1 min read

ଧୂମପାନ ନିଷେଧ ହେଲେ ଟଳିଯିବ ୧୨ ଲକ୍ଷ ମୃତ୍ୟୁ!

ଏକ ସଦ୍ୟ ପ୍ରକାଶିତ ବିଶ୍ବସ୍ତରୀୟ ଅନୁଧ୍ୟାନ ଅନୁଯାୟୀ, ୨୦୫୦ ମସିହା ସୁଦ୍ଧା ଧୂମପାନ ହାର ୫ ପ୍ରତିଶତ କମାଇପାରିଲେ ପୁରୁଷମାନଙ୍କ ହାରାହାରି ଜୀବନଧାରଣ କ୍ଷମତା ଏକବର୍ଷ ଓ ମହିଳାଙ୍କ ପାଇଁ ଏହା ୦.୨ ବର୍ଷ ବଢ଼ିଯିବ। ଭୁବନେଶ୍ୱର ୧୧-୧୦-୨୦୨୪ ( ପିପିଏସ) : ଏକ ସଦ୍ୟ ପ୍ରକାଶିତ ବିଶ୍ବସ୍ତରୀୟ ଅନୁଧ୍ୟାନ ଅନୁଯାୟୀ, ୨୦୫୦ ମସିହା ସୁଦ୍ଧା ଧୂମପାନ ହାର ୫ ପ୍ରତିଶତ କମାଇପାରିଲେ ପୁରୁଷମାନଙ୍କ ହାରାହାରି ଜୀବନଧାରଣ କ୍ଷମତା ଏକବର୍ଷ ଓ ମହିଳାଙ୍କ ପାଇଁ ଏହା ୦.୨ […]

1 min read

ଓଡ଼ିଶାର ସମସ୍ତ ଦୁର୍ଗା ପୂଜା ପେଣ୍ଡାଲର ଭଡ଼ା ଛାଡ଼ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୧୧-୧୦-୨୦୨୪ ( ପିପିଏସ) : ସାରା ରାଜ୍ୟ ଦୁର୍ଗା ପୂଜା ଲାଗି ଉତ୍ସବମୁଖର। ଏହି ସମୟରେ ଏକ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ ଓଡ଼ିଶାର ସମସ୍ତ ଦୁର୍ଗା ପୂଜା ପେଣ୍ଡାଲର ଭଡ଼ା ଛାଡ଼ କରିଛନ୍ତି। ରାଜଧାନୀ ଭୁବନେଶ୍ବର ଓ କଟକ ସମେତ ରାଜ୍ୟର ସବୁ ପୂଜା ପେଣ୍ଡାଲର ଭଡ଼ା ଛାଡ଼ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେବାବ ପରେ ଏହି ଘୋଷଣା କରାଯାଇଛି।

1 min read

ଖୋଲିଲା ବିବାଦୀୟ ‘ହୁଡ୍‌ଦଙ୍ଗ୍‌’ ବାର୍‌

୧୨ ଦିନଧରି ସିଲ୍‌ ହୋଇଥିବା ବିବାଦୀୟ ‘ହୁଡ୍‌ଦଙ୍ଗ୍‌ ବାର୍‌’ ଶେଷରେ ଖୋଲିଛି। ପାନପୋଷ ରୋଡ୍‌ରେ ଥିବା ଏହି ବାର୍‌ ବୁଧବାରଠାରୁ ଖୋଲିଛି। ନାବାଳିକାଙ୍କୁ ବାର୍‌ ଭିତରେ ଅସଦାଚରଣ ଘଟଣା ଓ ସଂପୃକ୍ତ ନାବାଳିକାଙ୍କୁ ଉକ୍ତ ରାତିରେ ବିଭିନ୍ନ ସ୍ଥାନରେ ସିରିଏଲ ଗଣଦୁଷ୍କର୍ମ ଏଯାଏ ଜନମାନସରୁ ଲିଭି ନାହିଁ। ରାଉରକେଲା/ଭୁବନେଶ୍ୱର ୧୧-୧୦-୨୦୨୪ ( ପିପିଏସ) : ଯାବତୀୟ ବେନିୟମ କାର୍ଯ୍ୟକଳାପ ଯୋଗୁଁ ୧୨ ଦିନଧରି ସିଲ୍‌ ହୋଇଥିବା ବିବାଦୀୟ ‘ହୁଡ୍‌ଦଙ୍ଗ୍‌ ବାର୍‌’ ଶେଷରେ ଖୋଲିଛି। ପାନପୋଷ ରୋଡ୍‌ରେ ଥିବା […]

1 min read

ରେକର୍ଡ କଲା ଓଡ଼ିଆ ଚଳଚିତ୍ର ‘କର୍ମ’

ପ୍ରଥମ ଦିନରେ ୩୭ ଲକ୍ଷର ବ୍ୟବସାୟ ‘ଭିଲେନ୍‌’, ‘ଦୁର୍ଗା’, ‘ଖୋକାଭାଇ ତୁମ ପାଇଁ’ ‌ଦେଖିବାକୁ ଭିଡ଼ଦ୍ବିତୀୟ ଥର ମୈଦାନକୁ ଆସିଥିବା ‘ଦମନ’ ବି ପଛରେ ନାହିଁ ଭୁବନେଶ୍ୱର ୧୧-୧୦-୨୦୨୪ ( ପିପିଏସ) : ଅମୀୟ ପଟ୍ଟନାୟକ ପ୍ରଡକ୍ସନ ବ୍ୟାନରରେ ଅନୁପମ ପଟ୍ଟନାୟକଙ୍କ ନିର୍ଦ୍ଦେଶିତ ‘କର୍ମ’ ପ୍ରଥମ ଦିନରୁ ହିଁ ଗୋଟିଏ ରେକର୍ଡ କରିଛି। ରିଲିଜ୍‌ର ପ୍ରଥମ ଦିନରେ ଫିଲ୍ମଟି ୩୭ ଲକ୍ଷରୁ ଅଧିକ ଟଙ୍କାର ବ୍ୟବସାୟ କରିଥିବା ପ୍ରଯୋଜନା ସଂସ୍ଥା ପକ୍ଷରୁ କୁହାଯାଇଛି, ଯାହା ଓଡ଼ିଆ ଫିଲ୍ମର […]

1 min read

ପୂଜାମଣ୍ଡପ ବୁଲିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଜି ପୂଜାମଣ୍ଡପ ବୁଲିଛନ୍ତି। ନବୀନ ପଟ୍ଟନାୟକ ରସୁଲଗଡ଼ ପୂଜା ମଣ୍ଡପରେ ପହଞ୍ଚି ସେଠାରେ ମାଆଙ୍କୁ ଦର୍ଶନ କରି ଆଶୀର୍ବାଦ ନେବା ସହ ଲୋକଙ୍କ ସହ ଆଲୋଚନା କରିଛନ୍ତି। ଭୁବନେଶ୍ୱର ୧୧-୧୦-୨୦୨୪ ( ପିପିଏସ) : ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଜି ପୂଜାମଣ୍ଡପ ବୁଲିଛନ୍ତି। ନବୀନ ପଟ୍ଟନାୟକ ସକାଳ ସାଢେ ୧୦ଟାରେ ନବୀନ ନିବାସରୁ ବାହାରି ୧୦ଟା ୪୫ରେ ରସୁଲଗଡ଼ […]

1 min read

ପୂଜାମଣ୍ଡପରେ ମୁଖ୍ୟମନ୍ତ୍ରୀ

ରାଜଧାନୀର ପାଟଣା ସାହି ପୂଜାମଣ୍ଡପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ ସେଠାରେ ପହଞ୍ଚି ମାଆଙ୍କର ଆଳତି କରିଛନ୍ତି। ସେଠାରେ ମାଆଙ୍କୁ ଦର୍ଶନ କରି ଆଶୀର୍ବାଦ ନେବା ସହ ଲୋକଙ୍କ ସହ ଆଲୋଚନା କରିଛନ୍ତି। ଭୁବନେଶ୍ୱର ୧୧-୧୦-୨୦୨୪ ( ପିପିଏସ) : ରାଜଧାନୀର ପାଟଣା ସାହି ପୂଜାମଣ୍ଡପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ ସେଠାରେ ପହଞ୍ଚି ମାଆଙ୍କର ଆଳତି କରିଛନ୍ତି। ସେଠାରେ ମାଆଙ୍କୁ ଦର୍ଶନ କରି ଆଶୀର୍ବାଦ ନେବା ସହ ଲୋକଙ୍କ ସହ ଆଲୋଚନା କରିଛନ୍ତି। […]

1 min read

ମହାଷ୍ଟମୀରେ ମାଆଙ୍କ ଆଶୀର୍ବାଦ ନେଲେ ଶ୍ରଦ୍ଧାଳୁ

ଭୁବନେଶ୍ୱର ୧୧-୧୦-୨୦୨୪ ( ପିପିଏସ) : ଶାରଦୀୟ ଦୁର୍ଗାପୂଜା ଅବସରରେ ଶୁକ୍ରବାର ମଣ୍ଡପରେ ମା’ଙ୍କର ମହାଷ୍ଟମୀ ପୂଜାର୍ଚ୍ଚନା ଜାରି ରହିଛି। ଶ୍ରଦ୍ଧାଳୁମାନେ ପରିବାରର ଶୁଭକାମନା ମନାସୀ ମା’ ଦୁର୍ଗତିନାଶିନୀଙ୍କ ଠାରୁ ଆଶୀର୍ବାଦ ନେଉଛନ୍ତି। ମଣ୍ଡପଗୁଡ଼ିକରେ ଶ୍ରଦ୍ଧାଳୁମାନଙ୍କର ପ୍ରବଳ ଗହଳି ଲାଗିଛି। ଭୁବନେଶ୍ବରର ପ୍ରମୁଖ ଛକରେ ଲୋକାରଣ୍ୟ ହୋଇଛି। ଡମଣା ଦୁର୍ଗାପୂଜା ବାଲିପାଟଣା ଦୁର୍ଗାପୂଜା ଚନ୍ଦ୍ରଶେଖରପୁର ଗଣ୍ଡରପୁର, ଭୁବନେଶ୍ବର ଚନ୍ଦ୍ରଶେଖରପୁର, ଭୁବନେଶ୍ବର ବିଡିଏ କଲୋନି, ଭୁବନେଶ୍ବର ଡମଣା ଦୁର୍ଗାପୂଜା ଝାରପଡ଼ା, ଭୁବନେଶ୍ବର ରସୁଲଗଡ଼, ଭୁବନେଶ୍ବର ବମିଖାଲ, ଭୁବନେଶ୍ବର ନୟାପଲ୍ଲୀ, […]

1 min read

ଜଙ୍ଗଲରୁ ମିଳିଲା ମହିଳାଙ୍କ ଖଣ୍ଡବିଖଣ୍ଡିତ ଶବ

୧୮ ଦିନ ହେଲା ନିଖୋଜ ଥିଲେ ଫୁଲବାଣୀ/ଭୁବନେଶ୍ୱର ୧୦-୧୦-୨୦୨୪ (ପିପିଏସ) : କନ୍ଧମାଳ ଜିଲ୍ଲା ଫୁଲବାଣୀ ସଦର ଥାନା ଅଧୀନ ମିଣିଆ ଜଙ୍ଗଲରୁ ଆଜି ଶାରଳା ବେହେରା ନାମକ ଜଣେ ମହିଳାଙ୍କ ଖଣ୍ଡବିଖଣ୍ଡିତ ଶବ ଉଦ୍ଧାର ହୋଇଛି। ପରକୀୟା ପ୍ରୀତିକୁ କେନ୍ଦ୍ର କରି ଶାରଳାଙ୍କୁ ସ୍ବାମୀ ତଥା ଦାଡ଼ିକେଜୁ ଗ୍ରାମର କୁନା ଡିଗାଲ୍‌ ହତ୍ୟା କରିଛନ୍ତି ବୋଲି ବାପଘର ପକ୍ଷରୁ ଅଭିଯୋଗ ହୋଇଛି। ଏନେଇ ମୃତ ଶାରଳାଙ୍କ ବାପା ନବଘନ ବେହେରା ଫୁଲବାଣୀ ସଦର ଥାନାରେ ଏତଲା […]

1 min read

ଷ୍ଟାର ହେଲଥ ଇନ୍ସ୍ୟୁରାନ୍ସ ୟୁଜର୍ସଙ୍କୁ ବଡ ଝଟକା, ଲିକ ହେଲା ଡାଟା

ନୂଆଦିଲ୍ଲୀ/ଭୁବନେଶ୍ୱର ୧୦-୧୦-୨୦୨୪ (ପିପିଏସ) : ଆପଣଙ୍କ ପାଖରେ ଷ୍ଟାର ହେଲଥ ଇନସୁରାନ୍ସ ଅଛି କି? ଯଦି ହଁ, ତେବେ ଏହା ଆପଣଙ୍କ ପାଇଁ ଏକ ଖରାପ ଖବର ହୋଇପାରେ| ବାସ୍ତବରେ ବହୁ ସଂଖ୍ୟକ ୟୁଜର୍ସଙ୍କ ତଥ୍ୟ ଲିକ୍ ହୋଇଥିବା ଅଭିଯୋଗ ହୋଇଛି। ପ୍ରାୟ ଦୁଇ ସପ୍ତାହ ପୂର୍ବେ କମ୍ପାନୀ ସୋସିଆଲ ମିଡିଆ ପ୍ଲାଟଫର୍ମ ଟେଲିଗ୍ରାମ ଏବଂ ଡାଟା ଉଲ୍ଲଂଘନ ମାମଲାରେ ଏକ ଅଜ୍ଞାତ ହ୍ୟାକରଙ୍କ ବିରୋଧରେ ମାମଲା ଦାୟର କରିଥିଲା। ଏଥି ସହିତ, ବୁଧବାର ହଠାତ୍ ଏକ […]

1 min read

ମନ ମୋହୁଛି ମା’ଙ୍କ ମେଢ଼

କଟକ/ଭୁବନେଶ୍ୱର ୧୦-୧୦-୨୦୨୪ (ପିପିଏସ) : ଚାନ୍ଦିନୀଚୋୖକରଶାରଦୀୟ ଦୁର୍ଗାପୂଜା ଜାରି ରହିଛି। ମା’ଙ୍କ ପୀଠରେ ମହାଷ୍ଟମୀ ପାଳନ କରାଯାଉଛି। ଶ୍ରଦ୍ଧାଳୁମାନେ ଭକ୍ତିର ସହିତ ମା’ଙ୍କୁ ପୂଜାର୍ଚ୍ଚନା କରି ଆଶୀର୍ବାଦ ନେଉଛନ୍ତି। ସେହିପରି ମଣ୍ଡପରେ ମହାସପ୍ତମୀ ଅବସରରେ ଶ୍ରଦ୍ଧାଳୁମାନେ ମା’ଙ୍କୁ ଦର୍ଶନ କରୁଛନ୍ତି। ସହରାଞ୍ଚଳରେ ବ୍ୟୟବହୁଳ ପୂଜା ହେଉଛି। ରାଜଧାନୀ ଭୁବନେଶ୍ବର, କଟକ, ରାଉରକେଲା, ବ୍ରହ୍ମପୁରରେ ସୁସଜ୍ଜିତ ଦୁର୍ଗା ମେଢ଼ ଲୋକଙ୍କୁ ଆନମନା କରୁଛି। ବ୍ରହ୍ମପୁରରେ ମା’ଙ୍କୁ ଆରାଧନା ରେଶମ ସହର ବ୍ରହ୍ମପୁରରେ ମା’ ଦୁର୍ଗାଙ୍କ ପୂଜା ବଡ଼ ଧୂମଧାମରେ […]