ଓଡିଶା
ବାତ୍ୟାର ମୁକାବିଲା ଲାଗି ଅଧିକ ଏନଡିଆରଏଫ ଟିମ୍ ମାଗିଲେ ରାଜ୍ୟ ସରକାର
ବାତ୍ୟାର ମୁକାବିଲା ଲାଗି ଅଧିକ ଏନଡିଆରଏଫ ଟିମ୍ ମାଗିଲେ ରାଜ୍ୟ ସରକାର। ଅତିରିକ୍ତ ୧୦ ଏନଡିଆରଏଫ ଟିମ ପଠାଇବାକୁ କେନ୍ଦ୍ର ସରକାରଙ୍କୁ ଚିଠି ଲେଖିଲେ ରାଜ୍ୟ ସରକାର। ଟିମ୍ ମୁତୟନ ଆଇନଶୃଙ୍ଖଳା ଏଡ଼ିଜିଙ୍କୁ ଚିଠି ଲେଖି ଅଵଗତ କରିଛନ୍ତି ଅତିରିକ୍ତ ସ୍ୱତନ୍ତ୍ର ରିଲିଫ କମିଶନର ପଦ୍ମନାଭ ବେହେରା। ଭୁବନେଶ୍ୱର ୨୨-୧୦-୨୦୨୪(ପିପିଏସ) : ବାତ୍ୟାର ମୁକାବିଲା ଲାଗି ଅଧିକ ଏନଡିଆରଏଫ ଟିମ୍ ମାଗିଲେ ରାଜ୍ୟ ସରକାର। ଅତିରିକ୍ତ ୧୦ ଏନଡିଆରଏଫ ଟିମ ପଠାଇବାକୁ କେନ୍ଦ୍ର ସରକାରଙ୍କୁ ଚିଠି ଲେଖିଲେ […]
ଡାକ୍ତରଙ୍କୁ ଚାହିଁଚାହିଁ ଫେରୁଛନ୍ତି ରୋଗୀ
ବାସନ୍ତୀ କଲୋନିର ଭୁବନାନନ୍ଦ ପ୍ରଧାନ। ଅସ୍ତ୍ରୋପଚାର ପାଇଁ ପରିବାର ଲୋକ ତାଙ୍କୁ ଇଏସ୍ଆଇ ମଡେଲ୍ ହସ୍ପିଟାଲରେ ଭର୍ତ୍ତି କଲେ। ଏମିତିକି ୨ ଘଣ୍ଟା ପୂର୍ବରୁ ତାଙ୍କୁ ଅସ୍ତ୍ରୋପଚାର ପୋଷାକ ମଧ୍ୟ ପିନ୍ଧାଇ ଦିଆଗଲା। ରାଉରକେଲା/ଭୁବନେଶ୍ୱର ୨୨-୧୦-୨୦୨୪(ପିପିଏସ) : ବାସନ୍ତୀ କଲୋନିର ଭୁବନାନନ୍ଦ ପ୍ରଧାନ। ଅସ୍ତ୍ରୋପଚାର ପାଇଁ ପରିବାର ଲୋକ ତାଙ୍କୁ ଇଏସ୍ଆଇ ମଡେଲ୍ ହସ୍ପିଟାଲରେ ଭର୍ତ୍ତି କଲେ। ଏମିତିକି ୨ ଘଣ୍ଟା ପୂର୍ବରୁ ତାଙ୍କୁ ଅସ୍ତ୍ରୋପଚାର ପୋଷାକ ମଧ୍ୟ ପିନ୍ଧାଇ ଦିଆଗଲା। ହେଲେ ୫/୬ ଘଣ୍ଟା କାଳ […]
ମାଲଗୋଦାମରେ ୧୫ ଦିନ ପାଇଁ ସାମଗ୍ରୀ ମହଜୁଦ: ୨୪ ଘଣ୍ଟିଆ ଖୋଲା ରହିବ ଗୋଦାମ
ସମ୍ଭାବ୍ୟ ବାତ୍ୟା ‘ଦାନା’ ପାଇଁ ମାଲଗୋଦାମ ଓ ଛତ୍ରବଜାରରେ ଆଜି ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଛି। ସୋମବାର ସନ୍ଧ୍ୟା ସୁଦ୍ଧା ପାଖାପାଖି ୧୬ କୋଟିରୁ ଅଧିକ ଟଙ୍କାର ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ବ୍ୟବସାୟୀମାନେ ବୋହି ନେଇଛନ୍ତି। କଟକ,୨୨-୧୦-୨୦୨୪(ପିପିଏସ) : ସମ୍ଭାବ୍ୟ ବାତ୍ୟା ‘ଦାନା’ ପାଇଁ ମାଲଗୋଦାମ ଓ ଛତ୍ରବଜାରରେ ଆଜି ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଛି। ସୋମବାର ସନ୍ଧ୍ୟା ସୁଦ୍ଧା ପାଖାପାଖି ୧୬ କୋଟିରୁ ଅଧିକ ଟଙ୍କାର ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା […]
ଓଡ଼ିଶାମୁହାଁ ‘ଦାନା’ ୬ ଜିଲ୍ଲାକୁ ରେଡ୍ ଆଲର୍ଟ
ସମୁଦ୍ର ଭିତରେ ବଳ ଗୋଟାଉଥିବା ଲଘୁଚାପ ଭୀଷଣ ବାତ୍ୟା ରୂପରେ ଉପକୂଳକୁ ସ୍ପର୍ଶ କରିବ। ଓଡ଼ିଶାରେ ମାଡ଼ ହୋଇପାରେ ବାତ୍ୟା। ଜଗତ୍ସିଂହପୁର ଜିଲ୍ଲାର ପାରାଦୀପରୁ ଭଦ୍ରକ ଜିଲ୍ଲାର ଧାମରା ବନ୍ଦର ମଧ୍ୟରେ ସ୍ଥଳଭାଗ ଛୁଇଁବ। ଭୁବନେଶ୍ୱର ୨୨-୧୦-୨୦୨୪(ପିପିଏସ) : ଓଡ଼ିଶାରେ ମାଡ଼ ହୋଇପାରେ ବାତ୍ୟା। ଜଗତ୍ସିଂହପୁର ଜିଲ୍ଲାର ପାରାଦୀପରୁ ଭଦ୍ରକ ଜିଲ୍ଲାର ଧାମରା ବନ୍ଦର ମଧ୍ୟରେ ସ୍ଥଳଭାଗ ଛୁଇଁବ। ସମୁଦ୍ର ଭିତରେ ବଳ ଗୋଟାଉଥିବା ଲଘୁଚାପ ଭୀଷଣ ବାତ୍ୟା ରୂପରେ ଉପକୂଳକୁ ସ୍ପର୍ଶ କରିବ। ଓଡ଼ିଶା ଭିତରକୁ […]
ଏସ୍ଆରସିଙ୍କ ସୂଚନା: ସମ୍ଭାବ୍ୟ ବାତ୍ୟା ପାଇଁ ୧୪ ଜିଲ୍ଲାରେ ବନ୍ଦ ରହିବ ସ୍କୁଲ
ବାତ୍ୟା ‘ଦାନା’ ନେଇ ରାଜ୍ୟ ସରକାର ଆଗୁଆ ପଦକ୍ଷେପ ଗ୍ରହଣ କରିଛନ୍ତି। ସମ୍ଭାବ୍ୟ ବାତ୍ୟା ଯୋଗୁଁ ପ୍ରଭାବିତ ହେବାକୁ ଉପକୂଳ ଓଡ଼ିଶା ଏବଂ ଉତ୍ତର ଓଡ଼ିଶାର ୧୪ଟି ଜିଲ୍ଲାରେ ସ୍କୁଲ ତିନି ଦିନ ପାଇଁ ଛୁଟି ନେଇ ଘୋଷଣା କରାଯାଇଛି। ଭୁବନେଶ୍ୱର ୨୧-୧୦-୨୦୨୪(ପିପିଏସ) : ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟ ସାମୁଦ୍ରିକ ବାତ୍ୟା ‘ଦାନା’ ନେଇ ରାଜ୍ୟ ସରକାର ଆଗୁଆ ପଦକ୍ଷେପ ଗ୍ରହଣ କରିଛନ୍ତି। ସମ୍ଭାବ୍ୟ ବାତ୍ୟା ଯୋଗୁଁ ପ୍ରଭାବିତ ହେବାକୁ ଉପକୂଳ […]
ସ୍ପା ଓ ମହିଳା କର୍ମଚାରୀଙ୍କ ତଥ୍ୟ ରଖିବ ପୁଲିସ
ବଡ଼ଗଡ଼ ଥାନା ରବି ଟକିଜ୍ ଛକ ଅଞ୍ଚଳର ଡାଇମଣ୍ଡ୍ ସେଲୁନ ଆଣ୍ଡ ସ୍ପା ମାମଲାକୁ ନେଇ ଖୋଳତାଡ଼ ଜାରି ରହିଛି। ଜଣେ ନାବାଳିକାଙ୍କୁ ଏଠାରେ ଅର୍ଥ ଲୋଭ ଦେଖାଇ ଯୌନ ନିର୍ଯାତନା ଦିଆଯାଉଥିଲା ବୋଲି ପ୍ରମାଣ ମିଳିବା ପରେ ସ୍ପା ପରିଚାଳନା କରୁଥିବା ଜଣେ ଯୁବତୀ ପ୍ରତିଭା ରାଣୀ ରାଉତ ଭୁବନେଶ୍ୱର ୨୧-୧୦-୨୦୨୪(ପିପିଏସ) : ବଡ଼ଗଡ଼ ଥାନା ରବି ଟକିଜ୍ ଛକ ଅଞ୍ଚଳର ଡାଇମଣ୍ଡ୍ ସେଲୁନ ଆଣ୍ଡ ସ୍ପା ମାମଲାକୁ ନେଇ ଖୋଳତାଡ଼ ଜାରି ରହିଛି। ଜଣେ […]
ଇତିହାସ ରଚିଲେ ବଣ୍ଡା ସଂପ୍ରଦାୟର ଝିଅ
ୟୁଟ୍ୟୁବରୁ ଶିକ୍ଷା ଗ୍ରହଣ କରି ହେଲେ ଅଫିସର ସର୍ବପୁରାତନ ଜନଜାତି ହେଉଛନ୍ତି ବଣ୍ଡା ଜନଜାତି। ଏହି ଜନଜାତିର ଜଣେ ଝିଅ ଏବେ ଓଏଏସ୍ ହୋଇଛନ୍ତି। ବଣ୍ଡା ଜନଜାତିର ଝିଅଟି ପିଲାଦିନରୁ ଅଭାବ ଅନାଟନରେ ବଢିଛନ୍ତି। ପାଠ ପଢିବାର ପରିବେଶ ନଥିବା ବେଳେ ମଧ୍ୟ ସେ ନିଜର ସ୍ବପ୍ନକୁ ସାକାର କରିବାକୁ ସବୁ କଷ୍ଟକୁ ପଛରେ ପକାଇ ଦେଇଛନ୍ତି। ମାଲକାନଗିରି/ଭୁବନେଶ୍ୱର ୨୧-୧୦-୨୦୨୪(ପିପିଏସ) : ଜିଲ୍ଲାର ସବୁଠାରୁ ସର୍ବପୁରାତନ ଜନଜାତି ହେଉଛନ୍ତି ବଣ୍ଡା ଜନଜାତି। ଏହି ଜନଜାତିର ଜଣେ ଝିଅ […]
ଅକ୍ଟୋବର ୨୩ରେ ଓଡ଼ିଶା ଗସ୍ତରେ ଆସିବେନି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୩ ତାରିଖରେ ଓଡ଼ିଶା ଆସିବେ ନାହିଁ। ବର୍ତ୍ତମାନ ପରିପ୍ରେକ୍ଷୀରେ ରାଷ୍ଟ୍ରପତିଙ୍କ ତିନିଦିନିଆ ଓଡ଼ିଶା ଗ୍ରସ୍ତ ସ୍ଥଗିତ କରାଯାଇଛି। ଏନେଇ ମୟୂରଭଂଜ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ପରବର୍ତ୍ତୀ ସମୟରେ ନିଷ୍ପତ୍ତି ହେବ। ଭୁବନେଶ୍ୱର ୨୧-୧୦-୨୦୨୪(ପିପିଏସ) :ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୩ ତାରିଖରେ ଓଡ଼ିଶା ଆସିବେ ନାହିଁ। ବର୍ତ୍ତମାନ ପରିପ୍ରେକ୍ଷୀରେ ରାଷ୍ଟ୍ରପତିଙ୍କ ତିନିଦିନିଆ ଓଡ଼ିଶା ଗ୍ରସ୍ତ ସ୍ଥଗିତ ରଖା ଯାଇଛି। ଏନେଇ ମୟୂରଭଂଜ ଜିଲ୍ଲା ପ୍ରଶାସନ […]
ମଦ ବେପାରୀଠୁ ଲାଞ୍ଚ ନେଇ ଧରାପଡ଼ିଲେ ଖଣ୍ଡପଡ଼ା ଥାନା ଏସଆଇ
ମଦ ବେପାରୀଠୁ ଲାଞ୍ଚ ନେଇ ଧରାପଡ଼ିଲେ ଖଣ୍ଡପଡ଼ା ଥାନା ଏସଆଇ ଏସ୍କେ ରେହମାନ। ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଖଣ୍ଡପଡ଼ା ଥାନା ଏଏସ ଏସ୍କେ ରେହମାନଙ୍କୁ ଧରିଛି ନୟାଗଡ଼ ଏବଂ ଭୁବନେଶ୍ୱର ଭିଜିଲାନ୍ସ ଟିମ୍। କଟକ/ଖଣ୍ଡପଡ଼ା,୨୧-୧୦-୨୦୨୪(ପିପିଏସ) : ମଦ ବେପାରୀଠୁ ଲାଞ୍ଚ ନେଇ ଧରାପଡ଼ିଲେ ଖଣ୍ଡପଡ଼ା ଥାନା ଏଏସଆଇ ଏସ୍କେ ରେହମାନ। ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଖଣ୍ଡପଡ଼ା ଥାନା ଏସଆଇ ଏସ୍କେ ରେହମାନଙ୍କୁ ଧରିଛି ନୟାଗଡ଼ ଏବଂ ଭୁବନେଶ୍ୱର ଭିଜିଲାନ୍ସ ଟିମ୍।ମିଳିଥିବା ସୂଚନା […]
୨୪ ରାତି କିମ୍ବା ୨୫ ତାରିଖ ଭୋର ସମୟରେ ବାତ୍ୟା ସ୍ଥଳଭାଗ ଛୁଇଁବା ଆକଳନ
ବାତ୍ୟା ‘ଦାନା’କୁ ନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ। ଏହା ପୁରୀ- ସାଗରଦୀପ ମଝିରେ ଲ୍ୟାଣ୍ଡଫଲ କରିବ। ୨୪ ତାରିଖ ରାତି କିମ୍ବା ୨୫ ତାରିଖ ଭୋର ସମୟରେ ବାତ୍ୟା ସ୍ଥଳଭାଗ ଛୁଇଁବା ନେଇ ସୂଚନା ଦିଆଯାଇଛି। ଭୁବନେଶ୍ୱର,୨୧-୧୦-୨୦୨୪(ପିପିଏସ):ବାତ୍ୟା ‘ଦାନା’କୁ ନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗଏହା ପୁରୀ- ସାଗରଦୀପରେ ଲ୍ୟାଣ୍ଡଫଲ କରିବ ୨୪ ତାରିଖ ରାତି କିମ୍ବା ୨୫ ତାରିଖ ଭୋର ସମୟରେ ବାତ୍ୟା ସ୍ଥଳଭାଗ ଛୁଇଁବା ନେଇ ସୂଚନା ଦିଆଯାଇଛି।ଅତି ଭୀଷଣ ବାତ୍ୟା ରୂପ ନେଇ ସ୍ଥଳଭାଗ ଛୁଇଁବ ବାତ୍ୟା। ଏହି ସମୟରେ ପବନର ବେଗ ୧୦୦ରୁ ୧୧୦ କିଲୋମିଟର ରହିପାରେ ବୋଲି କୁହାଯାଇଛିଅତିବେଶିରେ ୧୨୦ କିଲୋମିଟର ଛୁଇାପାରେ ପବନର ଗତିବାତ୍ୟା ‘ଦାନା’ର ପ୍ରଭାବରେ ୨୪ ତାରିଖରେ ରାଜ୍ୟରେ ଅତି ପ୍ରବ ବର୍ଷା ନେଇ ୭ ଜିଲ୍ଲାକୁ ରହିଛି ରେଡ୍ ୱାର୍ଣ୍ଣିଂମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂପୁର, କଟକ ଓ ଯାଜପୁରକୁ ରେଡ ୱାର୍ଣ୍ଣିଂ ରହିଛି।
