ଜାତୀୟ
ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ହେଲେ ଓଡ଼ିଆ ପୁଅ ଶକ୍ତିକାନ୍ତ ଦାସ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜଣେ ଓଡ଼ିଆଙ୍କୁ ବଡ଼ ଦାୟିତ୍ବ ଦେଇଛନ୍ତି। ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ ବଡ଼ ଦାୟିତ୍ବ ମିଳିଛି। ନୂଆଦିଲ୍ଲୀ/ଭୁବନେଶ୍ବର ୨୨-୦୨-୨୦୨୫(ପିପିଏସ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜଣେ ଓଡ଼ିଆଙ୍କୁ ବଡ଼ ଦାୟିତ୍ବ ଦେଇଛନ୍ତି। ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ ବଡ଼ ଦାୟିତ୍ବ ମିଳିଛି। ଗତ କିଛି ମାସ ପୂର୍ବରୁ ଭାରତୀୟ ରିଜର୍ଭ ବ୍ୟାଙ୍କରୁ ଗଭର୍ଣ୍ଣର ଭାବେ ଅବସର ନେଇଥିବା ଶକ୍ତିକାନ୍ତ ଦାସଙ୍କୁ ପ୍ରମୁଖ ସଚିବ ପଦବି […]
ଗୋଟିଏ ଖଣି ପାଇଁ ୯୮ କୋଟି ଦଣ୍ଡ: ଏନ୍ଜିଟିଙ୍କ ରାୟ ପରେ ଖଣି ମାଲିକ ଛାନିଆ
ମାତ୍ରାଧିକ ଖଣି ଖନନ ଖୋର୍ଦ୍ଧାର ଜଣେ ଖଣି ମାଲିକଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। କୋଟିଏ କି ୨ କୋଟି ନୁହେଁ, ପରିବେଶ କ୍ଷତି ଓ ଅନ୍ୟାନ୍ୟ କ୍ଷତିପୂରଣ ବାବଦରେ ୯୮ କୋଟି ୩୧ ଲକ୍ଷ ୪୯ ହଜାର ୧୩୫ ଟଙ୍କା ଆଦାୟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଭୁବନେଶ୍ୱର ୨୧-୦୨-୨୦୨୫ (ପିପିଏସ ) : ମାତ୍ରାଧିକ ଖଣି ଖନନ ଖୋର୍ଦ୍ଧାର ଜଣେ ଖଣି ମାଲିକଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। କୋଟିଏ କି ୨ କୋଟି ନୁହେଁ, […]
ଆସନ୍ତାକାଲିଠୁ ଆରମ୍ଭ ହେବ ସୁଭଦ୍ରା ଶକ୍ତି ମେଳା
ମାର୍ଚ୍ଚ ୨ ଯାଏଁ ନଅ ଦିନ ଧରି ଚାଲିବ ଭୁବନେଶ୍ୱର ୨୧-୦୨-୨୦୨୫ (ପିପିଏସ ) : ସୁଭଦ୍ରା ଯୋଜନା ପରେ ମହିଳାମାନଙ୍କ ପାଇଁ ସୁଭଦ୍ରା ଶକ୍ତି ମେଳାର ଆୟୋଜନ କରୁଛନ୍ତି ରାଜ୍ୟ ସରକାର। ଏହି ମେଳାରେ ମିଶନ ଶକ୍ତି ମାଆମାନେ ଯୋଗ ଦେବେ। ବର୍ତ୍ତମାନ ସୁଦ୍ଧା ଏହି ମେଳାର ନାମ ସୁଭଦ୍ରା ଶକ୍ତି ମେଳା ରଖାଯାଇଛି। ଏହି ମେଳାରେ ମିଶନ ଶକ୍ତିର ନାମ ପରିବର୍ତ୍ତନ କରାଯାଇନି। ଆସନ୍ତାକାଲି ଠୁ ଆରମ୍ଭ ହେବ ସୁଭଦ୍ରା ଶକ୍ତି ମେଳା ୨୦୨୫। […]
ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ମାମଲା: କମିଟି ସାମ୍ନାରେ ହାଜର ହେଲେ ଅଚ୍ୟୁତ ସାମନ୍ତ
କିଟ୍ ବିଶ୍ୱବିଦ୍ୟାଳୟରେ ପଢ଼ୁଥିବା ନେପାଳ ଛାତ୍ରଛାତ୍ରୀଙ୍କ ସହ ଘଟିଥିବା ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି। ଆଜି କିଟ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଉଚ୍ଚସ୍ତରୀୟ କମିଟି ସାମ୍ନାରେ ହାଜର ହୋଇଛନ୍ତି | ଭୁବନେଶ୍ୱର ୨୧-୦୨-୨୦୨୫ (ପିପିଏସ ) : କିଟ୍ ବିଶ୍ବବିଦ୍ୟାଳୟରେ ନେପାଳୀ ଛାତ୍ରୀ ପ୍ରକୃତି ଲାମ୍ସାଙ୍କ ଆତ୍ମହତ୍ୟା ଓ ପରବର୍ତ୍ତୀ ଛାତ୍ର ଅଶାନ୍ତି ବେଳେ ହଷ୍ଟେଲ ଅନ୍ତେବାସୀଙ୍କୁ ମାଡ଼ ମରାଯିବା ମାମଲା ଦିନକୁ ଦିନ ଜଟିଳ […]
ସରକାରୀ ପ୍ରେସର ୫ବର୍ଷର ଆୟ ସୂଚନା
ଗୋପନୀୟତା ଓ ଆର୍ଥିକ ଦୃଷ୍ଟିରୁ ବିଚାର କରି ସ୍କୁଲ, କଲେଜ ଓ ବିଶ୍ୱବିଦ୍ୟାଳୟ ପ୍ରଶ୍ନପତ୍ର, ସରକାରୀ ପ୍ରେସରେ ଛପାଇବା ଲାଗି ଅପାତତଃ ସରକାରଙ୍କର କୌଣସି ପ୍ରସ୍ତାବ ନାହିଁ ବୋଲି ବିଧାନସଭାରେ ପଚରାଯାଇଥିବା ଏକ ପ୍ରଶ୍ନର ଉତ୍ତରରେ ବାଣିଜ୍ୟ ମନ୍ତ୍ରୀ ବିଭୁତି ଭୂଷଣ ଜେନା ସୂଚନା ପ୍ରଦାନ କରିଛନ୍ତି ଭୁବନେଶ୍ୱର ୨୦-୦୨-୨୦୨୫(ପିପିଏସ ) : ଗୋପନୀୟତା ଓ ଆର୍ଥିକ ଦୃଷ୍ଟିରୁ ବିଚାର କରି ସ୍କୁଲ, କଲେଜ ଓ ବିଶ୍ୱବିଦ୍ୟାଳୟ ପ୍ରଶ୍ନପତ୍ର, ସରକାରୀ ପ୍ରେସରେ ଛପାଇବା ଲାଗି ଅପାତତଃ ସରକାରଙ୍କର […]
ଓଡ଼ିଶାରେ ସୁନା ଖଣି, ଗୋଟିଏ ବ୍ଲକ ନିଲାମ ହେବ: ମନ୍ତ୍ରୀ
ଓଡ଼ିଶାର ଦୁଇଟି ଜିଲ୍ଲାରେ ସୁନା ଭଣ୍ଡାର ମିଳିଛି ଏବଂ ସେଥିମଧ୍ୟରୁ ଗୋଟିଏ ଖଣିଜ ବ୍ଲକକୁ କେନ୍ଦ୍ର ସରକାର ନିଲାମ କରିବେ ବୋଲି ଗୁରୁବାର ରାଜ୍ୟ ବିଧାନସଭାରେ ସୂଚନା ଦିଆଯାଇଛି ଭୁବନେଶ୍ୱର: ଓଡ଼ିଶାର ଦୁଇଟି ଜିଲ୍ଲାରେ ସୁନା ଭଣ୍ଡାର ମିଳିଛି ଏବଂ ସେଥିମଧ୍ୟରୁ ଗୋଟିଏ ଖଣିଜ ବ୍ଲକକୁ କେନ୍ଦ୍ର ସରକାର ନିଲାମ କରିବେ ବୋଲି ଗୁରୁବାର ରାଜ୍ୟ ବିଧାନସଭାରେ ସୂଚନା ଦିଆଯାଇଛି।ବିଜେଡି ବିଧାୟକ ଅଶ୍ୱିନୀ କୁମାର ପାତ୍ରଙ୍କ ଏକ ପ୍ରଶ୍ନର ଉତ୍ତର ଦେଇ ଇସ୍ପାତ ଓ ଖଣି ମନ୍ତ୍ରୀ […]
ଅକ୍ଷୟଙ୍କ ଏହି ଦୃଶ୍ୟକୁ ନେଇ ସୃଷ୍ଟି ହୋଇଛି ବିବାଦ
ଏହି କ୍ରମରେ ବଲିଉଡ ଅଭିନେତା ଅକ୍ଷୟ କୁମାର ମଙ୍ଗଳବାର ମହାଦେବଙ୍କ ଭକ୍ତମାନଙ୍କ ପାଇଁ ‘ମହାକାଳ ଚଲୋ’ ଗୀତ ଲଞ୍ଚ କରିଛନ୍ତି। ଏହି ଗୀତକୁ ଖୁବଅଳ୍ପ ସମୟ ମଧ୍ୟରେ ଲକ୍ଷଲକ୍ଷ ଲୋକ ଦେଖିସାରିଲେଣି। ମୁମ୍ବାଇ/ଭୁବନେଶ୍ୱର ୧୯-୦୨-୨୦୨୫(ପିପିଏସ ) : ଧାର୍ମିକ ନଗରୀ ଉଜ୍ଜୟିନୀର ପ୍ରତ୍ୟେକ କୋଣ-ଅନୁକୋଣରେ ଶିବ ବାସ କରନ୍ତି ବୋଲି କୁହାଯାଏ। ୧୨ ଜ୍ୟୋତିର୍ଲିଙ୍ଗ ମଧ୍ୟରୁ ଅନ୍ୟତମ ଭଗବାନ ମହାକାଳଙ୍କୁ ଏଠାରେ ରାଜା ଭାବରେ ପୂଜା କରାଯାଏ। ପ୍ରତିଦିନ ଲକ୍ଷ ଲକ୍ଷ ଭକ୍ତ ଉଜ୍ଜୟିନୀକୁ ଆସିଥାନ୍ତି। ଏହି […]
ଭୁବନେଶ୍ବର ଏମ୍ସରେ: ନିଯୁକ୍ତି ଜାଲିଆତି
ନିଯୁକ୍ତି ଜାଲିଆତି ହୋଇଥିବା ଅଭିଯୋଗ ପରେ ଭୁବନେଶ୍ବର ଏମ୍ସରେ ସିବିଆଇ ଟିମ୍ ପହଞ୍ଚି ଖୋଳତାଡ୍ ଆରମ୍ଭ କରିଛନ୍ତି। ୫ ଜଣଙ୍କ ନିଯୁକ୍ତି କ୍ଷେତ୍ରରେ ଜାଲିଆତି ହୋଇଥିବା ଅଭିଯୋଗ ହୋଇଛି ଭୁବନେଶ୍ୱର ୧୯-୦୨-୨୦୨୫(ପିପିଏସ ) : ନିଯୁକ୍ତି ଜାଲିଆତି ହୋଇଥିବା ଅଭିଯୋଗ ପରେ ଭୁବନେଶ୍ବର ଏମ୍ସରେ ସିବିଆଇର ୯ ଜଣିଆ ଟିମ୍ ପହଞ୍ଚି ଖୋଳତାଡ୍ ଆରମ୍ଭ କରିଛନ୍ତି। ୫ ଜଣଙ୍କ ନିଯୁକ୍ତି କ୍ଷେତ୍ରରେ ଜାଲିଆତି ହୋଇଥିବା ଅଭିଯୋଗ ହୋଇଛି।ନକଲି କାଗଜପତ୍ର ଦେଖାଇ ଲୋକଙ୍କୁ ଚାକିରି ଦିଆଯାଇଥିବା ଅଭିଯୋଗ ପରେ […]
ମୃତବ୍ୟକ୍ତି ଖାଉଥିଲେ ରାସନ ଚାଉଳ: ଯୋଗାଣମନ୍ତ୍ରୀ
୩ ଲକ୍ଷରୁ ଅଧିକ ମୃତ ବ୍ୟକ୍ତିଙ୍କ ନାଁରେ ରାସନ ଚାଉଳ ନିଆଯାଉଥିଲା ଭୁବନେଶ୍ୱର ୧୯-୦୨-୨୦୨୫(ପିପିଏସ ) : ରାଜ୍ୟରେ ୩ ଲକ୍ଷରୁ ଅଧିକ ମୃତ ବ୍ୟକ୍ତିଙ୍କ ନାଁରେ ରାସନ ଚାଉଳ ନିଆଯାଉଥିଲା। ବିଧାନସଭାରେ ଏନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଉତ୍ତର ରଖିଛନ୍ତି ।ବିଜେଡି ବିଧାୟକ ଗଣେଶ୍ୱର ବେହେରାଙ୍କ ଏକ ପ୍ରଶ୍ନର ଉତ୍ତରରେ ବିଭାଗୀୟ ମନ୍ତ୍ରୀ ଏଭଳି ଉତ୍ତର ଦେଇଛନ୍ତି। ରାଜ୍ୟରେ ୩ ଲକ୍ଷ ୨୮ ହଜାର ୯୩୨ ଜଣ […]
ବିପର୍ଯ୍ୟୟ ମୁକାବିଲା ପାଇଁ ଓଡ଼ିଶାକୁ ମିଳିଲା ୨୫୫.୨୪ କୋଟିର ଅତିରିକ୍ତ କେନ୍ଦ୍ରୀୟ ସହାୟତା
କେନ୍ଦ୍ରମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ କମିଟି ୨୦୨୪ ବର୍ଷରେ ବନ୍ୟା, ଆକସ୍ମିକ ବନ୍ୟା, ଭୂସ୍ଖଳନ ଏବଂ ସାମୁଦ୍ରିକ ଝଡ଼ ଦ୍ୱାରା ପ୍ରଭାବିତ ପାଞ୍ଚଟି ରାଜ୍ୟ ପାଇଁ ଏନଡିଆରଏଫ ଅଧୀନରେ ୧୫୫୪.୯୯ କୋଟି ଟଙ୍କାର ଅତିରିକ୍ତ କେନ୍ଦ୍ରୀୟ ସହାୟତାକୁ ଅନୁମୋଦନ କରିଛି। ନୂଆଦିଲ୍ଲୀ/ଭୁବନେଶ୍ବର ୧୯-୦୨-୨୦୨୫(ପିପିଏସ ) : କେନ୍ଦ୍ର ସ୍ବରାଷ୍ଟ୍ର ବ୍ୟାପାର ଓ ସମବାୟ ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ କମିଟି (ଏଚଏଲସି) ୨୦୨୪ ବର୍ଷରେ ବନ୍ୟା, ଆକସ୍ମିକ ବନ୍ୟା, ଭୂସ୍ଖଳନ ଏବଂ […]