ଅନ୍ତର୍ଜାତୀୟ
ଖଣ୍ଡଗିରି ଥାନାରେ ନାଇଜେରୀୟ ପର୍ଯ୍ୟଟକ
ଭୁବନେଶ୍ୱର ୧୪-୦୯-୨୦୨୪(ପିପିଏସ): ଆଜି ରାତି ପ୍ରାୟ ୧୨ଟା ସମୟରେ ଖଣ୍ଡଗିରି ପୁଲିସ ଜଣେ ନାଇଜେରୀୟ ପର୍ଯ୍ୟଟକଙ୍କୁ ଥାନାକୁ ଉଠାଇଆଣିଛି। ତାଙ୍କର ବୟସ ୨୫ରୁ ୩୦ ବର୍ଷ ମଧ୍ୟରେ ହେବ। ଚର୍ଚ୍ଚା ହେଉଛି ଯେ ପୁଲିସ ଉକ୍ତ ଯୁବକଙ୍କ ନିକଟରୁ ପ୍ରାୟ ୨ଲକ୍ଷ ନଗଦ ଟଙ୍କା ଜବତ କରିଛି। ତେବେ ସେ ଟଙ୍କା ତାଙ୍କ ବନ୍ଧୁଙ୍କର ବୋଲି ନାଇଜେରୀୟ ପର୍ଯ୍ୟଟକ କହୁଛନ୍ତି। ତାଙ୍କ ବନ୍ଧୁମାନେ ଦିଲ୍ଲୀ ଓ ଆଜମେରରେ ଥିବା ସେ ଦାବି କରିଛନ୍ତି ବୋଲି ସୂଚନା ମିଳିଛି।ତେବେ […]
୨-୧ ଗୋଲ୍ରେ ପାକିସ୍ତାନକୁ ପରାଜିତ କଲା ଭାରତ
ବେଜିଂ/ଭୁବନେଶ୍ୱର ୧୪-୦୯-୨୦୨୪(ପିପିଏସ): ଏସିଆନ ହକି ଚାମ୍ପିଅନ୍ସ ଟ୍ରଫିରେ ଶନିବାର ପାକିସ୍ତାନକୁ ୨-୧ ରେ ପରାସ୍ତ କରି ଭାରତୀୟ ହକି ଦଳ କ୍ରମାଗତ ପଞ୍ଚମ ବିଜୟ ପଞ୍ଜିକରଣ କରିଛି। କ୍ୟାପଟେନ ହରମନପ୍ରୀତ ସିଂ ଭାରତ ପାଇଁ ଉଭୟ ଗୋଲ ସ୍କୋର କରିଛନ୍ତି। ପାକିସ୍ତାନ ପାଇଁ ଏକମାତ୍ର ଗୋଲ ଅହମ୍ମଦ ନାଦିମ ସ୍କୋର କରିଥିଲେ। ଏହି ବିଜୟ ସହିତ ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି।ଯେତେବେଳେ କି, ଏହା ପାକିସ୍ତାନ ଦଳର ପ୍ରଥମ ପରାଜୟ। ପଏଣ୍ଟ ଟେବୁଲରେ ଭାରତ […]
ଆସନ୍ତା ବର୍ଷ ଶେଷ ସୁଦ୍ଧା ୯୦,୦୦୦ ଛୁଇଁପାରେ ସୁନା !
ଅନ୍ତର୍ଜାତିକ ବଜାରରେ ସ୍ପଟ୍ ସୁନା ୧.୬ ପ୍ରତିଶତ ବୃଦ୍ଧି ପାଇ ଆଉନ୍ସ ପିଛା ୨,୫୫୧.୧୯ ଡଲାର ରେ ପହଞ୍ଚିଥିବା ବେଳେ ଆମେରିକାର ସୁନା ଫ୍ୟୁଚର ୧.୪ ପ୍ରତିଶତ ବୃଦ୍ଧି ପାଇ ୨,୫୭୮.୯୦ ଡଲାରରେ ପହଞ୍ଚିଛି। ନୂଆଦିଲ୍ଲୀ/ଭୁବନେଶ୍ବର,୧୩-୦୯-୨୦୨୪ (ପିପିଏସ): ସୁନା ଦର ପୁଣି ଥରେ ରେକର୍ଡ ସ୍ତରରେ ପହଞ୍ଚିଛି। ଆମେରିକୀୟ ଫେଡେରାଲ ରିଜର୍ଭ ଦ୍ୱାରା ସୁଧ ହାର ହ୍ରାସ ଆଶା ବଢ଼ୁଥିବା ବେଳେ ଗୁରୁବାର ସୁନା ଦର ୧ ପ୍ରତିଶତରୁ ଅଧିକ ବୃଦ୍ଧି ପାଇ ସର୍ବକାଳୀନ ସର୍ବୋଚ୍ଚ ସ୍ତରରେ […]
ଏସିଆନ ଚାମ୍ପିୟନ୍ସ ଟ୍ରଫି : କୋରିଆକୁ ହରାଇ ଅପରାଜେୟ ରହିଛି ଭାରତୀୟ ହକି ଟିମ
ନୂଆଦିଲ୍ଲୀ/ଭୁବନେଶ୍ୱର,୧୨-୦୯-୨୦୨୪ (ପିପିଏସ) : ଚାଇନାରେ ଚାଲିଥିବା ଏସିଆନ ଚାମ୍ପିୟନ୍ସ ଟ୍ରଫିରେ ଭାରତୀୟ ହକି ଟିମ ଏପର୍ଯ୍ୟନ୍ତ ଅପରାଜେୟ ରହିଛି । ଟୁର୍ଣ୍ଣାମେଣ୍ଟରେ ଆରମ୍ଭରୁ ଅପରାଜେୟ ଥିବା ଭାରତ ଆଜି ୪ର୍ଥ ମୁକାବିଲାରେ କୋରିଆକୁ ୩-୧ ଗୋଲରେ ମାତ ଦେଇଛି। ବୁଧବାର କ୍ରମାଗତ ହ୍ୟାଟ୍ରିକ ବିଜୟ ସହ ସେମିଫାଇନାଲରେ ନିଜର ସ୍ଥାନ ପକ୍କା କରି ସାରିଥିବା ଭାରତ ଆଜି ଆଉ ଏକ ବିଜୟ ସହ ଶୀର୍ଷରେ ନିଜକୁ ଆହୁରି ମଜବୁତ କରିଛି। ଏବେ ଶେଷ ଗୃପ ମ୍ୟାଚ୍ରେ(ଶନିବାର) ଭାରତୀୟ […]
ସାଉଦି ଆରବରେ ଫସିଲେ ୬ ଓଡ଼ିଆଙ୍କ ସମେତ ୮ ଜଣ
ଭୁବନେଶ୍ୱର,୧୦-୦୯-୨୦୨୪(ପିପିଏସ) : ବିଜେପି ରାଷ୍ଟ୍ରୀୟ ଉପସଭାପତି ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ସାଉଦି ଆରବରେ ଫସିଥିବା ୬ ଜଣ ଓଡିଆଙ୍କ ସମେତ ୮ ଜଣ ଯୁବକଙ୍କୁ ଉଦ୍ଧାର କରି ଭାରତ ଫେରାଇ ଆଣିବା ପାଇଁ ଭାରତୀୟ ରାଷ୍ଟ୍ରଦୂତଙ୍କୁ ହସ୍ତକ୍ଷେପ କରିବାକୁ ଏକ ଚିଠି ଲେଖି ନିବେଦନ କରିଛନ୍ତି। କେନ୍ଦ୍ରାପଡା ଜିଲ୍ଲାର ଭୁଇଁପୁରର ବଳରାମ ସାହୁ, ରାଜନଗରର କ୍ଷୀରୋଦ ନାରାୟଣ ପାତ୍ର, ଖୋର୍ଦ୍ଧା ଜିଲ୍ଲା ଦାମୋଦରପୁର ଗ୍ରାମର ବନମାଳୀ ଖୁଣ୍ଟିଆ, ପଞ୍ଚୁଗାଁର ରଞ୍ଜିତ ବାରିକ, ଅସୁରିପାଟଣା ଗ୍ରାମର […]
ସ୍ବର୍ଣ୍ଣ ଜିତିଲେ ଇନକମ ଟ୍ୟାକ୍ସ ଇନ୍ସପେକ୍ଟର
ନୂଆଦିଲ୍ଲୀ/ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : ପ୍ୟାରିସ ପାରା ଅଲିମ୍ପିକ୍ସ ୨୦୨୪ରେ ଭାରତୀୟ ଖେଳାଳିଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ଭାରତ ଏ ପର୍ଯ୍ୟନ୍ତ ୭ ସ୍ଵର୍ଣ୍ଣ, ୯ ରୌପ୍ୟ ଓ ୧୩ କାଂସ୍ୟ ପଦକ ଜିତି ସାରିଛି। ଅର୍ଥାତ ପାରାଅଲିମ୍ପିକ୍ସ ୨୦୨୪ରେ ଭାରତର ପଦକ ସଂଖ୍ୟା ୨୯କୁ ବୃଦ୍ଧି ପାଇଛି। ଭାରତ ଚଳିତ ପାରା ଅଲିମ୍ପିକ୍ସରେ ପଦକ ତାଲିକାରେ ୧୬ମ ସ୍ଥାନରେ ରହିଛି। ଯାହା ଆମ ଦେଶ ପାଇଁ ଗୌରବର ବିଷୟ। ଗତଶନିବାର ପୁରୁଷ ଜାଭେଲିନ ପ୍ରତିଯୋଗିତାି ଫାଇନାଲ୍ରେ ନବଦୀପ ସିଂହ […]
ଏସିଆନ ଚାମ୍ପିୟନ୍ସ ଟ୍ରଫି : ଭାରତୀୟ ହକି ଟିମର କ୍ରମାଗତ ଦ୍ୱିତୀୟ ବିଜୟ
ନୂଆଦିଲ୍ଲୀ/ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : ଏସିଆନ ଚାମ୍ପିୟନ୍ସ ଟ୍ରଫିରେ ଭାରତୀୟ ହକି ଟିମର ବିଜୟ ଧାରା ଜାରି ରହିଛି । ପ୍ରଥମ ମ୍ୟାଚ୍ରେ ଚାଇନାକୁ ମାତ ଦେଇଥିବା ହକି ଟିମ ଆଜି ଜାପାନକୁ ଏକତରଫା ଭାବେ ୫-୧ ଗୋଲରେ ହରାଇଛି । ଆଜିର ମ୍ୟାଚ୍ରେ ଭାରତୀୟ ହକି ଟିମ ଆରମ୍ଭରୁ ହିଁ ନିଜ ଦବଦବା ଦେଖାଇଥିଲା। ପ୍ରଥମ ୨ ମିନିଟରେ ୨ଟି ଗୋଲ ସ୍କୋର କରି ଦଳ ଅଗ୍ରଣୀ ହାସଲ କରିଥିଲା। ଦ୍ୱିତୀୟ କ୍ୱାର୍ଟରର ଦ୍ୱିତୀୟ ମିନିଟରେ ଦଳ ଆଉ […]
ଖୁବ୍ଶୀଘ୍ର କମିବ ପେଟ୍ରୋଲ ଦର! ୨ରୁ ୩ ଟଙ୍କା କମିବା ସମ୍ଭାବନା
୨ରୁ ୩ ଟଙ୍କା କମିବା ସମ୍ଭାବନାମାର୍ଚ୍ଚ ୧୪ରେ ୨ ଟଙ୍କା କମିଥିଲା୭୩ ଡଲାର ତଳେ ଅଶୋଧିତ ତେଲ ଭୁବନେଶ୍ବର/୦୮-୦୯-୨୦୨୪(ପିପିଏସ): ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତେଲ ଦର ବ୍ୟାରେଲ ପିଛା ୭୩ ଡଲାର ତଳକୁ ଏବେ ଖସିଆସିଛି। ଏଥିସହିତ ଆମେରିକା, ଚୀନ ଏବଂ ୟୁରୋପୀୟ ଦେଶଗୁଡ଼ିକରେ ମଧ୍ୟ ଅଶୋଧିତ ତେଲ ଚାହିଦା କମ୍ ରହିଛି। ଆଗାମୀ ଅକ୍ଟୋବର ପହିଲାରୁ ଓପେକ୍ ପ୍ଲସ ଦେଶଗୁଡ଼ିକ ଅଶୋଧିତ ତେଲ ଉତ୍ପାଦନ ବଢ଼ାଇବା ସମ୍ଭାବନା ରହିଛି। ଅନ୍ୟପକ୍ଷରେ ଆସନ୍ତା ୧୮ ତାରିଖରୁ ଜମ୍ମୁ […]
ରୁଷିଆ-ୟୁକ୍ରେନ ଯୁଦ୍ଧ ରୋକିବାକୁ ଭାରତର ପ୍ରୟାସ: ଅଜିତ ଡୋଭାଲ ଶାନ୍ତି ଦୂତ !
ନୂଆଦିଲ୍ଲୀ/ଭୁବନେଶ୍ୱର,୦୮-୦୯-୨୦୨୪(ପିପିଏସ) : ରୁଷିଆ-ୟୁକ୍ରେନ ଯୁଦ୍ଧକୁ ରୋକିବା ପାଇଁ ଭାରତ ଉଦ୍ୟମ ଜାରି ରଖିଥିବା ଜଣାପଡିଛି। ବର୍ତ୍ତମାନ ଅଜିତ ଡୋଭାଲ ମସ୍କୋ ଯାଉଛନ୍ତି। ଫଳରେ ଏହି ଅନୁମାନ ଏବେ ଦୃଢ଼ ହେବାରେ ଲାଗିଛି। କେବଳ ଏତିକି ନୁହେଁ, ରୁଷ-ୟୁକ୍ରେନ ଯୁଦ୍ଧକୁ ରୋକିବା ପାଇଁ ବିଶ୍ୱର ସମସ୍ତ ଦେଶ ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରତି ଦୃଷ୍ଟି ରଖିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ନିଜେ ଏହି ପ୍ରସଙ୍ଗରେ ସ୍ପଷ୍ଟ କରିଛନ୍ତି ଏବଂ ଶାନ୍ତିପୂର୍ଣ୍ଣ ସମାଧାନ ପାଇଁ ପରାମର୍ଶ ଦେଇଛନ୍ତି। ଠିକ୍ ଏହି […]
ପ୍ୟାରିସ୍ ପାରାଅଲିମ୍ପିକ୍ସ : ଭାରତକୁ ଆଉ ଏକ ସ୍ୱର୍ଣ୍ଣ
ନୂଆଦିଲ୍ଲୀ/ଭୁବନେଶ୍ୱର,୦୮-୦୯-୨୦୨୪(ପିପିଏସ) : ପ୍ୟାରିସ ପାରାଅଲିମ୍ପିକ୍ସରେ ଭାରତକୁ ଆଉ ଏକ ସ୍ୱର୍ଣ୍ଣ ପଦକ ମିଳିଛି । ଜାଭେଲିନରେ ନବଦୀପ ସିଂହଙ୍କ ସିଲଭର୍ ଗୋଲ୍ଡ ମେଡାଲ୍ରେ ବଦଳିଛି। ଡିସକ୍ୱାଲିଫାଏ ହେଲେ ପୂର୍ବରୁ ସ୍ୱର୍ଣ୍ଣ ଜିତିଥିବା ଇରାନର ସାଦେଘ ବେତ୍ ସୟାହ। ବିବାଦୀୟ ପତାକା ପ୍ରଦର୍ଶନ କରିବାରୁ ଅଯୋଗ୍ୟ ଘୋଷିତ ହୋଇଛନ୍ତି ସାଦେଘ। ଏହାପରେ ପୁରୁଷ ଜାଭେଲିନ୍ ଥ୍ରୋ F41 ଫାଇନାଲରେ ୨ୟ ସ୍ଥାନରେ ଥିବା ନବଦୀପଙ୍କ ରୌପ୍ୟ ପଦକ ସ୍ୱର୍ଣ୍ଣକୁ ପରିବର୍ତ୍ତିତ ହୋଇଛି। ଫାଇନାଲରେ ତୃତୀୟ ଥ୍ରୋରେ ବ୍ୟକ୍ତିଗତ ସର୍ବଶ୍ରେଷ୍ଠ […]