ଜୀବନଚର୍ଯ୍ୟା
ବଜେଟ୍ ଅଧିବେଶନର ଦ୍ବିତୀୟ ଦିନ
ପ୍ରଶ୍ନକାଳ ଆରମ୍ଭରୁ ବିଜେଡି ଏବଂ କଂଗ୍ରେସ ସଦସ୍ୟଙ୍କ ହଟ୍ଟଗୋଳ, ଗୃହ ମୁଲତବୀ ଆଜି ବିଧାନସଭାର ବଜେଟ୍ ଅଧିବେଶନର ଦ୍ବିତୀୟ ଦିନ। ପୂର୍ବାହ୍ନ ୧୦ଟା ୩୦ ମିନିଟ ସମୟରେ ଆରମ୍ଭ ହୋଇଥିଲା। ପ୍ରଶ୍ନକାଳ ଆରମ୍ଭରୁ ବିଧାନସଭାରେ ବିରୋଧୀ ବିଜେଡି ଏବଂ କଂଗ୍ରେସ ହଟ୍ଟଗୋଳ କରିଥିଲେ। ଏହାପରେ ବାଚସ୍ପତି ସୁରମା ପାଢ଼ୀ ଗୃହକୁ ମଧ୍ୟାହ୍ନ ୧୨ଟା ଯାଏ ମୁଲତବୀ ଘୋଷଣା କରିଛନ୍ତି। ଭୁବନେଶ୍ୱର ୧୪-୦୨-୨୦୨୫(ପିପିଏସ ) : ଆଜି ବିଧାନସଭାର ବଜେଟ୍ ଅଧିବେଶନର ଦ୍ବିତୀୟ ଦିନ। ପୂର୍ବାହ୍ନ ୧୦ଟା ୩୦ […]
କଟକରେ ସର୍ବାଧିକ ୧୦୬୦ ଭିକାରି
ରାଜ୍ୟକୁ ଭିକାରିମୁକ୍ତ କରିବାକୁ ସରକାର ଅଭିଯାନ ଚଳାଇଛନ୍ତି: ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ରାଜ୍ୟରେ ଏବେ ୫୨୮୪ଜଣ ଭିକାରି ଅଛନ୍ତି ଓ ସେଥିମଧ୍ୟରୁ କଟକରେ ସର୍ବାଧିକ ୧୦୬୦ ଭିକାରି ଅଛନ୍ତି। ଏନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ଭୁବନେଶ୍ୱର ୧୪-୦୨-୨୦୨୫(ପିପିଏସ ) : ରାଜ୍ୟରେ ଏବେ ୫୨୮୪ଜଣ ଭିକାରି ଅଛନ୍ତି ଓ ସେଥିମଧ୍ୟରୁ କଟକରେ ସର୍ବାଧିକ ୧୦୬୦ ଭିକାରି ଅଛନ୍ତି। ଏନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି […]
ଗୃହରେ ଶିକ୍ଷାବ୍ୟବସ୍ଥାକୁ ନେଇ ବାଲିଗୁଡ଼ା ବିଧାୟକଙ୍କ ପ୍ରଶ୍ନ
ରାଜ୍ୟରେ ୮ମ ଶ୍ରେଣୀ ପିଲାଙ୍କ ଗଣିତ ଜ୍ଞାନ କେତେ? ଭୁବନେଶ୍ୱର ୧୪-୦୨-୨୦୨୫(ପିପିଏସ ) : ବିଧାନସଭାର ବଜେଟ୍ ଅଧିବେଶନର ଦ୍ବିତୀୟ ଦିନରେ ଶୁକ୍ରବାର ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁର ରାଜ୍ୟରେ ଅଷ୍ଟମ ଶ୍ରେଣୀ ପିଲାଙ୍କ ଗଣିତ ଜ୍ଞାନ କେତେ ରହିଛି, ସେନେଇ ଜାଣିବାକୁ ଚାହିଁଛନ୍ତି। ଅସର ରିପୋର୍ଟ ଅନୁଯାୟୀ ରାଜ୍ୟରେ ଅଷ୍ଟମ ଶ୍ରେଣୀ ପିଲା ଠିକ୍ ଭାବରେ ହରଣ ଗୁଣନ, ଫେଡ଼ାଣ କରି ପାରୁ ନାହାନ୍ତି। ଏଥିପାଇଁ ଶିକ୍ଷା ବ୍ୟବସ୍ଥା ଦିଗରେ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ କଣ […]
ଏମ୍ସ ଭୁବନେଶ୍ୱରରେ ଭାରତରେ ପ୍ରଥମ ଏଚ୍ପିବି ରେଡିଓଲୋଜି ପାଠ୍ୟକ୍ରମ
ଭାରତର ପ୍ରଥମ ହେପାଟୋ-ପାନକ୍ରିଏଟୋ-ବିଲିଆରି (ଏଚପିବି) ରେଡିଓଲୋଜି ପାଠ୍ୟକ୍ରମକୁ ସଫଳତାର ସହିତ ଆୟୋଜନ କରି ଏମ୍ସ ଭୁବନେଶ୍ୱର ଚିକିତ୍ସା ବିଜ୍ଞାନ, ଶିକ୍ଷା ଏବଂ ତାଲିମ କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ହାସଲ କରିଛି। ଭୁବନେଶ୍ୱର ୧୪-୦୨-୨୦୨୫(ପିପିଏସ ) : ଭାରତର ପ୍ରଥମ ହେପାଟୋ-ପାନକ୍ରିଏଟୋ-ବିଲିଆରି (ଏଚପିବି) ରେଡିଓଲୋଜି ପାଠ୍ୟକ୍ରମକୁ ସଫଳତାର ସହିତ ଆୟୋଜନ କରି ଏମ୍ସ ଭୁବନେଶ୍ୱର ଚିକିତ୍ସା ବିଜ୍ଞାନ, ଶିକ୍ଷା ଏବଂ ତାଲିମ କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ହାସଲ କରିଛି। ସର୍ଜିକାଲ୍ ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜି ଏବଂ ରେଡିଓ-ଡାଇଗ୍ନୋସିସ୍ ବିଭାଗ […]
ଖଣ୍ଡଗିରି କୁମ୍ଭମେଳାର ପୂର୍ଣ୍ଣାହୁତି
ବିଶ୍ୱ ସନାତନ ବୈଦିକ ଧର୍ମ ପରିଷଦ ଆବାହକତ୍ୱରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଖଣ୍ଡଗିରି ବିଶ୍ୱପ୍ରସିଦ୍ଧ କୁମ୍ଭମେଳା ଯୋଗଯଜ୍ଞର ପୂର୍ଣ୍ଣାହୁତି ଓ ସାଧୁସନ୍ଥ ପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱର ୧୩-୦୨-୨୦୨୫(ପିପିଏସ) : ବିଶ୍ୱ ସନାତନ ବୈଦିକ ଧର୍ମ ପରିଷଦ ଆବାହକତ୍ୱରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଖଣ୍ଡଗିରି ବିଶ୍ୱପ୍ରସିଦ୍ଧ କୁମ୍ଭମେଳା ଯୋଗଯଜ୍ଞର ପୂର୍ଣ୍ଣାହୁତି ଓ ସାଧୁସନ୍ଥ ପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଗତକାଲି ଏକାମ୍ର ଭୁବନେଶ୍ୱର ବିଧାୟକ […]
କନ୍ଧମାଳରେ ଲଜ୍ଜା: ସପ୍ତମ ଶ୍ରେଣୀର ଛାତ୍ରୀ ଗର୍ଭବତୀ
ଶିକ୍ଷା ଦୀକ୍ଷାର ଅଭାବ ନା ଅମାନୁଷିକତା କନ୍ଧମାଳ ଜିଲ୍ଲାରେ ନାବାଳିକା ଗର୍ଭବତୀ ହେବା ଘଟଣା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଶିକ୍ଷା କ୍ଷେତ୍ରରେ ଏହି ଅଞ୍ଚଳ ପଛୁଆ ଥିବାରୁ ଖରାପ ବ୍ୟକ୍ତିଙ୍କର ଜାଲରେ ଫସିଯାଇ କମ୍ ବୟସର ଝିଅମାନେ ଏହି ଅଭାବନୀୟ ପରିସ୍ଥିତିର ସାମ୍ନା କରୁଛନ୍ତି। ଘୁ.ଉଦୟଗିରି/ଭୁବନେଶ୍ୱର ୧୩-୦୨-୨୦୨୫(ପିପିଏସ) : କନ୍ଧମାଳ ଜିଲ୍ଲାରେ ନାବାଳିକା ଗର୍ଭବତୀ ହେବା ଘଟଣା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଶିକ୍ଷା କ୍ଷେତ୍ରରେ ଏହି ଅଞ୍ଚଳ ପଛୁଆ ଥିବାରୁ ଖରାପ […]
ଏଣିକି ଜୈବିକ ଚାଉଳରେ ଶ୍ରୀମନ୍ଦିର କୋଠଭୋଗ
ମହାପ୍ରସାଦକୁ ରସାୟନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ପ୍ରାରମ୍ଭିକ ପର୍ଯ୍ୟାୟରେ ଶ୍ରୀମନ୍ଦିର କୋଠଭୋଗରେ ଜୈବିକ ଚାଉଳ ବ୍ୟବହାର କରାଯିବ। ଭୁବନେଶ୍ୱର/ପୁରୀ ୧୩-୦୨-୨୦୨୫(ପିପିଏସ) : ମହାପ୍ରସାଦକୁ ରସାୟନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ପ୍ରାରମ୍ଭିକ ପର୍ଯ୍ୟାୟରେ ଶ୍ରୀମନ୍ଦିର କୋଠଭୋଗରେ ଜୈବିକ ଚାଉଳ ବ୍ୟବହାର କରାଯିବ। ଏହାସହ ଶ୍ରୀଗୁଣ୍ଡିଚା ସମୟରେ ସମ୍ପୂର୍ଣ୍ଣ ଲାଗି ହେଉଥିବା ଭୋଗରେ ଜୈବିକ ଚାଉଳ ଓ ପନିପରିବା ବ୍ୟବହାର ହେବ। ‘ଅମୃତ ଅନ୍ନ’ ନାମରେ […]
ଭିମସାର କର୍କଟ ୱାର୍ଡରେ ବିଦ୍ୟୁତ ବିଭ୍ରାଟ
ମୋବାଇଲ ଆଲୁଅରେ କେମୋ ଥେରାପି ବୁର୍ଲା ଭିମସାରର କର୍କଟ ବିଭାଗରେ ବିଦ୍ୟୁତ ବିଭ୍ରାଟ ଯୋଗୁଁ ମୋବାଇଲ ଆଲୁଅରେ କେମୋ ଥେରାପି କରାଯାଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ ବିଭାଗ ପକ୍ଷରୁ ପ୍ରାକ୍ ସୂଚନା ନଦେଇ ବିଦ୍ୟତୁ କାଟ କରାଯାଇଥିଲା। ଏହାକୁ ନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଡାକ୍ତରଖାନା ଅଧୀକ୍ଷକ କହିଛନ୍ତି। ବୁର୍ଲା/ଭୁବନେଶ୍ୱର ୧୩-୦୨-୨୦୨୫(ପିପିଏସ) : ବୁର୍ଲା ଭିମସାରର କର୍କଟ ବିଭାଗରେ ବିଦ୍ୟୁତ ବିଭ୍ରାଟ ଯୋଗୁଁ ମୋବାଇଲ ଆଲୁଅରେ କେମୋ ଥେରାପି କରାଯାଇଥିବା ଅଭିଯୋଗ ହୋଇଛି। ବିଭାଗର ସ୍ବତନ୍ତ୍ର […]
ବିଦ୍ୟୁତ ଉପଭୋକ୍ତା ମିଳିତ ମଞ୍ଚର ବିକ୍ଷୋଭ
କଟକ,୧୩-୦୨-୨୦୨୫(ପିପିଏସ) : ବିଦ୍ୟୁତ ଉପଭୋକ୍ତା ମିଳିତ ମଞ୍ଚ ପକ୍ଷରୁ ବାଦାମବାଡି ବିଦ୍ୟୁତ ନିର୍ବାହୀ ଯନ୍ତ୍ରୀଙ୍କ ଅଫିସ୍ ସମ୍ମଖରେ ବିକ୍ଷୋଭ କରାଯାଇଛି। ଶତାଧିକ ଉପଭୋକ୍ତା ଏକ ଶୋଭାଯାତ୍ରାରେ ଆସି ବିକ୍ଷୋଭ ପଦର୍ଶନ କରିଥିଲେ। ଏହି ଗଣ ବିକ୍ଷୋଭରେ ବିଦ୍ୟୁତ ଉପଭୋକ୍ତା ମିଳିତ ମଞ୍ଚର ଆବାହକ ଖଗେଶ୍ୱର ସେଠୀ, ରାଜକିଶୋର ମଲ୍ଲିକ, ଦିପକ ଦାସ, ଅକ୍ଷୟ ରାଉଳ, ସୁକାନ୍ତ ନାୟକ, ଉଦୟ ଟୁଡୁ, ଲକ୍ଷ୍ମୀ ସିଂ, ଶିବ ବେହେରା, ଟୁନି ମହାକୁଡ଼, ସାବିତ୍ରୀ ହେମ୍ବ୍ରମ ପ୍ରମୁଖ ନେତୃତ୍ବ ନେଇଥିଲେ। ବିକ୍ଷୋଭକାରି […]
ବନ୍ଧାହେଲେ ବିଦ୍ୟାଧର
ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ବର ଜିଲ୍ଲା ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କୁ ଭିଜିଲାନ୍ସ ଗିରଫ କରିଛି। ବିଦ୍ୟାଧର ପତିଙ୍କ ଘର, କାର୍ଯ୍ୟାଳୟ ସମେତ ଏକକାଳୀନ ୭ଟି ସ୍ଥାନରେ ଭିଜିଲାନ୍ସ ଚଢ଼ଉ କରିଛି। ତାଙ୍କ ନାଁରେ କୋଟିକୋଟି ଟଙ୍କାର ପ୍ଲଟ୍ ଓ ଫ୍ଲାଟ୍ ଥିବା ଜଣାଯାଇଛି। ବାଲେଶ୍ବର/ଭୁବନେଶ୍ୱର ୧୩-୦୨-୨୦୨୫(ପିପିଏସ) : ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ବର ଜିଲ୍ଲା ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କୁ ଭିଜିଲାନ୍ସ ଗିରଫ କରିଛି। ବିଦ୍ୟାଧର ପତିଙ୍କ ଘର, କାର୍ଯ୍ୟାଳୟ ସମେତ ଏକକାଳୀନ […]