1 min read

ମହିଳାଙ୍କ ଭିଡିଓ ରେକର୍ଡିଂ କରି ଧରାପଡ଼ିଲେ ତାମିଲି ଯୁବକ

ଭୁବନେଶ୍ୱର ୦୫-୦୯-୨୦୨୪(ପିପିଏସ ): ଗ୍ରାହକ ସାଜି ହୋଟେଲ୍‌ରେ ରହୁଥିଲା। ବାଛିବାଛି ମହିଳା ଗ୍ରାହକଙ୍କ ପାଖ ରୁମ୍‌ ନେଉଥିଲା। କାଇଦାରେ ସ୍କାଏଲାଇଟ୍‌ ଦେଇ ମହିଳାଙ୍କ ବାଥ୍‌ରୁମ୍‌ରେ ଗୁପ୍ତ କ୍ୟାମେରା ଖଞ୍ଜି ଦେଉଥିଲା। ସେହି କ୍ୟାମେରାରେ ମହିଳାଙ୍କ ଗାଧୋଇବା ବେଳର ନଗ୍ନ ଦୃଶ୍ୟକୁ ରେକର୍ଡିଂ କରିନେଉଥିଲା। ଏଭଳି ଜଣେ ଧୂର୍ତ୍ତ ତାମିଲ ଯୁବକ ଚନ୍ଦ୍ରଶେଖରନ୍‌ ଆଜି କମିସନରେଟ୍‌ ପୁଲିସର ‘ହର୍‌’ ଟିମ୍ ହାବୁଡ଼ରେ ପଡ଼ିଛି। ଆଜି ଲକ୍ଷ୍ମୀସାଗର ଥାନା ପୁଲିସ ତାକୁ କୋର୍ଟ ଚାଲାଣ କରିଛି। ତା’ଠାରୁ ଜବତ ୨ […]

1 min read

ନାଳରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର: ପ୍ରେମ ବ୍ୟାପରକୁ ନେଇ ହତ୍ୟା ସନ୍ଦେହ!

ଧର୍ମଶାଳା/ଭୁବନେଶ୍ୱର ୦୫-୦୯-୨୦୨୪(ପିପିଏସ ): ଧର୍ମଶାଳା ଥାନା ରଥିଆ ଗାଁ ନିକଟ ଏକ କ୍ରସର ପାଖ ନାଳରୁ ଜଣେ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ହେଉଛନ୍ତି ଅଭୟପୁର ଗ୍ରାମର ନରହରି ବେହେରାଙ୍କ ଏକମାତ୍ର ପୁଅ ରୁଦ୍ରପ୍ରସାଦ(୧୭) । ସେ ଜଣେ ଯୁକ୍ତ ଦୁଇ ଛାତ୍ର। ପ୍ରେମ ବ୍ୟାପରକୁ ନେଇ ତାଙ୍କୁ ହତ୍ୟା  କରାଯାଇଥିବା ସନ୍ଦେହ ପ୍ରକାଶ ପାଇଛି।୨ ଦିନ ହେଲା ରୁଦ୍ର ନିଖୋଜ ଥିଲେ। ଗୁରୁବାର ସକାଳେ ନାଳରୁ ତାଙ୍କ ମୃତଦେହ ମିଳିଛି। ଯାଜପୁର ଜିଲ୍ଲା […]

1 min read

ଏଥର ଐତିହାସିକ ବାଲିଯାତ୍ରା ଜାରି ରହିବ ୮ ଦିନ

ଐତିହାସିକ ବାଲିଯାତ୍ରା ପାଇଁ କଟକ ଜିଲ୍ଲା ପ୍ରଶାସନ ଏବେ ଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଆସନ୍ତା ନଭେମ୍ବର ୧୫ରୁ ମହାନଦୀପଠାରେ ବାଲିଯାତ୍ରା ଆରମ୍ଭ ହେବ। ଏହି ଯାତ୍ରା ନଭେମ୍ବର ୨୨ ତାରିଖ ପର୍ଯ୍ୟନ୍ତ ଜାରି ରହିବ। କଟକ/୦୫-୦୯-୨୦୨୪(ପିପିଏସ ): ଐତିହାସିକ ବାଲିଯାତ୍ରା ପାଇଁ କଟକ ଜିଲ୍ଲା ପ୍ରଶାସନ ଏବେ ଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଆସନ୍ତା ନଭେମ୍ବର ୧୫ରୁ ମହାନଦୀପଠାରେ ବାଲିଯାତ୍ରା ଆରମ୍ଭ ହେବ। ଏହି ଯାତ୍ରା ନଭେମ୍ବର ୨୨ ତାରିଖ ପର୍ଯ୍ୟନ୍ତ ଜାରି ରହିବ। କଟକ […]

1 min read

ବଢୁଛି ବାର୍ଡ ଫ୍ଲୁ ସଂକ୍ରମଣ ଭୟ : ଓଡ଼ିଶା ଆସିବ କେନ୍ଦ୍ରୀୟ ଟିମ୍

ଭୁବନେଶ୍ୱର,୦୪-୦୯-୨୪(ପିପିଏସ) : ରାଜ୍ୟରେ ବାର୍ଡ ଫ୍ଲୁ ସଂକ୍ରମଣ ବ୍ୟାପୁଥିବା ବେଳେ ଦିନେ ଦୁଇ ଦିନ ଭିତରେ ତଦାରଖ ପାଇଁ ଓଡ଼ିଶା ଆସିବ ସେଣ୍ଟ୍ରାଲ ଟିମ । ବାର୍ଡ଼ ଫ୍ଲୁ ବ୍ୟାପିଥିବା ଅଞ୍ଚଳ ବୁଲିବା ସହସ୍ୱାସ୍ଥ୍ୟ ବିଭାଗ ଅଧିକାରୀଙ୍କ ସହ ବୈଠକ କରିବାର କାର୍ଯ୍ୟକ୍ରମ ରହିଛି। ବାର୍ଡ଼ ଫ୍ଲୁ ପାଇଁ ରାଜ୍ୟରେ ନିଆ ଯାଇଥିବା ପଦକ୍ଷେପ ନେଇ ପ୍ରଥମ ଦିନରୁ ହିଁ ସେଣ୍ଟ୍ରାଲ ଟିମକୁ ଅବଗତ କରାଯାଇଛି ବୋଲି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ। କେନ୍ଦ୍ରାପଡ଼ାରେ ବାର୍ଡ ଫ୍ଲୁ […]

1 min read

କାଲି ଦୁଇ ଯୁବକ ଡେଇଁଥିଲେ ମହାନଦୀକୁ : ଏପର୍ଯ୍ୟନ୍ତ ନିଖୋଜ

କଟକ,୦୪-୦୯-୨୪(ପିପିଏସ) : ଗତକାଲି ଅପରାହ୍ନରେ ଜଣେ ଯୁବକ ମହାନଦୀକୁ ଡେଇଁଥିବା ବେଳେ ରାତିରେ ଆଉ ଜଣେ ସମାନ ପଦକ୍ଷେପ ଉଠାଇଛନ୍ତି । ଅଗ୍ନିଶମ ବିଭାଗ ଖୋଜାଖୋଜି କରୁଥିଲେ ବି ନିଖୋଜ ଯୁବକଦ୍ୱୟଙ୍କ ପତ୍ତା ମିଳି ପାରିନି। ଗତକାଲି ରାତିରେ ଅନୁପ ଅଗ୍ରୱାଲ ମଧୁସୁଦନ ସେତୁ ଉପରୁ ମହାନଦୀକୁ ଡେଇଁ ପଡ଼ିଥିଲେ । ପୋଲ ଉପରୁ ତାଙ୍କର ସ୍କୁଟି ଓ ଚପଲ ଜବତ କରିଛି ପୁଲିସ୍। ବିଡାନାସୀ ଅଗ୍ନିଶମ ବିଭାଗ ଏବେ ଖୋଜାଖୋଜି ଜାରି ରଖିଥିବା ବେଳେ ତାଙ୍କର […]

1 min read

ଅଖାଦ୍ୟ ଖାଇ ବ୍ୟାପିଲା ଝାଡ଼ାବାନ୍ତି : ୩ ମୃତ, ୧୦ ଅସୁସ୍ଥ

ଭବାନୀ ପାଟଣା/ଭୁବନେଶ୍ୱର,୦୪-୦୯-୨୪(ପିପିଏସ) : ଝାଡ଼ାବାନ୍ତିରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦ ଜଣ ଅସୁସ୍ଥ ହୋଇଛନ୍ତି । ଘଟଣା ଘଟିଛି କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ଅଡ଼ାଖୁ ଗାଁରେ। ଅସୁସ୍ଥ ମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମଇଁଷି ମାଂସ ଓ ଜଙ୍ଗଲରୁ ବିଷାକ୍ତ ଛତୁ ଖାଇବା ଯୋଗୁ ଲୋକଙ୍କୁ ଝାଡ଼ାବାନ୍ତି ହୋଇଥିବା କଳାହାଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ କହିଛନ୍ତି । ମାସକ ମଧ୍ୟରେ ଝାଡ଼ାବାନ୍ତିରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ଗାଁରେ ଏକ […]

1 min read

ରାଜ୍ୟରେ ଦୀର୍ଘତମ ଓ ସର୍ବବୃହତ୍ ଚଢ଼ାଉ ଅଭିଯାନ : ଅବକାରୀ ବିଭାଗଆଗକୁ ଅଭିଯାନ ଅଧିକ ଜୋରଦାର ହେବ : ଆଇନ ମନ୍ତ୍ରୀ

ଭୁବନେଶ୍ୱର,୦୪-୦୯-୨୪(ପିପିଏସ) : ରାଜ୍ୟରୁ ବେଆଇନ ମଦ କାରବାରକୁ ମୂଳପୋଛ କରିବା ପାଇଁ ଆକ୍ସନ ମୋଡ଼ରେ ମୋହନ ସରକାର l ଗତ ଅଗଷ୍ଟ ୨୦ତାରିଖରୁ ରାଜ୍ୟରେ ଦୀର୍ଘତମ ଚଢ଼ାଉ ଅଭିଯାନ ଜାରି ରହିଛି । ଇତିମଧ୍ୟରେ ୧୪୪୩ଟି ବେଆଇନ ଭାଟିକୁ ବୁଲଡୋଜରରେ ନଷ୍ଟ କରାଯାଇଥିବାବେଳେ ୧୯୫୭ଜଣ ଗିରଫ ହୋଇଛନ୍ତି ଓ ୧୮୩ଟି ଗାଡ଼ି ଜବତ କରାଯାଇଛି । ଦୀର୍ଘ ୧୫ଦିନ ଧରି ଚାଲିଥିବା ଏହି ଚଢ଼ାଉ ରାଜ୍ୟରେ ଦୀର୍ଘତମ ଓ ସର୍ବବୃହତ୍ ଚଢ଼ାଉ ଅଭିଯାନ ବୋଲି ଅବକାରୀ ବିଭାଗ […]

1 min read

ଚାଲୁ ରହିବ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ର ସମସ୍ତ କାର୍ଯ୍ୟ : ପଞ୍ଚାୟତିରାଜ ମନ୍ତ୍ରୀ

ଭୁବନେଶ୍ୱର,୦୩-୦୯-୨୪(ପିପିଏସ) : ରାଜ୍ୟରେ ପେସା ଆଇନ କାର୍ଯ୍ୟକାରୀ ହେବ। ଗ୍ରାମସଭାକୁ ସଶକ୍ତ କରାଯିବ। ମଙ୍ଗଳବାର ବିଧାନସଭା ପ୍ରଶ୍ନକାଳରେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ କହିଛନ୍ତି । ସେ କହିଛନ୍ତି, ଆମ ଓଡ଼ିଶା ନବୀନ ଓଡ଼ିଶାରେ ଚାଲୁଥିବା ସମସ୍ତ କାମ ଚାଲୁ ରହିବ। ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ଅର୍ଥ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ, ଗାଁ ଗହଳିରେ ଅର୍ପଣ ଚାଉଳ ସଂଗ୍ରହ ପାଇଁ ସଙ୍କୀର୍ତ୍ତନ ଓ କ୍ରୀଡ଼ା ବିକାଶ ପାଇଁ ଖର୍ଚ୍ଚ କରାଯାଇଛି । ସେ ବାବଦରେ […]

1 min read

ହାଇକୋର୍ଟ ବେଞ୍ଚ ପ୍ରସଙ୍ଗ : ଗୃହରେ ମୁଖ୍ୟମନ୍ତ୍ରୀଙ୍କ ସ୍ପଷ୍ଟୀକରଣ

ଭୁବନେଶ୍ୱର,୦୩-୦୯-୨୪(ପିପିଏସ) : ଓଡ଼ିଶା ହାଇକୋର୍ଟ ବେଞ୍ଚ ପ୍ରସଙ୍ଗରେ ମଙ୍ଗଳବାର ଗୃହରେ ସ୍ପଷ୍ଟୀକରଣ ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ସରକାରଙ୍କ ବିଚାରାଧୀନ ଅଛି ଏବଂ ଲୋକଙ୍କୁ ତ୍ୱରିତ ନ୍ୟାୟ ଦେବାରେ ଆମ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ସେ କହିଛନ୍ତି।ଓଡ଼ିଶାର କୌଣସି ଜାଗାରେ ହାଇକୋର୍ଟ ବେଞ୍ଚ୍‌ ପ୍ରତିଷ୍ଠାର ଯଥାର୍ଥତା ନାହିଁ। ବିଜେଡି ବିଧାୟକ କଲିକେଶ ନାରାୟଣ ସିଂଦେଓଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ଏହି ସୂଚନା […]

1 min read

ରେଭେନ୍ସା ବିଶ୍ୱବିଦ୍ୟାଳୟର ନାଁ ପରିବର୍ତ୍ତନ ଚର୍ଚ୍ଚା ମଧ୍ୟରେ କର୍ତ୍ତୃପକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଭୁବନେଶ୍ୱର,୦୩-୦୯-୨୪(ପିପିଏସ) : ଓଡ଼ିଶାର ଐତିହାସିକ ରେଭେନ୍ସା ବିଶ୍ୱବିଦ୍ୟାଳୟର ନାଁ ପରିବର୍ତନ ଚର୍ଚ୍ଚା ମଧ୍ୟରେ ଆଉ ଏକ ବଡ ଖବର ସାମ୍ନାକୁ ଆସିଛି। ରେଭେନ୍ସା ବିଶ୍ୱବିଦ୍ୟାଳୟକର୍ତ୍ତୃପକ୍ଷ ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ସନ୍ଧ୍ୟା ୬ଟା ପରେ ବିଶ୍ୱବିଦ୍ୟାଳୟ ପରିସରରେ ବାହାର ଲୋକଙ୍କ ପ୍ରବେଶ ଉପରେ ପ୍ରତିବନ୍ଧକ ଲଗାଇବାକୁ ନିଷ୍ପତ୍ତି ନେଇଛି । ରିପୋର୍ଟ ଅନୁଯାୟୀ, ପ୍ରୋକ୍ଟୋରିଆଲ୍ ବୋର୍ଡ ବୈଠକରେ କମିଟି ନିମ୍ନଲିଖିତ ପଏଣ୍ଟଗୁଡିକ ସ୍ଥିର କରିଛି। ସନ୍ଧ୍ୟା ୬ଟା ପରେ ବାହାରର ପ୍ରବେଶକୁ ପ୍ରତିବନ୍ଧିତ ଲଗାଯିବ। […]