1 min read

ଗଣଶିକ୍ଷା ବିଭାଗ ଓ ସିକେ-୧୨ ଫାଉଣ୍ଡେସନ୍‌ ମଧ୍ୟରେ ବୁଝାମଣାପତ୍ର

ବିଦ୍ୟାଳୟରେ ବିଶ୍ୱସ୍ତରୀୟ ଶିକ୍ଷା ସମ୍ବଳ ଯୋଗାଇବ ଭୁବନେଶ୍ୱର ୦୪-୦୨-୨୦୨୫(ପିପିଏସ) : ରାଜ୍ୟର ଛାତ୍ରଛାତ୍ରୀ, ଶିକ୍ଷକ ଓ ବିଦ୍ୟାଳୟଗୁଡ଼ିକୁ ବିଶ୍ୱସ୍ତରୀୟ ଶିକ୍ଷା ସମ୍ବଳ ଯୋଗାଇଦେବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ କାର୍ଲିଫର୍ଣ୍ଣିଆର ‘ସିକେ-୧୨ ଫାଉଣ୍ଡେସନ’ ମଧ୍ୟରେ ଆଜି ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି। ଲୋକସେବା ଭବନ ସମ୍ମିଳନୀ କକ୍ଷରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଉପସ୍ଥିତିରେ ଗଣଶିକ୍ଷା ବିଭାଗ ଶାସନ ସଚିବ ଶାଳିନୀ ପଣ୍ଡିତ ଓ ସିକେ-୧୨ ଫାଉଣ୍ଡେସନ ପ୍ରତିଷ୍ଠାତା ନିରୁ ଖୋସଲା ବୁଝାମଣାପତ୍ରରେ ସ୍ୱାକ୍ଷର […]

1 min read

ଚନ୍ଦ୍ରଭାଗାରେ ବୁଡ଼ ପକାଇଲେ ଲକ୍ଷାଧିକ ଶ୍ରଦ୍ଧାଳୁ

ପବିତ୍ର ମାଘମାସ ମାଘସପ୍ତମୀ ତିଥିରେ ନୀତି ନିର୍ଘଣ୍ଟ ଅନୁଯାୟୀ ଭୋର ୪.୩୭ ମିନିଟରେ ଚନ୍ଦ୍ରଭାଗା ତୀର୍ଥପୁଷ୍କରିଣୀରେ ବୁଡ଼ ପକାଇଛନ୍ତି ଲକ୍ଷାଧିକ ଶ୍ରଦ୍ଧାଳୁ। ବୁଡ଼ ପକାଇବା ଲାଗି ଗତକାଲିଠାରୁ ଶ୍ରଦ୍ଧାଳୁଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା। କୋଣାର୍କ /ରାମଚଣ୍ଡୀ/ଭୁବନେଶ୍ୱର ୦୪-୦୨-୨୦୨୫(ପିପିଏସ) : ମଙ୍ଗଳବାର ପବିତ୍ର ମାଘମାସ ମାଘସପ୍ତମୀ ତିଥିରେ ନୀତି ନିର୍ଘଣ୍ଟ ଅନୁଯାୟୀ ଭୋର ୪.୩୭ ମିନିଟରେ ଚନ୍ଦ୍ରଭାଗା ତୀର୍ଥପୁଷ୍କରିଣୀରେ ବୁଡ଼ ପକାଇଛନ୍ତି ଲକ୍ଷାଧିକ ଶ୍ରଦ୍ଧାଳୁ। ବୁଡ଼ ପକାଇବା ଲାଗି ଗତକାଲିଠାରୁ ଶ୍ରଦ୍ଧାଳୁଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା।ମାଘମାସ ସପ୍ତମୀ ତିଥିରେ ପବିତ୍ର […]

1 min read

ଆସନ୍ତାକାଲି ମାଘ ଶୁକ୍ଳ ଅଷ୍ଟମୀ ତିଥି: ଅପରାହ୍ନ ୫ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ

ଆସନ୍ତାକାଲି ମାଘ ଶୁକ୍ଳ ଅଷ୍ଟମୀ ତିଥି। ଏହି ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ପୁରୀ/ଭୁବନେଶ୍ୱର ୦୪-୦୨-୨୦୨୫(ପିପିଏସ) : ଆସନ୍ତାକାଲି ମାଘ ଶୁକ୍ଳ ଅଷ୍ଟମୀ ତିଥି। ଏହି ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୫.୦୦ […]

1 min read

ଆଜିଠୁ ମହାକୁମ୍ଭମେଳା: ବେଦପାଠରେ କମ୍ପିବ ଖଣ୍ଡଗିରି ପାହାଡ଼

ଆସନ୍ତାକାଲି (ମଙ୍ଗଳବାର)ଠାରୁ ଖଣ୍ଡଗିରିଠାରେ ମହାକୁମ୍ଭମେଳା ଆରମ୍ଭ ହୋଇ ମାଘ ପୂର୍ଣ୍ଣମୀ (୧୨ତାରିଖ) ପର୍ଯ୍ୟନ୍ତ ଚାଲିବ। ଭାରତର ବିଭିନ୍ନ ସ୍ଥାନରୁ ଆସୁଥିବା ସାଧୁସନ୍ଥମାନଙ୍କ ଦ୍ୱାରା ସନାତନ ବୈଦିକ ଧର୍ମ ଭୁବନେଶ୍ୱର ୦୪-୦୨-୨୦୨୫(ପିପିଏସ) : ଆସନ୍ତାକାଲି (ମଙ୍ଗଳବାର)ଠାରୁ ଖଣ୍ଡଗିରିଠାରେ ମହାକୁମ୍ଭମେଳା ଆରମ୍ଭ ହୋଇ ମାଘ ପୂର୍ଣ୍ଣମୀ (୧୨ତାରିଖ) ପର୍ଯ୍ୟନ୍ତ ଚାଲିବ। ଭାରତର ବିଭିନ୍ନ ସ୍ଥାନରୁ ଆସୁଥିବା ସାଧୁସନ୍ଥମାନଙ୍କ ଦ୍ୱାରା ସନାତନ ବୈଦିକ ଧର୍ମ, ଧର୍ମ ସଂସ୍କୃତି, ସୁରକ୍ଷା ସର୍ବୋପରି ଜଗତ କଲ୍ୟାଣ ନିମନ୍ତେ ପଞ୍ଚ ମହାଯଜ୍ଞ, ଧାର୍ମିକ ସଭା, ସାଧନା […]

1 min read

ଏସ୍‌ସିବିରେ ହେବ ବୃହତ୍‌ ଟ୍ରମା ସେଣ୍ଟର

ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଲୋକଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ପାଇଁ ଆଉ ଏକ ବଡ଼ ପଦକ୍ଷେପ ହାତକୁ ନେଇଛନ୍ତି। କଟକର ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ୫୦୦ ଶଯ୍ୟା ବିଶିଷ୍ଟ ଟ୍ରମା ସେଣ୍ଟର୍ ପ୍ରତିଷ୍ଠା କରିବାକ ନିଷ୍ପତ୍ତି ନେଇଛନ୍ତି। ଭୁବନେଶ୍ୱର ୦୪-୦୨-୨୦୨୫(ପିପିଏସ) : ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ଲୋକଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ପାଇଁ ଆଉ ଏକ ବଡ଼ ପଦକ୍ଷେପ ହାତକୁ ନେଇଛନ୍ତି। କଟକର ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜ ଓ […]

1 min read

ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟକୁ ନେଇ ବିଏମସି କମିସନରଙ୍କ କଡ଼ା ଚେତାବନୀ

ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟକୁ ନେଇ ବିଏମସି କମିସନର ରାଜେଶ ପ୍ରଭାକର ପାଟିଲ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, ଐତିହ ପରମ୍ପରା ମର୍ଯ୍ୟାଦା ଭିତରେ ଯାତ୍ରା ପରିବେଶ ପାଇଁ ନିର୍ଦେଶ ଦିଆଯାଇଛି। ସବୁ ଯାତ୍ରା କମିଟି ଏନେଇ ଅବଗତ ଅଛନ୍ତି। ଆଶା କରୁଛୁ ଗାଇଡଲାଇନ ଅନୁସାରେ ଯାତ୍ରା ଅନୁଷ୍ଠିତ ହେବ। ଭୁବନେଶ୍ୱର ୦୩-୦୨-୨୦୨୫( ପିପିଏସ) : ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟକୁ ନେଇ ବିଏମସି କମିସନର ରାଜେଶ ପ୍ରଭାକର ପାଟିଲ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, ଐତିହ ପରମ୍ପରା ମର୍ଯ୍ୟାଦା ଭିତରେ […]

1 min read

ମୋହନଙ୍କୁ ପ୍ରଶଂସା କଲେ ଜୟଶଙ୍କର

କେନ୍ଦ୍ରମନ୍ତ୍ରୀ ଏସ୍‌ ଜୟଶଙ୍କର କହିଥିଲେ, ପ୍ରବାସୀ ଭାରତୀୟ ଦିବସ ହେଉଛି ପାରିବାରିକ ପୁନର୍ମିଳନ ଭଳି। ଓଡିଶାର କଳା ଓ ସଂସ୍କୃତି ଅନନ୍ୟ। ଓଡିଶା ରାଜ୍ୟର କଳା ଓ ସଂସ୍କୃତି ସାରା ଦେଶରେ ପରିଚିତି ହାସଲ କରିଛି। ନୂଆଦିଲ୍ଲୀ/ଭୁବନେଶ୍ୱର ୩୧-୦୧-୨୦୨୫(ପିପିଏସ ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ‌ବୈଦେଶିକ ବ୍ୟାପର ମନ୍ତ୍ରୀ ସୁବ୍ରମଣ୍ୟମ ଜୟଶଙ୍କର ପ୍ରଶଂସା କରିଛନ୍ତି। ଗତ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ବରର ଜନତା ମଇଦାନରେ ଆୟୋଜିତ ୧୮ତମ ପ୍ରବାସୀ ଭାରତୀୟ ଦିବସ ସଫଳତାର […]

1 min read

ରାସନ୍‌କାର୍ଡ ନେଇ ଚେତାବନୀ ଦେଲେ ମନ୍ତ୍ରୀ, ଧରାପଡ଼ିଲେ କାର୍ଯ୍ୟାନୁଷ୍ଠାନ ନେବେ

ଭଲ ଚାକିରି ବା ଭଲ ଦରମା ପାଉଥିବା କର୍ମଚାରୀ ରାସନ୍‌କାର୍ଡ ଫେରାଇ ଦିଅନ୍ତୁ। ଦୁଇ ଦିନ ତଳେ ୧୨ ହଜାର ସରକାରୀ ଚାକିରିଆ ରାସନ୍‌କାର୍ଡ ଫେରାଇ ଦେଇଥିବା ଜଣାପଡ଼ିଥିଲା। ଆଜି ଏହି ସଂଖ୍ୟା ୨୦ ହଜାରରେ ପହଞ୍ଚିଛି। ଭୁବନେଶ୍ୱର ୩୧-୦୧-୨୦୨୫(ପିପିଏସ ) : ସରକାରୀ ଚାକିରିଆଙ୍କୁ ଏବେ ରାସନ୍‌କାର୍ଡ ଭୟ। ପ୍ରତିମାସ ୫ କିଲୋ ଲେଖାଏଁ ମାଗଣାରେ ନେଉଥିବା ଚାଉଳ ଆଉ ନେଇ ପାରିବେ ନାହିଁ। ଧରାପଡ଼ିଗଲେ ଅସୁବିଧାରେ ପଡ଼ିଯିବାର ଭୟ ରହୁଛି। ସେଥି ପାଇଁ ମାତ୍ର […]

1 min read

ଭୁବନେଶ୍ୱରରେ ଟ୍ରାଫିକ୍ ଭିଡ଼ ହ୍ରାସ ପାଇଁ ପ୍ରାୟ ୭,୦୦୦ କୋଟିର ଯୋଜନା

ଭୁବନେଶ୍ୱରର ସଂପ୍ରସାରଣ ପାଇଁ ଏକ ଆଉଟର୍ ରିଙ୍ଗ୍ ରୋଡ୍ ର ଯୋଜନା ମଧ୍ୟ ପ୍ରସ୍ତୁତ କରାଯାଇଛି। ୧୪୮ କିଲୋମିଟର ବିଶିଷ୍ଟ ଏହି ରିଙ୍ଗ୍ ରୋଡ୍, ୬ ଲେନ୍ ହେବା ସହିତ ୨ଟି ସର୍ଭିସ୍ ରୋଡ୍ ମଧ୍ୟ ରହିବ। ଭୁବନେଶ୍ୱର ୩୧-୦୧-୨୦୨୫(ପିପିଏସ ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ପୂର୍ତ୍ତ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କରି ରାଜ୍ୟ ସରକାରଙ୍କ ପକ୍ଷରୁ ପରିକଳ୍ପିତ ବିଭିନ୍ନ ନୂତନ ପ୍ରକଳ୍ପ ଗୁଡିକ ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ […]

1 min read

ବିକଶିତ ଗାଁ, ବିକଶିତ ଓଡ଼ିଶା ମାର୍ଗଦର୍ଶିକା ଜାରି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମଝୀଙ୍କ ସରକାରଙ୍କ ପକ୍ଷରୁ ବିକଶିତ ଗାଁ, ବିକଶିତ ଓଡ଼ିଶା’ ପାଇଁ ବିସ୍ତୃତ ମାର୍ଗଦର୍ଶିକା ଜାରି କରାଯାଇଛି। ଜିଲ୍ଲାପାଳ ଓ ବିଡିଓଙ୍କୁ ଏହି ମାର୍ଗଦର୍ଶିକା ପଠାଯାଇଛି ଭୁବନେଶ୍ୱର ୩୦-୦୧-୨୦୨୫(ପିପିଏସ ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମଝୀଙ୍କ ସରକାରଙ୍କ ପକ୍ଷରୁ ବିକଶିତ ଗାଁ, ବିକଶିତ ଓଡ଼ିଶା’ ପାଇଁ ବିସ୍ତୃତ ମାର୍ଗଦର୍ଶିକା ଜାରି କରାଯାଇଛି। ଜିଲ୍ଲାପାଳ ଓ ବିଡିଓଙ୍କୁ ଏହି ମାର୍ଗଦର୍ଶିକା ପଠାଯାଇଛି । ଆସନ୍ତା ଫେବ୍ରୁଆରି ମାସ ୧୫ ତାରିଖ ସୁଦ୍ଧା ପ୍ରତି ଗାଁ […]