Popular News
୧୬ ରୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ
ଶ୍ରୀମନ୍ଦିରର ରତ୍ନଭଣ୍ଡାର ମରାମତି ନେଇ ଏଏସଆଇ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୧୬ ତାରିଖଠାରୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ଏନେଇ ଆସନ୍ତା ଦୁଇଦିନ ଭିତରେ ବୈଠକ ବସିବ ବୋଲି ସୂଚନା ମିଳିଛି। ମରାମତି କରିବା ପାଇଁ ଦିନକୁ ୫ଘଣ୍ଟାର ସମୟ ଆବଶ୍ୟକ। ପୁରୀ/ଭୁବନେଶ୍ୱର ୦୮-୧୨-୨୦୨୪(ପିପିଏସ) : ଶ୍ରୀମନ୍ଦିରର ରତ୍ନଭଣ୍ଡାର ମରାମତି ନେଇ ଏଏସଆଇ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୧୬ ତାରିଖଠାରୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ଏନେଇ ଆସନ୍ତା ଦୁଇଦିନ ଭିତରେ […]
ଧନୁଯାତ୍ରା ଦେଖିବେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା-୨୦୨୫ ଦେଖିବେ। ଏହା ପୁଣି ଦୀର୍ଘ ବର୍ଷର ବ୍ୟବଧାନ ପରେ। ବରଗଡ଼ର ପ୍ରସିଦ୍ଧ ଧନୁଯାତ୍ରା ଦେଖିବା ନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜେ ଘୋଷଣା କରିଛନ୍ତି। ବରଗଡ଼/ଭୁବନେଶ୍ୱର ୦୮-୧୨-୨୦୨୪(ପିପିଏସ) : ମୁଖ୍ୟମନ୍ତ୍ରୀ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା-୨୦୨୫ ଦେଖିବେ। ଏହା ପୁଣି ଦୀର୍ଘ ବର୍ଷର ବ୍ୟବଧାନ ପରେ। ବରଗଡ଼ର ଧନୁଯାତ୍ରା ଦେଖିବା ନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜେ ଘୋଷଣା କରିଛନ୍ତି। ବରଗଡ଼ ଜିଲ୍ଲା ସୋହେଲା ଠାରେ ଇନ୍ପୁଟ ସହାୟତା […]
୫ ନକଲି ନକ୍ସଲ ଗିରଫ
ନକ୍ସଲ ନାମ କହି ବଳପୂର୍ବକ ଚାନ୍ଦା ଆଦାୟ କରୁଥିବା ଅଭିଯୋଗରେ ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳରୁ ତିନି ଜଣ ଓ ମାଲକାନଗିରି ପଦ୍ମଗିରି ଅଞ୍ଚଳର ଦୁଇ ଯୁବକ ଗିରଫ ହୋଇଛନ୍ତି। ଚିତ୍ରକୋଣ୍ଡା ଏସ୍ଡ଼ିପିଓ ଲଷ୍ମୀଧର ସ୍ୱାଇଁ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି। ଚିତ୍ରକୋଣ୍ଡା/ଭୁବନେଶ୍ୱର ୦୮-୧୨-୨୦୨୪(ପିପିଏସ) : ନକ୍ସଲ ନାମ କହି ବଳପୂର୍ବକ ଚାନ୍ଦା ଆଦାୟ କରୁଥିବା ଅଭିଯୋଗରେ ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳରୁ ତିନି ଜଣ ଓ ମାଲକାନଗିରି ପଦ୍ମଗିରି ଅଞ୍ଚଳର ଦୁଇ ଯୁବକ ଗିରଫ ହୋଇଛନ୍ତି। ଚିତ୍ରକୋଣ୍ଡା ଏସ୍ଡ଼ିପିଓ ଲଷ୍ମୀଧର […]
ଉଦ୍ଘାଟନ ହେବ କୋଣାର୍କ ଇକୋ ରିଟ୍ରିଟ
ବେଳାଭୂମିରେ ପଞ୍ଚତାରକା ହୋଟେଲ ଓ ବାରର ମଜା ନେବେ ପର୍ଯ୍ୟଟକ କୋଣାର୍କ/ଭୁବନେଶ୍ୱର ୦୮-୧୨-୨୦୨୪(ପିପିଏସ) : ଡିସେମ୍ବର ୧୩ରୁ ଆରମ୍ଭ ହେବ କୋଣାର୍କ ଇକୋ ରିଟ୍ରିଟ। ଏବେଠୁ ରାମଚଣ୍ଡୀ ମୁହାଣ ଇକୋ ରିଟ୍ରିଟ ନିକଟରେ ପର୍ଯ୍ୟଟକଙ୍କ ଭିଡ଼ ଜମିଲାଣି। ସମୁଦ୍ର ବେଳାଭୂମି ଚଳଚଞ୍ଚଳ ହୋଇଉଠିଛି। ପର୍ଯ୍ୟଟନ ବିଭାଗ ପକ୍ଷରୁ ପୁରୀ-କୋଣାର୍କ ବେଳାମାର୍ଗ ରାମଚଣ୍ଡୀ ମୁହାଣ ନିକଟରେ ଆଉ ଦିନ କେଇଟା ପରେ କୋଣାର୍କ ଇକୋ ରିଟ୍ରିଟ ଷଷ୍ଠ ସଂସ୍କରଣ ଆରମ୍ଭ ହେବ। ଏଥି ନିମନ୍ତେ ବେଳାଭୂମିରେ ବଡ଼ ତୋରଣ, […]
ଚାଷୀ ମାନଙ୍କୁ ଇନପୁଟ ସବସିଡି ବଣ୍ଟନ
ଆଭାସୀ ମାଧ୍ୟମରେ ମୟୂରଭଞ୍ଜ ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମରେ ଯୋଗଦେଲେ ସାହସ୍ରାଧିକ ଚାଷୀ ବାରିପଦା/ଭୁବନେଶ୍ୱର ୦୮-୧୨-୨୦୨୪(ପିପିଏସ) : ବରଗଡ଼ର ସୋହେଲା ଠାରୁ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ, ସମଗ୍ର ଓଡ଼ିଶାର ଚାଷୀ ଭାଇ-ଭଉଣୀଙ୍କ ପାଇଁ କ୍ବିଣ୍ଟାଲ ପ୍ରତି ୮୦୦ ଟଙ୍କା ଇନପୁଟ ସବସିଡି ବଣ୍ଟନ ଯୋଜନା ଶୁଭାରମ୍ଭ କରିଛନ୍ତି । ଏହି ପରିପ୍ରେକ୍ଷୀରେ ମୟୂରଭଞ୍ଜ ଜିଲ୍ଲାର ଚାଷୀ ଭାଇ ଭଉଣୀ ମାନେ ଆଜି ବାରିପଦା ସ୍ଥିତ ନିୟନ୍ତ୍ରିତ ବଜାର କମିଟି ପଡିଆ ଠାରେ ଏକତ୍ରିତ ହୋଇ ଆଭାସୀ ମାଧ୍ୟମରେ ଏହି […]
କଟକ ରେଳ ଇତିହାସରେ ଯୋଡ଼ିହୋଇଛି ନୂଆଫର୍ଦ୍ଦ
ରେଳ ଷ୍ଟେସନ ହେବ ବିଶ୍ୱସ୍ତରୀୟ ୟୁରୋପର ବଡ଼ ବଡ଼ ଷ୍ଟେସନ ଶୈଳୀରେ କରାଯିବ ନିର୍ମାଣ କାର୍ଯ୍ୟକଟକ,୦୭-୧୨-୨୦୨୪(ପିପିଏସ) : କଟକ ରେଳ ଇତିହାସରେ ଯୋଡ଼ିହୋଇଛି ନୂଆଫର୍ଦ୍ଦ । ରେଳବାଇ, ସୂଚନା ଓ ପ୍ରସାରଣ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ ସାଂସଦ ଭର୍ତ୍ତୃହରି ମହତାବ ଶନିବାର ସନ୍ଧ୍ୟାରେ କଟକ ରେଳ ଷ୍ଟେସନର ଅତ୍ୟାଧୁନିକ ଦ୍ୱିତୀୟ ପ୍ରବେଶ ଦ୍ୱାରକୁ ଉଦ୍ଘାଟନ କରିଛନ୍ତି । ଅମୃତ ଷ୍ଟେସନ୍ ଯୋଜନାରେ ଷ୍ଟେସନର ପୁନର୍ବିକାଶ କରାଯାଇଛି । ଏହି […]
ଜିଲ୍ଲାସ୍ତରୀୟ ୧୦୦ ଦିନ ବ୍ୟାପୀ ଯକ୍ଷ୍ମା ନିରାକରଣ ଅଭିଯାନର ଶୁଭାରମ୍ଭ
କଟକ ୦୭-୧୨-୨୦୨୪(ପିପିଏସ) :କଟକ ଜିଲ୍ଲାକୁ ଯକ୍ଷ୍ମାମୁକ୍ତ କରିବା ନିମନ୍ତେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟଠାରେ ଜିଲ୍ଲାସ୍ତରୀୟ ଶହେ ଦିନିଆ ସଘନ ଯକ୍ଷ୍ମା ନିରାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି । କଟକ ସାଂସଦ ଭର୍ତ୍ତୃହରି ମହତାବ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦେଇ କଟକ ଜିଲ୍ଲାକୁ ଯକ୍ଷ୍ମାମୁକ୍ତ କରିବା ନିମନ୍ତେ ଆହ୍ୱାନ ଦେବା ସହ ଦୀର୍ଘଦିନ ଧରି କାଶ କିମ୍ବା ଛାତିରେ ଯନ୍ତ୍ରଣା ଅନୁଭବ କଲେ ତୁରନ୍ତ ଡାକ୍ତରୀ ପରୀକ୍ଷା କରାଇ ନେଇ ଡାକ୍ତରଙ୍କ ପରାମର୍ଶ ଅନୁସାରେ ଔଷଧ ସେବନ କରିବାକୁ […]
କଟକ ରେଳରେ ଯୋଡିହେଲା ନୂଆ ଫର୍ଦ୍ଧ
ରେଳବାଇ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ କଟକ ସାଂସଦ ଭର୍ତ୍ତୃହରି ମହତାବ ଙ୍କ ଦ୍ୱାରା ଦ୍ୱିତୀୟ ପ୍ରବେଶ ଦ୍ୱାର ଉଦଘାଟିତ
କଟକ ରେଳଷ୍ଟେସନର ଦ୍ଵିତୀୟ ପ୍ରବେଶ ଦ୍ୱାର ଉଦଘାଟନ କଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ
କଟକ,୦୭-୧୨-୨୦୨୪(ପିପିଏସ) : ନବକଳେବର ଦିଗରେ ଆଉ ପାଦେ ଆଗେଇଲା କଟକ ରେଳ ଷ୍ଟେସନ। କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି କଟକ ରେଳ ଷ୍ଟେସନ ପୂର୍ବପାର୍ଶ୍ୱ ପ୍ରବେଶ ପଥକୁ ଉଦଘାଟନ କରିଛନ୍ତି। ପୂର୍ବପାର୍ଶ୍ୱ ଷ୍ଟେସନ ଭବନ ଦେଇ ଯାତ୍ରୀମାନେ ସିଧା ସଳଖ ଜାତୀୟ ରାଜପଥକୁ ବାହାରି ପାରିବେ। ଯାହା ଦ୍ୱାରା ଯାତ୍ରୀମାନେ ଷ୍ଟେସନରୁ ବିଭିନ୍ନ ସ୍ଥାନକୁ ଯାତାୟାତ କରିବା ସହଜ ହୋଇପାରିବ।ଏହି ଅବସରରେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି, ଇଷ୍ଟ କୋଷ୍ଟ ରେଳବାଇ ପକ୍ଷରୁ […]
ରାଜ୍ୟରେ ମଦ ବିକ୍ରି ସହିତ ବଢୁଛି ଅବକାରୀ ରାଜସ୍ବ: ଅବକାରୀ ମନ୍ତ୍ରୀ
ରାଜ୍ୟରେ ମଦ ବିକ୍ରି ସହିତ ଅବକାରୀ ରାଜସ୍ବ ବର୍ଷକୁ ବର୍ଷ ବୃଦ୍ଧି ପାଇବାରେ ଲାଗିଛି । ଏନେଇ ଶନିବାର ବିଧାନସଭାରେ ଏକ ପ୍ରଶ୍ନ ନେଇ ଆଇନ ଏବଂ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଉତ୍ତର ରଖିଛନ୍ତି ଭୁବନେଶ୍ୱର ୦୭-୧୨-୨୦୨୪(ପିପିଏସ) : ରାଜ୍ୟରେ ମଦ ବିକ୍ରି ସହିତ ଅବକାରୀ ରାଜସ୍ବ ବର୍ଷକୁ ବର୍ଷ ବୃଦ୍ଧି ପାଇବାରେ ଲାଗିଛି। ଏନେଇ ଶନିବାର ବିଧାନସଭାରେ ଏକ ପ୍ରଶ୍ନ ନେଇ ଆଇନ ଏବଂ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଉତ୍ତର ରଖିଛନ୍ତି। ରିପୋର୍ଟ […]
