1 min read

ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କ ଘର ସମେତ ଛଅଟି ସ୍ଥାନରେ ଇଡି ପକ୍ଷରୁ ଚଢ଼ଉ

ଓଡ଼ିଶାର ନାମୀ ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କ ଘର ସମେତ ଛଅଟି ସ୍ଥାନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଚଢ଼ଉ ଚାଲିଛି। ତାଙ୍କର ଢେଙ୍କାନାଳସ୍ଥିତ ବାସଭବନ ଏବଂ ହନ୍ଦୋଳରେ ଫାର୍ମହାଉସ୍, ଅଫିସ୍ ଏବଂ ଭୁବନେଶ୍ୱରର ଅନ୍ୟ ତିନୋଟି ସ୍ଥାନରେ ଏକକାଳୀନ ଚଢ଼ଉ ଚାଲିଛି ଭୁବନେଶ୍ୱର ୦୮-୦୧-୨୦୨୫(ପିପିଏସ) : ଓଡ଼ିଶାର ନାମୀ ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କ ଘର ସମେତ ଛଅଟି ସ୍ଥାନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଚଢ଼ଉ ଚାଲିଛି। ତାଙ୍କର ଢେଙ୍କାନାଳସ୍ଥିତ ବାସଭବନ ଏବଂ ହନ୍ଦୋଳରେ ଫାର୍ମହାଉସ୍, […]

1 min read

ଭୁବନେଶ୍ବରରେ ଯୁବକଙ୍କୁ ହତ୍ୟା: ମହିଳା ସମେତ ୩ ଅଭିଯୁକ୍ତ ନୟାଗଡ଼ରୁ ଗିରଫ

ରାଜଧାନୀ ଭୁବନେଶ୍ବରର ରସୁଲଗଡ଼ ଓଭରବ୍ରିଜ୍‌ ନିକଟରେ ବହୁଚର୍ଚ୍ଚିତ ସହଦେବ ସାହୁ ହତ୍ୟା ଘଟଣାରେ କମିସନରେଟ୍ ପୁଲିସର ସ୍ଵତନ୍ତ୍ର ଟିମ୍ ତିନି ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଛି। ପୁଲିସ ଜଣେ ମହିଳା ସମେତ ୩ ଅଭିଯୁକ୍ତଙ୍କୁ ନୟାଗଡ଼ ଜିଲ୍ଲା ଶରଣକୂଳରୁ ଗରିଫ କରିଥିବା ଜଣାଯାଇଛି। ଭୁବନେଶ୍ୱର ୦୮-୦୧-୨୦୨୫(ପିପିଏସ) : ରାଜଧାନୀ ଭୁବନେଶ୍ବରର ରସୁଲଗଡ଼ ଓଭରବ୍ରିଜ୍‌ ନିକଟରେ ଆଜି ସକାଳୁ ବହୁଚର୍ଚ୍ଚିତ ସହଦେବ ସାହୁ ହତ୍ୟା ଘଟଣାରେ କମିସନରେଟ୍ ପୁଲିସର ସ୍ଵତନ୍ତ୍ର ଟିମ୍ ତିନି ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଛି। […]

1 min read

ବିମାନବନ୍ଦରରୁ ୧୦ କୋଟିର ମାରିଜୁଆନା ଜବତ

ମାଲେସିଆ ଭାୟା ଓଡ଼ିଶା ହୋଇ କୋଲକାତା ଯାଉଥିଲା ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ବଡ଼ଧରଣର ନିଶାଦ୍ରବ୍ୟ କାରବାରର ପର୍ଦ୍ଦାଫାସ କରିଛି କଷ୍ଟମ୍‌ ବିଭାଗ। ମାଲେସିଆ ରାଜଧାନୀ କ୍ବାଲାଲମ୍ପୁରରୁ ଉତ୍କଟ ନିଶାଦ୍ରବ୍ୟ ମାରିଜୁଆନା ନେଇ ଆସିବା ଭୁବନେଶ୍ୱର ୦୭-୦୧-୨୦୨୫ (ପିପିଏସ ) : ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ବଡ଼ଧରଣର ନିଶାଦ୍ରବ୍ୟ କାରବାରର ପର୍ଦ୍ଦାଫାସ କରିଛି କଷ୍ଟମ୍‌ ବିଭାଗ। ମାଲେସିଆ ରାଜଧାନୀ କ୍ବାଲାଲମ୍ପୁରରୁ ଉତ୍କଟ ନିଶାଦ୍ରବ୍ୟ ମାରିଜୁଆନା ନେଇ ଆସିବା ସମୟରେ ଭୁବନେଶ୍ବର ବିମାନବନ୍ଦରରେ ଧରାପଡ଼ିଛନ୍ତି […]

1 min read

ପ୍ରଦୀପ ପାଣିଗ୍ରାହୀଙ୍କୁ ଆଶ୍ବସ୍ତି

ଟାଟା କଂପାନିରେ ଚାକିରି ନାଁରେ ଠକେଇ ମାମଲା ବ୍ରହ୍ମପୁର/ଭୁବନେଶ୍ୱର ୦୭-୦୧-୨୦୨୫ (ପିପିଏସ ) : ବହୁଚର୍ଚ୍ଚିତ ଟାଟା କଂପାନିରେ ଚାକିରି ନାମରେ ଠକେଇ ମାମଲାରେ ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀଙ୍କୁ ଆଶ୍ବସ୍ତି ମିଳିଛି। ଏମ୍‌ପି/ଏମ୍‌ଏଲ୍‌ଏ ‌କୋର୍ଟରେ ସାଂସଦ ଶ୍ରୀ ପାଣିଗ୍ରାହୀଙ୍କୁ ୨ଟି ମାମଲାରେ ଆଶ୍ବସ୍ତି ମିଳିଛି। ଏଥି ସହିତ ଅଭୟ ପାଠକ ଓ ତାଙ୍କର ପୁଅ ଆକାଶ ପାଠକଙ୍କୁ ମଧ୍ୟ ଆଶ୍ବସ୍ତି ମିଳିଛି। ଆଜି କୋର୍ଟରୁ ଏହି ୩ ଜଣଙ୍କୁ ଆଶ୍ବସ୍ତି ମିଳିଥିବା ବେଳେ ଅନ୍ୟ ୩ଟି […]

1 min read

କଡ଼ା ସୁରକ୍ଷା ବଳୟରେ ପ୍ରବାସୀ ଭାରତୀୟ ଦିବସ: ପୁଲିସ୍ ମାସ୍କଟ୍ ‘ହାଫି’ ଲୋକାର୍ପିତ

ଆସନ୍ତା ୮ ତାରିଖରେ ରାଜଧାନୀରେ ଆୟୋଜିତ ହେଉଛି ପ୍ରବାସୀ ଭାରତୀୟ ଦିବସ। ୯ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି କାର୍ଯ୍ୟକ୍ରମରେ ସାମିଲ ହେବେ ଏବଂ ୧୦ ତାରିଖ ଉଦ୍‌ଯାପନୀ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେବେ। ଭୁବନେଶ୍ୱର ୦୪-୦୧-୨୦୨୫ (ପିପିଏସ) : ଆସନ୍ତା ୮ ତାରିଖରେ ରାଜଧାନୀରେ ଆୟୋଜିତ ହେଉଛି ପ୍ରବାସୀ ଭାରତୀୟ ଦିବସ। ୯ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି କାର୍ଯ୍ୟକ୍ରମରେ ସାମିଲ ହେବେ ଏବଂ ୧୦ ତାରିଖ ଉଦ୍‌ଯାପନୀ ଉତ୍ସବରେ ରାଷ୍ଟ୍ରପତି […]

1 min read

ସଡ଼କ ସୁରକ୍ଷାକୁ ଜନ ଅଭିଯାନରେ ପରିଣତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ଅନୁଷ୍ଠିତ ଜାତୀୟ ସଡ଼କ ସୁରକ୍ଷା ମାସର ରାଜ୍ୟସ୍ତରୀୟ ଉତ୍ସବ ଉଦଘାଟନ କରି ଜନସାଧାରଣଙ୍କ ଉଦ୍ଦେଶ୍ୟରେ ‘ସୁରକ୍ଷିତ… ଘରକୁ ଫେରନ୍ତୁ’ ସ୍ଲୋଗାନ ଦେଇଛନ୍ତି। ଭୁବନେଶ୍ୱର ୦୪-୦୧-୨୦୨୫ (ପିପିଏସ) : ସୁରକ୍ଷିତ ଘରକୁ ଫେରନ୍ତୁ। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜାତୀୟ ସଡ଼କ ସୁରକ୍ଷା ମାସର ରାଜ୍ୟସ୍ତରୀୟ ଉତ୍ସବ ଉଦଘାଟନ କରି ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଏହି ସ୍ଲୋଗାନ ଦେଇଛନ୍ତି। ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ଅନୁଷ୍ଠିତ ଏହି […]

1 min read

କଟକରେ ମୁମ୍ବାଇର ନକଲି ଇଲିସି

‘ଇଲିସି’ କହି ଦୁଇଗୁଣା ମୂଲ୍ୟରେ ‘ତୁମ୍ବା’ ବିକ୍ରି କଟକ,୦୩-୦୧-୨୦୨୫(ବି.ଏନ .ଓ ) : ନକଲି ଖାଦ୍ୟ ସାମଗ୍ରୀ କାରବାରକୁ ନେଇ ବଦନାମ ହୋଇଥିବା କଟକ ସହରରେ ଏବେ ସବୁଠାରୁ ଦାମିକିଆ ମାଛ ‘ଇଲିସି’ର ନକଲି କାରବାର ଗ୍ରାହକଙ୍କ ପାଇଁ ଉଦବେଗର କାରଣ ହୋଇଛି। ଅବିକଳ ଇଲିସି ମାଛ ଭଳି ଦେଖିବାକୁ ‘ତୁମ୍ବା’କୁ ଇଲିସି ମୂଲ୍ୟରେ ବିକ୍ରି କରାଯାଉଛି। ମୁମ୍ବାଇରୁ ଆମଦାନୀ ହେଉଥିବା ଏହି ମାଛକୁ ପାଖାପାଖି କେଜି ପିଛା ୨ ହଜାର ଟଙ୍କା ମୂଲ୍ୟରେ ବିକ୍ରି କରାଯାଉଛି। […]

1 min read

ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା

ଫସଲ ବୀମା କରିନଥିବା ଚାଷୀଙ୍କୁ ମିଳିବ ୨୯୧.୫୯ କୋଟି ଟଙ୍କାର ସହାୟତା ଭୁବନେଶ୍ୱର ୦୩-୦୧-୨୦୨୫(ପିପିଏସ) : କୃଷି ଓଡ଼ିଶା କାର୍ଯ୍ୟକ୍ରମରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ଏଥିରେ ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ସେ କହିଛନ୍ତି, ଏଣିକି ଅଦିନିଆ ବର୍ଷାରେ ଫସଲ କ୍ଷତିଗ୍ରସ୍ତ ହେଲେ କ୍ଷତିଗ୍ରସ୍ତ ଚାଷୀଙ୍କୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନାର ରିଲିଫ୍‌ ପାଣ୍ଠିରୁ ସହାୟତା ଦିଆଯିବ। ୩୩ ପ୍ରତିଶତରୁ ଅଧିକ ଫସଲ ନଷ୍ଟ ହୋଇଥିଲେ […]

1 min read

ସାହୁ ଭାଉଜଙ୍କ ଅଶ୍ଳୀଳ ନୃତ୍ୟ ପରିବେଷଣ ପରେ ଜାଗିଲା ମାଲକାନଗିରି ପୁଲିସ

ମାଲକାନଗିରି/ଭୁବନେଶ୍ୱର ୩୧-୧୨-୨୦୨୪(ପିପିଏସ) : ଯାତ୍ରା ମଞ୍ଚରେ ସାହୁ ଭାଉଜଙ୍କ ଅଶ୍ଳୀଳ ନୃତ୍ୟ ପରିବେଷଣ ସମୟରେ ମାଥିଲି ଥାନା ଆଇଆଇସିଙ୍କ ଉପସ୍ଥିତିକୁ ନେଇ ବିବାଦୀୟ ପରିସ୍ଥିତି ଉପୁଜିବା ପରେ ସଜାଗ ହୋଇଛି ମାଲକାନଗିରି ପୁଲିସ। ଗତକାଲି ଆଇଟମ୍ ଗାର୍ଲ ନିଶା ମହାରଣାଙ୍କ ସମସ୍ତ ଡ୍ୟାନ୍ସ ପୁରା ରେକର୍ଡିଂ ହୋଇଥିବା ଦେଖିବାକୁ ମିଳିଥିଲା। ପ୍ରଶାସନିକ କଟକଣା ମାନି ଲିଖିତ ଅଣ୍ଡରଟେକିଙ୍ଗ ଦେବା ସହ ଭିଡିଓ କ୍ୟାମେରା ଲଗାଇ ଆଇଟମ ଡ୍ୟାନ୍ସ  କରାଇଥିବା କଥା ମାଲକାନଗିରି ସଦର ମହକୁମାର ଯାତ୍ରା ଆୟୋଜନ […]

1 min read

ମଣ୍ଡିରେ ପଶି ନିଜର ଖରାପ ଧାନକୁ ପାର କରିବାକୁ ଦଲାଲଙ୍କ ଉଦ୍ୟମ

ମାଲକାନଗିରି/ଭୁବନେଶ୍ୱର ୩୧-୧୨-୨୦୨୪(ପିପିଏସ) : ଜିଲ୍ଲାରେ ଏବେ ମଣ୍ଡି ଜୋରସୋରରେ ଚାଲୁ ରହିଥିବା ବେଳେ ଏଫଏକ୍ୟୁ ଧାନକୁ ନେଇ ଟଣାଓଟରା ମଧ୍ୟ ଚାଲିଛି। ଜିଲ୍ଲାରେ ଏବେ ଦଲାଲ ମାତିଛନ୍ତି। ଜିଲ୍ଲାରେ ୧୪ଟି ଲ୍ୟାମ୍ପସ ଏବଂ ଏସଏଚଜି ଅଧିନରେ ୬୫ଟି ମଣ୍ଡି ଚାଲୁଥିବା ବେଳେ ମଣ୍ଡି ଆରମ୍ଭ ହୋଇ ୧୫ ଦିନ ବିତିଗଲାଣି। ଆଜି ସୁଦ୍ଧା ୩ ଲକ୍ଷ ୩୫ ହଜାର କ୍ବିଣ୍ଟାଲ ଧାନ ଖରିଦ ହୋଇସାରିଲାଣି। ଜିଲ୍ଲାକୁ ମିଳିଛି ୯ ଲକ୍ଷ ୨୩ ହଜାର ୮୫୦ କିଲୋ ଧାନ […]