ଓଡିଶା
ଲୋକସେବା ଆୟୋଗର ଅଧ୍ୟକ୍ଷ ହେଲେ ଅରୁଣ ଷଡ଼ଙ୍ଗୀ
ଭୁବନେଶ୍ୱର ୨୭-୦୯-୨୦୨୪(ପିପିଏସ) : ରାଜ୍ୟ ସରକାର ବରିଷ୍ଠ ଆଇପିଏସ୍ ଅଧିକାରୀ ଅରୁଣ ଷଡ଼ଙ୍ଗୀଙ୍କୁ ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି)ର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଶ୍ରୀ ଷଡ଼ଙ୍ଗୀଙ୍କୁ ୬ ବର୍ଷ ପାଇଁ ଏହି ନିଯୁକ୍ତି ଦିଆଯାଇଥିବା ନେଇ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ଶୁକ୍ରବାର ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ପୁଲିସ ବିଭାଗର ଅନ୍ୟତମ ଦକ୍ଷ ଅଧିକାରୀ ଶ୍ରୀ ଷଡ଼ଙ୍ଗୀ ଏବେ ବିଜୁ ପଟ୍ଟନାୟକ ପୁଲିସ ଏକାଡେମୀର ନିର୍ଦ୍ଦେଶକ ଅଛନ୍ତି। ୧୯୯୦ ବ୍ୟ|ଚ୍ର […]
ଭର୍ତ୍ତୃହରି ମହତାବ ଅର୍ଥ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ
୨୦୧୪ରେ ଅର୍ଥମବୀ ଅରୁଣ ଜେଟ୍ଲିଙ୍କ ପ୍ରସ୍ତାବକୁ ଗ୍ରହଣ କରିନଥିଲେ ନବୀନ ନୂଆଦିଲ୍ଲୀ/ଭୁବନେଶ୍ୱର ୨୭-୦୯-୨୦୨୪(ପିପିଏସ) : ବରିଷ୍ଠ ସାଂସଦ ଭର୍ତ୍ତୃହରି ମହତାବଙ୍କୁ ସଂସଦର ଗୁରୁତ୍ୱପୂର୍ଣ୍ଣ ଅର୍ଥ ଷ୍ଟାଣ୍ଡିଙ୍ଗ୍ କମିଟିର ଅଧ୍ୟକ୍ଷ ଭାବେ ମନୋନୀତ କରାଯାଇଛି । ପାର୍ଲାମେଣ୍ଟାରୀ ବୁଲେଟିନ୍ରୁ ମିଳିଥିବା ସୂଚନାନୁଯାୟୀ, ନବଗଠିତ କମିଟିରେ ରାଜ୍ୟସଭାରୁ ୧୦ ଏବଂ ଲୋକସଭାରୁ ୨୧ଜଣ ସଦସ୍ୟଙ୍କୁ ସାମିଲ କରାଯାଇଛି । ଶ୍ରୀ ମହତାବ କମିଟିର ଅଧ୍ୟକ୍ଷ ରହିଥିବା ବେଳେ ଅନେକ ବରିଷ୍ଠ ଓ ଅଭିଜ୍ଞସାଂସଦଙ୍କୁ ଏଥିରେ ସ୍ଥାନ ମିଳିଛି । ସୂଚନାଯୋଗ୍ୟ […]
ବଣ୍ଡା କାହାକୁ ଡାକିବେ ମା’?
କଥା ସେ କାଳର ପ୍ରଭୁ ଶ୍ରୀରାମଙ୍କ ପାଦ ପଡ଼ିଥିବା ପାହାଡ଼ ଶ୍ରୀହୀନ ଭୁବନେଶ୍ୱର ୨୬-୦୯-୨୦୨୪(ପିପିଏସ) : ତ୍ରେତେୟା ଯୁଗରୁ ଆଜି ପର୍ଯ୍ୟନ୍ତ ଦଣ୍ଡକାରଣ୍ୟର ପ୍ରାସଙ୍ଗିକତା ରହିଛି। ବିଶାଳ ଦଣ୍ଡକାରଣ୍ୟର କିଛି ଅଂଶକୁ ବର୍ତ୍ତମାନ ମାଲକାନଗିରି ବୋଲି କୁହାଯାଉଛି। ପ୍ରଭୁ ଶ୍ରୀରାମଙ୍କ ପାଦ ପଡ଼ିଥିବା ଏହି ଅଞ୍ଚଳ ସଂପର୍କରେ ପୁରାଣରେ ଅନେକ କଂବଦନ୍ତି ବର୍ଣ୍ଣିତ। ସେହିପରି ପାଣ୍ଡବଙ୍କ ଆଗମନକୁ ସ୍ମାରଣ କରି ଏବେ ବି ବଡ଼ଯାତ୍ରାର ଆୟୋଜନ କରୁଛନ୍ତି ଏଠାକାର ଅଧିବାସୀ। କିନ୍ତୁ ପୁରାଣ ବର୍ଣ୍ଣିତ ସେହି ଦଣ୍ଡକାରଣ୍ୟ […]
ମହିଳା ପୁଲିସଙ୍କୁ ନିର୍ଯାତନା ମାମଲା
ଥାନାରୁ ହଟିଲେ ଥାନା ଅଧିକାରୀ ରାଉରକେଲା/ଭୁବନେଶ୍ୱର ୨୬-୦୯-୨୦୨୪(ପିପିଏସ) : ଥାନାରେ କାର୍ଯ୍ୟରତ ମହିଳାପୁଲିସ କର୍ମଚାରୀ ଅସୁକ୍ଷିତ। ବନ୍ଧମୁଣ୍ଡା ଥାନାରୁ ଏମିତି ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ମହିଳା ପୁଲିସ କର୍ମଚାରୀଙ୍କୁ ନିର୍ଯାତନା ଓ ଅସଦାଚରଣ କରିବା ଥାନାଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ଏସ୍ପି ବ୍ରିଜେଶ ରାୟଙ୍କ ନିର୍ଦ୍ଦେଶକ୍ରମେ ବନ୍ଧମୁଣ୍ଡା ଥାନାଅଧିକାରୀ ଅଶୋକ କୁମାର ଦାସଙ୍କୁ ଥାନାରୁ ହଟାଯାଇଛି। ତାଙ୍କୁ ପୁଲିସ ମୁଖ୍ୟାଳୟକୁ ପଠାଇ ଦିଆଯାଇଛି। ମହିଳାପୁଲିସଙ୍କ ଲିଖିତ ଅଭିଯୋଗ ଆଧାରରେ ଡିଏସ୍ପି ନିର୍ମଳ ମହାପାତ୍ର ଘଟଣାର ତଦନ୍ତ କରୁଛନ୍ତି। […]
ନଳା ଭିତରେ ଶ୍ରମିକଙ୍କୁ ମାରିଦେଲେ!
ଭୁବନେଶ୍ୱର ୨୬-୦୯-୨୦୨୪(ପିପିଏସ) : ବିଏମ୍ସିର ନଳା କାମ ଚାଲିଥିଲା। ଗାର୍ଡ ୱାଲ ପାଇଁ ଖୋଳୁଖୋଳୁ ନଳା କଡ଼ରେ ଥିବା ପାଚେରି ଭୁଶୁଡ଼ି ପଡ଼ିଲା। ପାଚେରି ତଳେ ରହିଗଲେ ଶ୍ରମିକ। ଉଦ୍ଧାର କଲାପରେ ହସ୍ପିଟାଲ୍ ନେଲେ। ହେଲେ ୨ଦିନ ମୃତ୍ୟୁ ସହ ସଂଗ୍ରାମ କରିବା ପରେ ଆଖି ବୁଜିଲେ। ଠିକାଦାର ଓ ବିଏମ୍ସି ଇଞ୍ଜିନିୟର ପରିବାରବର୍ଗଙ୍କୁ ଧରି ରଫାଦଫା କରିଦେଲେ। ଶବ ପୋଡ଼ି ଦେବା ପରେ ଶ୍ରମିକଙ୍କ ପରିବାରବର୍ଗଙ୍କୁ ଗଞ୍ଜାମ ପଠେଇଦେଲେ। ଅତି ଚତୁରତାର ସହ କାମ କରିଥିଲେ। […]
ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା
ଭୁବନେଶ୍ୱର ୨୬-୦୯-୨୦୨୪(ପିପିଏସ) : ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି । କେତେକ ଅଞ୍ଚଳରେ କମରୁ ମଧ୍ୟମ ବର୍ଷା ହେଉଥିବାବେଳେ ଅନ୍ୟ କିଛି ସ୍ଥାନରେ ଲଗାତାର ପ୍ରବଳ ବର୍ଷା ଜାରି ରହିଛି। ତେବେ ଟ୍ୱିନ୍ ସିଟି କଟକ ଏବଂ ଭୁବନେଶ୍ୱର ସମେତ ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଜାରି ରହିଛି । ଗୁରୁବାର ବର୍ଷାର ପରିମାଣ ବୃଦ୍ଧି ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଉତ୍ତର ଓଡ଼ିଶାକୁ […]
ଭୁବନେଶ୍ବରରେ ନଡ୍ଡା
ଭୁବନେଶ୍ୱର ୨୬-୦୯-୨୦୨୪(ପିପିଏସ) : ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଗୁରୁବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ପ୍ରମୁଖ ତାଙ୍କୁ ସ୍ବାଗତ କରିଛନ୍ତି। ନଡ୍ଡା ଏଜି ଛକ ସ୍ଥିତ ବାବା ସାହେବ ଡ.ଭୀମରାଓ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବେ। ଏହାପରେ ନଡ୍ଡା ଦଳର ସଦସ୍ୟତା ଅଭିଯାନରେ ସାମିଲ ହେବେ। ମଧ୍ୟାହ୍ନରେ ନଡ୍ଡା ରାଜ୍ୟ କାର୍ଯ୍ୟାଳୟଠାରେ […]
ଲଗାଣ ବର୍ଷା: ଦବିଲା ୫ ଶହ ମିଟର କଂକ୍ରିଟ ରାସ୍ତା
ଜଳେଶ୍ବର/ଭୁବନେଶ୍ୱର ୨୬-୦୯-୨୦୨୪(ପିପିଏସ) : ଉତ୍ତର ଓଡ଼ିଶାରେ ଦୁଇ ଦିନ ଧରି ପ୍ରବଳ ଲଘୁଚାପ ଜନିତ ବର୍ଷା ଲାଗି ରହିଛି । ଲଗାଣ ବର୍ଷା ଯୋଗୁ ବାଲେଶ୍ବର ଜିଲ୍ଲା ଜଳେଶ୍ବର ବ୍ଲକ ଅନ୍ତର୍ଗତ ଝାଡପିମ୍ପଳ ଓ ବାଇଗଣ ବାଡିଆ ପଞ୍ଚାୟତ ନିକଟରେ କଂକ୍ରିଟ ରାସ୍ତା ଦବି ଯାଇଛି। ବାଲିଆପାଳ-କମର୍ଦ୍ଦା ମୁଖ୍ୟ ରାସ୍ତାର ୫ ଶହ ମିଟରରୁ ଅଧିକ ଲମ୍ବର କଂକ୍ରିଟ ରାସ୍ତା ଦବିଯାଇଛି। ରାସ୍ତାର ତଳୁ ମାଟି ଅତଡା ଖସିଛି । ଦବିଯାଇଥିବା ରାସ୍ତା ଲୋକଙ୍କ ମଧ୍ୟରେ ଆତଙ୍କ […]
ପାର୍ବଣରେ ମହାମାୟୀ
କଟକର ବିଭିନ୍ନ ପୀଠରେ ଷୋଡଶ ଦିନାତ୍ମକ ପୂଜାର୍ଚନା
କଟକ ଗ୍ରାମାଂଚଳ ଦୁର୍ଗାପୂଜା ପ୍ରସ୍ତୁତି ବୈଠକ ଅନୁଷ୍ଠିତ
କଟକ, ୨୬.୦୯.୨୦୨୪(ପିପିଏସ) : ଚଳିତ ବର୍ଷ କଟକ ଜିଲ୍ଳାରେ ଶାରଦୀୟ ଦୁର୍ଗାପୂଜା ଓ ଭସାଣୀ ଉତ୍ସବକୁ ଶାନ୍ତିଶୃଙ୍ଖଳାର ସହ ସମାପନ କରିବା ନିମନ୍ତେ ଆଜି କଟକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ୍ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେଙ୍କ ଅଧ୍ୟକ୍ଷତାରେ କଟକ ଗ୍ରାମାଂଚଳ ଦୁର୍ଗାପୂଜା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ମାହାଙ୍ଗା ବିଧାୟକ ଶ୍ରୀ ଶାରଦା ପ୍ରସାଦ ପ୍ରଧାନ ବୈଠକରେ ଯୋଗଦେଇ ପ୍ରତ୍ୟେକ କ୍ଷେତ୍ରରେ ସତର୍କତାମୂଳକ ପଦକ୍ଷେପ ଅବଲମ୍ବନ ପୂର୍ବକ ସମସ୍ତଙ୍କ ସହଯୋଗରେ […]
