1 min read

ମେଜର-ବାନ୍ଧବୀଙ୍କୁ ଦୁର୍ବ୍ୟବହାର ମାମଲା

ଖୁବ ଶୀଘ୍ର ରିପୋର୍ଟ ପ୍ରଦାନ କରିବେ କମିସନ ଭୁବନେଶ୍ୱର ୦୫-୦୨-୨୦୨୫(ପିପିଏସ ) : କମିସନରେଟ୍‌ ପୁଲିସ ଅଧୀନ ଭରତପୁର ଥାନା ଅଂଚଳରେ ଗତବର୍ଷ ସେନାର ଜଣେ ମେଜର ଓ ତାଙ୍କର ବାନ୍ଧବୀଙ୍କ ଉପରେ ହୋଇଥିବା ନିର୍ଯାତନା ଅଭିଯୋଗ ମାମଲାରେ ତଦନ୍ତ ‌ଶେଷ ହୋଇଛି। ଏହି ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ ପାଇଁ ଗଠିତ ହୋଇଥିବା ତଦନ୍ତ କମିସନର ତଦନ୍ତ ଶେଷ କରିଛନ୍ତି। ସ୍ୱତନ୍ତ୍ର ତଦନ୍ତ କମିସନ ଖୁବ ଶୀଘ୍ର ରାଜ୍ୟ ସରକାରଙ୍କୁ ରିପୋର୍ଟ ପ୍ରଦାନ କରିବେ। ଘାଟଣା ଘଟିବା […]

1 min read

କହନା ଏ ଫୁଲ କହନା…ଗୀତର ସ୍ରଷ୍ଟା ସଂଗ୍ରାମ ମହାନ୍ତିଙ୍କ ପରଲୋକ

ଆଉ ନାହାନ୍ତି ଏଇ ଝୁମା ଝୁମା ଗୋଲାପି ବେଳାରେ.. ଓ କହନା ଏ ଫୁଲ କହନା ଭଳି  ଶ୍ରୁତିମଧୁର ଗୀତର ଗୀତିକାର ସଂଗ୍ରାମ ମହାନ୍ତି। ଆଜି ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ସେ ନିଜର ଭଞ୍ଜପୁର ସ୍ଥିତ ବାସଭବନରେ ଶେଷ ନିଶ୍ବ।ସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା। ଭୁବନେଶ୍ୱର ୦୪-୦୨-୨୦୨୫(ପିପିଏସ) : ଆଉ ନାହାନ୍ତି ଏଇ ଝୁମା ଝୁମା ଗୋଲାପି ବେଳାରେ.. ଓ କହନା ଏ ଫୁଲ କହନା […]

1 min read

ହାଇପ୍ରୋଫାଇଲ୍ ଠକ ଯୋଡ଼ି ହଂସିତା -ଅନିଲଙ୍କୁ ଆୟକର ବିଭାଗର ପକ୍ଷରୁ ଜେରା

ଝାରପଡ଼ା ଜେଲରେ ହାଇପ୍ରୋଫାଇଲ୍ ଠକ ଯୋଡ଼ି ହଂସିତା -ଅନିଲଙ୍କୁ  ଆୟକର ବିଭାଗର ପକ୍ଷରୁ ଜେରା କରାଯାଉଥିବାର ସୂଚନା ରହିଛି।.ବେନାମୀ ସମ୍ପତ୍ତି ନେଇ ଆୟକର ବିଭାଗର ଜେରା ଚାଲିଛି। ଆୟକର ବିଭାଗର ଦୁଇଟି ଟିମ୍ ଝାରପଡ଼ା ଜେଲରେ ପହଞ୍ଚି ଉଭୟଙ୍କୁ ଜେରା କରୁଛନ୍ତି। ଭୁବନେଶ୍ୱର ୦୩-୦୨-୨୦୨୫( ପିପିଏସ) : ଝାରପଡ଼ା ଜେଲରେ ହାଇପ୍ରୋଫାଇଲ୍ ଠକ ଯୋଡ଼ି ହଂସିତା -ଅନିଲଙ୍କୁ ଆୟକର ବିଭାଗର ପକ୍ଷରୁ ଜେରା କରାଯାଉଥିବାର ସୂଚନା ରହିଛି।.ବେନାମୀ ସମ୍ପତ୍ତି ନେଇ ଆୟକର ବିଭାଗର ଜେରା ଚାଲିଛି। ଆୟକର […]

1 min read

ଏନ୍‌କାଉଣ୍ଟରରେ ୮ ନକ୍ସଲ ନିପାତ

ସୁରକ୍ଷା ବାହିନୀକୁ ବଡ଼ ସଫଳତା ମିଳିଛି। ଓଡ଼ିଶା-ଛତିଶଗଡ଼ର ସୀମାରେ ସୁରକ୍ଷା ବାହିନୀ ଏକ ବଡ଼ଧରଣର ଅପରେସନ୍‌କୁ ସଫଳତାର ରୂପ ଦେଇଛନ୍ତି। ଗୁଳି କରି ୮ ଜଣ ନକ୍ସଲଙ୍କୁ ନିପାତ କରିଛନ୍ତି। ମାଲକାନଗିରି/ଭୁବନେଶ୍ୱର ୦୧-୦୨-୨୦୨୫(ପିପିଏସ ) : ସୁରକ୍ଷା ବାହିନୀକୁ ବଡ଼ ସଫଳତା ମିଳିଛି। ଓଡ଼ିଶା-ଛତିଶଗଡ଼ର ସୀମାରେ ସୁରକ୍ଷା ବାହିନୀ ଏକ ବଡ଼ଧରଣର ଅପରେସନ୍‌କୁ ସଫଳତାର ରୂପ ଦେଇଛନ୍ତି। ଗୁଳି କରି ୮ ଜଣ ନକ୍ସଲଙ୍କୁ ନିପାତ କରିଛନ୍ତି। ମାଲକାନଗିରି ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାର ତୋଡ଼କା ଜଙ୍ଗଲରେ […]

1 min read

ସୋନିଆଙ୍କ ବୟାନକୁ କଡ଼ା ନିନ୍ଦା କଲେ ମୋହନ

‘ସୋନିଆ ଗାନ୍ଧୀଙ୍କ ଆଚରଣ ଓଡ଼ିଶାର ପୂରା ସାନ୍ତାଳୀ ଜନଜାତିକୁ ଅପମାନ’ ଭୁବନେଶ୍ୱର ୩୧-୦୧-୨୦୨୫(ପିପିଏସ ) : କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଓ ତାଙ୍କର ପୁଅ ତଥା ସାଂସଦ ରାହୁଲ ଗାନ୍ଧୀ ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଉଦ୍ଦେଶ୍ୟରେ ଦେଇଥିବା ମନ୍ତବ୍ୟକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତୀବ୍ର ନିନ୍ଦା କରିଛନ୍ତି। ଏହା ସେମାନଙ୍କର ସମ୍ଭ୍ରାନ୍ତବାଦୀ ଅଚାରଣର ପ୍ରତିଫଳନ ବୋଲି ଶ୍ରୀ ମାଝୀ କହିଛନ୍ତି। ଏଭଳି ଆଚରଣ କରିବା ଓଡ଼ିଶାର ପୂରା ସାନ୍ତାଳୀ ଜନଜାତିକୁ ଅପମାନ। ‌ଲୋକେ […]

1 min read

ମୁହାଁମୁହିଁ ବାଇକ୍‌ ଦୁର୍ଘଟଣାରେ ୨ ଯୁବକଙ୍କ ମୃତ୍ୟୁ, ୩ ଜଣ ଗୁରୁତର

ଭାଟିଗାଁ ଛକ ନିକଟରେ ୨ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ପୋଡାଲଗୁଡା ଗ୍ରାମର ଧନିଆ ମାଝୀ ଓ ରଘୁ ବୈରାଗୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଅନ୍ୟ ୩ ଜଣ ଗୁରୁତର ଭାବେ ଆହତ ହୋଇଥିଲେ। ନବରଙ୍ଗପୁର /ଭୁବନେଶ୍ୱର ୩୧-୦୧-୨୦୨୫(ପିପିଏସ ) : ନବରଙ୍ଗପୁର ଆରକ୍ଷୀ ଅଧୀକ୍ଷକ ମିହିର କୁମାର ପଣ୍ଡା ଶୁକ୍ରବାର ମାନବିକତାର ଏକ ବଡ଼ ପରିଚୟ ଦେଖାଇଛନ୍ତି। ଦୁର୍ଘଟଣାର ଶିକାର ହୋଇ ଚିକିତ୍ସା ପାଇଁ ଛଟପଟ ହେଉଥିବା ଯୁବକମାନଙ୍କୁ ଡାକ୍ତରଖାନାରେ ପହଞ୍ଚାଇଛନ୍ତି। ଆହତମାନଙ୍କୁ […]

1 min read

ଭୁବନେଶ୍ୱରରେ ଟ୍ରାଫିକ୍ ଭିଡ଼ ହ୍ରାସ ପାଇଁ ପ୍ରାୟ ୭,୦୦୦ କୋଟିର ଯୋଜନା

ଭୁବନେଶ୍ୱରର ସଂପ୍ରସାରଣ ପାଇଁ ଏକ ଆଉଟର୍ ରିଙ୍ଗ୍ ରୋଡ୍ ର ଯୋଜନା ମଧ୍ୟ ପ୍ରସ୍ତୁତ କରାଯାଇଛି। ୧୪୮ କିଲୋମିଟର ବିଶିଷ୍ଟ ଏହି ରିଙ୍ଗ୍ ରୋଡ୍, ୬ ଲେନ୍ ହେବା ସହିତ ୨ଟି ସର୍ଭିସ୍ ରୋଡ୍ ମଧ୍ୟ ରହିବ। ଭୁବନେଶ୍ୱର ୩୧-୦୧-୨୦୨୫(ପିପିଏସ ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ପୂର୍ତ୍ତ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କରି ରାଜ୍ୟ ସରକାରଙ୍କ ପକ୍ଷରୁ ପରିକଳ୍ପିତ ବିଭିନ୍ନ ନୂତନ ପ୍ରକଳ୍ପ ଗୁଡିକ ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ […]

1 min read

ଭିଜିଲାନ୍ସ ଜାଲରେ ପ୍ରକଳ୍ପ ଅଧିକାରୀ

ସୁନ୍ଦରଗଡ଼ ବଣାଇ ଆଇଟିଡିଏ ପ୍ରକଳ୍ପ ଅଧିକାରୀ ବିଶ୍ବଦର୍ଶୀ ସାହୁ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ତାଙ୍କର ବିଭିନ୍ନ ସମ୍ପତ୍ତିରେ ଭିଜିଲାନ୍ସ ଚଢ଼ଉ ଜାରି ରହିଛି । ତାଙ୍କ ବିରୋଧରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଛି ବଣାଇ/ଭୁବନେଶ୍ୱର ୩୦-୦୧-୨୦୨୫(ପିପିଏସ ) : ସୁନ୍ଦରଗଡ଼ ବଣାଇ ଆଇଟିଡିଏ ପ୍ରକଳ୍ପ ଅଧିକାରୀ ବିଶ୍ବଦର୍ଶୀ ସାହୁ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ତାଙ୍କର ବିଭିନ୍ନ ସମ୍ପତ୍ତିରେ ଭିଜିଲାନ୍ସ ଚଢ଼ଉ ଜାରି ରହିଛି । ତାଙ୍କ ବିରୋଧରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ […]

1 min read

ମହାକୁମ୍ଭକୁ ଓଏସ୍‌ଆରଟିସି ବସ୍‌ ବାତିଲ,

ଉତ୍ତରପ୍ରଦେଶର ପ୍ରୟାଗରାଜରେ ଗତ ୧୩ ତାରିଖ ଠାରୁ ଆରମ୍ଭ ହୋଇଥିବା ମହାକୁମ୍ଭ ପାଇଁ ଓଡ଼ିଶା ସରକାରଙ୍କ ଦ୍ବାରା ପରିଚାଳିତ ସରକାରୀ ବସ୍‌ ସେବା ବାତିଲ କରାଯାଇଛି। ଓଡ଼ିଶା ରାଜ୍ୟ ସଡ଼କ ଓ ପରିବନ ନିଗମ ପକ୍ଷରୁ ସ୍ବତନ୍ତ୍ର ବସ୍ ବାତିଲ୍ ହୋଇଛି। ଭୁବନେଶ୍ୱର ୩୦-୦୧-୨୦୨୫(ପିପିଏସ ) : ଉତ୍ତରପ୍ରଦେଶର ପ୍ରୟାଗରାଜରେ ଗତ ୧୩ ତାରିଖ ଠାରୁ ଆରମ୍ଭ ହୋଇଥିବା ମହାକୁମ୍ଭ ପାଇଁ ଓଡ଼ିଶା ସରକାରଙ୍କ ଦ୍ବାରା ପରିଚାଳିତ ସରକାରୀ ବସ୍‌ ସେବା ବାତିଲ କରାଯାଇଛି। ଓଡ଼ିଶା ରାଜ୍ୟ […]

1 min read

ରାସନକାର୍ଡ ଇ-କେୱାଇସି: ପିଓଏସ୍ ମେସିନ୍‌ରେ ସଫଳ, ୱେବ୍‌ସାଇଟ୍‌ରେ ବିଫଳ!

ଜଣେ ହିତାଧିକାରୀ ଯେକୌଣସି ସରକାରୀ ଖୁଚୁରା ବିକ୍ରୟ କେନ୍ଦ୍ରକୁ ଯାଇ ଇ-କେୱାଇସି କରିପାରିବେ। କିନ୍ତୁ ସରକାର କହୁଥିବା କଥା ଓ ତୃଣମୂଳସ୍ତରରେ ହେଉଥିବା କାମ ମଧ୍ୟରେ ଆକାଶ-ପାତାଳ ପାର୍ଥକ୍ୟ। ଭୁବନେଶ୍ୱର ୨୯-୦୧-୨୦୨୫(ପିପିଏସ ) : ବହୁ ଅଯୋଗ୍ୟ ରାସନ୍‌କାର୍ଡ ହାତେଇଥିବା, ଜାଲ୍ ରାସନ୍‌କାର୍ଡ ହିତାଧିକାରୀ ଓ ମୃତକଙ୍କ ନାଁରେ ଏବେବି ରାସନ୍ ଉଠାଯାଉଥିବା ସନ୍ଦେହରେ ନୂଆ ସରକାର ଗତବର୍ଷ ଅଗଷ୍ଟ ୨୨ ତାରିଖ ଠାରୁ ଇ-କେୱାଇସି ଯାଞ୍ଚ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି ପ୍ରକ୍ରିୟା ଆଉ ଦିନକ […]