ପ୍ରମୁଖ ଖବର
ବାତ୍ୟା ପାଇଁ ବିଜେପିର ସବୁ କାର୍ଯ୍ୟକ୍ରମ ବନ୍ଦ ରହିବ: ମନମୋହନ ସାମଲ
ବାତ୍ୟା ପାଇଁ ବିଜେପିର ସାଂଗଠନିକ ନିର୍ବାଚନ କାମକୁ ସ୍ଥଗିତ ରଖାଯାଇଛି। ଏନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ମନମୋହନ ସାମଲ କହିଛନ୍ତି, ବାତ୍ୟା ପାଇଁ ବିଜେପିର ସବୁ କାର୍ଯ୍ୟକ୍ରମ ବନ୍ଦ ରହିବ। ଭୁବନେଶ୍ୱର ୨୩-୧୦-୨୦୨୪(ପିପିଏସ ) : ବାତ୍ୟା ପାଇଁ ବିଜେପିର ସାଂଗଠନିକ ନିର୍ବାଚନ କାମକୁ ସ୍ଥଗିତ ରଖାଯାଇଛି। ଏନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ମନମୋହନ […]
କୃତ୍ରିମ ଅଭାବ ଜନିତ ଦରବୃଦ୍ଧି ରୋକିବା ପାଇଁ ପ୍ରଶାସନିକ ଚଢ଼ଉ
ବାତ୍ୟା ପରିସ୍ଥିତିର ସୁଯୋଗ ନେଇ ଅସାଧୁ ବ୍ୟବସାୟୀମାନେ ଆଳୁ, ପିଆଜ ଭଳି ଅତ୍ୟାବଶ୍ୟକ ଜିନିଷର କୃତ୍ରିମ ଅଭାବ ସୃଷ୍ଟି କରି କଳାବଜାରୀ, ଦରବୃଦ୍ଧି, ବେଆଇନ୍ ଭାବେ ମହଜୁଦ ଭଳି ଖବର ଓ ଅଭିଯୋଗ ଆଧାରରେ ଜିଲ୍ଲା ପ୍ରଶାସନ ତରଫରୁ ଚଢ଼ଉ କରାଯାଇଛି। ଭଦ୍ରକ/ଭୁବନେଶ୍ୱର ୨୩-୧୦-୨୦୨୪(ପିପିଏସ ) : ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ସୁଯୋଗ ନେଇ ଅସାଧୁ ବ୍ୟବସାୟୀମାନେ ଆଳୁ, ପିଆଜ ଭଳି ଅତ୍ୟାବଶ୍ୟକ ଜିନିଷର କୃତ୍ରିମ ଅଭାବ ସୃଷ୍ଟି କରି କଳାବଜାରୀ, ଦରବୃଦ୍ଧି, ବେଆଇନ୍ ଭାବେ ମହଜୁଦ […]
ପଞ୍ଚମ ଜାତୀୟ ଜଳ ପୁରସ୍କାର-୨୦୨୩
ଶ୍ରେଷ୍ଠ ରାଜ୍ୟ ଭାବେ ଓଡ଼ିଶାକୁ ପୁରସ୍କୃତ କଲେ ରାଷ୍ଟ୍ରପତି ନୂଆଦିଲ୍ଲୀ/ଭୁବନେଶ୍ୱର ୨୩-୧୦-୨୦୨୪(ପିପିଏସ ) : ପଞ୍ଚମ ଜାତୀୟ ଜଳ ପୁରସ୍କାର-୨୦୨୩ରେ ଓଡ଼ିଶାକୁ ଚାରିଟି ବର୍ଗରେ ପୁରସ୍କୁତ କରାଯାଇଛି। ଆଜି ସ୍ଥାନୀୟ ବିଜ୍ଞାନ ଭବନର ପ୍ଲିନାରି ହଲ୍ରେ କେନ୍ଦ୍ର ଜଳଶକ୍ତି ମନ୍ତ୍ରାଳୟ ପକ୍ଷରୁ ଆୟୋଜିତ ପୁରସ୍କାର ବିତରଣ ସମାରୋହରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶ୍ରେଷ୍ଠ ରାଜ୍ୟ ବର୍ଗରେ ପ୍ରଥମ ସ୍ଥାନ ହାସଲ କରିଥିବା ଓଡ଼ିଶାକୁ ପୁରସ୍କୁତ କରିଥିଲେ। ଉନ୍ନୟନ କମିସନର୍ ତଥା ଜଳ ସଂପଦ […]
ବାତ୍ୟା ପ୍ରସ୍ତୁତି: ହେଡ୍କ୍ୱାର୍ଟର ଛାଡ଼ିବେନି ବିଏମ୍ସି ଅଧିକାରୀ
ସମ୍ଭାବ୍ୟ ବାତ୍ୟା ‘ଦାନା’ର ସଫଳ ମୁକାବିଲା ପାଇଁ ବିଏମ୍ସି ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି। ପୁଲିସ, ଅଗ୍ନିଶମ, ସ୍ୱାସ୍ଥ୍ୟ, ୱାଟ୍କୋ, ଟିପିସିଓଡିଏଲ୍, ଇଡ୍କୋ, ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, ଯନ୍ତ୍ରୀ, ଏନ୍ଏଚ୍ଏଆଇ, ଓଡ୍ରାଫ, ବ୍ଲକ ଶିକ୍ଷା ଅଧିକାରୀ, ଖାଦ୍ୟ ଓ ଯୋଗାଣ ବିଭାଗ ଅଧିକାରୀ ଭୁବନେଶ୍ୱର ୨୨-୧୦-୨୦୨୪(ପିପିଏସ) : ସମ୍ଭାବ୍ୟ ବାତ୍ୟା ‘ଦାନା’ର ସଫଳ ମୁକାବିଲା ପାଇଁ ବିଏମ୍ସି ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି। ପୁଲିସ, ଅଗ୍ନିଶମ, ସ୍ୱାସ୍ଥ୍ୟ, ୱାଟ୍କୋ, ଟିପିସିଓଡିଏଲ୍, ଇଡ୍କୋ, ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, ଯନ୍ତ୍ରୀ, […]
ଛାନିଆରେ ବୋହିନେଲେ ଆଳୁ: ଆଳୁ ୬୫, ପିଆଜ ୭୦
ବାତ୍ୟା ପ୍ରତି ସତର୍କ ରହିବାକୁ ସରକାରଙ୍କ ପରାମର୍ଶ ପରେ ଆଳୁ ଗୋଦାମ ଉପରେ ଏହାର ପ୍ରଚଣ୍ଡ ପ୍ରଭାବ ଦେଖିବାକୁ ମିଳିଛି। ବାତ୍ୟା ହେଲେ ସେହି ସମୟରେ ତଥା ତା’ର ଆଉକିଛି ଦିନଯାଏ ଦୋକାନ ବଜାର ବନ୍ଦ ରହିବା ସହିତ ଯୋଗାଣ ବନ୍ଦ ହୋଇଯିବାରୁ ଜିନିଷପତ୍ରର ଅଭାବ ସୃଷ୍ଟିହେବାର ଭୁବନେଶ୍ୱର ୨୨-୧୦-୨୦୨୪(ପିପିଏସ) : ବାତ୍ୟା ପ୍ରତି ସତର୍କ ରହିବାକୁ ସରକାରଙ୍କ ପରାମର୍ଶ ପରେ ଆଳୁ ଗୋଦାମ ଉପରେ ଏହାର ପ୍ରଚଣ୍ଡ ପ୍ରଭାବ ଦେଖିବାକୁ ମିଳିଛି। ବାତ୍ୟା ହେଲେ ସେହି […]
ଜମ୍ମୁ-କଶ୍ମୀରରେ ନୂତନ ଆତଙ୍କବାଦୀ ସଂଗଠନର ପର୍ଦ୍ଦାଫାସ
ଜମ୍ମୁ-କଶ୍ମୀରରେ ସୁରକ୍ଷା ବାହିନୀ ମଙ୍ଗଳବାର ଦିନ ଏକ ନୂଆ ଆତଙ୍କବାଦୀ ସଂଗଠନର ପର୍ଦ୍ଦାଫାସ କରିଛନ୍ତି। ଅନୁମାନ କରାଯାଉଛି ଯେ ଏହି ସଂଗଠନ ହେଉଛି ନିଷିଦ୍ଧ ସଂଗଠନ ଲସ୍କର-ଏ-ତୋଏବାର ଏକ ଅଂଶ। ଶ୍ରୀନଗର/ଭୁବନେଶ୍ୱର ୨୨-୧୦-୨୦୨୪(ପିପିଏସ) : ଜମ୍ମୁ-କଶ୍ମୀରରେ ସୁରକ୍ଷା ବାହିନୀ ମଙ୍ଗଳବାର ଦିନ ଏକ ନୂଆ ଆତଙ୍କବାଦୀ ସଂଗଠନର ପର୍ଦ୍ଦାଫାସ କରିଛନ୍ତି। ଅନୁମାନ କରାଯାଉଛି ଯେ ଏହି ସଂଗଠନ ହେଉଛି ନିଷିଦ୍ଧ ସଂଗଠନ ଲସ୍କର-ଏ-ତୋଏବାର ଏକ ଅଂଶ। ଅଧିକାରୀମାନେ କହିଛନ୍ତି ଯେ ଶ୍ରୀନଗର, ଗାନ୍ଦେରବାଲ୍, ବାନ୍ଦିପୋରା, କୁଲଗାମ, ବୁଦଗାମ, […]
ବିମାନ କମ୍ପାନି ପରେ ଏବେ ସିଆର୍ପିଏଫ୍ ସ୍କୁଲ୍ଗୁଡ଼ିକୁ ମିଳୁଛି ବୋମା ଧମକ
ଗତ କିଛି ଦିନ ମଧ୍ୟରେ ଭାରତୀୟ ବିମାନଗୁଡ଼ିକୁ ବୋମା ଧମକ ମିଳୁଥିବା କଥା ଆପଣ ଜାଣନ୍ତି। ନିକଟରେ ଦିଲ୍ଲୀର ଦୁଇଟି ଏବଂ ହାଇଦ୍ରାବାଦରେ ଗୋଟିଏ ସମେତ ଦେଶର ଅନେକ ସିଆର୍ପିଏଫ୍ ବିଦ୍ୟାଳୟକୁ ବି ବୋମା ଧମକ ମିଳିଛି। ନୂଆଦିଲ୍ଲୀ/ଭୁବନେଶ୍ୱର ୨୨-୧୦-୨୦୨୪(ପିପିଏସ) : ଗତ କିଛି ଦିନ ମଧ୍ୟରେ ଭାରତୀୟ ବିମାନଗୁଡ଼ିକୁ ବୋମା ଧମକ ମିଳୁଥିବା କଥା ଆପଣ ଜାଣନ୍ତି। ନିକଟରେ ଦିଲ୍ଲୀର ଦୁଇଟି ଏବଂ ହାଇଦ୍ରାବାଦରେ ଗୋଟିଏ ସମେତ ଦେଶର ଅନେକ ସିଆର୍ପିଏଫ୍ ବିଦ୍ୟାଳୟକୁ ବି ବୋମା […]
ଭଙ୍ଗା ଘରେ ଗୋଟିଏ ପରିବାରର ୧୨ଜଣ ସଦସ୍ୟଙ୍କ ଜୀବନ
କନ୍ଧମାଳ ଜିଲ୍ଲା କ ନୂଆଗାଁ ବ୍ଲକ କୁଡୁତେଲି ପଞ୍ଚାୟତ ଅନ୍ତର୍ଗତ ପ୍ରେମାକିଆ ଗାଁ ଯୁଧିଷ୍ଟିର ଦିଗାଲ ନିଜ ବାପା ମା’ ଭାଇ ଭଉଣୀମାନଙ୍କୁ ନେଇ ଦୀର୍ଘ ବର୍ଷରୁ ଭଙ୍ଗା କୁଡ଼ିଆ ଘରେ ରହିଆସୁଛନ୍ତି। ପରିବାର କହିବା ମୁତାବକ ଦୀର୍ଘ ବର୍ଷରୁ ୧୨ ଜଣ ସଦସ୍ୟ ବର୍ଷା ଖରା ଏହି ଝାଟିମାଟି କୁଡ଼ିଆରେ ଦିନ କାଟୁଛନ୍ତି। ଘୁ.ଉଦୟଗିରି/ଭୁବନେଶ୍ୱର ୨୨-୧୦-୨୦୨୪(ପିପିଏସ) : କନ୍ଧମାଳ ଜିଲ୍ଲା କ ନୂଆଗାଁ ବ୍ଲକ କୁଡୁତେଲି ପଞ୍ଚାୟତ ଅନ୍ତର୍ଗତ ପ୍ରେମାକିଆ ଗାଁ ଯୁଧିଷ୍ଟିର ଦିଗାଲ ନିଜ […]
ସ୍କୁଲ୍ରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ
ସ୍କୁଲ୍ରେ ଆବଶ୍ୟକୀୟ ଶିକ୍ଷକ ନାହାନ୍ତି। ଯେତିକି ସଂଖ୍ୟକ ପିଲାଙ୍କ ନାମ ଲେଖା ହେଉଛି, ସେହି ତୁଳନାରେ ଶ୍ରେଣୀଗୃହ ନାହିଁ। ଶିକ୍ଷକ ଅଭାବରୁ ଅଧାଦିନ ଶ୍ରେଣୀଗୃହ ଫାଙ୍କା ପଡ଼ୁଛି। ଭୁବନେଶ୍ୱର ୨୨-୧୦-୨୦୨୪(ପିପିଏସ) : ସ୍କୁଲ୍ରେ ଆବଶ୍ୟକୀୟ ଶିକ୍ଷକ ନାହାନ୍ତି। ଯେତିକି ସଂଖ୍ୟକ ପିଲାଙ୍କ ନାମ ଲେଖା ହେଉଛି, ସେହି ତୁଳନାରେ ଶ୍ରେଣୀଗୃହ ନାହିଁ। ଶିକ୍ଷକ ଅଭାବରୁ ଅଧାଦିନ ଶ୍ରେଣୀଗୃହ ଫାଙ୍କା ପଡ଼ୁଛି। ପିଲା ସ୍କୁଲକୁ ପଢ଼ିବାଲାଗି ଆସୁଛନ୍ତି ସତ, ହେଲେ ବସି ବସି ଘରକୁ ଫେରୁଛନ୍ତି। ଏହାକୁ ନେଇ […]
ସଲ୍ମାନଙ୍କ ଘର ସାମ୍ନାରେ ଗୁଳି କରିଥିବା ଅଭିଯୁକ୍ତର ଜାମିନ୍ ଆବେଦନ ଖାରଜ
ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ବାନ୍ଦ୍ରାସ୍ଥିତ ‘ଗାଲାକ୍ସି ଆପାର୍ଟମେଣ୍ଟ’ ବାହାରେ ଗୁଳି ଚଳାଇଥିବା ଅଭିଯୁକ୍ତ ଭିକି ଗୁପ୍ତାଙ୍କ ଜାମିନ ଆବେଦନକୁ କୋର୍ଟ ପ୍ରତ୍ୟାଖ୍ୟାନ କରିଛନ୍ତି। ମୁମ୍ବାଇ/ଭୁବନେଶ୍ୱର ୨୨-୧୦-୨୦୨୪(ପିପିଏସ) : ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ବାନ୍ଦ୍ରାସ୍ଥିତ ‘ଗାଲାକ୍ସି ଆପାର୍ଟମେଣ୍ଟ’ ବାହାରେ ଗୁଳି ଚଳାଇଥିବା ଅଭିଯୁକ୍ତ ଭିକି ଗୁପ୍ତାଙ୍କ ଜାମିନ ଆବେଦନକୁ କୋର୍ଟ ପ୍ରତ୍ୟାଖ୍ୟାନ କରିଛନ୍ତି। ମହାରାଷ୍ଟ୍ର କଣ୍ଟ୍ରୋଲ୍ ଅଫ୍ ଅର୍ଗାନାଇଜଡ୍ କ୍ରାଇମ୍ ଆକ୍ଟର ସ୍ୱତନ୍ତ୍ର କୋର୍ଟ କହିଛନ୍ତି ଯେ ଅଭିଯୁକ୍ତଙ୍କ ମଧ୍ୟରେ ହତ୍ୟା କରିବାର ଉଦ୍ଦେଶ୍ୟ ରହିଛି। […]