1 min read

ବଢ଼ିଚାଲିଛି ଝାରପଡ଼ା ଜେଲ୍‌ ବିଭ୍ରାଟ

ତଦନ୍ତ ରିପୋର୍ଟ ଉପରେ ଡିଜିଙ୍କ ତନାଘନା ଗ୍ୟାଙ୍ଗ୍‌ଵାର୍‌, କଏଦୀ ମୃତ୍ୟୁ, ସେଲ୍‌ ଭିତରେ ସ୍ମାର୍ଟଫୋନ୍‌ରେ ଭିଡିଓ ସୁଟ୍, ଜେଲର୍‌ ଓ ୱାର୍ଡରଙ୍କୁ କଏଦୀଙ୍କ ଆକ୍ରମଣ ଭଳି ବିଭ୍ରାଟ ସବୁକୁ ଝାରପଡ଼ା ଜେଲ୍‌ କର୍ତ୍ତୃପକ୍ଷ ଅଡ଼ୁଆରେ। ଦିନକୁ ଦିନ ବିଭିନ୍ନ ପ୍ରକାରର ନୂଆନୂଆ ବିଭ୍ରାଟ ଦେଖିବାକୁ ମିଳିଛି। ଭୁବନେଶ୍ୱର ୨୮-୧୦-୨୦୨୪ (ପିପିଏସ) : ଗ୍ୟାଙ୍ଗ୍‌ଵାର୍‌, କଏଦୀ ମୃତ୍ୟୁ, ସେଲ୍‌ ଭିତରେ ସ୍ମାର୍ଟଫୋନ୍‌ରେ ଭିଡିଓ ସୁଟ୍, ଜେଲର୍‌ ଓ ୱାର୍ଡରଙ୍କୁ କଏଦୀଙ୍କ ଆକ୍ରମଣ ଭଳି ବିଭ୍ରାଟ ସବୁକୁ ଝାରପଡ଼ା ଜେଲ୍‌ […]

1 min read

ବାତ୍ୟା ପରେ ବାତ୍ୟା ଯାଉଛି: ସୁଲୋଚନାଙ୍କ ମୁଣ୍ଡ ଉପରୁ ହଟୁନି ଜରିପାଲ

ବାତ୍ୟା ପରେ ବାତ୍ୟା ଯାଉଛି। ମାତ୍ର ବୃଦ୍ଧା ସୁଲୋଚନାଙ୍କ ମୁଣ୍ଡ ଉପରୁ ଜରିପାଲ ଯିବା ନାଁ ଧରୁନି। ବାତ୍ୟା ଆସିବା ବେଳେ ତାଙ୍କୁ ପ୍ରଶାସନ ନେଇ ବାତ୍ୟା ଆଶ୍ରୟସ୍ଥଳୀ, ସ୍କୁଲ୍‌ କୋଠା କିମ୍ବା କ୍ଲବ୍‌ ଘରକୁ ନେଇ ଆଶ୍ରୟ ଦେଉଛି। ଭୁବନେଶ୍ୱର ୨୮-୧୦-୨୦୨୪ (ପିପିଏସ) : ବାତ୍ୟା ପରେ ବାତ୍ୟା ଯାଉଛି। ମାତ୍ର ବୃଦ୍ଧା ସୁଲୋଚନାଙ୍କ ମୁଣ୍ଡ ଉପରୁ ଜରିପାଲ ଯିବା ନାଁ ଧରୁନି। ବାତ୍ୟା ଆସିବା ବେଳେ ତାଙ୍କୁ ପ୍ରଶାସନ ନେଇ ବାତ୍ୟା ଆଶ୍ରୟସ୍ଥଳୀ, ସ୍କୁଲ୍‌ […]

1 min read

ପାଳନ ହେଉନି ଏନ୍‌ଜିଟିଙ୍କ ନିର୍ଦ୍ଦେଶନାମା

ବର୍ଜ୍ୟବସ୍ତୁରେ ପୋତା ହେଉଛି ବାଲିଯାତ୍ରା ପଡ଼ିଆ ଓ ନଦୀଶଯ୍ୟା ମହାନଦୀ ଓ କାଠଯୋଡି ନଦୀ ଶଯ୍ୟା ସୁରକ୍ଷା ପାଇଁ ଜାତୀୟ ଗ୍ରିନ୍‌ ଟ୍ରିବ୍ୟୁନାଲ୍‌(ଏନ୍‌ଜିଟି)ଙ୍କ ନିର୍ଦ୍ଦେଶର ଖୋଲା ଉଲ୍ଲଂଘନ ହେଉଛି। ନଦୀଶଯ୍ୟା ଓ ବାଲିଯାତ୍ରା ପଡ଼ିଆରେ କୁଢ଼କୁଢ଼ କଂକ୍ରିଟ୍‌ ଆବର୍ଜନା ଗଦାଇ ଦିଆଯାଉଛି। କଟକ/୨୮-୧୦-୨୦୨୪ (ପିପିଏସ) : ମହାନଦୀ ଓ କାଠଯୋଡି ନଦୀ ଶଯ୍ୟା ସୁରକ୍ଷା ପାଇଁ ଜାତୀୟ ଗ୍ରିନ୍‌ ଟ୍ରିବ୍ୟୁନାଲ୍‌(ଏନ୍‌ଜିଟି)ଙ୍କ ନିର୍ଦ୍ଦେଶର ଖୋଲା ଉଲ୍ଲଂଘନ ହେଉଛି। ନଦୀଶଯ୍ୟା ଓ ବାଲିଯାତ୍ରା ପଡ଼ିଆରେ କୁଢ଼କୁଢ଼ କଂକ୍ରିଟ୍‌ ଆବର୍ଜନା ଗଦାଇ […]

1 min read

କର୍ମଚାରୀଙ୍କ ଆନ୍ଦୋଳନ: ସମ୍ବଲପୁରରେ ଆଜି ଗଡ଼ୁନି ମୋ ବସ୍

ସମ୍ବଲପୁରରେ ଆଜି ଗଡ଼ୁନି ମୋ ବସ୍। ଠିକା କଂପାନିର ଅଧିକାରୀଙ୍କ ମନମୁଖୀ ପ୍ରତିବାଦରେ ମୋ ବସ୍ କର୍ମଚାରୀଙ୍କ ଆନ୍ଦୋଳନ ଯୋଗୁ ଗାଡ଼ି ଚଳାଚଳ ବ୍ୟାହତ ହୋଇଛି। ମୋ ବସ୍ କର୍ମଚାରୀଙ୍କ ଆନ୍ଦୋଳନ ଫଳରେ ଯାତ୍ରୀମାନେ ହଇରାଣ ହରକତ ହେଉଥିବା ପରିଲକ୍ଷିତ ହେଉଛି। ସମ୍ବଲପୁର/ଭୁବନେଶ୍ୱର ୨୮-୧୦-୨୦୨୪ (ପିପିଏସ) : ସମ୍ବଲପୁରରେ ଆଜି ଗଡ଼ୁନି ମୋ ବସ୍। ଠିକା କଂପାନିର ଅଧିକାରୀଙ୍କ ମନମୁଖୀ ପ୍ରତିବାଦରେ ମୋ ବସ୍ କର୍ମଚାରୀଙ୍କ ଆନ୍ଦୋଳନ ଯୋଗୁ ଗାଡ଼ି ଚଳାଚଳ ବ୍ୟାହତ ହୋଇଛି। ସୂଚନା ଅନୁଯାୟୀ, […]

1 min read

ବାଲିଯାତ୍ରା ଉଦ୍‌ଘାଟନୀ ଉତ୍ସବକୁ ଆସିବେ ପ୍ରଧାନମନ୍ତ୍ରୀ!

ଐତିହାସିକ କଟକ ବାଲିଯାତ୍ରା ଉଦ୍‌ଘାଟନୀ ଉତ୍ସବକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସିବା ନେଇ ଚର୍ଚ୍ଚା ଜୋର୍‌ ଧରିଛି। ପ୍ରାଶାସନିକ ସ୍ତରରେ ବି ଏଥିପାଇଁ ଏକପ୍ରକାର ପ୍ରସ୍ତୁତି ଆରମ୍ଭ ହୋଇଥିବା ଶୁଣିବାକୁ ମିଳୁଛି। କଟକ ,୨୮-୧୦-୨୦୨୪ (ପିପିଏସ) : ଐତିହାସିକ କଟକ ବାଲିଯାତ୍ରା ଉଦ୍‌ଘାଟନୀ ଉତ୍ସବକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସିବା ନେଇ ଚର୍ଚ୍ଚା ଜୋର୍‌ ଧରିଛି। ପ୍ରାଶାସନିକ ସ୍ତରରେ ବି ଏଥିପାଇଁ ଏକପ୍ରକାର ପ୍ରସ୍ତୁତି ଆରମ୍ଭ ହୋଇଥିବା ଶୁଣିବାକୁ ମିଳୁଛି। ନଭେମ୍ବର ୧୫ରେ ପ୍ରଧାନମନ୍ତ୍ରୀ ରାଉରକେଲା ଗସ୍ତରେ […]

1 min read

୨ କିମି ବୋହିଲେ ମୃତ ଗର୍ଭବତୀଙ୍କ ଶବ

ଗାଁ’କୁ ଆସିପାରିଲାନି ଆମ୍ବୁଲାନ୍‌ସ ମୋହନା/ଭୁବନେଶ୍ୱର ୨୮-୧୦-୨୦୨୪ (ପିପିଏସ) : ଗଜପତି ଜିଲ୍ଲା ମୋହନା ବ୍ଲକ୍ ଡମ୍ବଗୁଡ଼ା ପଞ୍ଚାୟତ ନିଲଡ଼ିକିଲିଆ ଗ୍ରାମକୁ ଭଲ ରାସ୍ତା ନଥିବାରୁ ଗ୍ରାମବାସୀ ପ୍ରତିଦିନ ସମସ୍ୟା ଭୋଗୁଛନ୍ତି। ଏପରିକି ଗ୍ରାମକୁ ଜରୁରୀକାଳୀନ ସମୟରେ ଆମ୍ବୁଲାନ୍‌ସଟିଏ ମଧ୍ୟ ଆସିପାରୁନାହିଁ।  ଗତକାଲି ଗ୍ରାମକୁ ଆମ୍ବୁଲାନ୍‌ସ ଆସି ପାରି ନଥିବାରୁ ଗ୍ରାମବାସୀ ଜଣେ ଗର୍ଭବତୀଙ୍କ ଶବକୁ ୨ କିଲୋମିଟର କାନ୍ଧରେ ବୋହିଥିଲେ।  ବଳରାମ ମଳିକଙ୍କ ପତ୍ନୀ ମମିତା ମଳିକ ୬ ମାସର ଗର୍ଭବତୀ ଥିବା ବେଳେ ସେ ହଠାତ୍ […]

1 min read

କମୁଛି ମାଟି ଦୀପର ଚାହିଦା:ଚିନ୍ତାରେ କୁମ୍ଭାର ପରିବାର

ଝରିଗାଁ/ଭୁବନେଶ୍ୱର ୨୮-୧୦-୨୦୨୪ (ପିପିଏସ) : ଦିନ ଥିଲା ମାଟି ସାମଗ୍ରୀ ବିକ୍ରି କରି ବେଶ ଦୁଇ ପଇସା ରୋଜଗାର କରୁଥିଲେ କୁମ୍ଭାର ସମ୍ପ୍ରଦାୟର ଲୋକେ।କିନ୍ତୁ ସଂପ୍ରତି ପ୍ଲାଷ୍ଟିକ, ଷ୍ଟିଲ, ଭଳି ଘରୋଇ ଉପକରଣ ମିଳିବା ପରେ ମାଟି ସାମଗ୍ରୀର ଚାହିଦା ଆଶାତୀତ ଭାବେ କମି ଯାଇଛି। କେବଳ ପୂଜାପାର୍ବଣ, ଯାନିଯାତ୍ରା, ବିବାହ ଓ ବ୍ରତରେ ଖୋଜା ପଡ଼ିଥାଏ ମାଟି ତିଆରି ଦୀପ, ହାଣ୍ଡି ଇତ୍ୟାଦି। ତେଣୁ ଏହି କୌଳିକ ବୃତ୍ତି ଆପଣାଇ ପରିବାର ଚଳାଇବା କୁମ୍ଭାର ପରିବାର […]

1 min read

ଦାଦନ ଜନିତ ବିସ୍ଥାପନ ସମସ୍ୟାର ନିରାକରଣ ନେଇ ଗଠିତ ଟାସ୍କଫୋର୍ସର ପ୍ରଥମ ବୈଠକ

ରାଜ୍ୟରେ ଦାଦନ ଜନିତ ବିସ୍ଥାପନ ସମସ୍ୟାର ନିରାକରଣ ନିମନ୍ତେ ଗଠିତ ଏହି ଉଚ୍ଚସ୍ତରୀୟ ଟାସ୍କଫୋର୍ସର୍ ପ୍ରଥମ ବୈଠକରେ ଦାଦନ ଯିବା କାରଣ ଓ ଏହାର ସମାଧାନ ଉପରେ ସଭିଏଁ ନିଜ ନିଜର ମତବ୍ୟକ୍ତ କରିଥିଲେ ।  ଭୁବନେଶ୍ୱର ୨୮-୧୦-୨୦୨୪ (ପିପିଏସ) : ଆଜି ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଦାଦନ ଜନିତ ବିସ୍ଥାପନ ସମସ୍ୟାର ନିରାକରଣ ନିମନ୍ତେ ଗଠନ ହୋଇଥିବା ଟାସ୍କଫୋର୍ସର ପ୍ରଥମ ବୈଠକ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି ମନ୍ତ୍ରୀ […]

1 min read

ତୃତୀୟ ପର୍ଯ୍ୟାୟର ପ୍ରଥମ କିସ୍ତି ଦିଆଯିବା ତାରିଖ ଖୁବ୍ ଶୀଘ୍ର ଘୋଷିତ ହେବ: ପ୍ରଭାତୀ ପରିଡ଼ା

‘ସୁଭଦ୍ରା’ ଯୋଜନା ନେଇ ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଖୁବ୍ ଶୀଘ୍ର ତୃତୀୟ ପର୍ଯ୍ୟାୟର ପ୍ରଥମ କିସ୍ତି ଟଙ୍କା ଦିଆଯିବ। ଖୁବ୍ ଶୀଘ୍ର ଏନେଇ ତାରିଖ ଘୋଷଣା କରାଯିବ। ଭୁବନେଶ୍ୱର ୨୮-୧୦-୨୦୨୪ (ପିପିଏସ) : ‘ସୁଭଦ୍ରା’ ଯୋଜନା ନେଇ ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଖୁବ୍ ଶୀଘ୍ର ତୃତୀୟ ପର୍ଯ୍ୟାୟର ପ୍ରଥମ କିସ୍ତି ଟଙ୍କା ଦିଆଯିବ। ଖୁବ୍ ଶୀଘ୍ର ଏନେଇ ତାରିଖ ଘୋଷଣା […]

1 min read

ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ଆୟୁଷ୍ମାନ ଭାରତ ଯୋଜନା ଓଡ଼ିଶାରେ ଲାଗୁ ହେବ

ଓଡ଼ିଶାରେ ପୂର୍ବରୁ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହୋଇନଥିଲା, ତେଣୁ ତାର ମୋଡାଲିଟି ବି ପ୍ରସ୍ତୁତ ହୋଇନାହିଁ । ଆମେ ଖୁବ୍ ଶୀଘ୍ର ମୋଡାଲିଟି ପ୍ରସ୍ତୁତ କରି ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ଏହାକୁ ଲାଗୁ କରିବୁ। ଏଭଳି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ଭୁବନେଶ୍ୱର ୨୮-୧୦-୨୦୨୪ (ପିପିଏସ) : ଆୟୁଷ୍ମାନ ଭାରତ ଯୋଜନାର ପାର୍ଟ ୨ ଆସନ୍ତାକାଲି ଜାତୀୟ ସ୍ତରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ଵାରା ଲଞ୍ଚ ହେବ, ଯାହାକୁ ଓଡ଼ିଶା […]