ଜୀବନଚର୍ଯ୍ୟା
ଇ-ଡିଟେକ୍ସନ୍ରୁ ଧରାପଡ଼ିଲା ବୀମାଫାଙ୍କି: ୬ ଦିନରେ ଧରାପଡ଼ିଲାଣି ୧୫ଶହ ଗାଡ଼ି
ମାତ୍ର ୬ ଦିନରେ ଇ-ଡିଟେକ୍ସନ୍ ମାଧ୍ୟମରେ ଟୋଲ୍ଗେଟ୍ରେ ଧରାପଡ଼ିଲେଣି ବୀମା ନଥିବା ୧୫ ଶହ ଗାଡ଼ି। ଅନ୍ୟପଟେ ରାସ୍ତାକୁ ଓହ୍ଲାଉଥିବା ଖିଲାପୀ ଗାଡ଼ି ଚାଳକଙ୍କ ପାଇଁ ଆହୁରି କଠୋର ହେବାକୁ ଯାଉଛି ପରିବହନ ବିଭାଗ। ଟୋଲ୍ଗେଟ୍ରେ ସପ୍ତାହେ ତଳେ ବୀମାକୁ ଇ-ଡିଟେକ୍ସନ ସହିତ ଯୋଡ଼ା କଟକ ୦୭-୦୨–୨୦୨୫(ପିପିଏସ) : ମାତ୍ର ୬ ଦିନରେ ଇ-ଡିଟେକ୍ସନ୍ ମାଧ୍ୟମରେ ଟୋଲ୍ଗେଟ୍ରେ ଧରାପଡ଼ିଲେଣି ବୀମା ନଥିବା ୧୫ ଶହ ଗାଡ଼ି। ଅନ୍ୟପଟେ ରାସ୍ତାକୁ ଓହ୍ଲାଉଥିବା ଖିଲାପୀ ଗାଡ଼ି ଚାଳକଙ୍କ ପାଇଁ ଆହୁରି […]
‘ସତ୍ୟବାଦୀ ବକୁଳବନର ଐତିହ୍ୟକୁ ସୁରକ୍ଷିତ ରଖି ଏହାର ପୁନରୁଦ୍ଧାର ଓ ବିକାଶ କରାଯିବ’
ବକୁଳବନର ଐତିହ୍ୟ ଓ ପରମ୍ପରା ସଂପର୍କରେ ଆଜିର ଛାତ୍ରଛାତ୍ରୀମାନଙ୍କୁ ଅବଗତ କରାଇବା ପାଇଁ ଏହାର ମୌଳିକ ଢାଞ୍ଚା ଅନୁରୂପ ବିକାଶ କରିବା ସହିତ ପାରିପାର୍ଶ୍ୱିକ ଅଞ୍ଚଳର ବିକାଶ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ଭୁବନେଶ୍ୱର ୦୭-୦୨–୨୦୨୫(ପିପିଏସ) : ବକୁଳବନର ଐତିହ୍ୟ ଓ ପରମ୍ପରା ସଂପର୍କରେ ଆଜିର ଛାତ୍ରଛାତ୍ରୀମାନଙ୍କୁ ଅବଗତ କରାଇବା ପାଇଁ ଏହାର ମୌଳିକ ଢାଞ୍ଚା ଅନୁରୂପ ବିକାଶ କରିବା ସହିତ ପାରିପାର୍ଶ୍ୱିକ ଅଞ୍ଚଳର ବିକାଶ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ […]
ଆସନ୍ତାକାଲି ‘ସୁଭଦ୍ରା’ ଯୋଜନାର ମୋଟ୍ ଲାଭାର୍ଥୀଙ୍କ ସଂଖ୍ୟା ୯୮ ଲକ୍ଷରେ ପହଞ୍ଚିବ: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
ଆସନ୍ତାକାଲି ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ୧୮ ଲକ୍ଷରୁ ଊର୍ଦ୍ଧ୍ବ ମହିଳାଙ୍କ ବ୍ୟାଙ୍କ ଖାତାକୁ ଟଙ୍କା ଯିବ। ଯାଜପୁର ଜିଲ୍ଲା ଚାନ୍ଦମା ପଡ଼ିଆ ଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଟଙ୍କା ପ୍ରଦାନ କରିବେ। ଭୁବନେଶ୍ୱର ୦୭-୦୨–୨୦୨୫(ପିପିଏସ) : ଆସନ୍ତାକାଲି (୮ତାରିଖ) ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ। ଏଥିରେ ୧୮ ଲକ୍ଷରୁ ଊର୍ଦ୍ଧ୍ବ ମହିଳାଙ୍କ ବ୍ୟାଙ୍କ ଖାତାକୁ ଟଙ୍କା ଯିବ। […]
ପୁଣି ଅଘଟଣ: ସ୍ପଞ୍ଜ କାରଖାନାର ବ୍ଲାଷ୍ଟ ଫର୍ଣ୍ଣେସରେ ବିସ୍ଫୋରଣ, ୪ ଶ୍ରମିକ ଗୁରୁତର
ଇସ୍ପାତ୍ ନଗରୀ ରାଉରକେଲାରେ ପୁଣି ଅଘଟଣ ଘଟିଛି। ରାଉରକେଲାରେ କ୍ରମାଗତ ତୃତୀୟ ଦିନରେ ଏହି ଅଘଟଣ ଘଟିଛି। ସ୍ଥାନୀୟ କଳୁଙ୍ଗା ଶିଳ୍ପାଞ୍ଚଳର ମହାବୀର ସ୍ପଞ୍ଜ କାରଖାନା ବ୍ଲାଷ୍ଟ ଫର୍ଣ୍ଣେସରେ ବିସ୍ପୋରଣ ଘଟିଛିl ଏଥିରେ ଚାରି ଜଣ ଶ୍ରମିକ ଗୁରୁତର ହୋଇଛନ୍ତି l ରାଉରକେଲା: ଇସ୍ପାତ୍ ନଗରୀ ରାଉରକେଲାରେ ପୁଣି ଅଘଟଣ ଘଟିଛି। ରାଉରକେଲାରେ କ୍ରମାଗତ ତୃତୀୟ ଦିନରେ ଏହି ଅଘଟଣ ଘଟିଛି। ସ୍ଥାନୀୟ କଳୁଙ୍ଗା ଶିଳ୍ପାଞ୍ଚଳର ମହାବୀର ସ୍ପଞ୍ଜ କାରଖାନା ବ୍ଲାଷ୍ଟ ଫର୍ଣ୍ଣେସରେ ବିସ୍ପୋରଣ ଘଟିଛିl ଏଥିରେ […]
୫ ବର୍ଷରେ ୫ ହଜାର କୋଟି ଖର୍ଚ୍ଚ ଯୋଜନା
ଆଜିଠୁ ଆରମ୍ଭ ହୋଇଛି ରାଜ୍ୟ ସରକାରଙ୍କ ବହୁ ପ୍ରତୀକ୍ଷିତ ଯୋଜନା ‘ବିକଶିତ ଗାଁ, ବିକଶିତ ଓଡିଶା’। ଖୋର୍ଦ୍ଧା ଜିଲ୍ଲାର ଜଙ୍କିଆ ଠାରେ ଏହି ଯୋଜନାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆରମ୍ଭ କରିଛନ୍ତି। ଭୁବନେଶ୍ୱର ୦୬-୦୨-୨୦୨୫(ପିପିଏସ ) : ଆଜିଠୁ ଆରମ୍ଭ ହୋଇଛି ରାଜ୍ୟ ସରକାରଙ୍କ ବହୁ ପ୍ରତୀକ୍ଷିତ ଯୋଜନା ‘ବିକଶିତ ଗାଁ, ବିକଶିତ ଓଡିଶା’। ଖୋର୍ଦ୍ଧା ଜିଲ୍ଲାର ଜଙ୍କିଆ ଠାରେ ଏହି ଯୋଜନାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆରମ୍ଭ କରିଛନ୍ତି। ସେ କହିଛନ୍ତି, ଗାଁର […]
‘ସନାତନୀ’ ଚଳଚ୍ଚିତ୍ର ମାମଲା
ରିଲିଜ୍ ଉପରେ ଅଙ୍କୁଶ ପାଇଁ ମନାକଲେ ହାଇକୋର୍ଟ ଓଡ଼ିଆ ଚଳଚ୍ଚିତ୍ର ‘ସନାତନୀ’ର ରିଲିଜ୍ ଉପରେ ଅଙ୍କୁଶ ଲଗାଇବାକୁ ହାଇକୋର୍ଟ ଆଜି ମନା କରିଛନ୍ତି। ଅନ୍ୟପକ୍ଷରେ ଏହି ଚଳଚ୍ଚିତ୍ର ପ୍ରଦର୍ଶନ ଦ୍ବାରା ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଥିବା ଦର୍ଶାଇ ଦାୟର ଦୁଇ ମାମଲାର କଟକ ୦୬-୦୨-୨୦୨୫(ପିପିଏସ ) : ଓଡ଼ିଆ ଚଳଚ୍ଚିତ୍ର ‘ସନାତନୀ’ର ରିଲିଜ୍ ଉପରେ ଅଙ୍କୁଶ ଲଗାଇବାକୁ ହାଇକୋର୍ଟ ଆଜି ମନା କରିଛନ୍ତି। ଅନ୍ୟପକ୍ଷରେ ଏହି ଚଳଚ୍ଚିତ୍ର ପ୍ରଦର୍ଶନ ଦ୍ବାରା ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି […]
ଫେବ୍ରୁଆରି ୧୩ରୁ ବିଧାନସଭା ବଜେଟ୍ ଅଧିବେଶନ
୧୨ରେ ସର୍ବଦଳୀୟ ବୈଠକ ଭୁବନେଶ୍ୱର ୦୬-୦୨-୨୦୨୫(ପିପିଏସ ) : ଫେବ୍ରୁଆରି ୧୩ରୁ ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏନେଇ ଫେବ୍ରୁଆରି ୧୨ ତାରିଖରେ ବିଧାନସଭାର ସର୍ବଦଳୀୟ ବୈଠକ. ପୂର୍ବାହ୍ନ ୧୧ରେ ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ।ଶାନ୍ତିଶୃଙ୍ଖଳାର ସହିତ ବଜେଟ୍ ଅଧିବେଶନ ଅନୁଷ୍ଠିତ କରାଯିବା ପାଇଁ ସେନେଇ ବାଚସ୍ପତି ବିରୋଧୀ ଏବଂ ଶାସକ ଦଳ ମଧ୍ୟରେ ସମନ୍ବୟ ରକ୍ଷା ପାଇଁ ଏହି ବୈଠକ ଡକାଇଛନ୍ତି।ଫେବ୍ରୁଆରି ୧୭ରେ ବିଧାନସଭାରେ ୨୦୨୫-୨୬ ଆର୍ଥିକ ବର୍ଷ […]
ଜମୁଛି ଖଣ୍ଡଗିରି ମେଳା
ଉପରେ ଭଜନ-କୀର୍ତ୍ତନ ତଳେ ମନୋରଞ୍ଜନ ପ୍ରସିଦ୍ଧ ଖଣ୍ଡଗିରି କୁମ୍ଭମେଳାରେ ଜନଗହଳି ବଢ଼ିବାରେ ଲାଗିଛି। ଏବେ ପାହାଡ଼ ଉପରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମୁଛି। ଦିନବେଳା ହୋମଯଜ୍ଞ ଚାଲୁଥିବା ବେଳେ ସଞ୍ଜ ହେଲେ ଭଜନ କୀର୍ତ୍ତନରେ ପରିବେଶ ପ୍ରକମ୍ପିତ ହେଉଛି। ଭୁବନେଶ୍ୱର ୦୬-୦୨-୨୦୨୫(ପିପିଏସ ) : ପ୍ରସିଦ୍ଧ ଖଣ୍ଡଗିରି କୁମ୍ଭମେଳାରେ ଜନଗହଳି ବଢ଼ିବାରେ ଲାଗିଛି। ଏବେ ପାହାଡ଼ ଉପରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମୁଛି। ଦିନବେଳା ହୋମଯଜ୍ଞ ଚାଲୁଥିବା ବେଳେ ସଞ୍ଜ ହେଲେ ଭଜନ କୀର୍ତ୍ତନରେ ପରିବେଶ ପ୍ରକମ୍ପିତ ହେଉଛି। […]
ଫେବ୍ରୁଆରି ୧୦ରୁ ପୁଣି ଯାନବାହନ ଚେକିଂ, ଧରାପଡ଼ିଲେ କାର୍ଯ୍ୟାନୁଷ୍ଠାନ ନେବ ପୁଲିସ
ଦୀର୍ଘ ଦିନର ବ୍ୟବଧାନ ପରେ ଦ୍ବୈତନଗରୀ ଯାନବାହନ ଯାଞ୍ଚ ହେବ। ଭୁବନେଶ୍ବର-କଟକ କମିସନରେଟ୍ ପୁଲିସ ଏଥି ପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଆସନ୍ତା ୧୦ ତାରିଖରୁ ପୁଣି ଥରେ ଗାଡ଼ି ଚେକିଂ କଡ଼ାକଡ଼ି ହେବ। ଭୁବନେଶ୍ୱର ୦୬-୦୨-୨୦୨୫(ପିପିଏସ ) : ଦୀର୍ଘ ଦିନର ବ୍ୟବଧାନ ପରେ ଦ୍ବୈତନଗରୀ ଯାନବାହନ ଯାଞ୍ଚ ହେବ। ଭୁବନେଶ୍ବର-କଟକ କମିସନରେଟ୍ ପୁଲିସ ଏଥି ପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଆସନ୍ତା ୧୦ ତାରିଖରୁ ପୁଣି ଥରେ ଗାଡ଼ି ଚେକିଂ କଡ଼ାକଡ଼ି ହେବ। କମିସନରେଟ […]
ଆଗାମୀ ୫ ବର୍ଷ ମଧ୍ୟରେ ଓଡ଼ିଶାର ପ୍ରତି ଗାଁକୁ ବିକଶିତ କରାଯିବ: ମୁଖ୍ୟମନ୍ତ୍ରୀ
ରାଜନୀତି ଓ ବିକାଶ ଦୁଇଟି ପ୍ରସଙ୍ଗକୁ ଅଲଗା ରଖିବାକୁ ପଡ଼ିବ। ଫାଇଭ୍-ଟି ନାଁରେ ସଂପୂର୍ଣ୍ଣ ଭାବେ ଭୋଟ୍ ବ୍ୟାଙ୍କ ତିଆରି କରିବାକୁ ପୂର୍ବ ୨୪ ବର୍ଷର ସରକାର ଷଡ଼ଯନ୍ତ୍ର କରିଥିଲେ। ଏହା ଜରିଆରେ ବିକାଶ ନ କରି ହୀନମଣ୍ୟତାର ପ୍ରଦର୍ଶନ କରିଥିଲେ। ଭୁବନେଶ୍ୱର ୦୫-୦୨-୨୦୨୫(ପିପିଏସ ) : ରାଜନୀତି ଓ ବିକାଶ ଦୁଇଟି ପ୍ରସଙ୍ଗକୁ ଅଲଗା ରଖିବାକୁ ପଡ଼ିବ। ଫାଇଭ୍-ଟି ନାଁରେ ସଂପୂର୍ଣ୍ଣ ଭାବେ ଭୋଟ୍ ବ୍ୟାଙ୍କ ତିଆରି କରିବାକୁ ପୂର୍ବ ୨୪ ବର୍ଷର ସରକାର ଷଡ଼ଯନ୍ତ୍ର […]