହିବାକୁ ବାରଣ କରାଯାଇଛି।ମହାବିଦ୍ୟାଳୟର କୌଣସି କାର୍ଯ୍ୟକ୍ରମ‌ରେ ସେମାନଙ୍କୁ ସାମିଲ କରାଯିବ ନାହିଁ। ଅନ୍ୟପକ୍ଷରେ ସମ୍ପୃକ୍ତ ଛାତ୍ରମାନଙ୍କ ବିରୋଧରେ‌ କେନ୍ଦୁଝର ଟାଉନ […]

1 min read

ଅମାନିଆ ଚାଳକଙ୍କ ବିରୋଧରେ ନିଆଯିବ କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ନିୟନ୍ତ୍ରଣରେ ନରହି ଚଳାଚଳ କରୁଥିବାରୁ ବିଗତ ଦିନରେ ଅନେକ ସ୍ଥାନରେ ମୋ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। କିଛି ଲଗାମ ବିନୀନ ଚାଳକଙ୍କ ଯୋଗୁଁ ସାଧାରଣ ଜନତାଙ୍କର କ୍ଷତି ହୋଇଛି। ଗତ ୨ ତାରିଖ ଦିନ ମୋ ବସ୍‌ ଜଣେ ଯୁବତୀଙ୍କୁ ଧକ୍କା ଦେଇଥିଲା। ଭୁବନେଶ୍ବର: ସହରାଞ୍ଚଳରେ ପରିବହନ ବ୍ୟବସ୍ଥାକୁ ଅଧିକ ସହଜ ଓ ସୁବିଧାଜନକ ଉଦ୍ଦେଶ୍ୟରେ ରାଜ୍ୟ ସରକାର ‘ମୋ ବସ୍‌’ ସେବା ଆରମ୍ଭ କରିଛନ୍ତି। କିନ୍ତୁ ଏହି ସେବା ଦ୍ବାରା ଅନେକଙ୍କ ଜୀବନକୁ ବିଗତ ଦିନରେ […]

1 min read

ନାବାଳିକା ଦିବ୍ୟାଙ୍ଗଙ୍କୁ ଦୁଷ୍କର୍ମ ମାମଲା : ଗିରଫ ଅଭିଯୁକ୍ତକୁ କୋର୍ଟ ଚାଲାଣ

ବେତନଟୀ ବ୍ଳକ ବୈଶିଙ୍ଗା ଥାନା ଅଞ୍ଚଳର ୧୫ବର୍ଷୀୟା ଦିବ୍ୟାଙ୍ଗ ଯୁବତୀଙ୍କୁ ବଳପୂର୍ବକ ହାତମୁହଁରେ କପଡା ବାନ୍ଧି ଦୁଷ୍କର୍ମ କରିବା ଘଟଣାରେ ଅଭିଯୁକ୍ତ ପଡୋଶୀ ଘର ଯୁବକକୁ ଗତକାଲି ଗିରଫ କରିଥିବାବେଳେ ବୈଶିଙ୍ଗା ପୁଲିସ ବୁଧବାର କୋର୍ଟ ଚାଲାଣ କରିଛି ବୈଶିଙ୍ଗା/ଭୁବନେଶ୍ୱର ୦୬-୧୧-୨୦୨୪(ପିପିଏସ) : ବେତନଟୀ ବ୍ଳକ ବୈଶିଙ୍ଗା ଥାନା ଅଞ୍ଚଳର ୧୫ବର୍ଷୀୟା ଦିବ୍ୟାଙ୍ଗ ଯୁବତୀଙ୍କୁ ବଳପୂର୍ବକ ହାତମୁହଁରେ କପଡା ବାନ୍ଧି ଦୁଷ୍କର୍ମ କରିବା ଘଟଣାରେ ଅଭିଯୁକ୍ତ ପଡୋଶୀ ଘର ଯୁବକକୁ ଗତକାଲି ଗିରଫ କରିଥିବାବେଳେ ବୈଶିଙ୍ଗା ପୁଲିସ […]

1 min read

କଟକ ସାଂସଦଙ୍କ ଜନ ଅଭିଯୋଗ ଶୁଣାଣି

କଳାପଥର (ବାଙ୍କୀ)/ଭୁବନେଶ୍ୱର ୦୬-୧୧-୨୦୨୪(ପିପିଏସ) : କଟକ ସାଂସଦ ଭର୍ତ୍ତୁହରି ମହତାବ ବାଙ୍କୀ ବିଜେପି କାର୍ଯ୍ୟାଳୟ ଠାରେ ଜନଅଭିଯୋଗ ଶୁଣାଣି କରିଥିଲେ। ଏହି ଶିବିରରେ ପ୍ରାୟ ୧୫୫ରୁ ଉର୍ଦ୍ଧ୍ୱ ଅଭିଯୋଗପତ୍ର ସାଂସଦଙ୍କୁ ଜନସାଧାରଣ ପ୍ରଦାନ କରିଛନ୍ତି। ବିଶେଷ କରି ବାଙ୍କୀ ଉପଖଣ୍ଡ ଚିକିତ୍ସାଳୟରେ ଡାକ୍ତର ଅଭାବ, ମହାପ୍ରଣାୟ ଗାଡିର ଅଚଳା ଅବସ୍ଥା, କୁଶୁପଙ୍ଗି ଅଞ୍ଚଳର ଶତାଧିକ ଚାଷଜମି କ୍ଷତିଗ୍ରସ୍ତ ଓ ବାଙ୍କୀରେ ସହୀଦ ସ୍ତମ୍ଭ ନିର୍ମାଣ ଆଦି ବହୁ ଅଭିଯୋଗପତ୍ର ସାଂସଦଙ୍କୁ ପ୍ରଦାନ କରାଯାଇଛି। ଏହି ଜନଅଭିଯୋଗ ଶୁଣାଣିରେ […]

1 min read

କଟକ ସାଂସଦଙ୍କ ବାଙ୍କୀ ଗସ୍ତ, ମା’ଚର୍ଚ୍ଚିକାଙ୍କ ମନ୍ଦିର ପରିଦର୍ଶନ 

ଭୁବନେଶ୍ୱର ୦୬-୧୧-୨୦୨୪(ପିପିଏସ) :କଳାପଥର (ବାଙ୍କୀ)/ଭୁବନେଶ୍ୱର ୦୬-୧୧-୨୦୨୪(ପିପିଏସ) : କଟକ ସାଂସଦ ଭର୍ତ୍ତୃହରି ମହତାବ ବାଙ୍କୀର ଇଷ୍ଟଦେବୀ ମା’ଚର୍ଚ୍ଚିକାଙ୍କ ଦର୍ଶନ କରିଥିଲେ। ମା’ଚର୍ଚ୍ଚିକାଙ୍କ ପୀଠର ବିକାଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆସିଥିବା ୧୧କୋଟି ଟଙ୍କାର ଅନୁକମ୍ପା ରାଶି କାହିଁକି ଅଦ୍ୟାବଧି ମା’ଙ୍କ ମନ୍ଦିରର ବିକାଶମୂଳକ କାମରେ ଲାଗିପାରିଲା ନାହିଁ ବୋଲି ମା’ଚର୍ଚ୍ଚିକାଙ୍କ ସେବାୟତମାନେ  ସାଂସଦଙ୍କ ନିକଟରେ ଫେରାଦ କରିଛନ୍ତି। ସାଂସଦ ଶ୍ରୀ ମହତାବ ତତ୍କାଳ ଅଭିଯୋଗ ପାଇବା ପରେ କଟକ ଜିଲ୍ଲାପାଳଙ୍କୁ ଫୋନ୍ ଯୋଗେ ଏହାର ତ୍ୱରିତ […]

1 min read

ଅଗ୍ନିକାଣ୍ଡରେ ମା ଓ ଝିଅ ମୃତ, ସମ୍ପତ୍ତି ପାଇଁ ହତ୍ୟା ଅଭିଯୋଗ

ସମ୍ବଲପୁର/ଭୁବନେଶ୍ୱର ୦୬-୧୧-୨୦୨୪(ପିପିଏସ) : ସମ୍ବଲପୁରର ସଦର ଥାନା ଅନ୍ତର୍ଗତ ମାନେଶ୍ୱରର ହାଟପଦା ଠାରେ ମଙ୍ଗଳବାର ରାତ୍ରିରେ ଅଗ୍ନିକାଣ୍ଡ ଘଟି ଜଣେ ବରିଷ୍ଠ ମହିଳା ଓ ତାଙ୍କର ଝିଅ ମୃତ୍ୟୁବରଣ କରିଛନ୍ତି। ଗତକାଲି ରାତ୍ରିରେ ହାଟପଦାରେ ଥିବା ଘରର ଉପର ମହଲାରେ ଅବସରପ୍ରାପ୍ତ ଶିକ୍ଷୟତ୍ରୀ ସୌରେନ୍ଦ୍ରୀ ଦୀକ୍ଷିତ (୬୨) ଓ ତାଙ୍କର ମାଁ ସ୍ନେହଲତା ଦୀକ୍ଷିତ (୯୦) ରହୁଥିବା ବେଳେ ତଳ ମହଲାରେ ତାଙ୍କର ଭାଇ ଜଗନ୍ନାଥ ଦୀକ୍ଷିତ ନିଜର ପରିବାର ସହିତ ରହୁଛନ୍ତି। ସୈରେନ୍ଦ୍ରୀ ଅବିବାହିତା ହୋଇଥିବା […]

1 min read

୨୦୨୭ ଶେଷ ସୁଦ୍ଧା ଭୁବନେଶ୍ବର ମେଟ୍ରୋ ଟ୍ରେନ୍‌ ପ୍ରକଳ୍ପ କାମ ସାରିବାକୁ ଲକ୍ଷ୍ୟ

ଭୁବନେଶ୍ୱର ମେଟ୍ରୋ ଟ୍ରେନ୍‌ ପ୍ରକଳ୍ପର କାମ ୨୦୨୭ ଶେଷ ସୁଦ୍ଧା ସାରିବାକୁ ଲକ୍ଷ୍ୟ ରଖାଯାଇଛି। ଏହି ପ୍ରକଳ୍ପ ପାଇଁ ଏବେ ମାଟି ପରୀକ୍ଷା ଚାଲିଛି। ଭୂପୃଷ୍ଠରୁ ୫୦ରୁ ୬୦ ଫୁଟ ତଳୁ ମାଟି ନେଇ ଲ୍ୟାବ୍‌ରେ ପରୀକ୍ଷା ଚାଲିଛି। ମାଟି ପରୀକ୍ଷା ସରିବା ପରେ ଫାଉଣ୍ଡେସନ୍‌ କାମ ଆରମ୍ଭ ହେବ। ଭୁବନେଶ୍ୱର ୦୬-୧୧-୨୦୨୪(ପିପିଏସ) : ବହୁ ପ୍ରତୀକ୍ଷିତ ଭୁବନେଶ୍ୱର ମେଟ୍ରୋ ଟ୍ରେନ୍‌ ପ୍ରକଳ୍ପର କାମ ୨୦୨୭ ଶେଷ ସୁଦ୍ଧା ସାରିବାକୁ ଲକ୍ଷ୍ୟ ରଖାଯାଇଛି। ଏହି ପ୍ରକଳ୍ପ ପାଇଁ […]

1 min read

ଓଡ଼ିଶାରେ ଉତ୍ପାଦନ ହେବ ଟାଇଟାନିୟମ୍ ସ୍ଲାଗ୍; ବୁଝାମଣା ପତ୍ର ସ୍ୱାକ୍ଷରିତ

ଭାରତରେ ଟାଇଟାନିୟମ୍ ସ୍ଲାଗ୍ ଉତ୍ପାଦନ ପ୍ରକ୍ରିୟାକୁ ଅଧିକ ତ୍ୱରାନ୍ଵିତ କରାଯିବ। ଏଠାରୁ ଉତ୍ପାଦନ ସାମଗ୍ରୀ ବିଦେଶରେ ବହୁରାଷ୍ଟ୍ରକୁ ରପ୍ତାନୀ କରାଯିବା ସହ ବିମାନ ଯନ୍ତ୍ରାଂଶ ନିର୍ମାଣ କ୍ଷେତ୍ରରେ ବ୍ୟାପକତା ବୃଦ୍ଧି ପାଇବ ବୋଲି ଆଶା କରାଯାଉଛି। ଭୁବନେଶ୍ୱର ୦୬-୧୧-୨୦୨୪(ପିପିଏସ) : ଭାରତରେ ଟାଇଟାନିୟମ୍ ସ୍ଲାଗ୍ ଉତ୍ପାଦନ ପ୍ରକ୍ରିୟାକୁ ଅଧିକ ତ୍ୱରାନ୍ଵିତ କରାଯିବ। ଏଠାରୁ ଉତ୍ପାଦନ ସାମଗ୍ରୀ ବିଦେଶରେ ବହୁରାଷ୍ଟ୍ରକୁ ରପ୍ତାନୀ କରାଯିବା ସହ ବିମାନ ଯନ୍ତ୍ରାଂଶ ନିର୍ମାଣ କ୍ଷେତ୍ରରେ ବ୍ୟାପକତା ବୃଦ୍ଧି ପାଇବ ବୋଲି ଆଶା କରାଯାଉଛି। […]