1 min read

ମହାକୁମ୍ଭରେ ବୁଡ଼ ପକାଇଲେ ମୋହନ

ଓଡ଼ିଶା ତଥା ଦେଶର କଲ୍ୟାଣ ପାଇଁ ମା’ ଗଂଗାଙ୍କୁ ପ୍ରାର୍ଥନା କରିଛି: ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଅପରାହ୍ଣରେ ମହାକୁମ୍ଭରେ ଶ୍ରଦ୍ଧାର ବୁଡ଼ ପକାଇଛନ୍ତି। ଏଥି ସହିତ ତାଙ୍କର ପରିବାର ଲୋକେ ମଧ୍ୟ ମହାକୁମ୍ଭରେ ବୁଡ଼ ପକାଇଛନ୍ତି। ଏହି ଅବସରରେ ଶ୍ରୀ ମାଝୀ ତ୍ରିବେଣୀ ସଂଗମରେ ଗଂଗା ଆରତୀ କରିଛନ୍ତି। ମହାକୁମ୍ଭ ନଗର/ଭୁବନେଶ୍ୱର ୨୩-୦୨-୨୦୨୫(ପିପିଏସ ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଅପରାହ୍ଣରେ ମହାକୁମ୍ଭରେ ଶ୍ରଦ୍ଧାର ବୁଡ଼ ପକାଇଛନ୍ତି। ଏଥି ସହିତ ତାଙ୍କର ପରିବାର […]

1 min read

ଭାରତ ପାଇଁ ବିଜୟ ଲକ୍ଷ୍ୟ ୨୪୨ ରନ୍

ଭାରତ ଏବଂ ପାକିସ୍ତାନ ମଧ୍ୟରେ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ପଞ୍ଚମ ମ୍ୟାଚ୍ ରବିବାର ଦୁବାଇର ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଛି। ପାକିସ୍ତାନ ୪୯.୪ ଓଭରରେ ଅଲ୍‌ଆଉଟ୍ ହୋଇ ୨୪୧ ରନ୍ କରିଛି। ଫଳରେ ଟିମ୍ ଇଣ୍ଡିଆ ପାଇଁ ବିଜୟ ଲକ୍ଷ୍ୟ ୨୪୨ ରନ୍ ରହିଛି ଦୁବାଇ/ଭୁବନେଶ୍ୱର ୨୩-୦୨-୨୦୨୫(ପିପିଏସ ) : ଭାରତ ଏବଂ ପାକିସ୍ତାନ ମଧ୍ୟରେ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ପଞ୍ଚମ ମ୍ୟାଚ୍ ରବିବାର ଦୁବାଇର ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଛି। ଚାମ୍ପିଅନ୍ସ ଟ୍ରଫିର […]

1 min read

ଆଉ ଏକ ମହାମାରୀ ଆସିବା ଆଶଙ୍କା: ଚୀନ୍‌ରେ ନୂଆ କରୋନା ଭାଇରସ ଚିହ୍ନଟ

ନୂଆ ବାଦୁଡ଼ି କରୋନା ଭାଇରସ୍ ନେଇ ଏକ ଅପଡେଟ୍ ଆସିଛି। ଏହା ଚୀନ୍‌ରେ ଆବିଷ୍କୃତ ହୋଇଛି। ଚୀନ୍ ଗବେଷକଙ୍କ ଏକ ଦଳ ଏହି ଭାଇରସ୍‌ର ନାମ ଏଚକେୟୁ-୫-କୋଭ୍-୨ ରଖିଛନ୍ତି। ସାଉଥ୍ ଚାଇନା ମର୍ଣ୍ଣିଂ ପୋଷ୍ଟ ଅନୁଯାୟୀ, ଏହି ନୂତନ କରୋନା ଭାଇରସ ସାର୍ସ-କୋଭ୍-୨ ପରି ମଣିଷରୁ ମଣିଷକୁ ବ୍ୟାପିବାକୁ ସକ୍ଷମ ନୂଆଦିଲ୍ଲୀ/ଭୁବନେଶ୍ୱର ୨୨-୦୨-୨୦୨୫(ପିପିଏସ) : କୋଭିଡ୍-୧୯ ସାରା ବିଶ୍ୱରେ ଏପରି ତାଣ୍ଡବ ସୃଷ୍ଟି କରିଥିଲା ଯେ, ଅନେକ ଦେଶ ଆଜି ପର୍ଯ୍ୟନ୍ତ ଏଥିରୁ ମୁକୁଳି ପାରିନାହାନ୍ତି। ଦେଶର […]

1 min read

ସଂଗମରେ ବୁଡ଼ ପକାଇବେ ମୁଖ୍ୟମନ୍ତ୍ରୀ, ଅଯୋଧ୍ୟାରେ ରାମଲଲାଙ୍କୁ କରିବେ ଦର୍ଶନ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସଂଗମରେ ବୁଡ଼ ପକାଇବାକୁ ଯାଉଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଠାରୁ ୩ଦିନିଆ ଉତ୍ତରପ୍ରଦେଶ ଗସ୍ତରେ ରହିବେ। ଏହି ଗସ୍ତ କାଳରେ ସେ ସଂଗମରେ ବୁଡ଼ ପକାଇବେ। ଭୁବନେଶ୍ୱର ୨୨-୦୨-୨୦୨୫(ପିପିଏସ) : ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଆୟୋଜିତ ବିଶ୍ବ ପ୍ରସିଦ୍ଧ ମହାକୁମ୍ଭ-୨୦୨୫ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଗତମାସ ୧୩ ତାରିଖ ଠାରୁ ତ୍ରିବେଣୀ ସଂଗମରେ ଆରମ୍ଭ ହୋଇଥିବା ଏହି ଧାର୍ମିକ ମେଳାରେ ଏଯାଏଁ ୫୫ କୋଟିରୁ ଅଧିକ ଶ୍ରଦ୍ଧାଳୁ ବୁଡ଼ […]

1 min read

କ୍ୟାପିଟାଲ୍‌ ହାଇସ୍କୁଲରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ 

ବୁଲିଲେ ଗଣଶିକ୍ଷା ମନ୍ତ୍ରୀ: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ପରୀକ୍ଷା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମସ୍ତ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଥିଲେ। ଭୁବନେଶ୍ୱର ୨୨-୦୨-୨୦୨୫(ପିପିଏସ) : ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ପରୀକ୍ଷା […]

1 min read

କିଟ୍ ପ୍ରସଙ୍ଗରେ କଂଗ୍ରେସ ନେତା ବିଜୟ ପଟ୍ଟନାୟକଙ୍କ ବିସ୍ଫୋରକ ବୟାନ

କିଟ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଗିରଫ ଦାବିରେ ଯୁବ ଓ ଛାତ୍ର କଂଗ୍ରେସ ପକ୍ଷରୁ କିଟ୍ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ତେଣେ ଏନେଇ ବରିଷ୍ଠ ନେତା ବିଜୟ କୁମାର ପଟ୍ଟନାୟକ କହିଛନ୍ତି, କିଟରେ ଘଟିଥିବା ଘଟଣା ନିନ୍ଦନୀୟ। ଭୁବନେଶ୍ୱର ୨୨-୦୨-୨୦୨୫(ପିପିଏସ) : କିଟ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଗିରଫ ଦାବିରେ ଯୁବ ଓ ଛାତ୍ର କଂଗ୍ରେସ ପକ୍ଷରୁ କିଟ୍ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ତେଣେ ଏନେଇ ବରିଷ୍ଠ ନେତା ବିଜୟ କୁମାର ପଟ୍ଟନାୟକ କହିଛନ୍ତି, […]

1 min read

୨୪ରୁ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ ଓଡ଼ିଶା ଟ୍ରାଭେଲ ବଜାର

ରାଜଧାନୀରେ ଆୟୋଜିତ ହେବାକୁ ଯାଉଛି ଷଷ୍ଠ ଥର ପାଇଁ ଓଡ଼ିଶା ଟ୍ରାଭେଲ ବଜାର ୨୦୨୫। ଆସନ୍ତା ୨୪ ତାରିଖରୁ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି କାର୍ଯ୍ୟକ୍ରମ। ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।  ଭୁବନେଶ୍ୱର ୨୨-୦୨-୨୦୨୫(ପିପିଏସ) : ରାଜଧାନୀରେ ଆୟୋଜିତ ହେବାକୁ ଯାଉଛି ଷଷ୍ଠ ଥର ପାଇଁ ଓଡ଼ିଶା ଟ୍ରାଭେଲ ବଜାର ୨୦୨୫। ଆସନ୍ତା ୨୪ ତାରିଖରୁ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି କାର୍ଯ୍ୟକ୍ରମ। ଭୁବନେଶ୍ୱରର ମେ’ ଫେୟାର […]

1 min read

ସୋରରେ ଏକ୍ସପ୍ରେସ୍‌ ଟ୍ରେନ୍‌ ଦୁର୍ଘଟଣାଗ୍ରସ୍ତ

ଯାତ୍ରୀ ସୁରକ୍ଷିତ, ରେଳ ଚଳାଚଳ ପ୍ରଭାବିତ ସୋର/ଭୁବନେଶ୍ୱର ୨୨-୦୨-୨୦୨୫(ପିପିଏସ) : ବାଲେଶ୍ବର ଜିଲ୍ଲା ସୋର ଥାନା ଅଧୀନ ସବିରା ରେଳ ଷ୍ଟେସନ ଠାରୁ ମାତ୍ର କିଛି ଦୂରରେ ବେଲସାବିରା ନିକଟରେ ନ୍ୟୁ ଜଲପାଇଗୁଡ଼ି ଏକ୍ସପ୍ରେସ୍‌ ଶନିବାର ଅପରାହ୍‌ଣରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଟ୍ରେନ୍‌ଟି ଦ୍ରୁତଗତିରେ ଯାଉଥିବା ବେଳେ ଏହି ସ୍ଥାନରେ ଯାନ୍ତ୍ରିକ ତ୍ରୁଟି କାରଣରୁ ବ୍ୟାଟେରି ଓ ଯାନ୍ତ୍ରିକ ଉପକ୍ରମ ଖସିପଡ଼ିଥିଲା। ଏଥିରେ ଥିବା ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ଜଣାପଡିଛି। ସୂଚନା ଅନୁସାରେ ନ୍ୟୁ ଜଲପାଇଗୁଡ଼ି ଏକ୍ସପ୍ରେସ୍‌ […]

1 min read

ନେପାଳର ମନ୍ତ୍ରୀଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ

କିଟ୍‌ ଘଟଣା ନେଇ ମୁଖ୍ୟମନ୍ତ୍ରୀ କହିଲେ- ନେପାଳର ପିଲାମାନେ ହେଉଛନ୍ତି ଆମ ପିଲା ଭୁବନେଶ୍ୱର ୨୨-୦୨-୨୦୨୫(ପିପିଏସ) :  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କିଟ୍ ଘଟଣା ସମ୍ପର୍କରେ ନେପାଳର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡଃ ଆର୍‍ଜୁ ରାନା ଦେଉବାଙ୍କ ସହ ଫୋନ୍ ଯୋଗେ ଆଲୋଚନା କରି ଏହି ଘଟଣାରେ ସମ୍ପୃକ୍ତ ସମସ୍ତ ଦୋଷୀ ବ୍ୟକ୍ତିଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ନେପାଳର ପିଲାମାନେ ମଧ୍ୟ ହେଉଛନ୍ତି ଆମ […]