1 min read

ଅଦା ଚାଷ ବାଟବଣା: ପଚିଗଲା ଅଧା ବିହନ!

ଏବେ କ୍ରପ୍‌ କଟିଂ ହୋଇ ଅଦା ଅମଳ ଆରମ୍ଭ ହେଲାଣି। କିନ୍ତୁ ଝାରସୁଗୁଡ଼ା ଜିଲ୍ଲାରେ ଯେତିକି ପରିମାଣର ଅଦା ବିହନ ଲଗାଯାଇଥିଲା, ଏବେ ସେତିକି ପରିମାଣର ଅଦା ଉତ୍ପାଦନ କଷ୍ଟକର ହୋଇପଡ଼ିଛି। ଝାରସୁଗୁଡ଼ା/ଭୁବନେଶ୍ୱର ୧୬-୦୨-୨୦୨୫-(ପିପିଏସ) : ଏବେ କ୍ରପ୍‌ କଟିଂ ହୋଇ ଅଦା ଅମଳ ଆରମ୍ଭ ହେଲାଣି। କିନ୍ତୁ ଝାରସୁଗୁଡ଼ା ଜିଲ୍ଲାରେ ଯେତିକି ପରିମାଣର ଅଦା ବିହନ ଲଗାଯାଇଥିଲା, ଏବେ ସେତିକି ପରିମାଣର ଅଦା ଉତ୍ପାଦନ କଷ୍ଟକର ହୋଇପଡ଼ିଛି। ଆଉ ଦିନ କେଇଟାରେ ଅମଳ ସମ୍ପୂର୍ଣ୍ଣ ହୋଇଯିବା […]

1 min read

ନିଆଁ ଆୟତ୍ତ ପାଇଁ କେତେ ପ୍ରସ୍ତୁତ ବନବିଭାଗ ?

ଆସୁଛି ଗ୍ରୀଷ୍ମଋତୁ: ଏହି ବନଖଣ୍ଡରେ ଜଣେ ବନପାଳ, ୨୨ ବନରକ୍ଷୀ ପଦବି ଖାଲି ବର୍ତ୍ତମାନ ସୁଦ୍ଧା ଜଙ୍ଗଲ ସୁରକ୍ଷା କାର୍ଯ୍ୟରେ ନିଯୁକ୍ତ ପ୍ରତିରୋଧ ସହାୟକ ବା ପିଏମାନଙ୍କୁ ଜାନୁଆରି ମାସର ପ୍ରାପ୍ୟ ମିଳିନି। ଦୈନିକ ସର୍ବନିମ୍ନ ୪୫୨ ଟଙ୍କା ମଜୁରୀରେ ନିୟୋଜିତ ହୋଇଥିଲେ ସୁଦ୍ଧା ଠିକ ସମୟରେ ସେମାନଙ୍କର ପ୍ରାପ୍ୟ ମିଳନଥିବା ଯୋଗୁଁ ସେମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଯାଉଛି। ରାଇରଙ୍ଗପୁର/ଭୁବନେଶ୍ୱର ୧୬-୦୨-୨୦୨୫-(ପିପିଏସ) : ଜଙ୍ଗଲ, ପରିବେଶ ସୁରକ୍ଷା ନିମନ୍ତେ ସରକାରଙ୍କର ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ […]

1 min read

ବିମାନବନ୍ଦର ଓ ଆର୍‌ଏସ୍‌ପି ସମ୍ପ୍ରସାରଣ ନେଇ ମୋହନଙ୍କ ସହ କଥା ହେଲେ ଜୁଏଲ

ରାଉରକେଲା ବିମାନବନ୍ଦରର ଉନ୍ନତୀକରଣ ସହ ଆର୍‌ଏସ୍‌ପି ସମ୍ପ୍ରସାରଣ ସମ୍ପର୍କରେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଲୋଚନା କରିଛନ୍ତି। ଆଜି କେନ୍ଦ୍ରମନ୍ତ୍ରୀ ଶ୍ରୀ ଓରାମ ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କ କାର୍ଯ୍ୟାଳୟରେ ଭେଟିଛନ୍ତି। ରାଉରକେଲା/ଭୁବନେଶ୍ୱର ୧୬-୦୨-୨୦୨୫-(ପିପିଏସ) : ରାଉରକେଲା ବିମାନବନ୍ଦରର ଉନ୍ନତୀକରଣ ସହ ଆର୍‌ଏସ୍‌ପି ସମ୍ପ୍ରସାରଣ ସମ୍ପର୍କରେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଲୋଚନା କରିଛନ୍ତି। ଆଜି କେନ୍ଦ୍ରମନ୍ତ୍ରୀ ଶ୍ରୀ ଓରାମ ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କ କାର୍ଯ୍ୟାଳୟରେ ଭେଟିଛନ୍ତି। ଉଭୟ ବିମାନବନ୍ଦର […]

1 min read

୨୪ ବର୍ଷରେ ଯାହା ହୋଇପାରି ନଥିଲା, ୮ ମାସରେ ତାହା ହୋଇପାରିଛି: ମୁଖ୍ୟମନ୍ତ୍ରୀ

ବିଧାନସଭାରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଧନ୍ୟବାଦ ପ୍ରସ୍ତାବର ଆଲୋଚନା କରିଛନ୍ତି। ଗତ ୧୩ ତାରିଖ ଦିନ ଚଳିତ ବର୍ଷ ପାଇଁ ଓଡ଼ିଶା ବିଧାନସଭାର ପ୍ରଥମ ଅଧିବେଶନରେ ରାଜ୍ୟପାଳ ତାଙ୍କ ଅଭିଭାଷଣ ଏହି ପବିତ୍ର ଗୃହରେ ଉପସ୍ଥାପନ କରିଥିଲେ। ଭୁବନେଶ୍ୱର ୧୫-୦୨-୨୦୨୫(ପିପିଏସ ) : ବିଧାନସଭାରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଧନ୍ୟବାଦ ପ୍ରସ୍ତାବର ଆଲୋଚନା କରିଛନ୍ତି। ଗତ ୧୩ ତାରିଖ ଦିନ ଚଳିତ ବର୍ଷ ପାଇଁ ଓଡ଼ିଶା ବିଧାନସଭାର […]

1 min read

“ଲକ୍ଷପତି ଦିଦି ଯୋଜନା” ଘୋଷଣା

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଧନ୍ୟବାଦ ଓ କୃତଜ୍ଞତା ଜଣାଇଲେ ମହିଳା କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଭୁବନେଶ୍ୱର ୧୫-୦୨-୨୦୨୫(ପିପିଏସ ) : ରାଜ୍ୟର ମହିଳାଙ୍କର ଆର୍ଥିକ ଅଭିବୃଦ୍ଧି କରାଇବା ଲକ୍ଷ୍ୟ ନେଇ “ଲକ୍ଷପତି ଦିଦି ଯୋଜନା” କାର୍ଯ୍ୟକାରୀ ନିମନ୍ତେ ଗତକାଲି ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିବୃତି ଦେବାପରେ, ଶନିବାର ମଧ୍ୟାହ୍ନରେ ରାଜ୍ୟର ୩୦ଟି ଜିଲ୍ଲାର ପ୍ରାୟ ୧୦୦୦ରୁ ଉର୍ଦ୍ଧ୍ୱ ମହିଳା କମ୍ୟୁନିଟି ସପୋର୍ଟ ଷ୍ଟାଫ ଭୁବନେଶ୍ୱର ସ୍ଥିତ ରାଜ୍ୟ ଅତିଥି ଭବନ ଠାରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି […]

1 min read

୬ ବର୍ଷରେ ରାଜ୍ୟରେ ୮ ହଜାର ୧୫୯ଟି ବାଲ୍ୟବିବାହ ହୋଇଛି: ଉପମୁଖ୍ୟମନ୍ତ୍ରୀ

ଦେଶ ସ୍ବାଧୀନତାର ୭୮ବର୍ଷ ଅତିକ୍ରମ କରିସାରିଛି। ସରକାର ‘ବିକଶିତ ଓଡ଼ିଶା, ବିକଶିତ ଭାରତ’ ପାଇଁ କାମ କରୁଛନ୍ତି ବୋଲି କହୁଛନ୍ତି। ଶିକ୍ଷା, ସ୍ବାସ୍ଥ୍ୟ ଗମନାଗମନରେ ପରିବର୍ତ୍ତନ ହୋଇଛି। ଅତ୍ୟାଧୁନିକ ସୁବିଧା ଥିବା ସମୟରେ ପୂରାତନ ମାନସିକତା ନେଇ ରାଜ୍ୟରେ ଲକ୍ଷଲକ୍ଷ ଲୋକଙ୍କୁ ବଞ୍ଚିବାକୁ ପଡୁଛି। ଭୁବନେଶ୍ୱର ୧୫-୦୨-୨୦୨୫(ପିପିଏସ ) : ଦେଶ ସ୍ବାଧୀନତାର ୭୮ବର୍ଷ ଅତିକ୍ରମ କରିସାରିଛି। ସରକାର ‘ବିକଶିତ ଓଡ଼ିଶା, ବିକଶିତ ଭାରତ’ ପାଇଁ କାମ କରୁଛନ୍ତି ବୋଲି କହୁଛନ୍ତି। ଶିକ୍ଷା, ସ୍ବାସ୍ଥ୍ୟ ଗମନାଗମନରେ ପରିବର୍ତ୍ତନ […]

1 min read

ପୂର୍ବ ଭାରତର ପ୍ରଥମ ଅସ୍ଥି ବ୍ୟାଙ୍କରେ ଅଚଳାବସ୍ଥା

କିଣାଯାଇ ପାରୁନି ସାଢ଼େ ୮ଲକ୍ଷ ଟଙ୍କାର ଫ୍ରିଜ୍‌ କଟକ ୧୫-୦୨-୨୦୨୫(ପିପିଏସ ) : ପୂର୍ବ ଭାରତର ପ୍ରଥମ ଅସ୍ଥି ବ୍ୟାଙ୍କ ପ୍ରତିଷ୍ଠା କରି ରାଜ୍ୟ ଚିକିତ୍ସା ବିଜ୍ଞାନରେ ନୂଆ ଇତିହାସ ସୃଷ୍ଟି କରିଛି ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟ। ଅସ୍ଥିଶଲ୍ୟ ବିଭାଗ (ଅର୍ଥୋପେଡିକ୍‌)ରେ ଗତବର୍ଷ ଅକ୍ଟୋବର ୮ତାରିଖରେ ନୂତନ ଅସ୍ଥି ବ୍ୟାଙ୍କକୁ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଉଦ୍‌ଘାଟନ କରିଥିଲେ। ଏହି ଅସ୍ଥି ବ୍ୟାଙ୍କକୁ ଉଦ୍‌ଘାଟନ କରିବା ଅବସରରେ ଏହା ରାଜ୍ୟ  ଚିକିତ୍ସା କ୍ଷେତ୍ରରେ ଯୁଗାନ୍ତକାରୀ […]

1 min read

ବନ୍ଦ ଡାକରା ଦେଲା ନକ୍ସଲ ସଂଗଠନ

ସୀମାନ୍ତ ଛତିଶଗଡ଼ର ଜାତୀୟ ଉଦ୍ୟାନ ଏବଂ ଟେକାମେଟା ଜଂଗଲରେ ପୁଲିସ ଏନକାଉଣ୍ଟରରେ ୩୧ ଜଣ ନକ୍ସଲ ମୃତ୍ୟୁବରଣ କରିଥିବା ବେଳେ ଆଜି ନକ୍ସଲ ସଂଗଠନ ପକ୍ଷରୁ ପ୍ରେସ ବିବୃତ୍ତି ଜାରି କରାଯାଇଛି। ମାଲକାନଗିରି/ଭୁବନେଶ୍ୱର ୧୫-୦୨-୨୦୨୫(ପିପିଏସ ) : ସୀମାନ୍ତ ଛତିଶଗଡ଼ର ଜାତୀୟ ଉଦ୍ୟାନ ଏବଂ ଟେକାମେଟା ଜଂଗଲରେ ପୁଲିସ ଏନକାଉଣ୍ଟରରେ ୩୧ ଜଣ ନକ୍ସଲ ମୃତ୍ୟୁବରଣ କରିଥିବା ବେଳେ ଆଜି ନକ୍ସଲ ସଂଗଠନ ପକ୍ଷରୁ ପ୍ରେସ ବିବୃତ୍ତି ଜାରି କରାଯାଇଛି। ଏହି ପ୍ରେସ ବିବୃତ୍ତିରେ ସଂଗଠନର ୨୧ […]

1 min read

ପିଇଓଙ୍କ ଠାରୁ ୮.୫୯ ଲକ୍ଷ ଲୁଟ

କୋରାପୁଟ ଜିଲ୍ଲାର ବୋରିଗୁମ୍ମା ବ୍ଲକ ବିସିଂହପୁର ଥାନା ଅଞ୍ଚଳରେ ଶନିବାର ଦିନ ଦ୍ବିପହରରେ ଲୁଟ୍‌ ହୋଇଛି। ବୋରିଗୁମ୍ମା ବ୍ଲକର ବୋଡ଼ିଗାଁ ପଞ୍ଚାୟତର ପଞ୍ଚାୟତ ନିର୍ବାହୀ ଅଧିକାରୀ ଅର୍ଜୁନ ପାତ୍ର ଏହି ଲୁଟର ଶିକାର ହୋଇଛନ୍ତି। କୋରାପୁଟ/ଭୁବନେଶ୍ୱର ୧୫-୦୨-୨୦୨୫(ପିପିଏସ ) : କୋରାପୁଟ ଜିଲ୍ଲାର ବୋରିଗୁମ୍ମା ବ୍ଲକ ବିସିଂହପୁର ଥାନା ଅଞ୍ଚଳରେ ଶନିବାର ଦିନ ଦ୍ବିପହରରେ ଲୁଟ୍‌ ହୋଇଛି। ବୋରିଗୁମ୍ମା ବ୍ଲକର ବୋଡ଼ିଗାଁ ପଞ୍ଚାୟତର ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ଅର୍ଜୁନ ପାତ୍ର ଏହି ଲୁଟର ଶିକାର ହୋଇଛନ୍ତି। […]

1 min read

କେରଳ ଉତ୍ସବରେ ହାତୀ ମାତିଲେ: ୩ ଜଣଙ୍କ ମୃତ୍ୟୁ, ୩୬ ଆହତ

କେରଳର କୋଝିକୋଡ଼ ଜିଲ୍ଲାରେ ଏକ ଉତ୍ସବ ସମୟ‌ରେ ହାତୀ ଆତଙ୍କ ଯୋଗୁଁ ୩ ଜଣଙ୍କ ମୃତ୍ୟୁ ହୋଇଛି ଏବଂ ୩୬ ଜଣ ଶ୍ରଦ୍ଧାଳୁ ଆହତ ହୋଇଛନ୍ତି।  କୁରୁଭଙ୍ଗଡ଼ର ମନାକୁଲାଙ୍ଗରା ଭଗବତୀ ମନ୍ଦିରରେ ବାର୍ଷିକ ଉତ୍ସବର ପଞ୍ଚମ ତଥା ଶେଷ ଦିନରେ ଏହି ଘଟଣା ଘଟିଛି। କୋଝିକୋଡ଼/ଭୁବନେଶ୍ୱର ୧୫-୦୨-୨୦୨୫(ପିପିଏସ ) : କେରଳର କୋଝିକୋଡ଼ ଜିଲ୍ଲାରେ ଏକ ଉତ୍ସବ ସମୟ‌ରେ ହାତୀ ଆତଙ୍କ ଯୋଗୁଁ ୩ ଜଣଙ୍କ ମୃତ୍ୟୁ ହୋଇଛି ଏବଂ ୩୬ ଜଣ ଶ୍ରଦ୍ଧାଳୁ ଆହତ ହୋଇଛନ୍ତି। […]