1 min read

ପଶୁ ପାଳନ କ୍ଷେତ୍ରକୁ ବୃତ୍ତି ଭାବେ ଗ୍ରହଣ କରିବାକୁ ପ୍ରୋତ୍ସାହିତ କରନ୍ତୁ: ମୁଖ୍ୟମନ୍ତ୍ରୀ

ବୃତ୍ତିକୁ ଏକ ସାଧାରଣ ଚାକିରି ବୋଲି ଭାବନ୍ତୁ ନାହିଁ। ଆପଣମାନଙ୍କ ଜ୍ଞାନ ଯେପରି ଲୋକଙ୍କ ଉପକାରରେ ଆସିବ, ସେମାନେ ଯେପରି ପଶୁ ପାଳନ ବୃତ୍ତିକୁ ଏକ ଲାଭ ଜନକ ତଥା ସମ୍ମାନଜନକ ବୃତ୍ତି ଭାବେ ଗ୍ରହଣ କରିବେ ସେଥିପାଇଁ ଉଦ୍ୟମ କରନ୍ତୁ। ଭୁବନେଶ୍ୱର ୦୬-୧୧-୨୦୨୪(ପିପିଏସ) : ଆମର ଅଧିକାଂଶ ଚାଷୀ କ୍ଷୁଦ୍ର, ମଧ୍ୟମ ଅଥବା ଭୂମିହୀନ ବର୍ଗର ଅଟନ୍ତି। କୃଷକମାନଙ୍କ ରୋଜଗାର ବୃଦ୍ଧି ପାଇଁ ସେମାନଙ୍କ ଆର୍ଥିକ ସ୍ବଚ୍ଛଳତା ସକାଶେ ପଶୁ ପାଳନ ସବୁଠାରୁ ପ୍ରକୃଷ୍ଟ ମାଧ୍ୟମ। […]

1 min read

ବାତ୍ୟାରେ କ୍ଷତିଗ୍ରସ୍ତଙ୍କୁ ସହାୟତା ରାଶି ବାଣ୍ଟିବେ ଜିଲ୍ଲାପାଳ

ବାତ୍ୟା ‘ଦାନା’ ଯୋଗୁଁ ଶହଶହ କୋଟି ଟଙ୍କାର କ୍ଷୟକ୍ଷତି ହୋଇଛି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ପୂର୍ବରୁ କହି ସାରିଛନ୍ତି ଯେ, ପ୍ରାଥମିକ ଆକଳନ ଅନୁସାରେ ପ୍ରାୟ ୬ଶହ କୋଟି ଟଙ୍କାର କ୍ଷତି ହୋଇଛି। ଭୁବନେଶ୍ୱର ୦୬-୧୧-୨୦୨୪(ପିପିଏସ) : ସାମୁଦ୍ରିକ ବାତ୍ୟା ‘ଦାନା’ ଯୋଗୁଁ ପ୍ରଭାବିତ ଲୋକଙ୍କୁ କ୍ଷତିପୂରଣ ମିଳିବ। ରାଜ୍ୟ ସରକାର ଏଥି ପାଇଁ ଜିଲ୍ଲାମାନଙ୍କୁ କ୍ଷତିପୂରଣ ସହାୟତା ପଠାଇଛନ୍ତି। ପ୍ରାଥମିକ ପର୍ଯ୍ୟାୟରେ ମୋଟ ୪୨୩ କୋଟି ଟଙ୍କାର ସହାୟତା ରାଶି […]

1 min read

ଆବାସ ଯୋଜନା ସାତସପନ, ଭଙ୍ଗା-ଦଦରା ଘରେ ବିତୁଛି ଜୀବନ

ଗୃହହୀନ ଓ ଚାଳଛପର ଘରେ ଜୀବନ ବିତାଉଥିବା ଗରିବ ପରିବାର ପାଇଁ କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ଆବାସ ଯୋଜନା କରିଛନ୍ତି। କିନ୍ତୁ ଏହି ‌ଯୋଜନା ଠିକ୍‌ଠାକରେ ପରିଚାଳିତ ହେଉନଥିବା ଦୃଷ୍ଟି ଗୋଚର ହେଉଛି। ଯେଉଁମା‌ନଙ୍କୁ ଏହି ଯୋଜନାରେ ସାମିଲ କରାଯିବା ଉଚିତ, ‌ସେମାନେ ଅବହେଳିତ ଅଛନ୍ତି। ଘୁ. ଉଦୟଗିରି/ଭୁବନେଶ୍ୱର ୦୫-୧୧-୨୦୨୪ (ପିପିଏସ ) : ଥିଲା ବାଲାକୁ ମିଳୁଛି ସରକାରୀ ଯୋଜନା। ନଥିଲାବାଲା ଭାଗ୍ୟକୁ ଆଦରି ଭଙ୍ଗା ଦଦରା ଘରେ ଜୀବନ କାଟିବାକୁ ପଡୁଛି। ଏହିଭଳି ଦୃଶ୍ୟ […]

1 min read

ହିତାଧିକାରୀଙ୍କୁ ୩ମାସର ଚାଉଳ ଆଗୁଆ ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରି ହିତାଧିକାରୀମାନଙ୍କୁ ତିନି ମାସର ଚାଉଳ ଆଗୁଆ ପ୍ରଦାନ କରିବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଭୁବନେଶ୍ୱର ୦୫-୧୧-୨୦୨୪ (ପିପିଏସ ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରି ହିତାଧିକାରୀମାନଙ୍କୁ ତିନି ମାସର ଚାଉଳ ଆଗୁଆ ପ୍ରଦାନ କରିବା ପାଇଁ […]

1 min read

ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଦ୍ୱାରା “ଦି ପ୍ରୋଟେକ୍ସନ ଅଫ ହୁମ୍ୟାନ ରାଇଟ୍ସ ଆକ୍ଟ-୧୯୯୩” ସଂକଳିତ ପୁସ୍ତକ ଉନ୍ମୋଚିତ

ଭୁବନେଶ୍ୱର ୦୫-୧୧-୨୦୨୪ (ପିପିଏସ ) : ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ “ଦି ପ୍ରୋଟେକ୍ସନ ଅଫ ହୁମ୍ୟାନ ରାଇଟ୍ସ ଆକ୍ଟ-୧୯୯୩” ସଂକଳିତ ପୁସ୍ତକକୁ ଉନ୍ମୋଚନ କରିଛନ୍ତି । ଓଡିଶା ଉଚ୍ଚ ନ୍ୟାୟାଳୟର ବରିଷ୍ଠ ଆଇନଜୀବୀ ଶ୍ରୀ ପ୍ରଦୀପ କୁମାର ପଟ୍ଟନାୟକଙ୍କ ଦ୍ୱାରା ସଂକଳିତ ଏହି ପୁସ୍ତକକୁ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଲୋକସେବା ଭବନସ୍ଥିତ ନିଜ କାର୍ଯ୍ୟାଳୟରେ ଉନ୍ମୋଚନ କରିଛନ୍ତି । ଏହି ପୁସ୍ତକରେ ମାନବାଧିକାର ସୁରକ୍ଷା ଆଇନ, ଓଡ଼ିଶା ମାନବାଧିକାର ଆୟୋଗ […]

1 min read

ଭୁଶୁଡ଼ିଲା ବୁଲେଟ ଟ୍ରେନ ପାଇଁ ନିର୍ମାଣାଧୀନ ପୋଲ : ୨ ମୃତ

ଅହମ୍ମଦାବାଦ-ମୁମ୍ବାଇ ବୁଲେଟ୍ ଟ୍ରେନ୍ ପ୍ରକଳ୍ପ ନିର୍ମାଣକାର୍ଯ୍ୟ ଚାଲିଥିବା ସମୟରେ ଏକ ଦୁର୍ଘଟଣା ଘଟିଛି। ଗୁଜରାଟର ଆନନ୍ଦରେ ଏକ ନିର୍ମାଣାଧୀନ ପୋଲ ଭୁଶୁଡ଼ି ପଡ଼ିଛି। ଏହାଫଳରେ ଏପର୍ଯ୍ୟନ୍ତ ମିଳିଥିବା ସୂଚନା ଅନୁସାରେ ୨ ଜଣ ଶ୍ରମିକ ପ୍ରାଣ ହରାଇଛନ୍ତି ।  ଅହମଦାବାଦ/ଭୁବନେଶ୍ୱର ୦୫-୧୧-୨୦୨୪ (ପିପିଏସ ) : ଅହମ୍ମଦାବାଦ-ମୁମ୍ବାଇ ବୁଲେଟ୍ ଟ୍ରେନ୍ ପ୍ରକଳ୍ପ ନିର୍ମାଣକାର୍ଯ୍ୟ ଚାଲିଥିବା ସମୟରେ ଏକ ଦୁର୍ଘଟଣା ଘଟିଛି। ଗୁଜରାଟର ଆନନ୍ଦରେ ଏକ ନିର୍ମାଣାଧୀନ ପୋଲ ଭୁଶୁଡ଼ି ପଡ଼ିଛି। ଏହାଫଳରେ ଏପର୍ଯ୍ୟନ୍ତ ମିଳିଥିବା ସୂଚନା ଅନୁସାରେ […]

1 min read

ରାଢୋ ଗ୍ରାମ୍ୟ ରାସ୍ତା ଅବସ୍ଥା ଦୟନୀୟ

ଭଦ୍ରକ/ଭୁବନେଶ୍ୱର ୦୫-୧୧-୨୦୨୪ (ପିପିଏସ ) : ବଡ଼ବଡ଼ ଗ୍ରାମ ଓ ପଡ଼ାକୁ ଗମନାଗମନ ସୁବିଧା ପାଇଁ କେନ୍ଦ୍ର ଠାରୁ ରାଜ୍ୟ ସରକାରଙ୍କ ଯାଏଁ କୋଟିକୋଟି ଟଙ୍କା ବ୍ୟୟ କରୁଛନ୍ତି । ପ୍ରଧାନମନ୍ତ୍ରୀ ଗ୍ରାମସଡକ ସହିତ ମୁଖ୍ୟମନ୍ତ୍ରୀ ଗ୍ରାମ ସଡ଼କ ଓ ଅନ୍ୟାନ୍ୟ ଯୋଜନାରେ ନୂତନ ରାସ୍ତା ନିର୍ମାଣ ହେଉଥିବା ବେଳେ ଅନେକ ରାସ୍ତାର ପୁନଃରୁଦ୍ଧାର ମଧ୍ୟ ହେଉଛି । ଏହାସତ୍ୱେ ପ୍ରଶାସନିକ ଅପାରଗତା ହେଉ କିମ୍ବା ଆଂଚଳିକ ସ୍ତରରେ ରାଜନୈତିକ ନେତୃବୃନ୍ଦଙ୍କ ପରସ୍ପର ବିରୋଧାଭାସ ଯୋଗୁ ଆଜି […]

1 min read

ପ୍ରଜାତନ୍ତ୍ରର ପ୍ରଭାବ, ଚର୍ଚ୍ଚିକା ପ୍ରାଥମିକ ବିଦ୍ୟାଳରେ ମଧ୍ୟାହ୍ନଭୋଜନ କେଳେଙ୍କାରୀ, ତଦନ୍ତ କଲେ ଦୁଇ ଅଧିକାରୀ ତଦନ୍ତ ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ

ଗୋପ/ଭୁବନେଶ୍ୱର ୦୫-୧୧-୨୦୨୪ (ପିପିଏସ ) : ଗୋପ ବ୍ଲକ ଷୋଳପୁର ଚର୍ଚ୍ଚିକା ସରକାରୀ ନୋଡାଲ ବିଦ୍ୟାଳୟର ମଧ୍ୟାହ୍ନ୍ନ ଭୋଜନ କେଳେଙ୍କାରୀ ସମ୍ପର୍କିତ ଖବର ଗତକାଲି ପ୍ରକାଶ ପାଇବା ପରେ ଆଜି ଦୁଇ ଅଧିକାରୀ ବିଦ୍ୟାଳୟରେ ପହଁଚି  ତଦନ୍ତ କରିଛନ୍ତି। ସୂଚନା ଅନୁସାରେ ଗୋପ ବ୍ଲକ ଶିକ୍ଷାଧିକାରୀଙ୍କ ନିର୍ଦ୍ଧେଶକ୍ରମେ ଏବିଇଓ ବେଣୁଧର ମଲ୍ଲିକ ଓ ମଧ୍ୟାହ୍ନ ଭୋଜନ ଦାଇତ୍ୱରେ ଥିବା ଅଧିକାରୀ ଅଶୋକ ବେହେରା ଉକ୍ତ ବିଦ୍ୟାଳୟରେ ପହଞ୍ଚି ତଦନ୍ତ କରିଛନ୍ତି। ଏ ସମ୍ପର୍କିତ  ଘଟଣାକୁ ନେଇ ତଦନ୍ତକାରି […]

1 min read

ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବ ତାଳଚେର ମେଡିକାଲ କଲେଜ

୧୦୦ ସିଟ୍‌ରେ ପାଠପଢ଼ା ‌ପାଇଁ ଆବେଦନ କରାଯିବ ଅନୁଗୁଳ/ଭୁବନେଶ୍ୱର ୦୫-୧୧-୨୦୨୪ (ପିପିଏସ ) : ଅନିଶ୍ଚିତତା ଘେରରେ ରହିଥିବା ତାଳଚେରସ୍ଥିତ ପବିତ୍ର ମୋହନ ପ୍ରଧାନ ମେଡିକାଲ କଲେଜ ଓ ଡାକ୍ତରଖାନା କାର୍ଯ୍ୟକ୍ଷମ ‌ହେବା ନେଇ ପୁଣି ଆଶା ସଂଚାର ହୋଇଛି। ଏହି ମେଡିକାଲ କଲେଜ ପରିଚାଳନା ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ କରାଯାଇଛି। ମେଡିକ‌ାଲ କଲେଜ ଚଳାଇବା ନେଇ ରହିଥିବା ବିଭିନ୍ନ ସମସ୍ୟା ସଂପର୍କରେ ଏଥିରେ ଆଲୋଚନା କରାଯିବା ସହ […]

1 min read

ହ୍ୟୁଷ୍ଟନ୍‌ରେ ଆୟୋଜନ ହେବନି ଅଦିନିଆ ରଥଯାତ୍ରା, ବାତିଲ କଲା ଇସ୍କନ୍‌

ମହାପ୍ରଭୁଙ୍କ ଭକ୍ତଙ୍କ ପାଇ ଭଲ ଖବର ଆସିଛି। କୋଟିକୋଟି ଓଡ଼ିଆ ଯାହା ଦାବି କରୁଥିଲେ, ତାହା ହିଁ ହୋଇଛି। ଇସ୍କନ୍‌ର ପ୍ରତକ୍ଷ୍ୟ ତତ୍ବାବଧାନରେ ଆମେରିକୀୟ ସହର ହ୍ୟୁଷ୍ଟନ୍‌ରେ ଆୟୋଜନ ହେବାକୁ ଥିବା ରଥଯାତ୍ରା ବାତିଲ ହୋଇଛି। ଭୁବନେଶ୍ୱର ୦୫-୧୧-୨୦୨୪ (ପିପିଏସ ) : ଜଗନ୍ନାଥପ୍ରେମୀଙ୍କ ପାଇଁ ଖୁସି ଖବର ଆସିଛି। ମହାପ୍ରଭୁଙ୍କ ଓଡ଼ିଆ ଭକ୍ତଙ୍କ ପାଇ ଭଲ ଖବର ଆସିଛି। କୋଟିକୋଟି ଓଡ଼ିଆ ଯାହା ଦାବି କରୁଥିଲେ, ତାହା ହିଁ ହୋଇଛି। ଶ୍ରୀଲା ପ୍ରଭୁପାଦଙ୍କ ଦ୍ବାରା ପ୍ରତିଷ୍ଠିତ […]