ପ୍ରମୁଖ ଖବର
ବଢ଼ିଲା ଏଲ୍ପିଜି ଦର; ଆହୁରି ୬୨ ଟଙ୍କା ଅଧିକରେ କିଣିବେ ଗ୍ରାହକ
ଦୀପାବଳି ପରେ ପରେ ଲୋକଙ୍କୁ ଲାଗିଛି ବଡ଼ ଧରଣର ଝଟ୍କା। ଆଜିଠାରୁ ଏଲ୍ପିଜି ଗ୍ୟାସ୍ର ଦର ୬୨ ଟଙ୍କା ବୃଦ୍ଧି ପାଇଛି। ତୈଳ କମ୍ପାନି ୧୯ କିଲୋର ବାଣିଜ୍ୟିକ ସିଲିଣ୍ଡର୍ ଉପରେ ଏଲ୍ପିଜି ଦର ବୃଦ୍ଧି କରିଥିବା ସୂଚନା ରହିଛି। ନୂଆଦିଲ୍ଲୀ/ଭୁବନେଶ୍ୱର ୦୧-୧୧-୨୦୨୪ (ପିପିଏସ) : ଦୀପାବଳି ପରେ ପରେ ଲୋକଙ୍କୁ ଲାଗିଛି ବଡ଼ ଧରଣର ଝଟ୍କା। ଆଜିଠାରୁ ଏଲ୍ପିଜି ଗ୍ୟାସ୍ର ଦର ୬୨ ଟଙ୍କା ବୃଦ୍ଧି ପାଇଛି। ତୈଳ କମ୍ପାନି ୧୯ କିଲୋର ବାଣିଜ୍ୟିକ ସିଲିଣ୍ଡର୍ […]
ପୁଣି ମହଙ୍ଗା ମାଡ଼: ବଢ଼ିଲା ପେଟ୍ରୋଲ-ଡିଜେଲ ଦର
ନୂଆଦିଲ୍ଲୀ/ଭୁବନେଶ୍ୱର ୦୧-୧୧-୨୦୨୪ (ପିପିଏସ) : ଉପଭୋକ୍ତାଙ୍କ ଉପରେ ଗୋଟିଏ ପରେ ଗୋଟିଏ ମହଙ୍ଗା ମାଡ଼ ଜାରି ରହିଛି। ପେଟ୍ରୋଲ ଡିଜେଲ ଦର ବୃଦ୍ଧି ପାଇଛି। ଦୀପାବଳି ଉତ୍ସବରେ ବୁଡି ରହିଥିବା ଲୋକଙ୍କୁ ପୁଣି ଥରେ ମୁଦ୍ରାସ୍ଫୀତିର ସମ୍ମୁଖୀନ ହେବାକୁ ପଡ଼ିବ। ୧ ନଭେମ୍ବରଠାରୁ ନୂତନ ଦର ମଧ୍ୟ ପ୍ରକାଶ ପାଇଛି । ରିପୋର୍ଟ ଅନୁଯାୟୀ ଦିଲ୍ଲୀରୁ ପାଟନା ପର୍ଯ୍ୟନ୍ତ ପେଟ୍ରୋଲ ଡିଜେଲ ମହଙ୍ଗା ହୋଇଛି। ପୋର୍ଟବ୍ଲେୟାର ଭଳି ସ୍ଥାନରେ, ଯେଉଁଠାରେ ଭାରତରେ ଶସ୍ତା ପେଟ୍ରୋଲ ଏବଂ ଡିଜେଲ […]
ଆସୁଛି ଆଉ ଏକ ଲଘୁଚାପ, ପୁଣି ଭିଜିବ ଓଡିଶା!
ଭୁବନେଶ୍ୱର ୦୧-୧୧-୨୦୨୪ (ପିପିଏସ) : ଆସୁଛି ଆଉ ଏକ ଲଘୁଚାପ । ପୁଣି ଭିଜିବ ଓଡିଶା । ୫ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ଦକ୍ଷିଣ ଓଡିଶା ସମେତ ଆନ୍ଧ୍ରରେ ବର୍ଷା ସମ୍ଭାବନା ରହିଛି । ୮ ରୁ ୧୧ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଉପକୂଳରେ ବର୍ଷା ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଜ୍ଞାନୀ ସୁରେନ୍ଦ୍ରନାଥ ପଶୁପାଳକଙ୍କ ପକ୍ଷରୁ ଶୁକ୍ରବାର ସୂଚନା ମିଳିଛି । […]
ୟୁରୋପ ପାଇଁ ଇନ୍ଧନ ଯୋଗାଣରେ ଆଗୁଆ ଭାରତ
ଇନ୍ଧନ ଯୋଗାଣ ମାମଲାରେ ଭାରତ ୟୁରୋପର ଏକ ପ୍ରମୁଖ ଯୋଗାଣକାରୀ ପାଲଟିଛି। କରୋନା ମହାମାରୀ ସମୟରେ ୟୁରୋପର ତୈଳ ବିଶୋଧନାଗାର ବନ୍ଦ ହେବା ଏବଂ ପରେ ରୁଷିଆ-ୟୁକ୍ରେନ ଯୁଦ୍ଧ ଭାରତକୁ ଇନ୍ଧନ ଯୋଗାଣ ପାଇଁ ଏକ ସୁଯୋଗ ଦେଇଥିଲା। ନୂଆଦିଲ୍ଲୀ/ଭୁବନେଶ୍ୱର ୦୧-୧୧-୨୦୨୪ (ପିପିଏସ) : ଇନ୍ଧନ ଯୋଗାଣ ମାମଲାରେ ଭାରତ ୟୁରୋପର ଏକ ପ୍ରମୁଖ ଯୋଗାଣକାରୀ ପାଲଟିଛି। କରୋନା ମହାମାରୀ ସମୟରେ ୟୁରୋପର ତୈଳ ବିଶୋଧନାଗାର ବନ୍ଦ ହେବା ଏବଂ ପରେ ରୁଷିଆ-ୟୁକ୍ରେନ ଯୁଦ୍ଧ ଭାରତକୁ ଇନ୍ଧନ […]
ବିପଦସଂକୂଳ ଅବସ୍ଥାରେ ମାଲକାନଗିରି ଜିଲ୍ଲାର ଶତାଧିକ ବିଦ୍ୟାଳୟ ଗୃହ
ମାଲକାନଗିରି ଜିଲ୍ଲାର ସାତୋଟି ବ୍ଲକରେ ଭୁଶୁଡି ପଡିଛି ଶିକ୍ଷା ବ୍ୟବସ୍ଥା। କେଉଁଠି ବିଦ୍ୟାଳୟ ଅଛି ତ ଛାତ୍ରଛାତ୍ରୀ ନାହାନ୍ତି ତ ଆଉ କେଉଁଠି ଭଙ୍ଗା ଦଦରା କୋଠାରେ ପାଠ ପଢୁଛନ୍ତି ଛାତ୍ରଛାତ୍ରୀ। ଅଧିକାଂଶ ସ୍କୁଲରେ ପ୍ରଥମରୁ ପଞ୍ଚମ ଯାଏଁ ଥିବା ବେଳେ ମାତ୍ର ରହିଛନ୍ତି ଜଣେ ମାତ୍ର ଶିକ୍ଷକ। ଶିକ୍ଷା ବିଭାଗର ବିକଳ ଚିତ୍ର: ବିଭାଗ କହୁଛି ୪୭ ଗୃହ ଜରାଜୀର୍ଣ୍ଣ ରହିଛି ମାଲକାନଗିରି/ଭୁବନେଶ୍ୱର ୦୧-୧୧-୨୦୨୪ (ପିପିଏସ) : ମାଲକାନଗିରି ଜିଲ୍ଲା ସଦର ମହକୁମା ସମେତ ଜିଲ୍ଲାର […]
ଭୁବନେଶ୍ୱର ୧ ନମ୍ବର ହାଟ ଭୂତଳ ମାର୍କେଟରେ ଭୟାବହ ଅଗ୍ନିକାଣ୍ଡ
ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱର ୧ ନମ୍ବର ହାଟ ଭୂତଳ ମାର୍କେଟରେ ଭୁବନେଶ୍ୱରରେ ଭୟାବହ ଅଗ୍ନିକାଣ୍ଡ ଘଟି କେତେକ ଦୋକାନର ସାମଗ୍ରୀ ଜଳିପୋଡ଼ିପାଉଁଶ ହୋଇଯାଇଛି। ଭୁବନେଶ୍ୱର,୦୧-୧୧-୨୦୨୪(ପିପିଏସ):ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱର ୧ ନମ୍ବର ହାଟ ଭୂତଳ ମାର୍କେଟରେ ଭୁବନେଶ୍ୱରରେ ଭୟାବହଅଗ୍ନିକାଣ୍ଡଘଟିକେତେକଦୋକାନରସାମଗ୍ରୀଜଳିପୋଡ଼ିପାଉଁଶହୋଇଯାଇଛିମାର୍କେଟ ବିଲ୍ଡିଂରୁ ଏକ ନମ୍ବର ହାଟକୁ ସଂଯୋଗ କରୁଥିବା ଅଣ୍ଡର ଗ୍ରାଉଣ୍ଡରେ ନିଆଁଲାଗିଥିଲାଅଣ୍ଡର ଗ୍ରାଉଣ୍ଡ ମାର୍କେଟରେଥିବା କପଡା ଦୋକାନରେ ନିଆଁ ଲାଗିବା ଯୋଗୁଁ ଆଖପାଖ ଅଞ୍ଚଳ ଧୂଆଁମୟ ହୋଇଯାଇଥିଲା।ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଅଣ୍ଡର ଗ୍ରାଉଣ୍ଡରେ ଲାଗିଥିବା ନିଆଁକୁ ଆୟତ୍ତ କରିଛନ୍ତି । ଅଣ୍ଡର ଗ୍ରାଉଣ୍ଡ ମାର୍କେଟରେଥିବା କପଡା ଦୋକାନରେ ନିଆଁ ଲାଗିବା ଯୋଗୁଁ ଆଖପାଖ ଅଞ୍ଚଳ ଧୂଆଁମୟ ହୋଇଯାଇଥିଲା। ଖବର ପାଇ ଅଗ୍ନିଶମବାହିନୀଘଟଣାସ୍ଥଳରେପହଞ୍ଚିଅଣ୍ଡରଗ୍ରାଉଣ୍ଡରେଲାଗିଥିବାନିଆଁକୁଆୟତ୍ତକରିଛନ୍ତିନିଆଁ ଲିଭାଇବା ପାଇଁ ୧୦ଟି ଦମକଳ ଗାଡ଼ି ନିୟୋଜିତ ହୋଇଥିଲେ କେଉଁ ପରିସ୍ଥିତିରେ ନିଆଁ ଲାଗିଲା ତାହାର କାରଣ ସ୍ପଷ୍ଟ ହୋଇନିବର୍ତ୍ତମାନ ଅଣ୍ଡର ଗ୍ରାଉଣ୍ଡ ମଧ୍ୟରେ କେତେ ଦୋକାନ ଓ ଧନସମ୍ପତ୍ତିର କ୍ଷୟକ୍ଷତି ହୋଇଛି ତାହାର କୌଣସି ଆକଳନ ହୋଇନାହିଁ । ଘଟଣାସ୍ଥଳରେ କ୍ୟାପିଟାଲ ଥାନା ପୁଲିସ ମଧ୍ୟ ମୁତୟନ ହୋଇଛନ୍ତି।
ଜନ୍ମମାଟିରେ କାଳୀ ପୂଜା ଓ ଦୀପାବଳି ପାଳିଲେ ମୁଖ୍ୟମନ୍ତ୍ରୀ
କେନ୍ଦୁଝରକୁ ଦୁଇ ଦିନିଆ ଗସ୍ତରେ ଆସିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମ ଦିନରେ ନିଜ ଗାଁ ରାଇକଳାରେ କାଳୀ ପୂଜା ଓ ଦୀପାବଳି ଉତ୍ସବ ପାଳନ କରିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ଏହା ତାଙ୍କର ପ୍ରଥମ କାଳୀ ପୂଜା ଓ ଦୀପାବଳି ଉତ୍ସବ ଏବଂ ଏହାକୁ ସେ ନିଜ ଗାଁରେ ପାଳନ କରିଛନ୍ତି। ଭୁବନେଶ୍ୱର ୦୧-୧୧-୨୦୨୪ (ପିପିଏସ) : କେନ୍ଦୁଝରକୁ ଦୁଇ ଦିନିଆ ଗସ୍ତରେ ଆସିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମ ଦିନରେ ନିଜ […]
ପୁରୀରେ ବାଣ ବିସ୍ଫୋରଣ
ଚିକିତ୍ସାଧୀନ ଅବସ୍ଥାରେ ଏସସିବିରେ ଆଖି ବୁଜିଲେ ଯୁବକ ପୁରୀ/ଭୁବନେଶ୍ୱର ୦୧-୧୧-୨୦୨୪ (ପିପିଏସ) : ପୁରୀ ସଦର ଥାନା ଅନ୍ତର୍ଗତ ବାଟ ଗାଁରେ ବାଣ ବିସ୍ଫୋରଣରେ ଜଣେ ଯୁବକ ଗୁରୁତର ଆହତ ହୋଇ ଏସସିବି ମେଡିକାଲରେ ଭର୍ତ୍ତି ହୋଇଥିଲେ। ହେଲେ ଚିକିତ୍ସାଧୀନ ଅବସ୍ଥାରେ ସେଠାରେ ତାଙ୍କର ମୃତ୍ୟୁ ହୋଇଥିବା ଖବର ମିଳିଛି । ମୃତକ ସ୍ଥାନୀୟ ଅଞ୍ଚଳର ଯୁବକ ସଞ୍ଜୟ ଜେନା ବୋଲି ଜଣା ପଡ଼ିଛି। ପୁରୀ ସଦର ଥାନା ଅନ୍ତର୍ଗତ ବାଟ ଗାଁରେ ବାଣ ବିସ୍ଫୋରଣରେ ଜଣେ […]
ଏ ଏସ ଆଇର ମନମାନି:ସୂର୍ଯ୍ୟମନ୍ଦିରରେ ବଙ୍ଗୀୟ ପର୍ଯ୍ୟଟକ ଆହତ
ଆମ୍ବୁଲାନ୍ସ ପାଇଁ ବି ଫିଟୁନି ତାଲା କୋଣାର୍କ/ଭୁବନେଶ୍ୱର, ୩୦-୧୦-୨୦୨୪ (ପିପିଏସ ) : ବିଶ୍ଵ ପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟ ମନ୍ଦିର ସୁରକ୍ଷା ଓ ସଂରକ୍ଷଣ ଦାୟିତ୍ଵରେ ଥିବା ଏ ଏସ ଆଇର ମନମାନି ଦିନକୁ ଦିନ ବୃଦ୍ଧି ପାଉଥିବା ସାଧାରଣରେ ଅଭିଯୋଗ ହୋଇଛି। କେନ୍ଦ୍ର ସରକାରଙ୍କ ଅଧିନରେ ଥିବା ଏହି ସଂସ୍ଥା ଉପରେ ରାଜ୍ୟ ସରକାରଙ୍କର କୌଣସି ଅଙ୍କୁଶ ନଥିବାରୁ ଦିନକୁ ଦିନ ମନମାନି କରୁଥିବା ଜଣାପଡିଛି। ବାର୍ଷିକ କୋଟି କୋଟି ଟଙ୍କା ପ୍ରବେଶ ଶୁଳ୍କ ଭାବେ […]
୪୦୮ ଗାଁକୁ ଡିବିରି ଭରସା: ପାଖରେ ଦୁଇଟି ଜଳବିଦ୍ୟୁତ୍ ପ୍ରକଳ୍ପ ଥାଇ ବି ଅନ୍ଧାରରେ ଗ୍ରାମବାସୀ
କୋରାପୁଟ ଜିଲ୍ଲାର ୪୦୮ଗାଁକୁ ବିଦ୍ୟୁତ୍ ସେବା ସ୍ବପ୍ନ ପାଲଟିଛି। ଡିବିର ଓ ଜହ୍ନ ଆଲୁଅ ଏହି ଗ୍ରାମବାସୀଙ୍କ ପାଇଁ ଆଲୋକର ମାଧ୍ୟମ ପାଲଟିଛି। ପାଠପଢ଼ାଠୁ ରାତ୍ରି ଭୋଜନ, ଜାନିଯାତ୍ରା, ସାଂସ୍କୃତିକ କାର୍ଯ୍ୟକ୍ରମ ସବୁକିଛି ଏମାନେ ଡିବିର ଆଲୁଅ ମାଧ୍ୟମରେ ହିଁ କରିଥାନ୍ତି। କୋରାପୁଟ/ଭୁବନେଶ୍ୱର, ୩୦-୧୦-୨୦୨୪ (ପିପିଏସ ) : କୋରାପୁଟ ଜିଲ୍ଲାର ୪୦୮ଗାଁକୁ ବିଦ୍ୟୁତ୍ ସେବା ସ୍ବପ୍ନ ପାଲଟିଛି। ଡିବିର ଓ ଜହ୍ନ ଆଲୁଅ ଏହି ଗ୍ରାମବାସୀଙ୍କ ପାଇଁ ଆଲୋକର ମାଧ୍ୟମ ପାଲଟିଛି। ପାଠପଢ଼ାଠୁ ରାତ୍ରି ଭୋଜନ, […]
