1 min read

୨୦୨୩ ତୁଳନାରେ ୨୦୨୪ରେ ରାଜ୍ୟରେ ଅପରାଧିକ କାର୍ଯ୍ୟକଳାପ ବଢ଼ିଛି

୨୦୨୩ ତୁଳନାରେ ୨୦୨୪ରେ ରାଜ୍ୟରେ ଅପରାଧିକ କାର୍ଯ୍ୟକଳାପ ବଢ଼ିଛି । ଏନେଇ ଗୃହରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ପ୍ରଶ୍ନରେ ଲିଖିତ ଉତ୍ତର ଦେଇ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ। ଭୁବନେଶ୍ୱର ୧୭-୦୨-୨୦୨୫(ପିପିଏସ) : ୨୦୨୩ ତୁଳନାରେ ୨୦୨୪ରେ ରାଜ୍ୟରେ ଅପରାଧିକ କାର୍ଯ୍ୟକଳାପ ବଢ଼ିଛି । ଏନେଇ ଗୃହରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ପ୍ରଶ୍ନରେ ଲିଖିତ ଉତ୍ତର […]

1 min read

୧୦୦୦ ଏକର ବିଶିଷ୍ଟ ଲାଣ୍ଡବ୍ୟାଙ୍କ ପ୍ରତିଷ୍ଠା କରାଯିବ, ସ୍ଥାପନ ହେବ ୮ଟି ମଲିଟି-ମୋଡାଲ ଲଜିଷ୍ଟିକ୍ସ ପାର୍କ

ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଉପସ୍ଥାପିତ ବଜେଟରେ ରାଜ୍ୟରେ ଶିଳ୍ପ ବିକାଶ ଓ ପୁଞ୍ଜିନିବେଶ ଆକୃଷ୍ଟ ଉପରେ ବିଶେଷ ଗୁରୁତ୍ବ ଦିଆଯାଇଛି । ଶିଳ୍ପ ସଂସ୍ଥା ମାନଙ୍କ ପାଇଁ ଏକ ୧୦୦୦ ଏକର ବିଶିଷ୍ଟ ଲାଣ୍ଡ ବ୍ୟାଙ୍କ ପ୍ରତିଷ୍ଠା କରାଯିବ । ଭୁବନେଶ୍ୱର ୧୭-୦୨-୨୦୨୫(ପିପିଏସ) : ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଉପସ୍ଥାପିତ ବଜେଟରେ ରାଜ୍ୟରେ ଶିଳ୍ପ ବିକାଶ ଓ ପୁଞ୍ଜିନିବେଶ ଆକୃଷ୍ଟ ଉପରେ ବିଶେଷ ଗୁରୁତ୍ବ ଦିଆଯାଇଛି । ଶିଳ୍ପ ସଂସ୍ଥା ମାନଙ୍କ ପାଇଁ ଏକ […]

1 min read

ମୋହନଙ୍କ ବଜେଟ୍ ରେ ଓଡ଼ିଆ ଅସ୍ମିତା

ବଜେଟ୍ ୨୦୨୫-୨୬: ମହାପୁରୁଷଙ୍କ ସମ୍ମାନରେ ପ୍ରତିଷ୍ଠା ହେବ ସ୍ମାରକୀ, ପ୍ରତିମୂର୍ତ୍ତି ଗୁରୁ-ଶିଷ୍ୟ ପରଂପରାର ବଳିଷ୍ଠ ସଂକେତ କୁହାଯାଉଥିବା ସତ୍ୟବାଦୀର ବକୁଳବନକୁ ସରକାର ସମ୍ମାନ ଦେଇଛନ୍ତି। ପଞ୍ଚସଖାଙ୍କ ଦ୍ବାରା ୧୯୦୯ରେ ପ୍ରତିଷ୍ଠା ହୋଇଥିବା ଏହି ଶିକ୍ଷା ପ୍ରତିଷ୍ଠାନର ସ୍ମୁତିରେ ବକୁଳବନ ଉନ୍ନୟନ ଯୋଜନା ଆରମ୍ଭ କରାଯାଉଛି। ଭୁବନେଶ୍ୱର ୧୭-୦୨-୨୦୨୫(ପିପିଏସ) : ରାଜ୍ୟ ସରକାର ଆର୍ଥିକ ବର୍ଷ ୨୦୨୫-୨୬ରେ ‘ଓଡ଼ିଆ ଅସ୍ମିତା’କୁ ସ୍ଥାନ ଦେଇଥିବା କହିଛନ୍ତି। ଅର୍ଥମନ୍ତ୍ରୀ ଦାୟିତ୍ବରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବଜେଟ୍ ଉପସ୍ଥାପନ […]

1 min read

ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିଭାହ ଯୋଜନା

ଭୁବନେଶ୍ୱର ୧୭-୦୨-୨୦୨୫(ପିପିଏସ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆଜି ବିଧାନସଭାରେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ ଉପସ୍ଥାପନ କରିଛନ୍ତି । ଏଥିରେ ମହିଳା ସଶକ୍ତୀକରଣ ଉପରେ ବିଶେଷ ଗୁରୁତ୍ବ ଦିଆଯାଇଛି । ତେବେ ସରକାର ଗରିବ ଝିଅମାନଙ୍କ ବିବାହ ପାଇଁ ଏକ ଗଣ ବିବାହ ଯୋଜନା ସଂପର୍କରେ ଘୋଷଣା କରିଛନ୍ତି । ଏହାର ନାଁ ହେଉଛି ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା । ଏହା ମାଧ୍ୟମରେ ଗଣବିବାହ ଆୟୋଜନ କରାଯିବ । ସରକାର […]

1 min read

ବଦଳିବ ଶିକ୍ଷା ଭିତ୍ତିଭୂମି! ରାଜ୍ୟରେ ୪୫,୦୦୦ ଶିଶୁବାଟିକା ଖୋଲାଯିବ

ଭୁବନେଶ୍ୱର ୧୭-୦୨-୨୦୨୫(ପିପିଏସ) : ଶିକ୍ଷା ହେଉଛି ସମାଜର ଦର୍ପଣ। ଶିକ୍ଷା ମାଧ୍ୟମରେ ହିଁ ସମାଜରେ ପରିବର୍ତ୍ତନ ଆଣି ହେବ। ଶିକ୍ଷା ଭିତ୍ତିଭୂମିକୁ ମଜବୁତ କରିବା ପାଇଁ ରାଜ୍ୟ ସରକାର ଆର୍ଥିକ ବର୍ଷ ୨୦୨୫-୨୬ରେ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କ୍ଷେତ୍ରରେ ସରକାର ଆଗାମୀ ଆର୍ଥିକ ବର୍ଷରେ ୩୧,୦୦୦ କୋଟି ଟଙ୍କାର ବ୍ୟୟବରାଦ କରିଛନ୍ତି। ଏହି ବଜେଟ୍ ଗତ ବଜେଟ୍ ତୁଳନାରେ ୧୮ପ୍ରତିଶତ ଅଧିକ। ରାଜ୍ୟ ସରକାର ଆଗାମୀ ଶିକ୍ଷାବର୍ଷରୁ ଜାତୀୟ ଶିକ୍ଷା ନୀତି-୨୦୨୦ […]

1 min read

ନିରାମୟ-ନିଦାନକୁ ଗୁରୁତ୍ବ

ଓଡ଼ିଶା ବଜେଟ ୨୦୨୫-୨୬: ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଭୁବନେଶ୍ୱର ୧୭-୦୨-୨୦୨୫(ପିପିଏସ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ସୋମବାର ବିଧାନସଭାରେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ ଉପସ୍ଥାପନ କରିଛନ୍ତି । ବଜେଟରେ ସ୍ବାସ୍ଥ୍ୟସେବାକୁ ବିଶେଷ ଗୁରୁତ୍ବ ପ୍ରଦାନ କରାଯାଇଛି। ସୁସ୍ଥ ଓଡ଼ିଶା ଅନ୍ତର୍ଗତ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ପାଇଁ ସ୍ୱାସ୍ଥ୍ୟ ସେବା ଉପରେ ଗୁରୁତ୍ବାରୋପ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସର୍ବେ ଭବନ୍ତୁ ସୁଖିନଃ, ସର୍ବେ ସନ୍ତୁ ନିରାମୟ। ସମସ୍ତେ ଖୁସି ହୁଅନ୍ତୁ, ସମସ୍ତେ ରୋଗମୁକ୍ତ ହୁଅନ୍ତୁ। […]

1 min read

ଗ୍ରାମାଞ୍ଚଳରୁ ପ୍ରତିଭା ବାହାର କରିବା ରାଜ୍ୟ ସରକାରଙ୍କ ମୂଳ ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ

ରାଜ୍ୟ ସରକାର କ୍ରୀଡ଼ାକୁ ଜୀବନର ଏକ ଗୁରୁତ୍ବପୂର୍ଣ୍ଣ ଅଂଶ ଭାବେ ଦେଖୁଛନ୍ତି। ରାଜ୍ୟରେ କ୍ରୀଡ଼ା ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମଧ୍ୟ ବିସ୍ତୃତ ଯୋଜନା କରିଛନ୍ତି। କ୍ରିକେଟ୍‌, ଭଲିବଲ, ଫୁଟବଲ ଓ ଆଥଲେଟିକ୍‌ ପାଇଁ ପ୍ରତି ବ୍ଲକରେ ଭିତ୍ତିଭୂମି ନିର୍ମାଣ କରାଯାଉଛି। ଭୁବନେଶ୍ୱର ୧୭-୦୨-୨୦୨୫(ପିପିଏସ) : ରାଜ୍ୟ ସରକାର କ୍ରୀଡ଼ାକୁ ଜୀବନର ଏକ ଗୁରୁତ୍ବପୂର୍ଣ୍ଣ ଅଂଶ ଭାବେ ଦେଖୁଛନ୍ତି। ରାଜ୍ୟରେ କ୍ରୀଡ଼ା ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମଧ୍ୟ ବିସ୍ତୃତ ଯୋଜନା କରିଛନ୍ତି। କ୍ରିକେଟ୍‌, ଭଲିବଲ, ଫୁଟବଲ […]

1 min read

୧.୩୪ ଲକ୍ଷ କୋଟିରେ ପହଞ୍ଚିଲା ଓଡ଼ିଶାର ମୋଟ ଋଣ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆଦି ବିଧାନସଭାରେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ୨ ଲକ୍ଷ ୯୦ ହଜାର କୋଟି ଟଙ୍କାର ରାଜ୍ୟ ବଜେଟ ଉପସ୍ଥାପନ କରିଛନ୍ତି । ଏହି ବଜେଟର ଆକାର ୨୦୨୪-୨୫ ବଜେଟର ଆକାର ତୁଳନାରେ ପ୍ରାୟ ୯.୪ ପ୍ରତିଶତ ଅଧିକ । ଭୁବନେଶ୍ୱର ୧୭-୦୨-୨୦୨୫(ପିପିଏସ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆଦି ବିଧାନସଭାରେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ୨ ଲକ୍ଷ ୯୦ ହଜାର କୋଟି ଟଙ୍କାର ରାଜ୍ୟ ବଜେଟ ଉପସ୍ଥାପନ […]

1 min read

ରାଜ୍ୟ ବଜେଟ୍ : କୃଷି ପାଇଁ ୩୭,୮୩୮ କୋଟିର ବ୍ୟୟ ବରାଦ

ସୋମବାର ବିଧାନସଭାରେ ଉପସ୍ଥାପିତ ରାଜ୍ୟ ବଜେଟରେ କୃଷି କ୍ଷେତ୍ର ପାଇଁ ୨୦୨୫-୨୬ ବଜେଟରେ ମୋଟ ୩୭,୮୩୮ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି, ଯାହାକି ଚଳିତ ଆର୍ଥିକ ବର୍ଷ ତୁଳନାରେ ୧୨ ପ୍ରତିଶତ ଅଧିକ । ଭୁବନେଶ୍ୱର ୧୭-୦୨-୨୦୨୫(ପିପିଏସ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ବିଧାନସଭାରେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ୍ ଉପସ୍ଥାପନ କରିଛନ୍ତି । ଏହା ବିଜେପି ନେତୃତ୍ବାଧୀନ ରାଜ୍ୟ ସରକାରଙ୍କ ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍ । ଆଗାମୀ ଆର୍ଥିକ ବର୍ଷ ପାଇଁ […]

1 min read

ଜେଲ୍‌ କର୍ତ୍ତୃପକ୍ଷଙ୍କୁ ସ୍ପାଇଡର୍‌ ଡର

ସେଲ୍‌ରେ କଡ଼ା ପହରା, ପାଚେରି ଚଢ଼ି ଜେଲ୍‌ରୁ ଚମ୍ପଟ ମାରିପାରେ ପୂର୍ବତନ ପିସିସି ସଭାପତି ନିରଂଜନ ପଟ୍ଟନାୟକଙ୍କ ଘରୁ ଚୋରି କରି ଗିରଫ ହୋଇଥିବା ଆନ୍ଧ୍ରପ୍ରଦେଶର କୁଖ୍ୟାତ ସ୍ପାଇଡର୍‌ ସତୀଶ ପାଇଁ ଝାରପଡ଼ା ଜେଲ୍‌ କର୍ତ୍ତୃପକ୍ଷଙ୍କ ଚିନ୍ତା ବଢ଼ିଛି। ତା’ ନାଁରେ ପାଚେରି ଚଢ଼ି ଜେଲ୍‌ରୁ ଫେରାର ହୋଇଯିବାର ରେକର୍ଡ ରହିଛି। ଭୁବନେଶ୍ୱର ୧୬-୦୨-୨୦୨୫-(ପିପିଏସ) : ପୂର୍ବତନ ପିସିସି ସଭାପତି ନିରଂଜନ ପଟ୍ଟନାୟକଙ୍କ ଘରୁ ଚୋରି କରି ଗିରଫ ହୋଇଥିବା ଆନ୍ଧ୍ରପ୍ରଦେଶର କୁଖ୍ୟାତ ସ୍ପାଇଡର୍‌ ସତୀଶ ପାଇଁ […]