Popular News
ଚିଲିକାକୁ ଆସିଛନ୍ତି ୪ ଲକ୍ଷ ୯୪ ହଜାର ୩୬୬ ବିଦେଶାଗତ ପକ୍ଷୀ
ଭୁବନେଶ୍ୱର ୧୦-୧୨-୨୦୨୪(ପିପିଏସ) : ଚିଲିକା ହ୍ରଦକୁ ଶୀତ ଋତୁରେ ସାଧାରଣତଃ ବିଦେଶାଗତ ପକ୍ଷୀମାନେ ଚିଲିକାର ଚତୁପାର୍ଶ୍ଵରେ ଥିବା ଜଳାଶୟ ଯଥା ମଙ୍ଗଳାଯୋଡି, ଭୁଷଣ୍ଡପୁରୁ, ବାଲିପାଟପୁର, ନଇରି, ବଉଳାବନ୍ଧ, ବଡଗୋଠ, ଟୁଆଗମ୍ଭାରୀ, ଗୁରୁବାଇ, ସପିଆ, ନଳବଣ, ମଧୁରଚୁଆ, ସମଲନାସୀ, ପାଣ୍ଡାନାସୀ, ପଞ୍ଚକୁଦୀ, ସୁନନ୍ଦା ଓ କାଲୁରୀ ଅଞ୍ଚଳରେ ଥିବା ଜଳାଶୟମାନଙ୍କରେ ଦେଖାଯାଇଥାନ୍ତି। ଏହି ଜଳାଶୟକୁ ୨୦୨୪ ନଭେମ୍ବର ୩୦ ସୁଦ୍ଧା ୪ ଲକ୍ଷ ୯୪ ହଜାର ୩୬୬ ସଂଖ୍ୟକ ବିଦେଶାଗତ ପକ୍ଷୀମାନଙ୍କର ଆଗମନ ହୋଇସାରିଲାଣି। ତନ୍ମଧ୍ୟରୁ କେବଳ ଚିଲିକା […]
ପୁନରୁଦ୍ଧାର ହେବ ଆସିକା ଚିନିକଳ
ଭୁବନେଶ୍ୱର ୧୦-୧୨-୨୦୨୪(ପିପିଏସ) : ଆସିକା ଚିନିକଳର ପୁନରୁଦ୍ଧାର ଓ ଆଧୁନିକୀକରଣ ପାଇଁ ରାଜ୍ୟ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। ଏଥିପାଇଁ ଏକ ଟାସ୍କ ଫୋର୍ସ ଗଠନ କରାଯିବ। ଏହି ଟାସ୍କ ଫୋର୍ସରେ କୃଷି, ଅର୍ଥ, ସମବାୟ, ଅବକାରୀ ତଥା ଜଳ ସମ୍ପଦ ବିଭାଗର ବରିଷ୍ଠ ଅଧିକାରୀମାନେ ସଦସ୍ୟ ଭାବେ ରହିବେ। ଆଜି ଆସିକା ଚିନି ଶିଳ୍ପର ପୁନରୁଦ୍ଧାର ନିମନ୍ତେ ଲୋକସେବା ଭବନରେ ଅନୁଷ୍ଠିତ ଏକ ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିର୍ଦ୍ଦେଶ […]
ରାଜ୍ୟସଭା ଉପନିର୍ବାଚନ: ଓଡ଼ିଶା ପାଇଁ ସୁଜିତ କୁମାର ଏକମାତ୍ର ପ୍ରାର୍ଥୀ
ଓଡ଼ିଶାରେ ଖାଲି ପଡ଼ିଥିବା ଗୋଟିଏ ରାଜ୍ୟସଭା ଆସନ ସୁଜିତ କୁମାର ପୂରଣ କରିବେ। ପ୍ରାର୍ଥୀପତ୍ର ଦାଖଲ ପାଇଁ ଆଜି ସମୟ ଶେଷ ହେଲା ପରେ ଏହା ଜଣାପଡ଼ିଛି। ସୁଜିତ କୁମାରଙ୍କ ବିରୋଧରେ କୌଣସି ଦଳ ପ୍ରାର୍ଥୀପତ୍ର ଦାଖଲ କରି ନଥିବା ନେଇ ଓଡ଼ିଶା ବିଧାନସଭା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଭୁବନେଶ୍ୱର ୧୦-୧୨-୨୦୨୪(ପିପିଏସ) : ଓଡ଼ିଶାରେ ଖାଲି ପଡ଼ିଥିବା ଗୋଟିଏ ରାଜ୍ୟସଭା ଆସନ ସୁଜିତ କୁମାର ପୂରଣ କରିବେ। ପ୍ରାର୍ଥୀପତ୍ର ଦାଖଲ ପାଇଁ ଆଜି ସମୟ ଶେଷ […]
ଟାଟା ମୋଟର୍ସରେ ଚାକିରି ନାଁରେ ଠକେଇ ମାମଲା: କୋର୍ଟରେ ହାଜର ହେଲେ ସାଂସଦ
ଟାଟା ମୋଟର୍ସରେ ଚାକିରି ଦେବା ନାଁରେ ଟଙ୍କା ଠକେଇ ମାମଲାର ବିଚାରଣା ଆରମ୍ଭ ହୋଇଛି। ଏଣୁ ଏହି ମାମଲାରେ ଅଭିଯୁକ୍ତ ଥିବା ବ୍ରହ୍ମପୁର ସାଂସଦ ଡ. ପ୍ରଦୀପ କୁମାର ପାଣିଗ୍ରାହୀ କୋର୍ଟରେ ହାଜର ହୋଇଛନ୍ତି। ବ୍ରହ୍ମପୁର/ଭୁବନେଶ୍ୱର ୧୦-୧୨-୨୦୨୪(ପିପିଏସ) : ବହୁ ଚର୍ଚ୍ଚିତ ଟାଟା ମୋଟର୍ସରେ ଚାକିରି ଦେବା ନାଁରେ ଟଙ୍କା ଠକେଇ ମାମଲାର ବିଚାରଣା ଆରମ୍ଭ ହୋଇଛି। ଏଣୁ ଏହି ମାମଲାରେ ଅଭିଯୁକ୍ତ ଥିବା ବ୍ରହ୍ମପୁର ସାଂସଦ ଡ. ପ୍ରଦୀପ କୁମାର ପାଣିଗ୍ରାହୀ କୋର୍ଟରେ ହାଜର ହୋଇଛନ୍ତି। […]
୪୦୦ରୁ ଅଧିକ କଏଦୀଙ୍କ ସଜା କମ୍ ହେବ: ଜେଲ୍ ଡିିଜି
ଭୁବନେଶ୍ୱର ୧୦-୧୨-୨୦୨୪(ପିପିଏସ) : କଏଦୀଙ୍କ ସଜା କୋହଳ ହେବ। ଜେଲ୍ ପ୍ରତିଷ୍ଠା ଦିବସ ଅବସରରେ ଦୃଷ୍ଟିକୁ ରଖି ଜେଲ୍ ବିଭାଗ ପକ୍ଷରୁ ଏହି ବଡ଼ ନିଷ୍ପତ୍ତି ନିଆଯାଇଛି। ବିଭାଗୀୟ ଡିଜିଙ୍କ କ୍ଷମତା ବଳରେ ରାଜ୍ୟର ୮୭ ଜେଲ୍ରେ ଥିବା ୪୦୦ରୁ ଅଧିକ କଏଦୀଙ୍କ ସଜା କମ୍ ହେବାକୁ ଯାଉଛି। ଜେଲ୍ରେ ଉତ୍ତମ ଆଚରଣ ପ୍ରଦର୍ଶନ କରିଆସୁଥିବା ଏହି କଏଦୀମାନଙ୍କ ସଜା କୋହଳ କରାଯିବ। ଫଳରେ ସେମାନେ ଧାର୍ଯ୍ୟ ଜେଲ୍ଦଣ୍ଡ ପୂର୍ବରୁ ମୁକ୍ତିର ଆନନ୍ଦ ପାଇବେ।ମୁକ୍ତି ପାଇବାକୁ ଯାଉଥିବା […]
ରତ୍ନଭଣ୍ଡାର ମରାମତି ବେଳେ ବାହାର କାଠ ନିକଟରୁ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥା
ଆସନ୍ତା ୧୭ ତାରିଖ ଠାରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ହେବ। ଏହି ମରାମତି କାମ ସରିବା ପର୍ଯ୍ୟନ୍ତ ଦ୍ବିତୀୟ ଭୋଗ ମଣ୍ଡପ ପରଠାରୁ ଅର୍ଥାତ ଅପରାହ୍ଣ ୧ଟା ପରେ ସନ୍ଧ୍ୟା ୫/୬ଟା ଯାଏଁ ଜାରି ରହିବ। ଭୁବନେଶ୍ୱର ୧୦-୧୨-୨୦୨୪(ପିପିଏସ) : ଚଳିତ ମାସ ୧୭ ତାରିଖ ଠାରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ହେବ। ଏହି ମରାମତି କାମ ସରିବା ପର୍ଯ୍ୟନ୍ତ ଦ୍ବିତୀୟ ଭୋଗ ମଣ୍ଡପ ପରଠାରୁ ଅର୍ଥାତ ଅପରାହ୍ଣ ୧ଟା ପରେ […]
ରାଜ୍ୟସଭା ଉପ ନିର୍ବାଚନ ପାଇଁ ୩ ରାଜ୍ୟରୁ ପ୍ରାର୍ଥୀ ଘୋଷଣା କଲା ବିଜେପି
ରାଜ୍ୟସଭା ଉପ ନିର୍ବାଚନ ପାଇଁ ୩ଟି ରାଜ୍ୟର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ଭାରତୀୟ ଜନତା ପାର୍ଟିର କେନ୍ଦ୍ରୀୟ ନିର୍ବାଚନ ସମିତି। ଆନ୍ଧ୍ରପ୍ରଦେଶ, ହରିଆଣା ଓ ଓଡ଼ିଶାର ଉପ ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ବିଜେପି। ନୂଆଦିଲ୍ଲୀ/ଭୁବନେଶ୍ୱର ୦୯-୧୨-୨୦୨୪(ପିପିଏସ) : ରାଜ୍ୟସଭା ଉପ ନିର୍ବାଚନ ପାଇଁ ୩ଟି ରାଜ୍ୟର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ଭାରତୀୟ ଜନତା ପାର୍ଟିର କେନ୍ଦ୍ରୀୟ ନିର୍ବାଚନ ସମିତି। ଆନ୍ଧ୍ରପ୍ରଦେଶ, ହରିଆଣା ଓ ଓଡ଼ିଶାର ଉପ ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ […]
ସଂଜୟ ମାଲହୋତ୍ରା ନୂଆ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର
ସଞ୍ଜୟ ମାଲହୋତ୍ରା ହେବେ ରିଜର୍ଭ ବ୍ୟାଙ୍କର ନୂଆ ଗଭର୍ଣ୍ଣର । ସେ ୧୧ ତାରିଖରେ ଦାୟିତ୍ବ ଗ୍ରହଣ କରିବେ ଓ ତାଙ୍କର କାର୍ଯ୍ୟକାଳ ଆସନ୍ତା ୩ ବର୍ଷ ପାଇଁ ରହିବ। ସେ ବର୍ତ୍ତମାନର ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କ ସ୍ଥାନ ନେବେ। ନୂଆଦିଲ୍ଲୀ/ଭୁବନେଶ୍ୱର ୦୯-୧୨-୨୦୨୪(ପିପିଏସ) : ସଞ୍ଜୟ ମାଲହୋତ୍ରା ହେବେ ରିଜର୍ଭ ବ୍ୟାଙ୍କର ନୂଆ ଗଭର୍ଣ୍ଣର । ତାଙ୍କର କାର୍ଯ୍ୟକାଳ ଆସନ୍ତା ୩ ବର୍ଷ ପାଇଁ ରହିବ। ସେ ବର୍ତ୍ତମାନର ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ […]
ଚାକିରି ଯିବା ପରେ ମୋଦୀଙ୍କୁ ହତ୍ୟା ଧମକ ଦେବା ମହଙ୍ଗା ପଡ଼ିଲା
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ହତ୍ୟା କରିବାକୁ ଧମକ ଦେଇଥିବା ଗିରଫ ଅଭିଯୁକ୍ତର ବୟସ ୩୬ ବର୍ଷ ଥିବା ବେଳେ ନାମ ତାର ମହମ୍ମଦ ବାଗ ମିର୍ଜା ବୋଲି ଜଣାପଡ଼ିଛି । ମହମ୍ମଦ ଅଜମେରର ଏକ ଘରୋଇ କମ୍ପାନିରେ କାମ କରୁଥିଲା। ନୂଆଦିଲ୍ଲୀ/ଭୁବନେଶ୍ୱର ୦୯-୧୨-୨୦୨୪(ପିପିଏସ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ହତ୍ୟା କରିବାକୁ ଧମକ ଦେଇଥିବା ଅଭିଯୁକ୍ତକୁ ମୁମ୍ବାଇ ପୁଲିସ ଗିରଫ କରିଛି। ମୁମ୍ବାଇର ୱର୍ଲି ପୁଲିସ ଅଭିଯୁକ୍ତକୁ ରାଜସ୍ଥାନର ଅଜମେରରୁ ଗିରଫ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ହତ୍ୟା […]
ଏସସିବିରେ ଚାକିରି କରାଇଦେବା ନାଁରେ ୧୦ ଲକ୍ଷ ଲୁଟ୍
କଟକ,୦୯-୧୨-୨୦୨୪(ପିପିଏସ) : କଟକ ଏସସିବିରେ ବିଭିନ୍ନ ଏଜେନ୍ସିରେ ଚାକିରି କରାଇ ଦେବାକୁ ପ୍ରତିଶ୍ରୁତି ଦେଇ ୨୦ରୁ ୨୫ ଜଣ ଆଶାୟୀ ପ୍ରାର୍ଥୀଙ୍କଠାରୁ ୧୦ ଲକ୍ଷ ୫୦ ହଜାର ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ନକଲି ନିଯୁକ୍ତି ପତ୍ର ଦେବା ଅଭିଯୋଗରେ ଏକ ନକଲି କନସଲଟାନ୍ସିର ଦୁଇ ଅଭିଯୁକ୍ତଙ୍କୁ ପୁଲିସ ଗିରଫ କରିଛି। ଦୁଇ ଅଭିଯୁକ୍ତ ହେଉଛନ୍ତି ଦୁଇ ଭାଇ ହରପ୍ରିତ୍ ମହାନ୍ତି ଓ ଅରଜିତ ମହାନ୍ତି। ପୁଲିସ ସେମାନଙ୍କଠାରୁ ୧୦ ହଜାର ଟଙ୍କା, ହାର୍ଡ ଡିସ୍କ, […]
