ଜୀବନଚର୍ଯ୍ୟା
୨୪ ବର୍ଷରେ ଯାହା ହୋଇପାରି ନଥିଲା, ୮ ମାସରେ ତାହା ହୋଇପାରିଛି: ମୁଖ୍ୟମନ୍ତ୍ରୀ
ବିଧାନସଭାରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଧନ୍ୟବାଦ ପ୍ରସ୍ତାବର ଆଲୋଚନା କରିଛନ୍ତି। ଗତ ୧୩ ତାରିଖ ଦିନ ଚଳିତ ବର୍ଷ ପାଇଁ ଓଡ଼ିଶା ବିଧାନସଭାର ପ୍ରଥମ ଅଧିବେଶନରେ ରାଜ୍ୟପାଳ ତାଙ୍କ ଅଭିଭାଷଣ ଏହି ପବିତ୍ର ଗୃହରେ ଉପସ୍ଥାପନ କରିଥିଲେ। ଭୁବନେଶ୍ୱର ୧୫-୦୨-୨୦୨୫(ପିପିଏସ ) : ବିଧାନସଭାରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଧନ୍ୟବାଦ ପ୍ରସ୍ତାବର ଆଲୋଚନା କରିଛନ୍ତି। ଗତ ୧୩ ତାରିଖ ଦିନ ଚଳିତ ବର୍ଷ ପାଇଁ ଓଡ଼ିଶା ବିଧାନସଭାର […]
“ଲକ୍ଷପତି ଦିଦି ଯୋଜନା” ଘୋଷଣା
ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଧନ୍ୟବାଦ ଓ କୃତଜ୍ଞତା ଜଣାଇଲେ ମହିଳା କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଭୁବନେଶ୍ୱର ୧୫-୦୨-୨୦୨୫(ପିପିଏସ ) : ରାଜ୍ୟର ମହିଳାଙ୍କର ଆର୍ଥିକ ଅଭିବୃଦ୍ଧି କରାଇବା ଲକ୍ଷ୍ୟ ନେଇ “ଲକ୍ଷପତି ଦିଦି ଯୋଜନା” କାର୍ଯ୍ୟକାରୀ ନିମନ୍ତେ ଗତକାଲି ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିବୃତି ଦେବାପରେ, ଶନିବାର ମଧ୍ୟାହ୍ନରେ ରାଜ୍ୟର ୩୦ଟି ଜିଲ୍ଲାର ପ୍ରାୟ ୧୦୦୦ରୁ ଉର୍ଦ୍ଧ୍ୱ ମହିଳା କମ୍ୟୁନିଟି ସପୋର୍ଟ ଷ୍ଟାଫ ଭୁବନେଶ୍ୱର ସ୍ଥିତ ରାଜ୍ୟ ଅତିଥି ଭବନ ଠାରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି […]
୬ ବର୍ଷରେ ରାଜ୍ୟରେ ୮ ହଜାର ୧୫୯ଟି ବାଲ୍ୟବିବାହ ହୋଇଛି: ଉପମୁଖ୍ୟମନ୍ତ୍ରୀ
ଦେଶ ସ୍ବାଧୀନତାର ୭୮ବର୍ଷ ଅତିକ୍ରମ କରିସାରିଛି। ସରକାର ‘ବିକଶିତ ଓଡ଼ିଶା, ବିକଶିତ ଭାରତ’ ପାଇଁ କାମ କରୁଛନ୍ତି ବୋଲି କହୁଛନ୍ତି। ଶିକ୍ଷା, ସ୍ବାସ୍ଥ୍ୟ ଗମନାଗମନରେ ପରିବର୍ତ୍ତନ ହୋଇଛି। ଅତ୍ୟାଧୁନିକ ସୁବିଧା ଥିବା ସମୟରେ ପୂରାତନ ମାନସିକତା ନେଇ ରାଜ୍ୟରେ ଲକ୍ଷଲକ୍ଷ ଲୋକଙ୍କୁ ବଞ୍ଚିବାକୁ ପଡୁଛି। ଭୁବନେଶ୍ୱର ୧୫-୦୨-୨୦୨୫(ପିପିଏସ ) : ଦେଶ ସ୍ବାଧୀନତାର ୭୮ବର୍ଷ ଅତିକ୍ରମ କରିସାରିଛି। ସରକାର ‘ବିକଶିତ ଓଡ଼ିଶା, ବିକଶିତ ଭାରତ’ ପାଇଁ କାମ କରୁଛନ୍ତି ବୋଲି କହୁଛନ୍ତି। ଶିକ୍ଷା, ସ୍ବାସ୍ଥ୍ୟ ଗମନାଗମନରେ ପରିବର୍ତ୍ତନ […]
ପୂର୍ବ ଭାରତର ପ୍ରଥମ ଅସ୍ଥି ବ୍ୟାଙ୍କରେ ଅଚଳାବସ୍ଥା
କିଣାଯାଇ ପାରୁନି ସାଢ଼େ ୮ଲକ୍ଷ ଟଙ୍କାର ଫ୍ରିଜ୍ କଟକ ୧୫-୦୨-୨୦୨୫(ପିପିଏସ ) : ପୂର୍ବ ଭାରତର ପ୍ରଥମ ଅସ୍ଥି ବ୍ୟାଙ୍କ ପ୍ରତିଷ୍ଠା କରି ରାଜ୍ୟ ଚିକିତ୍ସା ବିଜ୍ଞାନରେ ନୂଆ ଇତିହାସ ସୃଷ୍ଟି କରିଛି ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟ। ଅସ୍ଥିଶଲ୍ୟ ବିଭାଗ (ଅର୍ଥୋପେଡିକ୍)ରେ ଗତବର୍ଷ ଅକ୍ଟୋବର ୮ତାରିଖରେ ନୂତନ ଅସ୍ଥି ବ୍ୟାଙ୍କକୁ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଉଦ୍ଘାଟନ କରିଥିଲେ। ଏହି ଅସ୍ଥି ବ୍ୟାଙ୍କକୁ ଉଦ୍ଘାଟନ କରିବା ଅବସରରେ ଏହା ରାଜ୍ୟ ଚିକିତ୍ସା କ୍ଷେତ୍ରରେ ଯୁଗାନ୍ତକାରୀ […]
ବନ୍ଦ ଡାକରା ଦେଲା ନକ୍ସଲ ସଂଗଠନ
ସୀମାନ୍ତ ଛତିଶଗଡ଼ର ଜାତୀୟ ଉଦ୍ୟାନ ଏବଂ ଟେକାମେଟା ଜଂଗଲରେ ପୁଲିସ ଏନକାଉଣ୍ଟରରେ ୩୧ ଜଣ ନକ୍ସଲ ମୃତ୍ୟୁବରଣ କରିଥିବା ବେଳେ ଆଜି ନକ୍ସଲ ସଂଗଠନ ପକ୍ଷରୁ ପ୍ରେସ ବିବୃତ୍ତି ଜାରି କରାଯାଇଛି। ମାଲକାନଗିରି/ଭୁବନେଶ୍ୱର ୧୫-୦୨-୨୦୨୫(ପିପିଏସ ) : ସୀମାନ୍ତ ଛତିଶଗଡ଼ର ଜାତୀୟ ଉଦ୍ୟାନ ଏବଂ ଟେକାମେଟା ଜଂଗଲରେ ପୁଲିସ ଏନକାଉଣ୍ଟରରେ ୩୧ ଜଣ ନକ୍ସଲ ମୃତ୍ୟୁବରଣ କରିଥିବା ବେଳେ ଆଜି ନକ୍ସଲ ସଂଗଠନ ପକ୍ଷରୁ ପ୍ରେସ ବିବୃତ୍ତି ଜାରି କରାଯାଇଛି। ଏହି ପ୍ରେସ ବିବୃତ୍ତିରେ ସଂଗଠନର ୨୧ […]
ପିଇଓଙ୍କ ଠାରୁ ୮.୫୯ ଲକ୍ଷ ଲୁଟ
କୋରାପୁଟ ଜିଲ୍ଲାର ବୋରିଗୁମ୍ମା ବ୍ଲକ ବିସିଂହପୁର ଥାନା ଅଞ୍ଚଳରେ ଶନିବାର ଦିନ ଦ୍ବିପହରରେ ଲୁଟ୍ ହୋଇଛି। ବୋରିଗୁମ୍ମା ବ୍ଲକର ବୋଡ଼ିଗାଁ ପଞ୍ଚାୟତର ପଞ୍ଚାୟତ ନିର୍ବାହୀ ଅଧିକାରୀ ଅର୍ଜୁନ ପାତ୍ର ଏହି ଲୁଟର ଶିକାର ହୋଇଛନ୍ତି। କୋରାପୁଟ/ଭୁବନେଶ୍ୱର ୧୫-୦୨-୨୦୨୫(ପିପିଏସ ) : କୋରାପୁଟ ଜିଲ୍ଲାର ବୋରିଗୁମ୍ମା ବ୍ଲକ ବିସିଂହପୁର ଥାନା ଅଞ୍ଚଳରେ ଶନିବାର ଦିନ ଦ୍ବିପହରରେ ଲୁଟ୍ ହୋଇଛି। ବୋରିଗୁମ୍ମା ବ୍ଲକର ବୋଡ଼ିଗାଁ ପଞ୍ଚାୟତର ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ଅର୍ଜୁନ ପାତ୍ର ଏହି ଲୁଟର ଶିକାର ହୋଇଛନ୍ତି। […]
କେରଳ ଉତ୍ସବରେ ହାତୀ ମାତିଲେ: ୩ ଜଣଙ୍କ ମୃତ୍ୟୁ, ୩୬ ଆହତ
କେରଳର କୋଝିକୋଡ଼ ଜିଲ୍ଲାରେ ଏକ ଉତ୍ସବ ସମୟରେ ହାତୀ ଆତଙ୍କ ଯୋଗୁଁ ୩ ଜଣଙ୍କ ମୃତ୍ୟୁ ହୋଇଛି ଏବଂ ୩୬ ଜଣ ଶ୍ରଦ୍ଧାଳୁ ଆହତ ହୋଇଛନ୍ତି। କୁରୁଭଙ୍ଗଡ଼ର ମନାକୁଲାଙ୍ଗରା ଭଗବତୀ ମନ୍ଦିରରେ ବାର୍ଷିକ ଉତ୍ସବର ପଞ୍ଚମ ତଥା ଶେଷ ଦିନରେ ଏହି ଘଟଣା ଘଟିଛି। କୋଝିକୋଡ଼/ଭୁବନେଶ୍ୱର ୧୫-୦୨-୨୦୨୫(ପିପିଏସ ) : କେରଳର କୋଝିକୋଡ଼ ଜିଲ୍ଲାରେ ଏକ ଉତ୍ସବ ସମୟରେ ହାତୀ ଆତଙ୍କ ଯୋଗୁଁ ୩ ଜଣଙ୍କ ମୃତ୍ୟୁ ହୋଇଛି ଏବଂ ୩୬ ଜଣ ଶ୍ରଦ୍ଧାଳୁ ଆହତ ହୋଇଛନ୍ତି। […]
ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ପର୍ଯ୍ୟନ୍ତ ବଢ଼ିଲା ରାସନ କାର୍ଡ ଇ-କେୱାଇସି ସମୟ ସୀମା: ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
ରାଜ୍ୟରେ ରାସନ କାର୍ଡ ଇ-କେୱାଇସି ଅପଡେଟ୍ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବଢ଼ିଛି ବୋଲି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ପ୍ରଦାନ କରିଛନ୍ତି। ପଞ୍ଚମ ଥର ପାଇଁ ସମ୍ପ୍ରସାରଣ କରିଛନ୍ତି ରାଜ୍ୟ ସରକାର। ଆଜି ଇ-କେୱାଇସି ଅପଡେଟର ଅବଧି ସରିବାର ଥିଲା । ଭୁବନେଶ୍ୱର ୧୫-୦୨-୨୦୨୫(ପିପିଏସ ) : ରାଜ୍ୟରେ ରାସନ କାର୍ଡ ଇ-କେୱାଇସି ଅପଡେଟ୍ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବଢ଼ିଛି ବୋଲି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ପ୍ରଦାନ […]
ବନ୍ଦ ଘରୁ ୩ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
ସଦର ଥାନା ଅନ୍ତର୍ଗତ ଖମାର ଗାଁରେ ଆଜି ଅପରାହ୍ଣରେ ବନ୍ଦ ଘରୁ ୩ଜଣଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକମାନଙ୍କ ଭିତରେ ବାପା, ଝିଅ ଓ ନାତି ଅଛନ୍ତି। ରିପୋର୍ଟ ଲେଖାଯିବା ବେଳକୁ ସେମାନଙ୍କର ପରିଚୟ ମିଳିପାରି ନାହିଁ। ଢେଙ୍କାନାଳ/ଭୁବନେଶ୍ୱର ୧୫-୦୨-୨୦୨୫(ପିପିଏସ ) : ସଦର ଥାନା ଅନ୍ତର୍ଗତ ଚାଉଳିଆ ଖମାର ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଏହି ଗାଁରେ ଏକ ବନ୍ଦ ଘରୁ ୩ଜଣଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ ବ୍ୟକ୍ତିମାନେ ହେଲେ […]
୧୦ମାସର ବକେୟା ପାଇବେ କମ୍ୟୁନିଟି ସପୋର୍ଟ ଷ୍ଟାଫ୍, ସୂଚନା ଦେଲେ ସରକାର
ରାଜ୍ୟ ସରକାର ସିଆରପି, ବ୍ୟାଙ୍କମିତ୍ର, ଏମ୍ବିକେ ଓ ପ୍ରାଣୀମିତ୍ରଙ୍କୁ ପାଇଁ ବଡ଼ ଖବର ଦେଇଛନ୍ତି। ମୋହନ ସରକାର ଏମାନଙ୍କୁ ବକେୟା ପାଉଣା ଦେବେ। କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ୧୦ମାସର ବକେୟା ପାଇବେ। ଏହା ଦ୍ବାରା ରାଜ୍ୟର ୬୨ ହଜାରରୁ ଊର୍ଦ୍ଧ୍ବ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଉପକୃତ ହେବେ। ଭୁବନେଶ୍ୱର ୧୪-୦୨-୨୦୨୫(ପିପିଏସ ) : ରାଜ୍ୟ ସରକାର ସିଆରପି, ବ୍ୟାଙ୍କମିତ୍ର, ଏମ୍ବିକେ ଓ ପ୍ରାଣୀମିତ୍ରଙ୍କୁ ପାଇଁ ବଡ଼ ଖବର ଦେଇଛନ୍ତି। ମୋହନ ସରକାର ଏମାନଙ୍କୁ ବକେୟା ପାଉଣା ଦେବେ। […]