Popular News
ଚତୁର୍ଥ ଥର ପାଇଁ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀଭାବେ ଶପଥ ନେଲେ ହେମନ୍ତ ସୋରେନ
ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ନେତା ହେମନ୍ତ ସୋରେନ ଗୁରୁବାର ଚତୁର୍ଥ ଥର ପାଇଁ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀଭାବେ ଶପଥ ଗ୍ରହଣ କରିଛନ୍ତି। ଝାଡ଼ଖଣ୍ଡ ରାଜ୍ୟପାଳ ସନ୍ତୋଷ କୁମାର ଗଙ୍ଗୱାର ହେମନ୍ତ ସୋରେନଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ରାଞ୍ଚି/ଭୁବନେଶ୍ୱର ୨୮-୧୧-୨୦୨୪ (ପିପିଏସ) : ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ନେତା ହେମନ୍ତ ସୋରେନ ଗୁରୁବାର ଚତୁର୍ଥ ଥର ପାଇଁ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀଭାବେ ଶପଥ ଗ୍ରହଣ କରିଛନ୍ତି। ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିର ମୋରହାବାଡି […]
ଭୁବନେଶ୍ବରକୁ ଖଲିସ୍ତାନୀ ଆତଙ୍କବାଦୀଙ୍କ ଧମକ
ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁ ଧମକ ଦେଇଛନ୍ତି। ଭୁବନେଶ୍ବରରେ ଆୟୋଜିତ ହେବାକୁଥିବା ଡିଜିପି ସମ୍ମିଳନୀକୁ ଆତଙ୍କବାଦୀ ଧମକ ମିଳିଛି। ଏକ ଭିଡିଓ ବାର୍ତ୍ତା ଜାରି କରି ସେ ଧମକ ଦେଇଛନ୍ତି। ସମ୍ମିଳନୀ ପଣ୍ଡ କରିବାକୁ ଭିଡିଓ ବାର୍ତ୍ତାରେ ସେ ଧମକ ଦେଇଛନ୍ତି ଭୁବନେଶ୍ୱର ୨୮-୧୧-୨୦୨୪ (ପିପିଏସ) : ଭୁବନେଶ୍ବରରେ ଆୟୋଜିତ ହେବାକୁଥିବା ଡିଜିପି ସମ୍ମିଳନୀକୁ ଆତଙ୍କବାଦୀ ଧମକ ମିଳିଛି। ଖଲିସ୍ତାନୀ ଆତଙ୍କବାଦୀ ଗୁରୁପତୱନ୍ତ ସିଂ ପନ୍ନୁ ଧମକ ଦେଇଛନ୍ତି। ଏକ ଭିଡିଓ ବାର୍ତ୍ତା ଜାରି କରି ସେ ଧମକ […]
‘ସାବରମତୀ ରିପୋର୍ଟ’କୁ କରମୁକ୍ତ କଲେ ରାଜ୍ୟ ସରକାର,
ଶୁଭେଚ୍ଛା ଜଣାଇଲେ ପ୍ରଯୋଜକ ବଲିଉଡ୍ ଚଳଚ୍ଚିତ୍ର ‘ସାବରମତୀ ରିପୋର୍ଟ’କୁ ଓଡ଼ିଶାରେ କରମୁକ୍ତ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମାଜିକ ଗଣମାଧ୍ୟମ ‘ଏକ୍ସ’ ଜରିଆରେ ସୂଚନା ଦେଇଛନ୍ତି। ଭୁବନେଶ୍ୱର ୨୮-୧୧-୨୦୨୪ (ପିପିଏସ) : ବଲିଉଡ୍ ଚଳଚ୍ଚିତ୍ର ‘ସାବରମତୀ ରିପୋର୍ଟ’କୁ ଓଡ଼ିଶାରେ କରମୁକ୍ତ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମାଜିକ ଗଣମାଧ୍ୟମ ‘ଏକ୍ସ’ ଜରିଆରେ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, […]
ରାଜଧାନୀରେ ଅସ୍ତବ୍ୟସ୍ତ କଲେଣି ମଶା: ସାନ୍ଦ୍ରତା ୭୦ ଛୁଇଁଲା
ରାଜଧାନୀରେ ମଶା ଅସ୍ତବ୍ୟସ୍ତ କଲେଣି। ଦିନ ହେଉ ବା ରାତି ଘରେ ରହି ହେଉନି, କାନ ପାଖରେ ଭଣ ଭଣ ହେଉଛନ୍ତି। ଦେହ ହାତ କାମୁଡ଼ି ଫୁଲାଇ ଦେଉଛନ୍ତି, ସ୍ଥିତି ଏମିତି ଯେ ମଶା ଧୂଆଁ(ରିପେଲାଣ୍ଟ)କୁ ବି ମାନୁ ନାହାନ୍ତି। ଭୁବନେଶ୍ୱର ୨୮-୧୧-୨୦୨୪ (ପିପିଏସ) : ରାଜଧାନୀରେ ମଶା ଅସ୍ତବ୍ୟସ୍ତ କଲେଣି। ଦିନ ହେଉ ବା ରାତି ଘରେ ରହି ହେଉନି। କାନ ପାଖରେ ଭଣ ଭଣ ହେଉଛନ୍ତି। ଦେହ ହାତ କାମୁଡ଼ି ଫୁଲାଇ ଦେଉଛନ୍ତି। ସ୍ଥିତି […]
ଭିମସାର ପରିସରରୁ ଶିଶୁପୁତ୍ର ଚୋରି ଘଟଣା: ୪ଟି ଟିମ୍ ଗଠିତ
ବୁର୍ଲା ଭିମସାର ପରିସରରୁ ଶିଶୁପୁତ୍ର ଚୋରି ଘଟଣାକୁ ନେଇ ତତ୍ପର ହୋଇଉଠିଛି ପ୍ରଶାସନ। ୪ଟି ଟିମ୍ ଗଠନ କରାଯାଇ ଚୋରିକରିଥିବା ମହିଳାଙ୍କୁ ଧରିବା ଲାଗି ଜୋରଦାର ପ୍ରଚେଷ୍ଟା ଚାଲିଛି। ଏନେଇ ବିଭିନ୍ନ ଜିଲ୍ଲା ପୁଲିସକୁ ଆଲର୍ଟ କରାଯାଇଛି। ଉକ୍ତ ମହିଳାଙ୍କ ଫଟୋ ବି ପୁଲିସ ପାଖକୁ ପଠାଯାଇଛି। ବୁର୍ଲା/ଭୁବନେଶ୍ୱର ୨୭-୧୧-୨୦୨୪ (ପିପିଏସ) : ବୁର୍ଲା ଭିମସାର ପରିସରରୁ ଶିଶୁପୁତ୍ର ଚୋରି ଘଟଣାକୁ ନେଇ ତତ୍ପର ହୋଇଉଠିଛି ପ୍ରଶାସନ। ୪ଟି ଟିମ୍ ଗଠନ କରାଯାଇ ଚୋରିକରିଥିବା ମହିଳାଙ୍କୁ ଧରିବା […]
ବାଲିଯାତ୍ରାକୁ ଆନ୍ତର୍ଜାତିକ ମାନ୍ୟତା ପାଇଁ ପ୍ରୟାସ
ଏଥର ବାଲିଯାତ୍ରା ଖର୍ଚ୍ଚ ପାଖାପାଖି ୧୦କୋଟି, ଆୟ ୧୧ କୋଟି କଟକର ଐତିହାସିକ ବାଲିଯାତ୍ରାକୁ ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରରେ ପହଞ୍ଚାଇବା ପାଇଁ ନୂଆ ଯୋଜନା ଆରମ୍ଭ ହୋଇଛି। ଏଣିକି ବର୍ଷ ତମାମ ଦେଶର ବିଭିନ୍ନ ସ୍ଥାନରେ ଆୟୋଜନ ହେଉଥିବା ବଡ଼ ବଡ଼ ମେଳା ମହୋତ୍ସବରେ ବାଲିଯାତ୍ରାର ଝଲକ ଦେଖିବାକୁ ମିଳିବ। କଟକ,୨୭-୧୧-୨୦୨୪ (ପିପିଏସ) : କଟକର ଐତିହାସିକ ବାଲିଯାତ୍ରାକୁ ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରରେ ପହଞ୍ଚାଇବା ପାଇଁ ନୂଆ ଯୋଜନା ଆରମ୍ଭ ହୋଇଛି। ଏଣିକି ବର୍ଷ […]
୫ ଘଣ୍ଟା ବନ୍ଦ ଏବେ ଶ୍ରୀମନ୍ଦିର
ଶ୍ରୀଜିଉଙ୍କ ବନକଲାଗି ନୀତି ଲାଗି ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୫ରୁ ରାତି ୧୦ଟା ପର୍ଯ୍ୟନ୍ତ ୫ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ସଂପନ୍ନ ହେବା ପରେ ଶ୍ରଦ୍ଧାଳୁ ଦର୍ଶନ କରିପାରିବେ। ପୁରୀ/ଭୁବନେଶ୍ୱର ୨୭-୧୧-୨୦୨୪ (ପିପିଏସ) : ଆଜି ଶ୍ରୀମନ୍ଦିରରେ ହେବ ଶ୍ରୀଜୀଉଙ୍କ ଗୁପ୍ତ ନୀତି। ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେଉଥିବା ହେତୁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୫ ଘଣ୍ଟା ବନ୍ଦ ରହିବ। ଆଜି ଶ୍ରୀଜିଉଙ୍କ […]
ଗନ୍ଧମାର୍ଦ୍ଦନ ଇଞ୍ଚେ ବି ଜମି ମୋହନ ସରକାର କାହାକୁ ଦେବେ ନାହିଁ:ଉପମୁଖ୍ୟମନ୍ତ୍ରୀ
ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ପ୍ରଶ୍ନର ଉତ୍ତର ରଖି ଉପମୁଖ୍ୟମନ୍ତ୍ରୀ କେ.ଭି ସିଂହଦେଓ କହିଛନ୍ତି କି, ଆଦାନୀକୁ ଜମି କିଣିବାକୁ ବିଜେଡି ସରକାର ଅନୁମତି ଦେଇଥିଲେ। ହେଲେ ଗନ୍ଧମାର୍ଦ୍ଦନ ପାହାଡ଼ର ଇଞ୍ଚେ ବି ଜମି ମୋହନ ସରକାର କାହାକୁ ଦେବେ ନାହିଁ। ଭୁବନେଶ୍ୱର ୨୭-୧୧-୨୦୨୪ (ପିପିଏସ) : ଆଜି ବିଧାନସଭାରେ ଗନ୍ଧମାର୍ଦ୍ଦନ ପାହାଡ଼ ଜମି ପ୍ରସଙ୍ଗ ଉଠିଥିଲା। ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ପ୍ରଶ୍ନର ଉତ୍ତର ରଖି ଉପମୁଖ୍ୟମନ୍ତ୍ରୀ କେ.ଭି ସିଂହଦେଓ କହିଛନ୍ତି କି, ଆଦାନୀକୁ ଜମି […]
ପ୍ରସ୍ତାବରେ ସୀମିତ ଶୀତଳଭଣ୍ଡାର ସ୍ଥାପନ
କୋରାପୁଟ ଜିଲ୍ଲାରେ ଶୀତଳଭଣ୍ଡାର ନଥିବାରୁ ପନିପରିବା ଉତ୍ପାଦିତ ହେବା ପରେ ନଷ୍ଠ ହେବା ଭୟରେ ଚାଷୀମାନେ ଏହାକୁ ଶାଗମାଛ ଦରରେ ବିକ୍ରି କରୁଛନ୍ତି। ଏହି ସମସ୍ୟା ଦୂର କରିବାକୁ ରାଜ୍ୟ ସମବାୟ ବିଭାଗର ରେଜିଷ୍ଟ୍ରାରଙ୍କୁ ପ୍ରସ୍ତାବ ଡିଆରସିଏସ୍ ପଠା ଯାଇଥିଲା। କିନ୍ତୁ ଏପର୍ଯ୍ୟନ୍ତ କିଛି ଲାଭ ହେଲା ନାହିଁ। କୋରାପୁଟ/ଭୁବନେଶ୍ୱର ୨୭-୧୧-୨୦୨୪ (ପିପିଏସ) : ଆଦିବାସୀ ଅଧ୍ୟୁଷିତ କୋରାପୁଟ ଜିଲ୍ଲାରେ ୨୨ହଜାର ହେକ୍ଟରରେ ପନିପରିବା ସହ ଅନ୍ୟାନ୍ୟ ଚାଷ ହେଉଛି। ତେବେ ଉତ୍ପାଦିତ ପନିପରିବା, ଆଳୁ, ପିଆଜ, […]
କାର୍ଯ୍ୟରେ ଯୋଗ ଦେଲେ ବରିଷ୍ଠ ଆଇଏଏସ ସୁଜାତା କାର୍ତ୍ତିକେୟନ
ଭି.କେ. ପାଣ୍ଡିଆନଙ୍କ ପତ୍ନୀ ତଥା ବରିଷ୍ଠ ଆଇଏଏସ୍ ସୁଜାତା କାର୍ତ୍ତିକେୟନ ଆଜି କାର୍ଯ୍ୟରେ ଯୋଗ ଦେଇଛନ୍ତି। ତାଙ୍କୁ ରାଜ୍ୟ ସରକାର ନୂତନ ଦାୟିତ୍ୱ ଦେଇଛନ୍ତି।ତାଙ୍କୁ ସରକାର ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ଦାୟିତ୍ୱ ଦେଇଛନ୍ତି । ଭୁବନେଶ୍ୱର ୨୭-୧୧-୨୦୨୪ (ପିପିଏସ) : ଭି.କେ. ପାଣ୍ଡିଆନଙ୍କ ପତ୍ନୀ ତଥା ବରିଷ୍ଠ ଆଇଏଏସ୍ ସୁଜାତା କାର୍ତ୍ତିକେୟନ ଆଜି କାର୍ଯ୍ୟରେ ଯୋଗ ଦେଇଛନ୍ତି। ତାଙ୍କୁ ରାଜ୍ୟ ସରକାର ନୂତନ ଦାୟିତ୍ୱ ଦେଇଛନ୍ତି। ସୁଜାତାଙ୍କୁ ସରକାର ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ […]
