1 min read

ହାଇବ୍ରିଡ ମୋଡରେ ହେବ ଚାମ୍ପିୟନ୍ସ ଟ୍ରଫି

ଚାମ୍ପିୟନ୍ସ ଟ୍ରଫିକୁ ନେଇ ଗତ କିଛି ମାସ ହେଲା ଚାଲିଥିବା ଅଚଳାବସ୍ଥା ଦୂର ହୋଇଛି । ଆଇସିସି ଏହି ଟୁର୍ଣ୍ଣାମେଣ୍ଟ ପାଇଁ ‘ହାଇବ୍ରିଡ୍ ମଡେଲ୍’କୁ ମଞ୍ଜୁରି ଦେଇଛି । ପାକିସ୍ତାନ ଓ ଦୁବାଇରେ ହାଇବ୍ରିଡ୍ ମଡେଲରେ ଚାମ୍ପିୟନ୍ସ ଟ୍ରଫି ଖେଳାଯିବ । ଲାହୋର /ଭୁବନେଶ୍ୱର ୧୩-୧୨-୨୦୨୪(ପିପିଏସ ) : ଚାମ୍ପିୟନ୍ସ ଟ୍ରଫିକୁ ନେଇ ଗତ କିଛି ମାସ ହେଲା ଚାଲିଥିବା ଅଚଳାବସ୍ଥା ଦୂର ହୋଇଛି । ଆଇସିସି ଏହି ଟୁର୍ଣ୍ଣାମେଣ୍ଟ ପାଇଁ ‘ହାଇବ୍ରିଡ୍ ମଡେଲ୍’କୁ ମଞ୍ଜୁରି ଦେଇଛି […]

1 min read

ସରକାରଙ୍କୁ ୬ ମାସ: ଦଲାଲଙ୍କ ଉପରେ ନଜର ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର ୧୨-୧୨-୨୦୨୪(ପିପିଏସ ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟରେ ଧାନ ସଂଗ୍ରହ ପ୍ରକ୍ରିୟାର ସମୀକ୍ଷା କରିଛନ୍ତି। ଲୋକସେବା ଭବନରେ ଆୟୋଜିତ ଏହି ସମୀକ୍ଷା ବେଳେ ଧାନ ସଂଗ୍ରହ ପ୍ରକ୍ରିୟାକୁ ତ୍ବରାନ୍ବିତ କରିବା ଏବଂ ଚାଷୀ ମାନଙ୍କ ଅଭିଯୋଗର ତୁରନ୍ତ ସମାଧାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ମଣ୍ଡିରେ ଚାଷୀମାନଙ୍କ ପାଇଁ ଖାଦ୍ୟ, ପାଣି ଓ ଟଏଲେଟର ବ୍ୟବସ୍ଥା କରିବାକୁ ପରାମର୍ଶ ଦେଇଛନ୍ତି। ଦଲାଲମାନଙ୍କ ଉପରେ ତୀକ୍ଷ୍ଣ ନଜର ରଖିବାକୁ ମଧ୍ୟ ନିର୍ଦ୍ଦେଶ […]

1 min read

ଓଡ଼ିଶାର ଦୁଇ ଯୁବକ ଝାଡ଼ଖଣ୍ଡରେ ନିଖୋଜ! ଉଦ୍ଧାର ପାଇଁ ରାଷ୍ଟ୍ରପତିଙ୍କୁ ନିବେଦନ

ରାଇରଙ୍ଗପୁର/ଭୁବନେଶ୍ୱର ୧୨-୧୨-୨୦୨୪(ପିପିଏସ ) : ଓଡିଶାର ଦୁଇ ଜଣ ଯୁବକ ପଡ଼ୋଶୀ ଝାଡ଼ଖଣ୍ଡରେ ନିଖୋଜ ନେଇ ଥାନାରେ ଅଭିଯୋଗ ହୋଇଛି। ନିଖୋଜ ୨ ଯୁବକ ହେଲେ ସେକ୍ ଶାହାଦଲ୍ଲୀ(୨୫) ଓ ତାଙ୍କ ସାଙ୍ଗ ସେକ୍ ନାଜିର୍ (୨୮)।  ସୂଚନା ଅନୁଯାୟୀ ମୟୂରଭଂଜ  ଜିଲ୍ଲା ରାଇରଙ୍ଗପୁର ଗ୍ରାମାଂଚଳ ଥାନା ଅର୍ନ୍ତଗତ ଟେନ୍ଟପୋଷି ଗ୍ରାମର ଦୁଇ ଯୁବକ ସେକ୍ ଶାହାଦଲ୍ଲୀ ଓ ତାଙ୍କ ସାଙ୍ଗ ସେକ୍ ନାଜିର୍ଗ ଗତ ୯ ତାରିଖରେ ଏକ ସ୍କୋର୍ପିଓରେ ଝାଡଖଣ୍ଡର ଚକ୍ରଧରପୁର ଅର୍ନ୍ତଗତ ଗୋଇଲେକେରା […]

1 min read

ଭାରତ ସେବାଶ୍ରମ ପକ୍ଷରୁ ଗୀତା ଜୟନ୍ତୀ ଉତ୍ସବ

ଯୁଦ୍ଧ ପ୍ରମତ୍ତ ବିଶ୍ଵକୁ ଭାରତ ହିଂ ଗୀତା ଜରିଆରେ ଦିଗଦର୍ଶନ ଦେଇପାରିବ :ବିଶ୍ବଭୂଷଣ ହରିଚନ୍ଦନ |ଭୁବନେଶ୍ୱର ୧୨-୧୨-୨୦୨୪(ପିପିଏସ ) : ଯୁଦ୍ଧ ପ୍ରମତ୍ତ ବିଶ୍ଵକୁ ଭାରତ ହିଂ ଗୀତା ଜରିଆରେ ଦିଗଦର୍ଶନ ଦେଇପାରିବ | ସେ ଦୃଷ୍ଟିରୁ ଗୀତା ପଠନର ଆବଶ୍ୟକତା ରହିଛି |ଭାରତ ହିଂ ସମଗ୍ର ବିଶ୍ଵରେ ଶାନ୍ତି ସ୍ଥାପନ କରିପାରିବ ବୋଲି ଆନ୍ଧ୍ର ପ୍ରଦେଶ ଓ ଛତିଶିଗଡର ପୂର୍ବତନ ରାଜ୍ୟପାଳ ଶ୍ରୀ ବିଶ୍ବଭୂଷଣ ହରିଚନ୍ଦନ କହିଛନ୍ତି |ଗତ ସନ୍ଧ୍ୟାରେ ଭାରତ ସେବକ ସମାଜ ସଙ୍ଘର […]

1 min read

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। କଳିଙ୍ଗ ଷ୍ଟାଡିୟମରେ ବ୍ୟାଡ଼ମିଣ୍ଟନ ହାଇ ପରଫରମାନ୍ସ ସେଣ୍ଟର ଉଦ୍ଘାଟନ କାର୍ଯ୍ୟକ୍ରମରେ ବ୍ୟାଡ଼ମିଣ୍ଟନ ଆସୋସିଏସନ ଅଫ ଇଣ୍ଡିଆର ସଭାପତି ଭାବରେ ହିମନ୍ତ ବିଶ୍ୱଶର୍ମା ଯୋଗଦେବେ ଭୁବନେଶ୍ୱର ୧୨-୧୨-୨୦୨୪(ପିପିଏସ ) : ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। ଆଜି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ  ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି | ବିମାନ ବନ୍ଦରରେ ତାଙ୍କୁ ବିଜେପି ରାଜ୍ୟ ସଭାପତି […]

1 min read

୪ ସାଇବର ଠକକୁ ଉଠାଇନେଲା ପୋଲିସ

ସାଇବର ଠକ ମାତିଛନ୍ତି। ଭୁବନେଶ୍ବରରେ ଗେମିଂ ଆପ୍‌ କଲ୍‌ ସେଣ୍ଟରକୁ କମିସନରେଟ୍‌ ପୁଲିସ ଠାବ କରିଛି। ଏଠାରେ ଠକେଇ କାମରେ ଲିପ୍ତ ଥିବା ୪ ଜଣ ଅଭିଯୁକ୍ତକୁ ପୁଲିସ ଉଠାଇ ନେଇ ପଚରାଉଚରା କରୁଛି। ଭୁବନେଶ୍ୱର ୧୨-୧୨-୨୦୨୪(ପିପିଏସ ) : ରାଜଧାନୀ ଭୁବନେଶ୍ବରରେ ଗେମିଂ ଆପ୍‌ କଲ୍‌ ସେଣ୍ଟରକୁ କମିସନରେଟ୍‌ ପୁଲିସ ଠାବ କରିଛି। ଏଠାରେ ଠକେଇ କାମରେ ଲିପ୍ତ ଥିବା ୪ ଜଣ ଅଭିଯୁକ୍ତକୁ ପୁଲିସ ଉଠାଇ ନେଇ ପଚରାଉଚରା କରୁଛି। ଅଭିଯୁକ୍ତମାନେ ବାହାର ରାଜ୍ୟରୁ […]

1 min read

ଭୁବନେଶ୍ବରରେ ଏକାଧିକ ସଡ଼କ, ଫ୍ଲାଇଓଭର, ରେଲ୍ ଓଭର ବ୍ରିଜ ଓ ରିଙ୍ଗ ରୋଡ ନିର୍ମାଣ ପାଇଁ ଯୋଜନା

ଭୁବନେଶ୍ୱର ୧୦-୧୨-୨୦୨୪(ପିପିଏସ) : ଭୁବନେଶ୍ବର ସହରର କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟାର ଆବଶ୍ୟକତା ଦୃଷ୍ଟିରୁ ଗାଡି ଚଳାଚଳ ଓ ଟ୍ରାଫିକ ବ୍ୟବସ୍ଥାକୁ ଉପଯୋଗୀ ଓ ସହଜ କରିବା ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁତ୍ଵ ଆରୋପ କରିଛନ୍ତି।ଭୁବନେଶ୍ବର ସହରର ଗାଡି ଚଳାଚଳ ଓ ଟ୍ରାଫିକ୍‌ ସମସ୍ୟାକୁ ଦୂର କରିବା ପାଇଁ ପୂର୍ତ୍ତ ବିଭାଗ ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସହର ପାଇଁ ବିଭିନ୍ନ ସଡ଼କ ପ୍ରକଳ୍ପ ଯୋଜନା ଉପରେ ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ […]

1 min read

ପାରାଦୀପରେ ଫସିଲେ ୭୮ ବାଂଲାଦେଶୀ ନାଗରିକ, ମାଛ ଧରିବାକୁ ଆସି ଅଟକ

ପାରାଦୀପ/ଭୁବନେଶ୍ୱର ୧୦-୧୨-୨୦୨୪(ପିପିଏସ) :  ବିଗତ କିଛି ମାସ ହେଲା ଭାରତ-ବାଂଲାଦେଶର ସଂପର୍କରେ ମଧୁରତା ନାହିଁ। ବିଭିନ୍ନ କାରଣକୁ ନେଇ ଉଭୟ ଦେଶ ମଧ୍ୟରେ ସଂପର୍କ ଭଲ ନଥିବା ବେଳେ ଏଥିରେ ସୁଧାର ଆଣିବା ପାଇଁ ଉଦ୍ୟମ କରାଯାଉଛି। ଏହାରି ମଧ୍ୟରେ ଭାରତୀୟ ସମୁଦ୍ର ସୀମାରୁ ୨ଟି ବାଂଲାଦେଶୀ ମାଛଧରା ଟ୍ରଲର ଜବତ ହୋଇଛି। ଏହି ଟ୍ରଲରେ ୭୮ ଜଣ ମତ୍ସ୍ୟଜୀବୀ ଥିଲେ। ମତ୍ସ୍ୟଜୀବୀମାନଙ୍କୁ ଅଟକ ରଖି ତଟରକ୍ଷୀ ବାହିନୀ ଖୋଳତାଡ଼ କରୁଛି।ବଙ୍ଗୋପସାଗରରେ ଅଟକ ଥିବା ସମସ୍ତ ବାଂଲାଦେଶୀ […]

1 min read

ଓଡ଼ିଶା ମାଷ୍ଟର୍ସ ୨୦୨୪ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା, ମାନବ ଚୌଧୁରୀ ବିଜୟୀ

କଟକ ଜବାହାରଲାଲ ନେହେରୁ ଇଣ୍ଡୋର ଷ୍ଟାଡିଅମରେ ଆଜିଠାରୁ ଆରମ୍ଭ ହୋଇଛି ଓଡ଼ିଶା ମାଷ୍ଟର୍ସ ୨୦୨୪ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା। କୋର୍ଟ ୧ରେ ଆଜି ଅନୁଷ୍ଠିତ ମ୍ୟାଚରେ ଭାରତୀୟ ବ୍ୟାଡମିଣ୍ଟନ ଖେଳାଳି ମାନବ ଚୌଧୁରୀ ପୁରୁଷ ଏକକ ଯୋଗ୍ୟତା ପର୍ଯ୍ୟାୟରେ ସଂଯୁକ୍ତ ଆରବ ଏମିରେଟ୍ସର ମହମ୍ମଦ ମୁନାୱରଙ୍କୁ ୨୧-୧୬, ୨୧-୧୨ରେ ପରାସ୍ତ କରିଛନ୍ତି। ପୁରୁଷ ସିଙ୍ଗଲ୍ସର ଅନ୍ୟ ଏକ ମ୍ୟାଚରେ ଭାରତର ରାଜେଶ ଶ୍ରୀକର ୧୧-୨୧, ୨୧-୨୩ରେ ଚୀନର ଲିଉ ୟୁ ଜୁଆନଙ୍କଠାରୁ ପରାସ୍ତ ହୋଇଥିବା ବେଳେ ଗଗନ ବାଲିୟାନ […]

1 min read

ମାନବାଧିକାର ଦିବସ: ବିଶ୍ୱ ଗଠନର ଆଧାର ହେଉ ନ୍ୟାୟ ଏବଂ ମାନବୀୟ ମର୍ଯ୍ୟାଦା – ରାଷ୍ଟ୍ରପତି

ନୂଆଦିଲ୍ଲୀ/ଭୁବନେଶ୍ୱର ୧୦-୧୨-୨୦୨୪(ପିପିଏସ) : ଭାରତ ଦାରିଦ୍ର୍ୟ ଓ କ୍ଷୁଧାରୁ ମୁକ୍ତି ଏବଂ ଯୁବବର୍ଗଙ୍କୁ ସମାନ ସୁଯୋଗ ପ୍ରଦାନ କରିବା କ୍ଷେତ୍ରରେ ବିଶ୍ୱ ସମ୍ମୁଖରେ ଏକ ଉଜ୍ଜ୍ୱଳ ଉଦାହରଣ ଭାବେ ଉଭା ହୋଇଛି। ନୂଆଦିଲ୍ଲୀରେ ମଙ୍ଗଳବାର ଜାତୀୟ ମାନବାଧିକାର ଆୟୋଗ ପକ୍ଷରୁ ଆୟୋଜିତ ମାନବାଧିକାର ଦିବସ ଉତ୍ସବରେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ଏହା କହିଛନ୍ତି। ରାଷ୍ଟ୍ରପତି କହିଛନ୍ତି, ୫ ହଜାର ବର୍ଷରୁ ଅଧିକ ସମୟର ସଭ୍ୟତା ଓ ଐତିହ୍ୟ ସହିତ ଭାରତ ଦୀର୍ଘ ଦିନ ଧରି ସହାନୁଭୂତି, କରୁଣା […]