1 min read

ବାତ୍ୟା ପ୍ରସ୍ତୁତି: ହେଡ୍‌କ୍ୱାର୍ଟର ଛାଡ଼ିବେନି ବିଏମ୍‌ସି ଅଧିକାରୀ

ସମ୍ଭାବ୍ୟ ବାତ୍ୟା ‘ଦାନା’ର ସଫଳ ମୁକାବିଲା ପାଇଁ ବିଏମ୍‌ସି ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି। ପୁଲିସ, ଅଗ୍ନିଶମ, ସ୍ୱାସ୍ଥ୍ୟ, ୱାଟ୍‌କୋ, ଟିପିସିଓଡିଏଲ୍‌, ଇଡ୍‌କୋ, ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, ଯନ୍ତ୍ରୀ, ଏନ୍‌ଏଚ୍‌ଏଆଇ, ଓଡ୍ରାଫ, ବ୍ଲକ ଶିକ୍ଷା ଅଧିକାରୀ, ଖାଦ୍ୟ ଓ ଯୋଗାଣ ବିଭାଗ ଅଧିକାରୀ ଭୁବନେଶ୍ୱର ୨୨-୧୦-୨୦୨୪(ପିପିଏସ) : ସମ୍ଭାବ୍ୟ ବାତ୍ୟା ‘ଦାନା’ର ସଫଳ ମୁକାବିଲା ପାଇଁ ବିଏମ୍‌ସି ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି। ପୁଲିସ, ଅଗ୍ନିଶମ, ସ୍ୱାସ୍ଥ୍ୟ, ୱାଟ୍‌କୋ, ଟିପିସିଓଡିଏଲ୍‌, ଇଡ୍‌କୋ, ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, ଯନ୍ତ୍ରୀ, […]

1 min read

ଛାନିଆରେ ବୋହିନେ‌ଲେ ଆଳୁ: ଆଳୁ ୬୫, ପିଆଜ ୭୦

ବାତ୍ୟା ପ୍ରତି ସତର୍କ ରହିବାକୁ ସରକାରଙ୍କ ପରାମର୍ଶ ପରେ ଆଳୁ ଗୋଦାମ ଉପରେ ଏହାର ପ୍ରଚଣ୍ଡ ପ୍ରଭାବ ଦେଖିବାକୁ ମିଳିଛି। ବାତ୍ୟା ହେଲେ ସେହି ସମୟରେ ତଥା ତା’ର ଆଉକିଛି ଦିନଯାଏ ଦୋକାନ ବଜାର ବନ୍ଦ ରହିବା ସହିତ ଯୋଗାଣ ବନ୍ଦ ହୋଇଯିବାରୁ ଜିନିଷପତ୍ରର ଅଭାବ ସୃଷ୍ଟିହେବାର ଭୁବନେଶ୍ୱର ୨୨-୧୦-୨୦୨୪(ପିପିଏସ) : ବାତ୍ୟା ପ୍ରତି ସତର୍କ ରହିବାକୁ ସରକାରଙ୍କ ପରାମର୍ଶ ପରେ ଆଳୁ ଗୋଦାମ ଉପରେ ଏହାର ପ୍ରଚଣ୍ଡ ପ୍ରଭାବ ଦେଖିବାକୁ ମିଳିଛି। ବାତ୍ୟା ହେଲେ ସେହି […]

1 min read

ଜମ୍ମୁ-କଶ୍ମୀରରେ ନୂତନ ଆତଙ୍କବାଦୀ ସଂଗଠନର ପର୍ଦ୍ଦାଫାସ

ଜମ୍ମୁ-କଶ୍ମୀରରେ ସୁରକ୍ଷା ବାହିନୀ ମଙ୍ଗଳବାର ଦିନ ଏକ ନୂଆ ଆତଙ୍କବାଦୀ ସଂଗଠନର ପର୍ଦ୍ଦାଫାସ କରିଛନ୍ତି। ଅନୁମାନ କରାଯାଉଛି ଯେ ଏହି ସଂଗଠନ ହେଉଛି ନିଷିଦ୍ଧ ସଂଗଠନ ଲସ୍କର-ଏ-ତୋଏବାର ଏକ ଅଂଶ।  ଶ୍ରୀନଗର/ଭୁବନେଶ୍ୱର ୨୨-୧୦-୨୦୨୪(ପିପିଏସ) : ଜମ୍ମୁ-କଶ୍ମୀରରେ ସୁରକ୍ଷା ବାହିନୀ ମଙ୍ଗଳବାର ଦିନ ଏକ ନୂଆ ଆତଙ୍କବାଦୀ ସଂଗଠନର ପର୍ଦ୍ଦାଫାସ କରିଛନ୍ତି। ଅନୁମାନ କରାଯାଉଛି ଯେ ଏହି ସଂଗଠନ ହେଉଛି ନିଷିଦ୍ଧ ସଂଗଠନ ଲସ୍କର-ଏ-ତୋଏବାର ଏକ ଅଂଶ।  ଅଧିକାରୀମାନେ କହିଛନ୍ତି ଯେ ଶ୍ରୀନଗର, ଗାନ୍ଦେରବାଲ୍‌, ବାନ୍ଦିପୋରା, କୁଲଗାମ, ବୁଦଗାମ, […]

1 min read

ବିମାନ କମ୍ପାନି ପରେ ଏବେ ସିଆର୍‌ପିଏଫ୍‌ ସ୍କୁଲ୍‌ଗୁଡ଼ିକୁ ମିଳୁଛି ବୋମା ଧମକ

ଗତ କିଛି ଦିନ ମଧ୍ୟରେ ଭାରତୀୟ ବିମାନଗୁଡ଼ିକୁ ବୋମା ଧମକ ମିଳୁଥିବା କଥା ଆପଣ ଜାଣନ୍ତି। ନିକଟରେ ଦିଲ୍ଲୀର ଦୁଇଟି ଏବଂ ହାଇଦ୍ରାବାଦରେ ଗୋଟିଏ ସମେତ ଦେଶର ଅନେକ ସିଆର୍‌ପିଏଫ୍‌ ବିଦ୍ୟାଳୟକୁ ‌ବି ବୋମା ଧମକ ମିଳିଛି। ନୂଆଦିଲ୍ଲୀ/ଭୁବନେଶ୍ୱର ୨୨-୧୦-୨୦୨୪(ପିପିଏସ) : ଗତ କିଛି ଦିନ ମଧ୍ୟରେ ଭାରତୀୟ ବିମାନଗୁଡ଼ିକୁ ବୋମା ଧମକ ମିଳୁଥିବା କଥା ଆପଣ ଜାଣନ୍ତି। ନିକଟରେ ଦିଲ୍ଲୀର ଦୁଇଟି ଏବଂ ହାଇଦ୍ରାବାଦରେ ଗୋଟିଏ ସମେତ ଦେଶର ଅନେକ ସିଆର୍‌ପିଏଫ୍‌ ବିଦ୍ୟାଳୟକୁ ‌ବି ବୋମା […]

1 min read

ଭଙ୍ଗା ଘରେ ଗୋଟିଏ ପରିବାରର ୧୨ଜଣ ସଦସ୍ୟଙ୍କ ଜୀବନ

କନ୍ଧମାଳ ଜିଲ୍ଲା କ ନୂଆଗାଁ ବ୍ଲକ କୁଡୁତେଲି ପଞ୍ଚାୟତ ଅନ୍ତର୍ଗତ ପ୍ରେମାକିଆ ଗାଁ ଯୁଧିଷ୍ଟିର ଦିଗାଲ ନିଜ ବାପା ମା’ ଭାଇ ଭଉଣୀମାନଙ୍କୁ ନେଇ ଦୀର୍ଘ ବର୍ଷରୁ ଭଙ୍ଗା କୁଡ଼ିଆ ଘରେ ରହିଆସୁଛନ୍ତି। ପରିବାର କହିବା ମୁତାବକ ଦୀର୍ଘ ବର୍ଷରୁ ୧୨ ଜଣ ସଦସ୍ୟ ବର୍ଷା ଖରା ଏହି ଝାଟିମାଟି କୁଡ଼ିଆରେ ଦିନ କାଟୁଛନ୍ତି। ଘୁ.ଉଦୟଗିରି/ଭୁବନେଶ୍ୱର ୨୨-୧୦-୨୦୨୪(ପିପିଏସ) : କନ୍ଧମାଳ ଜିଲ୍ଲା କ ନୂଆଗାଁ ବ୍ଲକ କୁଡୁତେଲି ପଞ୍ଚାୟତ ଅନ୍ତର୍ଗତ ପ୍ରେମାକିଆ ଗାଁ ଯୁଧିଷ୍ଟିର ଦିଗାଲ ନିଜ […]

1 min read

ସ୍କୁଲ୍‌ରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ

ସ୍କୁଲ୍‌ରେ ଆବଶ୍ୟକୀୟ ଶିକ୍ଷକ ନାହାନ୍ତି। ଯେତିକି ସଂଖ୍ୟକ ପିଲାଙ୍କ ନାମ ଲେଖା ହେଉଛି, ସେହି ତୁଳନାରେ ଶ୍ରେଣୀଗୃହ ନାହିଁ। ଶିକ୍ଷକ ଅଭାବରୁ ଅଧାଦିନ ଶ୍ରେଣୀଗୃହ ଫାଙ୍କା ପଡ଼ୁଛି। ଭୁବନେଶ୍ୱର ୨୨-୧୦-୨୦୨୪(ପିପିଏସ) : ସ୍କୁଲ୍‌ରେ ଆବଶ୍ୟକୀୟ ଶିକ୍ଷକ ନାହାନ୍ତି। ଯେତିକି ସଂଖ୍ୟକ ପିଲାଙ୍କ ନାମ ଲେଖା ହେଉଛି, ସେହି ତୁଳନାରେ ଶ୍ରେଣୀଗୃହ ନାହିଁ। ଶିକ୍ଷକ ଅଭାବରୁ ଅଧାଦିନ ଶ୍ରେଣୀଗୃହ ଫାଙ୍କା ପଡ଼ୁଛି। ପିଲା ସ୍କୁଲକୁ ପଢ଼ିବାଲାଗି ଆସୁଛନ୍ତି ସତ, ହେଲେ ବସି ବସି ଘରକୁ ଫେରୁଛନ୍ତି। ଏହାକୁ ନେଇ […]

1 min read

ସଲ୍‌ମାନଙ୍କ ଘର ସାମ୍ନାରେ ଗୁଳି କରିଥିବା ଅଭିଯୁକ୍ତର ଜାମିନ୍‌ ଆବେଦନ ଖାରଜ

ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ବାନ୍ଦ୍ରାସ୍ଥିତ ‘ଗାଲାକ୍ସି ଆପାର୍ଟମେଣ୍ଟ’ ବାହାରେ ଗୁଳି ଚଳାଇଥିବା ଅଭିଯୁକ୍ତ ଭିକି ଗୁପ୍ତାଙ୍କ ଜାମିନ ଆବେଦନକୁ କୋର୍ଟ ପ୍ରତ୍ୟାଖ୍ୟାନ କରିଛନ୍ତି। ମୁମ୍ବାଇ/ଭୁବନେଶ୍ୱର ୨୨-୧୦-୨୦୨୪(ପିପିଏସ) : ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ବାନ୍ଦ୍ରାସ୍ଥିତ ‘ଗାଲାକ୍ସି ଆପାର୍ଟମେଣ୍ଟ’ ବାହାରେ ଗୁଳି ଚଳାଇଥିବା ଅଭିଯୁକ୍ତ ଭିକି ଗୁପ୍ତାଙ୍କ ଜାମିନ ଆବେଦନକୁ କୋର୍ଟ ପ୍ରତ୍ୟାଖ୍ୟାନ କରିଛନ୍ତି। ମହାରାଷ୍ଟ୍ର କଣ୍ଟ୍ରୋଲ୍ ଅଫ୍ ଅର୍ଗାନାଇଜଡ୍ କ୍ରାଇମ୍ ଆକ୍ଟର ସ୍ୱତନ୍ତ୍ର କୋର୍ଟ କହିଛନ୍ତି ଯେ ଅଭିଯୁକ୍ତଙ୍କ ମଧ୍ୟରେ ହତ୍ୟା କରିବାର ଉଦ୍ଦେଶ୍ୟ ରହିଛି। […]

1 min read

ବାତ୍ୟାର ମୁକାବିଲା ଲାଗି ଅଧିକ ଏନଡିଆରଏଫ ଟିମ୍ ମାଗିଲେ ରାଜ୍ୟ ସରକାର

ବାତ୍ୟାର ମୁକାବିଲା ଲାଗି ଅଧିକ ଏନଡିଆରଏଫ ଟିମ୍ ମାଗିଲେ ରାଜ୍ୟ ସରକାର। ଅତିରିକ୍ତ ୧୦ ଏନଡିଆରଏଫ ଟିମ ପଠାଇବାକୁ କେନ୍ଦ୍ର ସରକାରଙ୍କୁ ଚିଠି ଲେଖିଲେ ରାଜ୍ୟ ସରକାର। ଟିମ୍ ମୁତୟନ ଆଇନଶୃଙ୍ଖଳା ଏଡ଼ିଜିଙ୍କୁ ଚିଠି ଲେଖି ଅଵଗତ କରିଛନ୍ତି ଅତିରିକ୍ତ ସ୍ୱତନ୍ତ୍ର ରିଲିଫ କମିଶନର ପଦ୍ମନାଭ ବେହେରା। ଭୁବନେଶ୍ୱର ୨୨-୧୦-୨୦୨୪(ପିପିଏସ) : ବାତ୍ୟାର ମୁକାବିଲା ଲାଗି ଅଧିକ ଏନଡିଆରଏଫ ଟିମ୍ ମାଗିଲେ ରାଜ୍ୟ ସରକାର। ଅତିରିକ୍ତ ୧୦ ଏନଡିଆରଏଫ ଟିମ ପଠାଇବାକୁ କେନ୍ଦ୍ର ସରକାରଙ୍କୁ ଚିଠି ଲେଖିଲେ […]

1 min read

ମାଲଗୋଦାମରେ ୧୫ ଦିନ ପାଇଁ ସାମଗ୍ରୀ ମହଜୁଦ: ୨୪ ଘଣ୍ଟିଆ ଖୋଲା ରହିବ ଗୋଦାମ

ସମ୍ଭାବ୍ୟ ବାତ୍ୟା ‘ଦାନା’ ପାଇଁ ମାଲଗୋଦାମ ଓ ଛତ୍ରବଜାରରେ ଆଜି ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଛି। ସୋମବାର ସନ୍ଧ୍ୟା ସୁଦ୍ଧା ପାଖାପାଖି ୧୬ କୋଟିରୁ ଅଧିକ ଟଙ୍କାର ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ବ୍ୟବସାୟୀମାନେ ବୋହି ନେଇଛନ୍ତି। କଟକ,୨୨-୧୦-୨୦୨୪(ପିପିଏସ) : ସମ୍ଭାବ୍ୟ ବାତ୍ୟା ‘ଦାନା’ ପାଇଁ ମାଲଗୋଦାମ ଓ ଛତ୍ରବଜାରରେ ଆଜି ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଛି। ସୋମବାର ସନ୍ଧ୍ୟା ସୁଦ୍ଧା ପାଖାପାଖି ୧୬ କୋଟିରୁ ଅଧିକ ଟଙ୍କାର ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା […]

1 min read

ଓଡ଼ିଶାମୁହାଁ ‘ଦାନା’ ୬ ଜିଲ୍ଲାକୁ ରେଡ୍‌ ଆଲର୍ଟ

ସମୁଦ୍ର ଭିତରେ ବଳ ଗୋଟାଉଥିବା ଲଘୁଚାପ ଭୀଷଣ ବାତ୍ୟା ରୂପରେ ଉପକୂଳକୁ ସ୍ପର୍ଶ କରିବ। ଓଡ଼ିଶାରେ ମାଡ଼ ହୋଇପାରେ ବାତ୍ୟା। ଜଗତ୍‌ସିଂହପୁର ଜିଲ୍ଲାର ପାରାଦୀପରୁ ଭଦ୍ରକ ଜିଲ୍ଲାର ଧାମରା ବନ୍ଦର ମଧ୍ୟରେ ସ୍ଥଳଭାଗ ଛୁଇଁବ। ଭୁବନେଶ୍ୱର ୨୨-୧୦-୨୦୨୪(ପିପିଏସ) : ଓଡ଼ିଶାରେ ମାଡ଼ ହୋଇପାରେ ବାତ୍ୟା। ଜଗତ୍‌ସିଂହପୁର ଜିଲ୍ଲାର ପାରାଦୀପରୁ ଭଦ୍ରକ ଜିଲ୍ଲାର ଧାମରା ବନ୍ଦର ମଧ୍ୟରେ ସ୍ଥଳଭାଗ ଛୁଇଁବ। ସମୁଦ୍ର ଭିତରେ ବଳ ଗୋଟାଉଥିବା ଲଘୁଚାପ ଭୀଷଣ ବାତ୍ୟା ରୂପରେ ଉପକୂଳକୁ ସ୍ପର୍ଶ କରିବ। ଓଡ଼ିଶା ଭିତରକୁ […]